ଫେବୃୟାରୀ ୧ରେ କେନ୍ଦ୍ର ବଜେଟ: ଅର୍ଥନୈତିକ ସର୍ଭେ ରିପୋର୍ଟ ଜାନୁୟାରୀ ୩୧ରେ
ନୂଆଦିଲ୍ଲୀ,୧୪ା୧୨ (ଆଇଏଏନ୍ଏସ୍): ୨୦୨୦-୨୧ ଆର୍ଥକ ବର୍ଷ ଲାଗି ଫେବୃୟାରୀ ୧ରେ କେନ୍ଦ୍ର ବଜେଟ ଉପସ୍ଥାପନ ହେବ। ସେହିଭଳି ଅର୍ଥନୈତିକ ସର୍ଭେ ରିପୋର୍ଟ ଜାନୁୟାରୀ ୩୧ରେ ଆଗତ କରାଯିବ। ୨୦୧୫-୧୬ ପରେ ପ୍ରଥମ ଥର ଲାଗି ଶନିବାର ବଜେଟ ଉପସ୍ଥାପନ କରାଯିବ। କେନ୍ଦ୍ର…
ନିର୍ବାଚନ ଜିତିଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ
ଲଣ୍ଡନ,୧୪ା୧୨(ପି.ଟି.):ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନଙ୍କ କଞ୍ଜରଭେଟିଭ୍ ପାର୍ଟି ସାଧାରଣ ନିର୍ବାଚନରେ ବିଜୟୀ ହୋଇଛି। ପାର୍ଲାମେଣ୍ଟର ୬୫୦ ଆସନ ମଧ୍ୟରୁ କଞ୍ଜରଭେଟିଭ୍ ପାର୍ଟି ୩୬୪ ଆସନ ଦଖଲ କରିଛି। ବିପୁଳ ସଂଖ୍ୟାଗରିଷ୍ଠତା ସହ ପ୍ରଧାନମନ୍ତ୍ରୀ ଜନ୍ସନ କ୍ଷମତାକୁ ଫେରିଥିବାରୁ ବିଭିନ୍ନ ମହଲରୁ ଅଭିନନ୍ଦନର…
କାମରେ ଆସୁନି ଟ୍ରାଫିକ୍ ସିଗ୍ନାଲ
ବଅଁରପାଳ, ୧୪ା୧୨(ଡି.ଏନ.ଏ.) – ଅନୁଗୋଳରେ ଦିନକୁ ଦିନ ଟ୍ରାଫିକ୍ ସମସ୍ୟା ବୃଦ୍ଧି ଓ ଏଥିଜନିତ ଦୁର୍ଘଟଣା ହାର ବଢୁଥିଲେ ହେଁ ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହେଉଛି। ନାଲ୍କୋ ସ୍ମେଲଟର ମେନ୍ ଗେଟ ଛକଠାରେ ଟ୍ରାଫିକ୍…
ଫସଲ ବଞ୍ଚାଇବାକୁ ଜୀବନ ବାଜି: ମଞ୍ଚାରେ ବିତୁଛି ମାସ ପରେ ମାସ
ବନ୍ତଳା, ୧୪।୧୨ (ଦିନେଶ ଦେହୁରୀ) – ପରିବାର ପ୍ରତିପୋଷଣ ପାଇଁ ସେମିତି କିଛି ଆୟ ନାହିଁ। ଯେଉଁ ଅଳ୍ପ କିଛି ଜମି ଅଛି ସେଥିରେ ଦିନରାତି ପରିଶ୍ରମ କରି ଚାଷ କରୁଛନ୍ତି। ହେଲେ ସମସ୍ତ ଫସଲ ଯେ ଅମଳ ହୋଇ ଘରକୁ…
ବଦଳିବ ଓଡ଼ିଶା ଶିକ୍ଷା, ବିଶ୍ୱବିଦ୍ୟାଳୟ ନୀତି
ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ବଦଳିବ ରାଜ୍ୟର ଶିକ୍ଷା ନୀତି। ବିଶ୍ୱବିଦ୍ୟାଳୟ ନୀତିରେ ମଧ୍ୟ ପରିବର୍ତ୍ତନ ଅଣାଯିବ। ଏଥିପାଇଁ ସରକାରୀ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଆସନ୍ତା ୧୫ତାରିଖ ସୁଦ୍ଧା ଚିଠା ପ୍ରସ୍ତାବ ଆଗତ ହେବ ବୋଲି ସୂଚନା ମିଳିଛି। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ…
ସମସ୍ୟା ଘେରରେ ମୁଣ୍ଡାପଙ୍ଗା ଗାଁ
କୋଟଗଡ,୧୪ା୧୨(ଡି.ଏନ.ଏ)-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ଏବେ ମଧ୍ୟ କେତେକ କ୍ଷେତ୍ରରେ ଏହା କାର୍ଯ୍ୟକାରୀ ହେଉନାହିଁ। ଏହା ଦେଖିବାକୁ ମିଳିଛି କୋଟଗଡ ବ୍ଲକ ସୁବର୍ଣ୍ଣଗିରି ଗ୍ରାମପଞ୍ଚାୟତ ମୁଣ୍ଡାପଙ୍ଗା ଗ୍ରାମରେ। ଉକ୍ତ ଗାଁରେ ୩୦ ପରିବାର ବସବାସ…
ସତ୍ୟଙ୍କ ରେକର୍ଡ ନିଶା: ପୁଣି କଲେ ବିଶ୍ୱ ରେକର୍ଡ; ୟୁନିଭର୍ସାଲ, କଲାମ ବୁକ ଅଫ ରେକର୍ଡରେ ୧.୯ ଇଞ୍ଚର ଗଣେଶ
ବ୍ରହ୍ମପୁର ଅଫିସ,୧୪ା୧୨-ନିଆରା କଳାକୃତି କରି ରେକର୍ଡ କରିବାର ନିଶା ତାଙ୍କୁ ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିଛି | ପୂର୍ବରୁ ବହୁବାର ଚକ, କାଠ, ସାବୁନରେ ନିଆରା କ୍ଷୁଦ୍ର କଳାକୃତି କରି ବିଶ୍ୱସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ ଏବେ…
ଷ୍ଟାର୍ଟଅପ୍ରେ ଓଡ଼ିଶା ଶ୍ରେଷ୍ଠ
ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମର ସଫଳତା ଦେଖିବାକୁ ମିଳୁଛି। ୨୦୧୮ରେ ଓଡ଼ିଶା ଜାତୀୟ ସ୍ତରରେ ଷ୍ଟାର୍ଟଅପ୍ ପାଇଁ ସର୍ବୋଚ୍ଚ ସ୍ଥାନ ଅଧିକାର କରିଛି। ୨୦୧୫-୧୬ରେ ରାଜ୍ୟରେ ଷ୍ଟାର୍ଟଅପ୍ ଆରମ୍ଭ ହୋଇଥିଲା। ୨୦୧୭-୧୮ ବେଳକୁ ଏଥିରେ ୮୪ ପ୍ରତିଶତ ବୃଦ୍ଧି ଘଟିଛି।…
ବଢ଼ିବ ଟୋଲ ଫି: ପୂର୍ତ୍ତ ବିଭାଗକୁ ପ୍ରସ୍ତାବ ଦେଲା ଓବିସିସି
ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ରାଜ୍ୟରେ ମହଙ୍ଗା ହେବ ଟୋଲ ଟିକସ। ଗାଡି ଚାଳକଙ୍କୁ ଅଧିକ ଟିକସ ଦେବାକୁ ପଡିବ।୨୦୦୬ରେ ଧାର୍ଯ୍ୟ ହୋଇଥିବା ଟୋଲ ଟିକସରେ ସଂଶୋଧନ କରାଯିବ। ଓଡ଼ିଶା ସେତୁ ଓ ନିର୍ମାଣ ନିଗମ(ଓବିସିସି)ଏ ନେଇ ପୂର୍ତ୍ତ ବିଭାଗକୁ ପ୍ରସ୍ତାବ ଦେଇଛି। ଓଡ଼ିଶା ରାଜ୍ୟ…
ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ: ପଶ୍ଚିମବଙ୍ଗକୁ ବ୍ୟାପିଲା ନିଆଁ
ଗୁଆହାଟୀ/ନୂଆଦିଲ୍ଲୀ/କୋଲକାତା, ୧୪ା୧୨(ପି.ଟି./ଆଇଏଏନ୍ଏସ୍): ନୂଆ ନାଗରିକତ୍ୱ ଆଇନକୁ ନେଇ ଉତ୍ତର-ପୂର୍ବାଞ୍ଚଳରେ ଚାଲିଥିବା ଆନ୍ଦୋଳନର ନିଆଁ ଶୁକ୍ରବାର ପଶ୍ଚିମବଙ୍ଗକୁ ବ୍ୟାପିଛି। ଆସାମ, ତ୍ରିପୁରା, ମଣିପୁର, ସିକିମ, ମେଘାଳୟ ଓ ତ୍ରିପୁରାରେ ସ୍ଥିତି ସାମାନ୍ୟ ସୁଧୁରିଥିବାବେଳେ ପଡ଼ୋଶୀ ପଶ୍ଚିମବଙ୍ଗରେ ବ୍ୟାପକ ହିଂସା ଏବଂ ପୋଡ଼ାଜଳା ଦେଖିବାକୁ…
ବିପଦସଙ୍କୁଳ ଶ୍ରେଣୀ ଗୃହରେ ଚାଲିଛି ପାଠପଢା
ତେଲକୋଇ,୧୪।୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ପୁରୁଜୋଡା ପଞ୍ଚାୟତରେ ଥିବା ୟୁ.ଜି.ଏମ ସ୍କୁଲ ରେ ୧ମ ଶ୍ରେଣୀ ଠାରୁ ୭ମ ଶ୍ରେଣୀ ପର୍ଯ୍ୟନ୍ତ ୮୧ଜଣ ଛାତ୍ରୀଛାତ୍ର ଅଧୟନ କରୁଛନ୍ତି । ୪ଟି ଶ୍ରେଣୀ ଗୃହ ଥିଲେ ହେଁ ସେସବୁ ଘର…
ଚାଷ କାର୍ଯ୍ୟ କରି ଚର୍ଚ୍ଚାରେ ଶକୁନ୍ତଳା
କେନ୍ଦୁଝର, ୧୪।୧୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ବଣପାହାଡ ଘେରା ଗୋନାସିକା ପଞ୍ଚାୟତ ବୈତରଣୀ ଗ୍ରାମର ଶକୁନ୍ତଳା କଟେଇ (୪୦) ନାମ୍ନୀ ଜଣେ ଭୂୟାଁ ଆଦିବାସୀ ମହିଳା ନିଜେ ଚାଷ କାର୍ଯ୍ୟ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି ।…
Archives


