Home

ଡିସେମ୍ବର ଶେଷସୁଦ୍ଧା ଭାଜପାର ସଭାପତି ଚୟନ: ଅରୁଣ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଭାଜପା ରାଜ୍ୟ ପ୍ରଭାରୀ ଅରୁଣ ସିଂ ରାଜ୍ୟ ସଭା ସଦସ୍ୟଭାବେ ନିର୍ବାଚିତ ହେବାପରେ ପ୍ରଥମ ଥର ଲାଗି ରବିବାର ଓଡିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ତାଙ୍କୁ ଦଳ ପକ୍ଷରୁ ବ୍ୟାପକ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ…

ମୟୂର, ହରିଣ, ବାର୍‌ହା ପାଇଁ ଟ୍ରାଫିକ ଜାମ୍‌

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମୟୂର ଓ ହରିଣ ପାଇଁ ରାଜଧାନୀରେ ସୃଷ୍ଟି ହେଉଛି ଟ୍ରାଫିକ ଜାମ୍‌। ଭରତପୁର-ଡମପଡ଼ା ଅଭୟାରଣ୍ୟକୁ ଲାଗି ରହିଥିବା ରେଣ୍ଟାଲ ଛକରୁ କଳିଙ୍ଗ ଷ୍ଟୁଡିଓ ଛକ ମଧ୍ୟରେ କିଛିଦିନ ହେବ ଦେଖିବାକୁ ମିଳୁଛି ଏହି ସ୍ଥିତି। ପ୍ରତିଦିନ ସକାଳ ଓ ଅପରାହ୍ନରେ…

ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ଝାଡ଼ଖଣ୍ଡର ୪ଟି ଜିଲାର ୧୫ ଆସନ ପାଇଁ ମତଦାନ ଆରମ୍ଭ

ରାଞ୍ଚି,୧୬।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ସୋମବାର ସକାଳ ୭ଟାଠାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୧୫ଟି ବିଧାନସଭା ଆସନ ପାଇଁ ମତଦାନ କରାଯାଉଥିବାବେଳେ ମଇଦାନରେ ୨୨୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେଥିମଧ୍ୟରୁ ୨୩ ମହିଳା ଏବଂ…

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଆଜିଠୁ ପୁଣି ଉଚ୍ଛେଦ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାଶର୍‌ବରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ। ଯେପର୍ଯ୍ୟନ୍ତ ସମସ୍ତ ଚିହ୍ନଟ ଜବରଦଖଲଗୁଡ଼ିକୁ ହଟା ନ ଯାଇଛି ସେପର୍ଯ୍ୟନ୍ତ ଉଚ୍ଛେଦ କରାଯିବ ବୋଲି ବିଡିଏ ଉପାଧ୍ୟକ୍ଷ ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ୨୦୦ରୁ ଊର୍ଦ୍ଧ୍ୱ ଜବରଦଖଲ…

ବଜ୍ରକାପ୍ତା ଚାଲାଣ ରୋକିବାକୁ ପ୍ରୟାସ: ସୂଚନା ଦେଲେ ମିଳିବ ୧୦ହଜାର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ବଜ୍ରକାପ୍ତା ଚୋରାଚାଲାଣ ବନବିଭାଗର ନିଦ ହଜାଇ ଦେଇଛି। ବନ୍ୟପ୍ରାଣୀ ଚୋରାଚାଲାଣରେ ବଜ୍ରକାପ୍ତାର ସବୁଠାରୁ ଅଧିକ କାରବାର ହୋଇଥାଏ। ଗତ କିଛିମାସ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଚୋରା କାରବାରରେ ବଜ୍ରକାପ୍ତା ଉଦ୍ଧାର କରାଯାଇ ଅଭିଯୁକ୍ତକୁ ଗିରଫ କରାଯାଇଛି। ତେବେ ଏହାକୁ…

ଇସ୍ରୋର ମୋବାଇଲ ଲଞ୍ଚ୍‌ପ୍ୟାଡ୍‌ ଯୋଜନା

ବେଙ୍ଗାଲୁରୁ,୧୬ା୧୨: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଅନେକ ବଡ଼ କାର୍ଯ୍ୟକ୍ରମର ଯୋଜନା ପ୍ରସ୍ତୁତ କରିଛି। ଯଦି ସବୁକିଛି ଠିକ୍‌ ଚାଲେ ତେବେ ଆଗାମୀ ଦଶନ୍ଧିରେ ଇସ୍ରୋ ଐତିହାସିକ ସଫଳତା ହାସଲ କରିବ। ଏହି କାର୍ଯ୍ୟକ୍ରମ ମଧ୍ୟରେ ରହିଛି ପ୍ରସ୍ତାବିତ କ୍ଷୁଦ୍ର…

ପଶ୍ଚିମବଙ୍ଗରେ ଟିଏମ୍‌ସି ଆନ୍ଦୋଳନ ଆଜି: ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ମୁହଁ।ମୁହିଁ

କୋଲ୍‌କାତା,୧୬ା୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆମ୍ବେଡକରଙ୍କ ପ୍ରତିମୂର୍ତ୍ତିଠାରୁ ଏକ ବିଶାଳ…

ହଷ୍ଟେଲରୁ ଛାତ୍ରୀ ନିଖୋଜ

ପୁରୀ ଅଫିସ,୧୬।୧୨: ଦତ୍ତତୋଟାସ୍ଥିତ ଏକ ଘରୋଇ ହଷ୍ଟେଲରୁ ସରକାରୀ ମହିଳା ମହାବିଦ୍ୟାଳୟର ଜଣେ ଯୁକ୍ତ୨ ଛାତ୍ରୀ ନିଖୋଜ ଥିବା ନେଇ କୁମ୍ଭାରପଡା ଥାନାରେ ରବିବାର ତାଙ୍କ ମା’ ଲିଖିତ ଅଭିଯୋଗ କରିଛନ୍ତି। ଗତ ନଭେମ୍ବର ୨୯ ଅପରାହ୍ନ ପରଠାରୁ ସେ ନିଖୋଜ…

ଧ୍ୱଂସାଭିମୁଖୀ ମନ୍ଦିର କାରୁକାର୍ଯ୍ୟ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଓଡ଼ିଶାରେ ଐତିହ୍ୟର ସଂରକ୍ଷଣ ଏବେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ। ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ଅଧୀନରେ ରାଜ୍ୟର ୭୯ କୀର୍ତ୍ତିରାଜି ରହିଥିବାବେଳେ ଓଡ଼ିଶା ରାଜ୍ୟ ପ୍ରତ୍ନତତ୍ତ୍ୱ ସଂସ୍ଥା ଅଧୀନରେ ରହିଛି ୨୧୮ ଐତିହ୍ୟସ୍ଥଳୀ। ମାତ୍ର ଏଗୁଡ଼ିକର ସଂରକ୍ଷଣ, ରକ୍ଷଣାବେକ୍ଷଣ ଏବଂ…

ଅସ୍ତ୍ର ସଂଶୋଧନ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ବଣ୍ଡା,୧୬ା୧୨(ପି.ଟି.): ଅସ୍ତ୍ର(ସଂଶୋଧନ) ବିଲ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ କରିବା ପରେ ଏହା ଆଇନରେ ପରିଣତ ହୋଇଛି। ଫଳରେ କୌଣସି ବ୍ୟକ୍ତି ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ରଖିଥିବା ପ୍ରମାଣିତ ହେଲେ ତାଙ୍କୁ ୩ରୁ ୫ ବର୍ଷ ପର୍ଯ୍ୟନ୍ତ ଜେଲ୍‌ଦଣ୍ଡ ଭୋଗିବାକୁ ପଡ଼ିବ।…

ସେନ୍‌ଗାରଙ୍କ ବିରୋଧରେ ରାୟ ଆଜି

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଉନ୍ନାଓ ବଳାତ୍କାର ମାମଲାରେ ଭାଜପାରୁ ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କ ବିରୋଧରେ ଦିଲ୍ଲୀର ଏକ ଅଦାଲତ ସୋମବାର ରାୟ ପ୍ରଦାନ କରିବେ। ୨୦୧୭ରେ ଜଣେ ନାବାଳିକାଙ୍କୁ ବିଧାୟକ ସେନ୍‌ଗାର ଅପହରଣ ପରେ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ସିବିଆଇ…

ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପଯର୍‌ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଗତ ଶୁକ୍ରବାର ଅନୁଷ୍ଠିତ ନୀତି ସବ୍‌ କମିଟି ବୈଠକରେ ମହାପ୍ରଭୁଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri