ସିଏଏକୁ ନେଇ ଶିବସେନା ସହ ସାଲିସ ପାଇଁ ଭାଜପା ପ୍ରସ୍ତୁତ
ନାଶିକ,୧୫ା୧୨(ଆଇଏଏନ୍ଏସ୍): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) କାର୍ଯ୍ୟକାରିତାକୁ ନେଇ ଶିବସେନା ଯଦି ସହଯୋଗୀ ଦଳଠାରୁ ସମସ୍ୟାର ସମ୍ମୁଖୀନ ହୁଏ ତେବେ ମହାରାଷ୍ଟ୍ର ଭାଜପା ଉକ୍ତ ଦଳ ସହ ରାଜନୈତିକ ସାଲିସ ପାଇଁ ପ୍ରସ୍ତୁତ ବୋଲି ସୂଚନା ଦେଇଛି। ଦେଶ ତଥା ମହାରାଷ୍ଟ୍ରର…
ପଶ୍ଚିମବଙ୍ଗରେ ତେଜିଲା ସିଏଏ ବିରୋଧୀ ଆନ୍ଦୋଳନ: ୫ ଟ୍ରେନ୍,୧୫ ବସ୍ ଜାଳିଦେଲେ;ଆସାମରେ ତେଲ ଟ୍ୟାଙ୍କର
ନୂଆଦିଲ୍ଲୀ/କୋଲକାତା,୧୫ା୧୨: ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବ୍ୟାପକ ହେବାରେ ଲାଗିଛି। ଉତ୍ତରପୂର୍ବାଞ୍ଚଳରେ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ କ୍ରମେ ପଶ୍ଚିମବଙ୍ଗ ଓ ଅନ୍ୟ ରାଜ୍ୟକୁ ବ୍ୟାପିଲାଣି। ପଶ୍ଚିବବଙ୍ଗ ମୁର୍ଶିଦାବାଦ ଜିଲାର ଲାଲ୍ଗୋଲା ଷ୍ଟେଶନରେ ଶନିବାର ବିକ୍ଷୋଭକାରୀ ୫ଟି ଖାଲି…
ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ହିଂସାତ୍ମକ ଆନ୍ଦୋଳନ: ବିଶ୍ୱ ନଜରରେ ଉତ୍ତରପୂର୍ବାଞ୍ଚଳ
ଓ୍ବାଶିଂଟନ/ଲଣ୍ଡନ,୧୫ା୧୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଉତ୍ତରପୂର୍ବ ଭାରତରେ ହିଂସାତ୍ମକ ଆନ୍ଦୋଳନ ଜାରି ରହଛି। ଏହି ପରିପ୍ରେକ୍ଷୀରେ ବିଶ୍ୱ ସମୁଦାୟର ନଜର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ଉପରେ କେନ୍ଦ୍ରୀଭୂତ ହୋଇଛି। ହିଂସା ଓ ଆକ୍ରମଣର ଶିକାର ହେବା ଆଶଙ୍କା ଥିବାରୁ…
ମଣ୍ଡିରେ ୫ କେଜି ଧାନ କଟ୍ନିକୁ ନେଇ ଚାଷୀ ଅସନ୍ତୋଷ
ଚମ୍ପୁଆ,୧୫।୧୨(ଡି.ଏନ.ଏ)-ଚମ୍ପୁଆ ଲ୍ୟାମ୍ପରେ ଗତ ଶୁକ୍ରବାର ଚାଷୀଙ୍କ ସୁବିଧା ନିମନ୍ତେ ମଣ୍ଡି ଖୋଲି ଧାନ କ୍ରୟ କରାଯାଇଥିବା ବେଳେ ଦିନକ ପରେ କୁଇଣ୍ଟାଲ ପିଛା ୫ କେଜି ଧାନ କଟ୍ନିକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଏ ନେଇ ଲ୍ୟାମ୍ପ ଏମ.ଡି…
ଏଚ୍ଆଇଭି ଆକ୍ରାନ୍ତ ଗର୍ଭବତୀଙ୍କୁ ଚିକିତ୍ସାରେ ଅବହେଳା: ମା’ ପେଟରେ ଆଖିବୁଜିଲା ଶିଶୁ
ବାରିପଦା ଅଫିସ,୧୫ା୧୨-ଏଚ୍ଆଇଭିରେ ଆକ୍ରାନ୍ତ ହୋଇଥିବା ଜଣେ ଗର୍ଭବତୀ ଗର୍ଭକଷ୍ଟ ପାଉଥିଲେ ବି ଡାକ୍ତରମାନେ ତାଙ୍କୁ ଚିକିତ୍ସା ନ କରିବାରୁ ଗର୍ଭସ୍ଥ ଶିଶୁ ଦୁନିଆର ଆଲୋକ ଦେଖିବା ଆଗରୁ ଆଖିବୁଜି ଦେଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା ମୟୂରଭଞ୍ଜ ଜିଲା…
ବିଶ୍ୱର ଆଦି ଭାଷା ସଂସ୍କୃତ: କେନ୍ଦ୍ରମନ୍ତ୍ରୀ ପ୍ରତାପଙ୍କ ସଂସ୍କୃତ ଭାଷଣରେ କମ୍ପିଲା ସଂସଦ
ବାଲେଶ୍ୱର ଅଫିସ, ୧୫।୧୨-ବାଲେଶ୍ୱର ଏମ୍ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତ ଗୁରୁବାର ଲୋକସଭାରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ବିଲ୍ ଉପରେ ଆଲୋଚନା ସମୟରେ ସଂସ୍କୃତ ଭାଷାରେ…
ବିଳମ୍ବରେ ଚେତିଲା ପୌରପାଳିକା:ବେଆଇନ ପୋଷ୍ଟର କାଟିଲା, ସଂସ୍ଥାକୁ ତାଗିଦ
ଅନୁଗୋଳ ଅଫିସ, ୧୫।୧୨ ବିଳମ୍ବରେ ଚେତିଛି ଅନୁଗୋଳ ପୌରପାଳିକା। ସହରର ଗଳି କନ୍ଦିରେ ଲାଗିଥିବା ବେଆଇନ ପୋଷ୍ଟର ଓ ହୋର୍ଡିଂ କାଟିବା କାର୍ଯ୍ୟ ଶନିବାର ପୌରସଂସ୍ଥା ପକ୍ଷରୁ ଆରମ୍ଭ କରାଯାଇଛି। ଏପରି ଅଭିଯାନ ଆଗକୁ ଜାରି ରହିବ ବୋଲି ପୌର କର୍ତ୍ତୃପକ୍ଷଙ୍କ…
ମୌଳିକ ସୁବିଧାରୁ ବଞ୍ଚିତ ପାଟବେଡ଼ାବାସୀ:ସ୍ବଚ୍ଛ ପାଣି, ଭଲ ରାସ୍ତା ଅପେକ୍ଷାରେ ୯୦ ପରିବାର
ଖମାର, ୧୫।୧୨ ସର୍ବନିମ୍ନ ସୁବିଧାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ହୋଇ ରହିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର ପଞ୍ଚାୟତ ଅଧୀନ ପାଟବେଡ଼ା ଗ୍ରାମବାସୀ। ସ୍ବଚ୍ଛ ପାଣି, ରାସ୍ତା ଭଳି ମୌଳିକ ଆବଶ୍ୟକତା ପୂରଣ ହେବା ସେମାନଙ୍କ ପାଇଁ ସ୍ବପ୍ନ ହୋଇ…
ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ
ବାଲିଗୁଡା,୧୫ା୧୨(ଡି.ଏନ୍.ଏ.)-ବାଲିଗୁଡା ପାତ୍ରସାହି ନିକଟରେ ଚଳିତ ମାସ ୧୦ ତାରିଖରେ ବାଟାଗୁଡାର ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ୨ଜଣ ଦୁର୍ବୃତ୍ତ ଘରୁ ଡାକିଆଣି ଗୁଳିକରି ହତ୍ୟା କରିଥିଲେ। ଘଟଣାକୁ ୪ଦିନ ବିତିଯାଇଥିଲେ ବି…
ରାଷ୍ଟ୍ରୀୟ ଲୋକ ଅଦାଲତ : ୧୫,୭୭୬ ମାମଲାର ସମାଧାନ ୭୧ କୋଟି ୪୨ ଲକ୍ଷ ଆଦାୟ ନିର୍ଦ୍ଦେଶ
କଟକ ଅଫିସ,୧୫।୧୨- ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ୧୫,୭୭୬ ମାମଲାର ସମାଧାନ କରାଯାଇଛି। ଏଥିସହ ଏ ବାବଦରେ ୭୧ କୋଟି ୪୨ ଲକ୍ଷ ଟଙ୍କା ଆଦାୟ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ପକ୍ଷମାନଙ୍କଠାରୁ ଏହି ଟଙ୍କା ଆଦାୟ…
କୋକିଢ଼ିହ-ଗାରୋଇ ରାସ୍ତାରେ ଫସିଲା ହାଇଓ୍ବା ୧୨ ଘଣ୍ଟା ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ନାଉଗଁା,୧୫ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ସଦର ମହକୁମାରୁ କୋରୁଅ ପଞ୍ଚାୟତ ତେଲସରାକୁ ସଂଯୋଗୀକରଣ ପାଇଁ ନାଉଗଁା-ଗାରୋଇ ରାସ୍ତା ରହିଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ଯାଉଛି। ରାସ୍ତାଟି ମୋଟ୍ ୧୫ କିମି ହୋଇଥିବାବେଳେ ପ୍ରାୟ ୩ କିମି କଂକ୍ରିଟ ହୋଇଛି। ଅବଶିଷ୍ଟ…
ଜବରଦଖଲ ଉଚ୍ଛେଦ
ଦଶପଲ୍ଲା,୧୫ା୧୨(ଡି.ଏନ୍.ଏ.): ଦଶପଲ୍ଲା ରାଜଲକ୍ଷ୍ମୀ କଲୋନୀରେ ବହୁ ସରକାରୀ ଜାଗା ଜବରଦଖଲରେ ରହିଥିଲା। ଶନିବାର ଦଶପଲ୍ଲା ତହସିଲଦାର ପ୍ରମୋଦ କୁମାର ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜବରଦଖଲ ଉଚ୍ଛେଦ ହୋଇଥିଲା। ପରେ ଉକ୍ତ ଜାଗା ତହସିଲ ଅଧୀନକୁ ଆସିଥିବା ଜଣାଯାଇଛି। ଘଟଣାସ୍ଥଳରେ ପୋଲିସ…
Archives


