ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହାକୁ…
ଶୀତଦିନେ ମଟର ମିଳିଥାଏ। କଞ୍ଚା ମଟର ଖାଇଲେ ଶରୀରର ବହୁ ସମସ୍ୟା ଦୂରହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ୍, କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍ ଏବଂ ଅନ୍ୟ ଖଣିଜ ଲବଣ ରହିଥାଏ। ଏହା ଦ୍ୱାରା କୋଲେଷ୍ଟରଲସ୍ତର ନିୟନ୍ତ୍ରଣ…
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଚତୁର୍ଥ ପର୍ଯ୍ୟାୟରେ ମତଦାନ ଅଧିକାର ସାବ୍ୟସ୍ତ କରିବେ ୪୭ ଲକ୍ଷ ୮୫ ହଜାର ଭୋଟର
ରାଞ୍ଚି,୧୫।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ସୋମବାର ୪୭ ଲକ୍ଷ ୮୫ ହଜାର ୯ଜଣ ଭୋଟର ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୨୫ ଲକ୍ଷ ୪୦ ହଜାର ୭୯୪ ପୁରୁଷ ଭୋଟର ଥିବାବେଳେ ୨୨ ଲକ୍ଷ ୪୪…
ଏନ୍ଆର୍ସି, ବିମୁଦ୍ରୀକରଣ ସହ ସମାନ: ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୧୫।୧୨: ବିହାରର ଶାସକ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପ୍ରଶାନ୍ତ କିଶୋର ତାଙ୍କ କଥାରେ ଅଡି ବସିଛନ୍ତି। ରବିବାର ସେ ପୁଣିଥରେ ଟୁଇଟ୍ କରି କହିଛନ୍ତି ସାରା ଦେଶରେ ରାଷ୍ଟ୍ରୀୟ ନାଗରିକତା ରେଜିଷ୍ଟର(ଏନ୍ଆର୍ସି) ଲାଗୁ ହେବା ବିମୁଦ୍ରୀକରଣ ସହ…
ପବନରୁ ପ୍ରସ୍ତୁତ ହେଉଛି ପାଣି, ବୋତଲର ଦାମ୍ ରହିଛି…
ଆଜିକାଲି ଦୁନିଆରେ କୌଣସି କଥା ଅସମ୍ଭବ ନୁହେଁ। ବୈଜ୍ଞାନିକମାନେ ସବୁ ଅସମ୍ଭବକୁ ସମ୍ଭବ କରିଦେଉଛନ୍ତି। ତେଲେଙ୍ଗାନାର ସିକନ୍ଦରାବାଦ୍ ରେଲଓ୍ବେ ଷ୍ଟେଶନକୁ ଦେଖୁନାହାନ୍ତି, ଏଠାରେ କେମିତି ପବନରୁ ପାଣି ପ୍ରସ୍ତୁତ ହୋଇ ବିକ୍ରି ହେଉଛି। ଗୋଟିଏ ବୋତଲର ପାଣି କିଣିଲେ ଦେବାକୁ ପଡ଼ିଥାଏ…
ବାଲାକୋଟ ଏୟାର ଷ୍ଟ୍ରାଇକ୍ରେ ଆତଙ୍କବାଦୀଙ୍କ ପାଇଁ ଥିଲା ସତର୍କ ସୂଚନା: ଯେଉଁଠି ଲୁଚିଲେ ବି ସେଠି ପହଞ୍ଚିବ ଭାରତୀୟ ସେନା; କହିଲେ ପୂର୍ବତନ ବାୟୁସେନା ମୁଖ୍ୟ
ଚଣ୍ଡିଗଡ଼,୧୫।୧୨: ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନ ଅଧିକୃତ କଶ୍ମୀରର ବାଲାକୋଟ୍ରେ ଏୟାର ଷ୍ଟ୍ରାଇକ୍ କରାଯାଇଥିଲା। ଏହା ଦ୍ୱାରା ଆତଙ୍କବାଦୀଙ୍କୁ ସତର୍କ ସୂଚନା ଦିଆଯାଇଥିଲା ଯେ, ଯେଉଁଠି ଲୁଚିଲେ ବି ସେଠାରେ ଭାରତୀୟ ସେନା ପହଞ୍ଚିପାରିବ। ଏନେଇ ପୂର୍ବତନ ବାୟୁସେନା ମୁଖ୍ୟ ବି.ଏସ୍.…
ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତ କୋର୍ଟ ଚାଲାଣ
ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଯୁବ ସମାଜସେବୀ ସଂଗଠନର ଦୁଇ ପ୍ରମୁଖ କର୍ମକର୍ତ୍ତା। ଗତ ୮ ତାରିଖରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ୍ ଅଫିସରେ ବିଳମ୍ବିତ ରାତିରେ…
ନୂଆ ସରକାର ଗଠନ ପରେ ୫ ରାଜ୍ୟରେ ଅଟକି ରହିଛି ୬ ଲକ୍ଷ ୭୦ ହଜାର କୋଟିର ପ୍ରକଳ୍ପ
ନୂଆଦିଲ୍ଲୀ,୧୫।୧୨: ଭାରତର ୫ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ୬ ଲକ୍ଷ ୭୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଅଟକି ରହିଛି। ସେଥିମଧ୍ୟରୁ ଆନ୍ଧ୍ରପ୍ରଦେଶରେ ଲକ୍ଷେ ୯ ହଜାର କୋଟି, ମହାରାଷ୍ଟ୍ରରେ ୫ ଲକ୍ଷ ୪୬ ହଜାର ୧୨୮…
ନାଗରିକତ୍ୱ ସଂଶୋଧନ ଆଇନରେ ପରିବର୍ତ୍ତନ ଆସିପାରେ: ସଙ୍କେତ ଦେଲେ ଶାହା
ନୂଆଦିଲ୍ଲୀ,୧୫।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସମଗ୍ର ଉତ୍ତରପୂର୍ବ ଭାରତରେ ହିଂସା ଉପୁଜିଛି। କେବଳ ସେତିକି ନୁହେଁ ଏହାକୁ ନେଇ ବିଦେଶରେ ମଧ୍ୟ ବିରୋଧ ପ୍ରଦର୍ଶନ କରାଗଲାଣି। ତେବେ ଶନିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଝାଡ଼ଖଣ୍ଡରେ ଏକ ନିର୍ବାଚନ ରାଲିରେ ସମ୍ବୋଧନ…
କରୀନାଙ୍କ ଡାଏଟ୍ ପ୍ଲାନ୍
କରୀନାଙ୍କୁ ସ୍କ୍ରିନ୍ରେ ଦେଖିବା କ୍ଷଣି ଫ୍ୟାନଙ୍କ ମନରେ ପ୍ରଶ୍ନ ଉଠେ କ’ଣ ଖାଉଛନ୍ତି? ଏତେ ସୁନ୍ଦର ଆଉ ସ୍ଲିମ୍ ରହୁଛନ୍ତି। ତେବେ ଜାଣନ୍ତୁ ତାଙ୍କ ଡାଏଟ୍ ପ୍ଲାନ୍ ବା ଫିଟ୍ନେସ୍ର ରାଜ୍… – କରୀନା କେଶର ସହିତ ଭିଜା ହୋଇଥିବା କଳା…
ନ୍ୟାୟିକ ବ୍ୟବସ୍ଥାରେ ମଣିଷର ବିଚାର କ୍ଷମତାର ସ୍ଥାନ ନେଇ ପାରିବନି ଏଆଇ: ପ୍ରଧାନ ବିଚାରପତି
ନାଗପୁର,୧୫।୧୨: ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ସମ୍ପ୍ରତି ଆର୍ଟିଫିସିଆଲ୍ ଇଣ୍ଟେଲଜେନ୍ସ(ଏଆଇ)ର ପ୍ରଚଳନ ପାଇଁ ଯୋଜନା ନାହିଁ। ଏହା ଖୁବ୍ ଭଲ ପ୍ରଣାଳୀ ତେବେ ଏହା ଦ୍ୱାରା ନ୍ୟାୟିକ ବ୍ୟବସ୍ଥାରେ ନକାରାତ୍ମକ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି। ଏଆଇ କେବେ ମଧ୍ୟ ମଣିଷର ବିଚାର…
ରାମଲୀଳା ମଇଦାନରୁ ପ୍ରଚାର ଆରମ୍ଭ କରିବେ ମୋଦି
ନୂଆଦିଲ୍ଲୀ,୧୫।୧୨: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ। ପାଖାପାଖି ୨ ମାସ ମଧ୍ୟରେ ଏଠାରେ ନିର୍ବାଚନ ଆୟୋଜନ କରାଯିବ। ଆସନ୍ତା ବର୍ଷ ଅର୍ଥାତ୍ ୨୦୨୦ ଫେବୃୟାରୀରେ ଦିଲ୍ଲୀ ବିଧାନସଭାର ଶାସକ ଦଳ ଆମ ଆଦମୀ ପାର୍ଟି(ଏଏପି)ର କାର୍ଯ୍ୟକାଳ ସରୁଛି। ତେଣୁ…
ଛାଡ଼ପତ୍ର ମାମଲାର ଆପୋଷ ବୁଝାମଣା ପାଇଁ ଘୋଡ଼ା ଚଢ଼ି ବର ବେଶରେ କୋର୍ଟରେ ପହଞ୍ଚିଲେ ଯୁବକ
ଭୋପାଳ, ୧୫।୧୨: ମଧ୍ୟପ୍ରଦେଶରେ ଏକ ଛାଡ଼ପତ୍ର ମାମଲାରେ ପରିବାର କୋର୍ଟ ଦମ୍ପତିଙ୍କୁ ଆପୋଷ ବୁଝାମଣା ପାଇଁ ପରାମର୍ଶ ଦେଇଥିଲେ। ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ବୁଝାମଣା ଲାଗି ଡିସେମ୍ବର ୧୪ ଧାର୍ଯ୍ୟ ହୋଇଥିଲା। ସେହି ଦିନ ସ୍ବାମୀ ଘୋଡ଼ା ଚଢ଼ି ବର ବେଶରେ ଦେବାସ…
Archives


