Home

ରାଫାଲ ରାୟର ପୁନର୍ବିଚାର:କାହିଁକି ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫-୧୧:ସୁପ୍ରିମକୋର୍ଟ ରାଫାଲ ରାୟର ପୁନର୍ବିଚାର ପାଇଁ ଦାଏର ପିଟିଶନଗୁଡ଼ିକୁ ଖାରଜ କରିବା ସହ ଏହି ବିବାଦର ଆଇନଗତ ଦିଗ ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ୩୬ ଫାଇଟର ଜେଟ୍‌ ଡିଲ୍‌କୁ ନେଇ ତଦନ୍ତ ବା ଏଫ୍‌ଆଇଆର୍‌ ଅନାବଶ୍ୟକ ବୋଲି ତିନିଜଣିଆ ଖଣ୍ଡପୀଠ କହିଛନ୍ତି।…

୨୦୨୦ରେ ଚନ୍ଦ୍ରୟାନ-୩

ବେଙ୍ଗାଲୁରୁ,୧୫-୧୧:ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ବିକ୍ରମକୁ ଚନ୍ଦ୍ର ପୃଷ୍ଠରେ ମୃଦୁ ଅବତରଣ କରାଇବାରେ ବିଫଳ ହୋଇଥିବା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆସନ୍ତାବର୍ଷ ନଭେମ୍ବର ସୁଦ୍ଧା ଏହାର ତୃତୀୟ ସଂସ୍କରଣର ସଫଳ ଅବତରଣ ଲାଗି କାମ ଆରମ୍ଭ କରିଛି। ଏଥିପାଇଁ ଇସ୍ରୋ ପକ୍ଷରୁ…

୪ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ

ଓଡ଼ଗାଁ,୧୫ା୧୧(ସ୍ବ.ପ୍ର.): ୪ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ ।  ପୁଅର ପତ୍ତା ନ ପାଇ ଦୁଃଖ ଓ ଯନ୍ତ୍ରଣାରେ ଦିନ କାଟୁଥିଲେ ପରିବାର ଲୋକେ। ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଆଇଆଇସିଙ୍କ ଉଦ୍ୟମ ଫଳରେ ହଜିଲା ପୁଅକୁ…

ନୟାଗଡ଼ ଜିଲା ଯୋଗାଣ ଅଧିକାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୫।୧୧:  ନୟାଗଡ଼ ଜିଲା ଯୋଗାଣ ଅଧିକାରୀ ବିକ୍ରମ କୁମାର ମାଝିଙ୍କୁ ରାଜ୍ୟ ଖାଦ୍ୟ କମିଶନର ନିଲମ୍ବିତ କରିଛନ୍ତି। ଏଥିସହ ସହକାରୀ ଜିଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି। ନିଲମ୍ବନର କାରଣ ସ୍ପଷ୍ଟ ହୋଇ ନ ଥିବା…

ଅଲିଭ୍‌ ରିଡ୍‌ଲେ ସୁରକ୍ଷା ଚିନ୍ତା: ମେ’୩୧ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା

ଭୁବନେଶ୍ୱର, ୧୫-୧୧(ବ୍ୟୁରୋ):ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ସମୁଦ୍ରରୁ ମାଛଧରା ଉପରେ ସରକାର କଟକଣା ଜାରି କରିଛନ୍ତି। ଉପକୂଳଠାରୁ ସମୁଦ୍ର ଭିତରକୁ ୨୦ କିଲୋମିଟର ପର୍ଯ୍ୟନ୍ତ ଆଗାମୀ ମେ’ ୩୧ ଯାଏ ମାଛ ନ ଧରିବା ଲାଗି ମତ୍ସ୍ୟଜୀବୀଙ୍କୁ ନିର୍ଦ୍ଦେଶ…

ଠକେଇ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କୁ ୬ ମାସ ଜେଲ

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଏସ୍‌ଡିଜେଏମ୍‌ (ଉପଖଣ୍ଡ ନ୍ୟାୟାଧିକାରୀ) ସଦ୍ୟସ୍ନାତା ପତି ୨୨ ଲକ୍ଷ ୬୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଜଣେ ଶିକ୍ଷୟିତ୍ରୀଙ୍କୁ ୬ ମାସ କାରାଦଣ୍ଡାଦେଶ କରିଛନ୍ତି । ସେ ହେଲେ ଓଡ଼ଗାଁ ବ୍ଲକ ନନ୍ଦିଘୋର ବାଳିକା ଉଚ୍ଚ ବିଦ୍ୟାଳୟର…

ବ୍ରାଜିଲ ରାଷ୍ଟ୍ରପତି ହେବେ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି

ବ୍ରାସିଲିଆ, ୧୫-୧୧(ପି.ଟି.): ୨୦୨୦ ସାଧାରଣତନ୍ତ୍ର ଦିବସରେ ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧକୁ ସେ ଗ୍ରହଣ କରିଥିବା ଜଣାପଡ଼ିଛି। ୧୧ତମ ବ୍ରିକ୍ସ ସମିଟ୍‌ ଅବସରରେ ମୋଦି ବୋଲ୍‌ସୋନାରୋଙ୍କ ସହ ବିଭିନ୍ନ ପ୍ରସଙ୍ଗରେ…

ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଏଥିରୁ ଅଧାକପ୍‌…

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସକାଳେ ଖାଲିପେଟରେ ଅଧାକପ୍‌ ଜିରା ପାଣି ପିଇବା ଦ୍ୱାରା ଓଜନ ହ୍ରାସ ପାଇଥାଏ। ପେଟରେ ଅଧିକ ଚର୍ବି ଜମି ଯାଇଥିଲେ ଜିରାପାଣି ପିଇବା ଦ୍ୱାରା ଫାଇଦା ମିଳିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ଅଛି। ଏହା ପିଇବା ଦ୍ୱାରା…

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ବ୍ରୋକଲି

ବ୍ରୋକଲି ଏକ ଲୋକପ୍ରିୟ ପରିବା ହୋଇ ନ ଥିଲେ ମଧ୍ୟ ଶୀତଦିନେ ଏହା ବହୁଳ ମାତ୍ରାରେ ମିଳିଥାଏ। ବ୍ରୋକଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିଫରେ ପ୍ରୋଟିନ୍‌, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍‌, ଆଇରନ୍‌, ଭିଟାମିନ-ମ, ସି ଏବଂ ଅନେକ ପୋଷକ…

ବିରାଟ କୋହଲିଙ୍କ ଶରୀରରେ ଏହିସବୁ ନାଁରେ ରହିଛି ଟାଟୁ

ଆଜିକାଲି ଶରୀରରେ ଟାଟୁ କରିବା ଏକ ଫ୍ୟାଶନ୍‌ରେ ପରିଣତ ହୋଇଗଲାଣି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ସେ ଶରୀରରେ ଅନେକ ଟାଟୁ କରିଛନ୍ତି। ପ୍ରଥମେ ସେ ଭଗବାନ ଶିବଙ୍କ ଟାଟୁ କରିଥିଲେ। ପରେ ସେ…

ରାଜ୍ୟରେ ଖୋଲିବ ୬ ନୂଆ କୋର୍ଟ: କଟକରେ ୪, ଭଦ୍ରକରେ ୨ରେ ପହଞ୍ଚିବ କୋର୍ଟ ସଂଖ୍ୟା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଆଉ ୬ଟି ନୂଆ କୋର୍ଟ ଖୋଲିବ। ହାଇକୋର୍ଟଙ୍କ ସୁପାରିସ ଆଧାରରେ ରାଜ୍ୟ ସରକାର ଚଳିତବର୍ଷଠାରୁ ଏହି କୋର୍ଟ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ବିଭାଗୀୟ ମନ୍ତ୍ରୀ ପ୍ରତାପ…

ଦାଦାବଟି ମାଗିବା ଅଭିଯୋଗରେ ୬ ଗିରଫ: କାର, ବନ୍ଧୁକ, ଗୁଳି ଜବତ

କଟକ ଅଫିସ, ୧୪।୧୧- ଜଗତ୍‌ପୁର ଥାନା ଅଞ୍ଚଳର ଜନୈକ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଧମକ ଦେବା ଓ ଦାଦାବଟି ମାଗିବା ଅଭିଯୋଗରେ ପୋଲିସ ଏକ ଗ୍ୟାଙ୍ଗର ୬ ଜଣଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଜଗତ୍‌ପୁର ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri