Home

ନିର୍ଭୟା ମାମଲାକୁ ୭ ବର୍ଷ: କେନ୍ଦ୍ର ଆଣିଛି କଠୋର ଆଇନ; ତଥାପି ଥମୁନି ବର୍ବରତା

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଠିକ୍‌ ସାତ ବର୍ଷ ପୂର୍ବେ ଦେଶକୁ ସ୍ତବ୍ଧ କରିଦେଇଥିଲା ନିର୍ଭୟା ମାମଲା। ୨୩ ବର୍ଷୀୟା ପାରାମେଡିକାଲ ଛାତ୍ରୀଙ୍କୁ ଚଳନ୍ତା ବସ୍‌ରେ ଗଣବଳାତ୍କାର ପରେ ଫିଙ୍ଗିଦିଆଯାଇଥିଲା। ଜୀବନ ସହ ସଂଗ୍ରାମ କରି ସିଙ୍ଗାପୁର ହସ୍ପିଟାଲରେ ଶେଷରେ ଆଖି ବୁଜିଥିଲେ ପୀଡ଼ିତା। ଏହା…

ସ୍ବାଭିମାନ ଅଞ୍ଚଳରେ ପ୍ରତିଷ୍ଠା ହେବ ଶିକ୍ଷକ କ୍ଲଷ୍ଟର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ସ୍ବାଭିମାନ ଅଞ୍ଚଳରେ ଶିକ୍ଷକ କ୍ଲଷ୍ଟର ପ୍ରତିଷ୍ଠା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ଅଞ୍ଚଳର ୭ଟି ପଞ୍ଚାୟତର ସ୍କୁଲ ଉପକୃତ ହେବ। ଏଥିପାଇଁ ୮କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ…

ଆଜି ୭ ଜିଲାକୁ ୟେଲୋ ଓ୍ବାର୍ନିଂ: ଦୁଇଦିନ ପ୍ରବଳ କୁହୁଡ଼ି

ଭୁବନେଶ୍ୱର,୧୬।୧୨(ବ୍ୟୁରୋ) : ରାଜ୍ୟରେ ଶୀତର ପ୍ରଭାବ ଅନୁଭୂତ ହେଉ ନ ଥିବାବେଳେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ କୁହୁଡ଼ି ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି। ଉତ୍ତର-ଓଡ଼ିଶା ଓ ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, କୋରାପୁଟ ଜିଲାର କିଛି ସ୍ଥାନରେ…

ଆଜିଠାରୁ ଏମ୍‌ଏନ୍‌ପି ଲାଗି ନୂଆ ନିୟମ

ନୂଆଦିଲ୍ଲୀ,୧୬ା୧୨: ଉପଭୋକ୍ତାଙ୍କୁ ନିଜ ମୋବାଇଲ ନମ୍ବର ପୋର୍ଟେବିଲିଟି (ଏମ୍‌ଏନ୍‌ପି) କରିବା ପାଇଁ ସପ୍ତାହେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ ନାହିଁ। ଟେଲିକମ୍‌ ରେଗୁଲେଟୋରୀ ଅଥରିଟି ଅଫ୍‌ ଇଣ୍ଡିଆ(ଟ୍ରାଇ)ର ନୂଆ ନିୟମ ମୁତାବକ ଏମ୍‌ଏନ୍‌ପି ପୂର୍ବଠାରୁ ଅଧିକ ତ୍ୱରିତ ଏବଂ ସହଜ ହେବ…

ଦିଲ୍ଲୀ ରଣକ୍ଷେତ୍ର: ଟେକାମାଡ଼ କଲେ ଛାତ୍ର, ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ,୧୬ା୧୨ : ଦିଲ୍ଲୀରେ ସିଏଏ ବିରୋଧୀ ଆନ୍ଦେଳାନ ରବିବାର ମଧ୍ୟରାତ୍ରିରେ ଉଗ୍ରରୂପ ଧାରଣ କରିଛି। ଜେଏମ୍‌ଆଇୟୁରୁ ଆରମ୍ଭ ହୋଇଥିବା ବିକ୍ଷୋଭଜନିତ ହିଂସା ବିଭିନ୍ନ ଅଞ୍ଚଳକୁ ବ୍ୟାପିବା ପରେ ରାଜଧାନୀ ରଣକ୍ଷେତ୍ରରେ ପରିଣତ ହୋଇଛି। ପୋଲିସ-ଛାତ୍ର ଖଣ୍ଡଯୁଦ୍ଧରେ ଶତାଧିକ ଆହତ ହୋଇଛନ୍ତି। ପୋଲିସର…

ସିଏଏ-ଏନ୍‌ଆର୍‌ସି ଭୟ: କେଉଁଠି ଧୂଆଁ, କେଉଁଠି ନିଆଁ; ଆକ୍ରୋଶରୁ ଅରାଜକତା

ନୂଆଦିଲ୍ଲୀ/କୋଲକାତା, ୧୬ା୧୨: ଆସାମରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବା ପରେ ଉପୁଜିଥିବା ଅଡ଼ୁଆ ନ ଛିଣ୍ଡୁଣୁ ଏହାକୁ ଜାତୀୟ ସ୍ତରରେ ପ୍ରୟୋଗ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି କେନ୍ଦ୍ର ସରକାର। ଇତିମଧ୍ୟରେ ସଂଖ୍ୟା ଯୋଗାଡ଼ କରିବାରେ ସଫଳ ହୋଇଥିବା…

ଅନିଶ୍ଚିତତାରେ ନିଶ୍ଚିତ କର୍ମନିଯୁକ୍ତି ଯୋଜନା:  ୧୦୦ଦିନର କାମ ସମ୍ପୂର୍ଣ୍ଣ ପରିସଂଖ୍ୟାନରେ ଜାଲିଆତି

ଯାଜପୁର ଅଫିସ,୧୬ା୧୨- ଶହେ ଦିନର କାମ ନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରଣୀତ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌) ଯାଜପୁର ଜିଲାରେ ଅନିଶ୍ଚିତ ହୋଇପଡ଼ିଛି। ଗତ ନଭେମ୍ବର ୮ରେ ଯେଉଁଠି ମାତ୍ର ୧୮୪ଜଣ ୧୦୦ଦିନର କାମ…

ରତଳାଙ୍ଗରେ ମହିଳାଙ୍କୁ ହତ୍ୟା ଅଭିଯୋଗ ଘଟଣା: ସ୍ବାମୀ, ଯାଆ କୋର୍ଟ ଚାଲଣ

ବିଞ୍ଝାରପୁର,୧୬ା୧୨(ଡି.ଏନ.ଏ)- ବିଞ୍ଝାରପୁର ଥାନା ବରୀ ବ୍ଲକ ରତଳାଙ୍ଗ ଗ୍ରାପ ମଠସାହିରେ ଗତ ମଙ୍ଗଳବାର ରାତିରୁ ନିଖୋଜ ଥିବା କବିତା ବରାଳଙ୍କ ମୃତଦେହ ଶୁକ୍ରବାର ସ୍ଥାନୀୟ ପୋଖରୀରେ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ତାଙ୍କୁ ଶାଶୁଘର ଲୋକେ ଅଧିକ ଯୌତୁକ ଦାବିରେ ହତ୍ୟା କରିଥିବା…

୬ବର୍ଷ ହେଲା ପ୍ରକଳ୍ପ ଅଧାପନ୍ତରିଆ: ପାଣି ପାଇଁ ଗ୍ରାମବାସୀ ହୀନସ୍ତା

ନୟାଗଡ଼ ଅଫିସ,୧୬ା୧୨: ଜିଲାରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଦ୍ୱାରା କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିଥିଲେ ମଧ୍ୟ ଏଥିପ୍ରତି କର୍ତ୍ତୃପକ୍ଷ ନଜର ଦେଉ ନ ଥିବା ଅଭିଯୋଗ ହେଉଛି। ଫଳରେ ଲୋକମାନେ ପାନୀୟ ଜଳ ପାଇଁ ନାହିଁ…

ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌, ଯୁବକ ଗିରଫ

ବାଲିକୁଦା,୧୬ା୧୨(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ ତିତିରା ପଞ୍ଚାୟତର ଜଣେ ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏପରି କି ଯୁବତୀଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି ଶନିବାର…

ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ: ଖାଲି ପଡ଼ିଛି ୩୬ ଡାକ୍ତର ପଦବୀ

ଜଗତ୍‌ସିଂହପୁର ଅଫିସ,୧୬ା୧୨: ସ୍ବାସ୍ଥ୍ୟ ସେବାରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ସରକାର ଯୋଜନା ପ୍ରଣୟନ କରିଛନ୍ତି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉକ୍ତ ଯୋଜନା କାର୍ଯ୍ୟକାରୀ ହେଉଥିବା ଦର୍ଶାଯାଉଛି। ବାସ୍ତବରେ କିନ୍ତୁ ସରକାର ଲୋକଙ୍କୁ…

ଭଙ୍ଗାଯାଉନି ବିପଦସଙ୍କୁଳ ଗୋଦାମ ଗୃହ: ଛାତ୍ରୀଛାତ୍ରଙ୍କ ପାଇଁ ବିପଦ ସାଜିଛି

ବାଲିଆ,୧୬ା୧୨: ବିରିଡ଼ି ବ୍ଲକ କାର୍ଯ୍ୟାଳୟର ମାତ୍ର ୩୦୦ ମିଟର ଦୂରରେ ରହିଛି ବିରିଡ଼ି ପ୍ରାଥମିକ ବିଦ୍ୟାଳୟ। ଏହାର ସାମ୍ନାରେ ରହିଛି ଏକ ପରିତ୍ୟକ୍ତ ଗୋଦାମ ଗୃହ। ଏହି ଗୋଦାମ ଗୃହଟି ସମ୍ପୂର୍ଣ୍ଣ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ସେଥିରେ ଅନାବନା ଗଛ ମାଡ଼ି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri