Home

୩ ଦିନରେ ମହଙ୍ଗା ହେଲାଣି ସୁନା: ଆଜି ଭାଙ୍ଗିଲା ରେକର୍ଡ, ଦାମ୍‌ ରହିଛି…

ନୂଆଦିଲ୍ଲୀ,୧୧ା୪: ପୁଣି ଚିନ୍ତା ବଢ଼ାଇଛି ସୁନା ଦର। କିଛିଦିନ ଧରି ସୁନାରୁପା ଦର ହୁହୁ ହୋଇ ବଢୁଛି। ଫଳରେ ଚିନ୍ତାରେ ପଡ଼ିଛନ୍ତି ଲୋକେ। ସୁନା ଦର ହ୍ରାସ ପାଇବ ବୋଲି ଖବର ପ୍ରକାଶ ପାଉଥିଲେ ହେଁ ଏହି ଦର ବଢ଼ିବଢ଼ି ଚାଲିଛି।…

କିଏ ସେହି ପୀୟୁଷ ସଚଦେବ, ଯିଏ ଭାରତର ବଡ଼ ଶତ୍ରୁ ତହଉର ରାଣାଙ୍କୁ ଫାଶୀରୁ ରକ୍ଷା କରିପାରିବେ: ଜାଣନ୍ତୁ ଓକିଲ ନିଯୁକ୍ତ ପଛର ନିୟମ

ମୁମ୍ବାଇ,୧୧।୪: ୨୬ ନଭେମ୍ବର ୨୦୦୮, ଏହି ଦିନ ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣକୁ ପ୍ରାୟ ୧୭ ବର୍ଷ ବିତିଗଲାଣି। କିନ୍ତୁ ଏହି ଷଡ଼ଯନ୍ତ୍ରର ଅନେକ ଅଭିଯୁକ୍ତଙ୍କୁ ଏପର୍ଯ୍ୟନ୍ତ ଦଣ୍ଡ ଦିଆଯାଇ ନାହିଁ। ଭାରତର ଶତ୍ରୁ ଏବଂ ମୁମ୍ବାଇ ଆତଙ୍କବାଦୀ…

ଗାଁକୁ ଚାଲ ଅଭିଯାନରେ ସାମିଲ ହେଲେ ଯୁବଗୋଷ୍ଠୀ, ପଚାରି ବୁଝିବେ ଲୋକଙ୍କ ସୁଖଦୁଃଖ

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଭାଜପା ପକ୍ଷରୁ ବର୍ତ୍ତମାନ ଗାଁକୁ ଚାଲ ଅଭିଯାନ ଚାଲିଛି। ଏହି ଅବସରରେ କର୍ମକର୍ତ୍ତାମାନେ ସାଧାରଣ ଲୋକଙ୍କ ସହ ମିଶି ସେମାନଙ୍କ ଭଲମନ୍ଦ କଥା ପଚାରି ବୁଝିବେ। ଗ୍ରାମରେ ସଫେଇ କାର୍ଯ୍ୟକ୍ରମ କରିବେ। ଏଥିସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟ ଅଛି।…

IPL 2025: ମ୍ୟାଚ୍‌ ମଝିରେ ଭୟଙ୍କର ରାଗିଗଲେ ବିରାଟ କୋହଲି: ଭାଇରାଲ ହେଉଛି ଭିଡିଓ

ବେଙ୍ଗାଲୁରୁ,୧୧।୪: IPL 2025ରେ, RCB ନିଜ ଘରୋଇ ଗ୍ରାଉଣ୍ଡରେ ଏକ ଶୋଚନୀୟ ପରାଜୟ ବରଣ କରିଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୬ ଉଇକେଟରେ ପରାସ୍ତ କରିଛି। ୧୬୪ ରନର ଟାର୍ଗେଟକୁ ରୋକିବାକୁ ବେଙ୍ଗାଲୁରୁ ଓହ୍ଲାଇଥିଲା ଏବଂ ଜବାବରେ ସେମାନଙ୍କର…

ଜଙ୍ଗଲୀ ବାର୍‌ହା ଶିକାର କରି ୪ ଅଟକ

ଦେବଗଡ଼,୧୧ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବନାଞ୍ଚଳ ବଳମ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ପଞ୍ଚମହଲା ଗ୍ରାମ ନିକଟ ଖସଡ଼ା ଜଙ୍ଗଲରେ ଏକ ବାର୍‌ହା ଶିକାର କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ବନବିଭାଗ ଅଧିକ ପଚରାଉଚରା କରୁଥିବା ଜଣାପଡ଼ିଛି। ଘୁରୁଡୁଖମଣ…

ଯୁବକଙ୍କୁ ନିର୍ମମ ହତ୍ୟା, ୨ ଅଟକ

ବଲାଙ୍ଗୀର,୧୧ା୪(ସୁନୀଲ ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସରଗାଡ଼ ଗାଁରେ ଗୁରୁବାର ରାତିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣକ ହେଲେ ଅରୁଣ ସାଏ ପଟେଲ । ତାଙ୍କ ଘର ସରଗାଡ଼ କଲୋନୀପଡ଼ାରେ ବୋଲି ଜଣାପଡ଼ିଛି।…

ଖବର ପ୍ରକାଶ ପରେ ତତ୍ପର ହେଲେ ପ୍ରକଳ୍ପ ପ୍ରଶାସକ: ବ୍ୟବସାୟୀଙ୍କୁ ଶୀଘ୍ର ହାଟ ଯୋଗାଇବାକୁ ଦେଲେ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୧ା୪: କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ଜନଜାତି ହାଟ କାମରେ ଆସୁନଥିବା ଶୀର୍ଷକ ଖବର କେବଳ ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଏହା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା…

ଗିରି ଗୋବର୍ଦ୍ଧନ ଜଙ୍ଗଲରେ ନିଆଁ

କୋକସରା,୧୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ଗ୍ରାମକୁ ଲାଗି ରହିଥିବା ଗିରି ଗୋବର୍ଦ୍ଧନ ଜଙ୍ଗଲରେ ଗୁରୁବାର କୌଣସି କାରଣରୁ ହଠାତ୍‌ ନିଆଁ ଲାଗି ବ୍ୟାପିଯାଇଥିଲା। ଏହାଦେଖି ସ୍ଥାନୀୟ ଯୁବକ ସଂଘ ପକ୍ଷରୁ ଆମପାଣି ଫରେଷ୍ଟ ସମେତ…

୬୦୬ରୁ ଅଛନ୍ତି ମାତ୍ର ୧୯୯ ଡାକ୍ତର

ଭବାନୀପାଟଣା,୧୧ା୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ବିଭାଗରେ ଏବେ ଅନେକ ପଦବୀ ଖାଲି ପଡିଛି। ଫଳରେ ଜିଲାବାସୀ ଠିକ୍‌ ସମୟରେ ଆବଶ୍ୟକ ସ୍ବାସ୍ଥ୍ୟସେବା ପାଉ ନ ଥିବା ଅଭିଯୋଗ ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୬୦୬ ଡାକ୍ତର…

ନଦୀକୁ ଖସିପଡ଼ିଲା ହେଲିକପ୍ଟର, ୬ ଜଣଙ୍କ ଜୀବନ ଗଲା

ଓ୍ବାଶିଂଟନ,୧୧ା୪: ଆମେରିକାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମଝି ଆକାଶରେ ହେଲିକପ୍ଟର୍‌ କ୍ରାସ୍‌ ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣା ପରେ ନଦୀ ମଝିକୁ ଖସିପଡ଼ିଥିଲା ହେଲିକପ୍ଟର। ମୃତକଙ୍କୁ ଉଦ୍ଧାର ପାଇଁ ନଦୀ ଭିତରେ ଉଦ୍ଧାରକାରୀ ଦଳ ରହିଛନ୍ତି।…

ସନସ୍ୟୁର ଏନର୍ଜି ସହ ଜେଏସ୍‌ଏଲ୍‌ ସୁପର ଷ୍ଟିଲ୍‌ର ବୁଝାମଣା

ଭୁବନେଶ୍ୱର,୧୧।୪ (ଅଭୟ ଦାଶ): ଭାରତର ସର୍ବବୃହତ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଉତ୍ପାଦନକାରୀ ଜିନ୍ଦଲ ଷ୍ଟେନ୍‌ଲେସର ଗାଜିଆବାଦସ୍ଥିତ ସହାୟକ କମ୍ପାନୀ ଜେଏସ୍‌ଏଲ୍‌ ସୁପର ଷ୍ଟିଲ୍‌ ଏବଂ ଶକ୍ତି ଉତ୍ପାଦନକାରୀ କମ୍ପାନୀ ସନସ୍ୟୁର ଏନର୍ଜି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ…

ଶ୍ମଶାନ ମାଟି ତଳୁୁ ଶବ ଗାଏବ

ଭଣ୍ଡାରିପୋଖରୀ,୧୧।୪ (ରାଜେନ୍ଦ୍ର ଶତପଥୀ): ଶ୍ମଶାନରୁ ଶବ ଗାଏବ। ଗଁା ଶ୍ମଶାନରେ ମା’ଙ୍କ ମୃତଦେହ ପୋତାଯାଇଥିଲା। ଦଶାହ କର୍ମ ପାଇଁ ପୁଅ ଗଲାବେଳକୁ ଶ୍ମଶାନରେ ମୃତଦେହ ନାହିଁ। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ମଣିନାଥପୁର ବୈତରଣୀ ନଦୀପଠାରେ ଥିବା ଶ୍ମଶାନରେ ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri