Home

ସରକାରୀ ଚାଉଳ ଜବତ ଘଟଣା:କ୍ଲିନଚିଟ୍‌ ଦେଲା ଯାଞ୍ଚ କମିଟି

ତିହିଡି,୯।୧(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବଜାରରୁ ୧୨୦ କୁଇଣ୍ଟାଲ ସରକାରୀ ଚାଉଳ ଜବତ ଘଟଣାର ତଦନ୍ତ ପରେ ଯାଞ୍ଚ କମିଟି କ୍ଲିନଚିଟ୍‌ ଦେଇଛି। ଗୁରୁବାର ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ତଦନ୍ତ କରାଯିବା ପରେ ଚାଉଳ…

୧୫ ସୁଦ୍ଧା ପାଇଖାନା ନିର୍ମାଣ ବକେୟା ପ୍ରଦାନ ନିର୍ଦ୍ଦେଶ: ଘରକୁ ଯାଇ କାର୍ଯ୍ୟାଦେଶ ଦେଲେ ବିଡିଓ

ଛତ୍ରପୁର,୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାହ୍ୟ ମଳମୁକ୍ତ ଘୋଷଣା ହୋଇଥିଲେ ମଧ୍ୟ ଏବେ ଲୋକେ ଖୋଲାରେ ଶୌଚ ହେଉଛନ୍ତି। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ପାଇଖାନା ନିର୍ମାଣ ପାଇଁ ନୂତନ ଭାବେ ପଞ୍ଜୀକୃତ ୧୯,୪୭୪ ହିତାଧିକାରୀଙ୍କୁ ବୁଧବାରଠାରୁ ସମସ୍ତ…

୫-ଟି ସଚିବଙ୍କ ଅଚାନକ କୋଣାର୍କ ପରିଦର୍ଶନ

କୋଣାର୍କ,୯।୧(ଡି.ଏନ୍‌.ଏ.)- ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରର ପାରିପାଶର୍‌ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଗୁରୁବାର ଅଚାନକ କୋଣାର୍କ ପରିଦର୍ଶନ କରିଛନ୍ତି। ଏହି ପରିପ୍ରେକ୍ଷୀରେ କୋଣାର୍କର ପାରିପାଶର୍‌ବିକ ବିକାଶ ପାଇଁ…

ଟ୍ୟାଙ୍କର-ଟ୍ରକ ଧକ୍କା: ଜଳିଗଲା ଟ୍ୟାଙ୍କର

ରାୟଗଡ଼ା ଅଫିସ,୯।୧: ରାୟଗଡ଼ାର ମଝିଘରିଆଣୀ ମନ୍ଦିର ନିକଟରେ ଗୁରୁବାର ଭୋର୍‌ ସମୟରେ ଏକ ଦୁର୍ଘଟଣା ଘଟିଛି। ଟ୍ୟାଙ୍କର ଏବଂ ଟ୍ରକ ମଧ୍ୟରେ ଧକ୍କା ହେବାରୁ ରାସ୍ତା ଉପରେ ଟ୍ୟାଙ୍କରଟି ଜଳିଯାଇଛି। ତେବେ ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି।…

ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ନରାଜ,୯।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ସୂଚନାନୁଯାୟୀ, ସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନ ସମୟରେ…

ଭୋକିଲା ପିଲାଙ୍କୁ ପଡିଆରେ ଖାଦ୍ୟ ଖୁଆଇ ଚର୍ଚ୍ଚାରେ କ୍ରିକେଟର

ସାଧାରଣତଃ ନିଜ ପ୍ରଦର୍ଶନ ଜରିଆରେ ଖେଳାଳିମାନେ ଚର୍ଚ୍ଚାର ପରିସରକୁ ଆସିଥାନ୍ତି। କିନ୍ତୁ ଭାରତର ବାମହାତୀ ସ୍ପିନ୍‌ ବୋଲର ଇକବାଲ୍‌ ଅବଦୁଲ୍ଲା ଏକ ମହତ କାମ କରି ଚର୍ଚ୍ଚାକୁ ଆସିଛନ୍ତି। ଏବେ ଇକବାଲ୍‌ଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉକ୍ତ…

ଶୁକ୍ରବାର ଓଡ଼ିଶା ଆସିବେ ଗିରିରାଜ, ବାବୁଲ ସୁପ୍ରିୟୋ

ଭୁବନେଶ୍ୱର,୯।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଭାଜପା ପକ୍ଷରୁ ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଓ ବାବୁଲ ସୁପ୍ରିୟୋ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ବାବୁଲ…

ଲିପ୍‌ଷ୍ଟିକ୍‌ରୁ ବାହାରିବ ଗୁଳି: ରୋଡ୍‌ ସାଇଡ୍‌ ରୋମିଓ ପାଇବେ ପାନେ !

ବାରାଣସୀ,୯।୧: ଏବେ ରୋଡ୍‌ ସାଇଡ୍‌ ରୋମିଓଙ୍କୁ ପାନେ ମିଳିବ। ବାରାଣସୀର ଜଣେ ଯୁବକ ମହିଳାଙ୍କ ସୁରକ୍ଷା ପାଇଁ ଏକ ନୂଆ ପ୍ରକାରର ଲିପ୍‌ ଷ୍ଟିକ୍‌ ତିଆରି କରିଛନ୍ତି। ଏହାର ନାମ ସ୍ମାର୍ଟ ଆଣ୍ଟି ଟିଜିଂ ଲିପ୍‌ଷ୍ଟିକ୍‌ ଗନ୍‌ ରଖାଯାଇଛି। ସ୍ଥାନୀୟ ଅଶୋକା…

କାର୍‌ରୁ ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ

ଜୟପୁର,୯।୧(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ପୋଲିସ ସୁର୍ଲି ଗ୍ରାମ ନିକଟରେ ଏକ କାର୍‌ରୁ ୧ କୁଇଣ୍ଟାଲ ୬୯ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି । ପୋଲିସ ସୂଚନାନୁଯାୟୀ, ବୁଧବାର ରାତିରେ କୋଟପାଡ଼ ପୋଲିସ ପାଟ୍ରୋଲିଂ କରିବା ସମୟରେ ସୁର୍ଲି ଗ୍ରାମ ନିକଟରେ…

ଖରାଛୁଟିରେ ପିଲାଙ୍କ ଏକ୍ସଟ୍ରା କ୍ଲାସ ନେବେ ଶିକ୍ଷକ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୯।୧(ବ୍ୟୁରୋ): ଏଣିକି ଖରାଛୁଟିରେ ସ୍କୁଲ ପିଲାମାନଙ୍କ ପାଇଁ ଏକ୍ସଟ୍ରା କ୍ଲାସ ହେବ। ପାଠପଢ଼ାରେ ଦୁର୍ବଳ ଥିବା ପିଲାମାନଙ୍କ କ୍ଲାସ ଶିକ୍ଷକ ନେବେ। ଗୁରୁବାର ଏଭଳି କିଛି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ଛୁଟି ସମୟରେ…

ନନ୍ଦନକାନନରେ ବାଘ ସଂଖ୍ୟା ବୃଦ୍ଧି, ୨ ଛୁଆ ଜନ୍ମଦେଲା ବାଘୁଣୀ ସ୍ନେହା

ବାରଙ୍ଗ,୯।୧(ଡି.ଏନ୍‌.ଏ.): ଗୁରୁବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘୁଣୀ ସ୍ନେହା ୨ଟି ଛୁଆ ଜନ୍ମ ଦେଇଛି। ହାଇଦ୍ରାବାଦରୁ ଆସିଥିବା ଜଙ୍ଗଲି ମହାବଳବାଘ ସେଫ୍‌ ସହ ତା’ର ମିଳନ ଗତ ସେପ୍ଟେମ୍ବର ମାସରେ ହୋଇଥିଲା। ମା’ ଓ ଛୁଆଦ୍ୱୟ ସୁସ୍ଥ ଥିବା ସିସିଟିଭି କ୍ୟାମେରାରୁ…

ପୃଥିବୀ ଆଉ ସହ୍ୟ କରି ପାରିବନି ଯୁଦ୍ଧ; ଆମେରିକା-ଇରାନ ଶାନ୍ତି ଜାରି ରଖନ୍ତୁ: ଜାତିସଂଘ

ଓ୍ବାଶିଂଟନ,୯।୧: ଆମେରିକା ଇରାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ଜାତିସଂଘ ପକ୍ଷରୁ ଦୁଇଦେଶ ମଧ୍ୟରେ ଶାନ୍ତିପୂର୍ଣ୍ଣ ବାତାବରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଦୁଇଦେଶ ଶାନ୍ତି ଜାରି ରଖନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?