Home

ଆର୍‌ବିଆଇ କେନ୍ଦ୍ରୀୟ ବୋର୍ଡ ବୈଠକ: ଅର୍ବାନ କୋଅପରେଟିଭ ବ୍ୟାଙ୍କ ପରିଚାଳନା ନେଇ ସମୀକ୍ଷା

ଭୁବନେଶ୍ୱର,୧୪ା୧୨(ପି.ଟି): ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) କେନ୍ଦ୍ରୀୟ ବୋର୍ଡ ବୈଠକ ଶୁକ୍ରବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଅର୍ବାନ କୋଅପରେଟିଭ ବ୍ୟାଙ୍କଗୁଡିକର ପରିଚାଳନା ଧାରା ଏବଂ ଏ ନେଇ ରହିଥିବା ବିଭିନ୍ନ ନିୟାମାବଳୀ ଉପରେ ବୈଠକରେ ସମୀକ୍ଷା କରାଯାଇଥିଲା। ନିକଟରେ ସାମ୍ନାକୁ…

ଇସିଙ୍କୁ ଫେରାଦ ହେଲେ ଭାଜପା ମହିଳା ଏମ୍‌ପି

ନୂଆଦିଲ୍ଲୀ,୧୪ା୧୨(ପି.ଟି.): ବଳାତ୍କାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର କରୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସ୍ମୃତି ଇରାନୀଙ୍କ ନେତୃତ୍ୱରେ ଭାଜପା ମହିଳା ଏମ୍‌ପିମାନେ ନିର୍ବାଚନ କମିଶନ (ଇସି)ଙ୍କୁ ଅନୁରୋଧ କରିଛନ୍ତି। ଭାଜପା ସଦସ୍ୟମାନେ ଇସିଙ୍କୁ ଭେଟି ନିର୍ବାଚନୀ…

ଆବେଙ୍କ ଭାରତ ଗସ୍ତ ସ୍ଥଗିତ

ନୂଆଦିଲ୍ଲୀ,୧୪ା୧୨: ସିଏଏକୁ ନେଇ ବିବାଦ ପ୍ରରିପ୍ରେକ୍ଷୀରେ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କ ଭାରତ ଗସ୍ତକୁ ସ୍ଥଗିତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାପାନ ପ୍ରତିପକ୍ଷ ଆବେଙ୍କ ମଧ୍ୟରେ ଡିସେମ୍ବର ୧୫ରୁ ୧୭ ପର୍ଯ୍ୟନ୍ତ ଆସାମ ରାଜଧାନୀ ଗୁଆହାଟୀରେ ବାର୍ଷିକ ସମ୍ମିଳନୀ…

ଶୀତଦିନେ କାହିଁକି ଲଗାଇବେ ସୋରିଷ ତେଲ

ଶୀତଦିନେ ସୋରିଷ ତେଲ ମାଲିସ ହେଲେ ଶରୀର ସୁସ୍ଥ ରହିଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି। ଏଥିରେ ରହିଛି ଆଇରନ୍‌, କ୍ୟାଲସିୟମ, ଫ୍ୟାଟି ଏସିଡ୍‌ ଓ ବିଟାକୈରୋଟିନ୍‌। ତେଣୁ ପ୍ରତିଦିନ ସକାଳେ ଏହି ତେଲ ମାଲିସ କରିବା ଭଲ। -ସମାନ ପରିମାଣର…

ଟ୍ରମ୍ପ୍‌ଙ୍କ ବିରୋଧରେ ଅଭିଯୋଗକୁ ମଞ୍ଜୁରୀ

ଓ୍ବାଶିଂଟନ,୧୪ା୧୨(ଏଏଫ୍‌ପି): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଆଣିବା ସପକ୍ଷରେ ଗୃହ ନ୍ୟାୟିକ କମିଟି ଭୋଟ ଦେଇଛି। ଫଳରେ ଆସନ୍ତା ସପ୍ତାହ ଶେଷରେ ମହାଭିଯୋଗର ଦୁଇଟି ଅନୁଚ୍ଛେଦ ଉପରେ ପ୍ରତିନିଧି ସଭାରେ ଭୋଟ ହୋଇପାରେ। ପରେ ସିନେଟରେ ଏହା ଉପରେ…

ସେବା ଆଳରେ ଶୋଷଣ

ଶିଶୁ ଅଧିକାର ଆଇନକୁ କଡ଼ାକଡ଼ି କରାଯାଇଛି। ଶିଶୁମାନଙ୍କ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ମାତ୍ର ସୁନ୍ଦରଗଡ଼ ଜିଲାରେ ବିଭିନ୍ନ ସାମାଜିକ ଅନୁଷ୍ଠାନ ସହାୟତାରେ ପରିଚାଳିତ ହେଉଥିବା ଅଧିକାଂଶ ଶିଶୁଯତ୍ନ ଅନୁଷ୍ଠାନରେ ଶିଶୁମାନେ ଅସୁରକ୍ଷିତ ରହୁଥିବା ଅଭିଯୋଗ ହୋଇଛି। ଜିଲାରେ ୧୬ଟି…

