Home

ଡଗରପଡା ଓ ଅଚ୍ୟୁତପୁରରୁ ସିରିଏଲ୍‌ ଚୋରି

ଖଇରା,୮।୧(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଡଗରପଡା ଓ ଅଚ୍ୟୁତପୁର ପଞ୍ଚାୟତର ବିଭିନ୍ନ ଗାଁରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ୪ଟି ମନ୍ଦିରରୁ ଦୁର୍ବୃତ୍ତମାନେ ୫ଲକ୍ଷ ଟଙ୍କାର ଅଳଙ୍କାର ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏଥିସହ ମନ୍ଦିରର ସମସ୍ତ ହୁଣ୍ଡି…

ପାଶ୍ଚାତ୍ୟ-ମଧ୍ୟପ୍ରାଚ୍ୟ ସଙ୍କଟ: ଭାରତ ଶାନ୍ତି ପ୍ରସ୍ତାବ ଦେଲେ ସ୍ବାଗତ କରିବ ଇରାନ

ନୂଆଦିଲ୍ଲୀ,୮।୧: ପାଶ୍ଚାତ୍ୟ ମଧ୍ୟପ୍ରାଚ୍ୟ ମଧ୍ୟରେ ସଙ୍କଟ ବଢ଼ିଚାଲିଛି। ଆମେରିକା ବାଗଦାଦ୍‌ ଉପରେ କରିଥିବା ଆକ୍ରମଣର ଜବାବ୍‌ ଇରାନ୍‌ ବୁଧବାର ଦେଇଛି। ଇରାନ୍‌ର କ୍ଷେପଣାସ୍ତ୍ର ମାଡ଼ରେ ପଶ୍ଚିମ ଇରାକର ଅଲ୍‌ ଅସଦ ଏବଂ ଉତ୍ତର ଇରାକର ଇରବିଲ୍‌ ଏୟାର ବେସ୍‌ଠାରେ ୮୦ ଜଣ…

ବିଜ୍ଞାପନ କରି ଅଡୁଆରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏକ ନାମୀଦାମୀ ବ୍ରାଣ୍ଡ ଓ୍ବାଶିଂ ପାଉଡରର ବିଜ୍ଞାପନ କରି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ମରାଠା ଯୋଦ୍ଧାଙ୍କ ପରିହାସ କରିଥିବା ନେଇ ଅକ୍ଷୟଙ୍କ ନାଁରେ ଅଭିଯୋଗ ହୋଇଛି। ଏନେଇ ଲୋକମାନେ ତାଙ୍କ ବିରୋଧରେ ଅଭିଯୋଗ…

ଟୁଇଟର୍‌ରେ ଟ୍ରେଣ୍ଡ୍‌ କରୁଛି ‘ବୟକଟ୍‌ ଛପାକ୍‌’

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଜେଏନୟୁ କ୍ୟାମ୍ପସ ଗସ୍ତକୁ ନେଇ ରାଜନୀତି ଜୋର ଧରିଛି। ଦୀପିକାଙ୍କ ଏହି ଗସ୍ତ କିଛି ଲୋକଙ୍କୁ ପସନ୍ଦ ଆସିନାହିଁ। ସୋସିଆଲ୍‌ ମିଡିଆରେ ଦୀପିକାଙ୍କ ଆଗାମୀ ଫିଲ୍ମ ‘ଛପାକ୍‌’ ବୟକଟ୍‌ କରିବାକୁ ‘ବୟକଟ୍‌ ଛପାକ୍‌’ ନାମରେ ଏକ…

ମଣ୍ଡିରେ ଧାନବସ୍ତା ପଡ଼ି ଚାଷୀ ମୃତ

ସଜନାଗଡ଼,୮।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ ରାଜ ବରମପୁରଠାରେ ମାଟିଆଳି ଲ୍ୟାମ୍ପ୍‌ ସମିତିକୁ ଜନୈକ ଚାଷୀ ଟଲିରେ ଧାନ ବସ୍ତା ନେଇ ବୁଧବାର ପୂର୍ବାହ୍ନରେ ଆସିଥିଲେ।ଧାନବସ୍ତା ତଳକୁ କାଢ଼ୁଥିବା ବେଳେ ଅସାବଧାନତା ଯୋଗୁ ଏହା ଚାଷୀଙ୍କ ଉପରେ ପଡ଼ିଯିବାରୁ ଘଟଣାସ୍ଥଳରେ…

ଆମେରିକା ଏୟାର ବେସ୍‌ ଉପରେ ଇରାନର ଆକ୍ରମଣ ଘଟଣା: ଟ୍ରମ୍ପ୍‌ କହିଲେ, ‘ଅଲ୍‌ ଇଜ୍‌ ଓ୍ବେଲ୍‌’

ୱାଶିଂଟନ,୮।୧: ଆମେରିକା ଏୟାର ବେସ ଉପରେ ଇରାନ ମିସାଇଲ ଆକ୍ରମଣ କରିଛି। ଇରାନର ମେଜର ଜେନେରାଲ ସୋଲେମାନୀଙ୍କୁ ଆମେରିକା ହତ୍ୟା କରିବା ପରେ ୱାଶିଂଟନ ଓ ତେହରାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଇରାନର ଜବାବୀ ଆକ୍ରମଣ ପରେ ଆମେରିକା…

ହାତୀ ଆକ୍ରମଣରେ ମାମୁ, ଭାଣିଜୀ ଗୁରୁତର

ପରଜଙ୍ଗ,୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ଯୋଗୀ ସାହିରେ ବୁଧବାର ଭୋର୍‌ରୁ ଏକ ଦନ୍ତାହାତୀ ପଶିଥିଲା। ସେହି ସମୟରେ ଗ୍ରାମର ଗନ୍ଧର୍ବ ନାଥଙ୍କ ପରିବାର ଲୋକେ ଘର ପାଖ ଖଳାରେ ମେଶିନ ସାହାଯ୍ୟରେ ଧାନ…

ବାରିପଦା ଜଗନ୍ନାଥ ମନ୍ଦିରକୁ ୫ କୋଟି ଟଙ୍କା ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୮।୧- ବାରିପଦା ଜଗନ୍ନାଥ ମନ୍ଦିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ବାରିପଦା ବାଙ୍କୀସୋଲଠାରେ ଅଦାନି-କିସ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ ଅବସରରେ ଅନୁଷ୍ଠିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଥିସହ ମୟୂରଭଞ୍ଜ…

ଗାଡ଼ି ଚଳାଚଳ ବନ୍ଦ, ଖୋଲା ରହିଛି ଦୋକାନ ବଜାର

ପାଟଣା,୮।୧(ସ୍ବ.ପ୍ର.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ୧୨ଦଫା ଦାବିରେ ବୁଧବାର ବନ୍ଦ ଡାକରା ଦିଆଯାଇଥିବା ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ଥିବା ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କ, ସ୍କୁଲ ଜଲେଜ, ସରକାରୀ କାର୍ଯ୍ୟାଳୟ,ବସସେବା ବନ୍ଦ ରହିଥିବା ବେଳେ…

କଟକରେ ଭାରତ ବନ୍ଦର ଆଶିଂକ ପ୍ରଭାବ

କଟକ ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କଟକରେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସରକାରୀ କାର୍ଯ୍ୟାଳୟ, ବଡ ବଡ ଶପିଂ ମଲ ବନ୍ଦ ରହିଛି। ସହରର…

କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲା ଶ୍ରମିକ ସଂଘ

ବନ୍ତ,୮।୧(ସ୍ବ.ପ୍ର.): କେନ୍ଦ୍ରୀୟ ଶ୍ରମିକ ସଂଘ, ଫେଡେରେଶନ ଓ ଆସୋସିଏଶନ ପକ୍ଷରୁ ଭଦ୍ରକ ଜିଲା ଆଗରପଡ଼ା ବଜାରରେ ବୁଧବାର ସକାଳୁ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଏହି ପ୍ରତିବାଦ ସଭାରେ ଶ୍ରମିକ ନେତାମାନେ କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ…

ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ

ତିହିଡ଼ି,୮।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ସିପିଏମ୍‌ ସମେତ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବୁଧବାର ବନ୍ଦ ପାଳନ କରାଯାଇଛି। ଆନ୍ଦୋଳନକାରୀମାନେ ଶୋଭାଯାତ୍ରାରେ ତିହିଡ଼ି ବଜାର ପରିକ୍ରମା କରି ଦୋକାନ ବଜାର ସହିତ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ବନ୍ଦ କରିଥିଲେ। ଏଥିସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?