ପାଟନା ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କୁ ଗଣବଳାତ୍କାର

ପାଟନା,୧୪ା୧୨(ପି.ଟି.): ବିହାରର ପାଟନା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ(୨୦)ଙ୍କୁ ଗାନ୍ଧୀ ପାଠ ଅଞ୍ଚଳରେ ଗଣବଳାତ୍କାର କରାଯାଇଛି। ଏନେଇ ପୀଡ଼ିତା ପୋଲିସରେ ଅଭିଯୋଗ କରିଥିବାବେଳେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶତାଧିକ ବ୍ୟକ୍ତି(ଅଧିକାଂଶ ବିଶ୍ୱବିଦ୍ୟାଳୟ ଛାତ୍ର) ରାସ୍ତା ଅବରୋଧ କରିବା ସହ ବିକ୍ଷୋଭ କରିଛନ୍ତି। ଏହି…

ସାରଥି ଆଶ୍ରମକୁ ଇଡି ନୋଟିସ

ଡେରାବିଶ, ୧୩ା୧୨ (ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ବାରିମୂଳ ସାରଥି ଆଶ୍ରମ ପରିସରରେ ଦ୍ୱିତୀୟ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଏନ୍‌ଫୋର୍ସମେଣ୍ଟ ଡିରେକ୍ଟୋରେଟ୍‌) ପକ୍ଷରୁ ଶୁକ୍ରବାର ନୋଟିସ ଲଗାଯାଇଛି। ଜୁଲାଇ ୨୭ରେ ଏହି ଆଶ୍ରମ ସମ୍ମୁଖରେ ଏକ ନୋଟିସ ବୋର୍ଡ…

ଭିନ୍ନ ନିଶା କବଳରେ ଯୁବଗୋଷ୍ଠୀ: କଫ୍‌ସିରପ, ଅଠାକୁ କରୁଛନ୍ତି ନିଶା

ଅନୁଗୋଳ ଅଫିସ, ୧୪।୧୨ – ସାଧାରଣତଃ ନିଶା ସେବନ କଥା କହିଲେ ଅନେକେ ମଦ୍ୟପାନକୁ ବୁଝିଥାନ୍ତି। ହେଲେ ଏବର ଯୁବପିଢ଼ି କେବଳ ମଦ୍ୟପାନକୁ ନିଶା କରିନାହାନ୍ତି, ସେମାନେ ଅପେକ୍ଷାକୃତ ଶସ୍ତା ଓ ସହଜରେ ମାର୍କେଟରେ ମିଳୁଥିବା କଫ୍‌ସିରପ ଏବଂ ଏକପ୍ରକାର ଅଠାକୁ…

ଏହି ଉପାୟରେ ଦୂର କରନ୍ତୁ ବ୍ରଣ ସମସ୍ୟା

ଆଜିକାଲି ଯୁବପିଢ଼ିଙ୍କଠାରେ ବ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଯୁବକମାନଙ୍କଠାରୁ ଯୁବତୀଙ୍କ ଠାରେ ଏହି ସମସ୍ୟା ବେଶୀ ଦେଖା ଦେଉଛି। ଫଳରେ ସେମାନେ ଚିନ୍ତିତ ହୋଇପଡୁଛନ୍ତି। ଔଷଧ ନ ଖାଇ ମଧ୍ୟ ପ୍ରାକୃତିକ ଉପାୟରେ ବ୍ରଣ ସମସ୍ୟା ଦୂର ହୋଇପାରିବ। ଜାଣନ୍ତୁ…

ରାଜସ୍ବ ପ୍ରଶାସନରେ ଅଦଳବଦଳ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ରାଜ୍ୟର ରାଜସ୍ବ ସେବା କ୍ଷେତ୍ରରେ କାର୍ଯ୍ୟରତ ଅଫିସର ସ୍ତରରେ ଶୁକ୍ରବାର ବ୍ୟାପକ ଅଦଳବଦଳ କରାଯାଇଛି। ବିଭାଗୀୟ ବିଜ୍ଞପ୍ତି ନଂ. ୩୯୮୭୪ ଅନୁଯାୟୀ ୧୫ ଜଣ ଅଧିକାରୀଙ୍କ ବଦଳି କରାଯାଇଛି। ସେହିପରି ବିଭାଗୀୟ ବିଜ୍ଞପ୍ତି ନଂ. ୩୯୮୮୫ ଅନୁଯାୟୀ ୮୫…

ସଡ଼କ ଦୁର୍ଘଟଣାରେ ୨ମୃତ: ଆହତଙ୍କୁ ବଞ୍ଚାଇବାକୁ ଯାଇ ଯୁବକଙ୍କ ପ୍ରାଣ ଗଲା

ଧର୍ମଶାଳା/ଜେନାପୁର,୧୪ା୧୨(ଡି.ଏନ୍‌.ଏ.): ମୃତ୍ୟୁ ଏମିତି ବି ଆସେ। ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଯୁବକଙ୍କୁ ବଞ୍ଚାଇବାକୁ ଉଦ୍ୟମ କରୁଥିବା ଆଉ ଜଣେ ଯୁବକ ଏକ ଟ୍ରକ୍‌ ଧକ୍କାରେ ମୃତ୍ୟୁବରଣ କରିଛନ୍ତି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri