ନୂଆବାଟ ଦେଖାଇଛି ଫୁଲ ବେପାର
ବାସୁଦେବପୁର,୧୪।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବଜାରରେ କେତେକ ଯୁବକ ଫୁଲ ବ୍ୟବସାୟକୁ ଜୀବିକା ରୂପେ ଆପଣାଇ ପରିବାର ପ୍ରତିପୋଷଣ କରୁଛନ୍ତି। ଏହି ବ୍ୟବସାୟ ଦ୍ୱାରା ସେମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି। ଏହିଭଳି ଜଣେ ଯୁବ ଫୁଲ ବ୍ୟବସାୟୀ ହେଲେ ବାସୁଦେବପୁର ପୌରପାଳିକା ଉଚ୍ଚଡିହା…
୨ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ
କୁଆମରା,୧୪।୧୨(ଡି.ଏନ୍.ଏ.) – ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ କୁଆମରା ଗ୍ରାମରେ ୨ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ହୋଇଥିବାରୁ ଜନ ଅସନ୍ତୋଷ ବୃଦ୍ଧି ପାଇଛି। ୭ ବର୍ଷ ତଳେ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବା ପାଇଁ ପଞ୍ଚାୟତ…
ପଲିଥିନ୍ ତଳେ ତିନି ଭାଇଭଉଣୀ
ସଜନାଗଡ଼, ୧୪।୧୨(ଡି.ଏନ.ଏ.)-ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଏହାର ସଫଳ ରୂପାୟନ ହୋଇପାରୁ ନ ଥିବା ନଜରକୁ ଆସିଛି। ଏହାର ଉଦାହରଣ ଦେଖିବାକୁ ମିଳିଛି ନୀଳଗିରି…
ଭୁବନେଶ୍ୱର ମିନି ଅଟୋ ଏକ୍ସପୋ -୨୦୧୯
ଭୁବନେଶ୍ୱର,୧୪-୧୨: ମିନି ଅଟୋ ଏକ୍ସପୋ ୨୦୧୯ ସ୍ଥାନୀୟ ଶହୀଦନଗରସ୍ଥିତ ଦୁର୍ଗାପୂଜା ପଡିଆଠାରେ ଶୁକ୍ରବାର ଶୁଭାରମ୍ଭ ହୋଇଛି। ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଏକ୍ସପୋ ରେସପନ୍ସ ମାର୍କେଟିଂ ସର୍ଭିସେସ୍ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଆରମ୍ଭ ଆୟୋଜନ କରାଯାଇଛି। ଏକ୍ସପୋକୁ…
ଓଜନ କମ୍ କରିବାକୁ ଚାହୁଁଥିଲେ ଡାଏଟ୍ରେ ସାମିଲ କରନ୍ତୁ ଘିଅ
ଦେଶୀ ଘିଅ ନିୟମିତ ଭାବେ ଖାଇଲେ ଶରୀର ପାଇଁ ଉପକାରୀ ହୋଇଥାଏ। ଆର୍ୟୁବେଦ ଅନୁଯାୟୀ, ଗାଈ ଘିଅ ଖାଇଲେ ମୋଟାପଣ ଦୂର ହେବା ସହ ଏହା ପାଚନ ତନ୍ତ୍ରକୁ ମଧ୍ୟ ଠିକ ରଖିଥାଏ। ଘିଅର ନିୟମିତ ସେବନ ଦ୍ୱାରା ବ୍ୟକ୍ତି ନିଜ…
ଶେଷ ପର୍ଯ୍ୟାୟରେ ସାନଛତା ମଠ ଉଚ୍ଛେଦ: ଶନିବାର ଭଙ୍ଗାଯିବ ଘରୋଇ କୋଠା
ପୁରୀ ଅଫିସ, ୧୩ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛିି। ମଙ୍ଗୁ ମଠର ବ୍ୟବସାୟିକ କୋଠା ଭାଙ୍ଗିବା ପରେ ତିନିଦିନ ଧରି ଦୋଳବେଦି କୋଣରେ ଥିବା ସାନଛତା ମଠ ଭଙ୍ଗାଯାଉଛିି। ଶୁକ୍ରବାର ତୃତୀୟ ଦିନରେ ଏହି…
ବିପଦରେ ବ୍ରିଟିଶ ଅମଳର ପୋଲ
ଜୟପୁର,୧୩ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ନିକଟସ୍ଥ ପାତ୍ରପୁଟଠାରେ ଥିବା ବ୍ରିଟିଶ ଅମଳର ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏପରିକି ଭାରୀଯାନ ଏହା ମଧ୍ୟଦେଇ ଗଲେ ପୋଲ ଥରୁଛି। ଏହି ପୋଲ ବୈପାରିଗୁଡ଼ା, ମାଲକାନଗିରି, ଲମତାପୁଟ ଓ ମାଛକୁଣ୍ଡକୁ ସଂଯୋଗ କରୁଛି।…
ବିଡିଓଙ୍କୁ ବଦଳି ଦାବିରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ପତ୍ର
ଖଇରପୁଟ,୧୩ା୧୨(ଡି.ଏନ୍.ଏ: ମାଲକାନଗିରି ଜିଲା ଖଇରପୁଟ ବିଡିଓ ବିଶ୍ୱଜିତ୍ ବର୍ମନଙ୍କ ବିରୋଧରେ ଦୁନୀତି ଓ ଲୋକ ପ୍ରତିନିଧିଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ତାଙ୍କୁ ଏହି ବ୍ଲକରୁ ତୁରନ୍ତ ବଦଳି କରିବାକୁ ବ୍ଳକର ଲୋକ ପ୍ରତିନିଧିମାନେ ଦାବି କରିଛନ୍ତି। ଶୁକ୍ରବାର…
ଜଙ୍ଗଲ,ବନ୍ୟଜନ୍ତୁ ସୁରକ୍ଷା ଚିନ୍ତା: ଏକାଠି ହେଲେ ୬ ବନ ସଂରକ୍ଷଣ ସମିତି ସଦସ୍ୟ
ମାଲକାନଗିରି,୧୩ା୧୨ (ଡି.ଏନ୍.ଏ.): ମାଲକାନଗିରି ଜିଲାରେ ପ୍ରାକୃତିକ ଜଙ୍ଗଲର ଅବକ୍ଷୟ, ମୂଲ୍ୟବାନ ଗଛସବୁ ବିଲୁପ୍ତ ହେବାରେ ଲାଗିଛି। ଏଥିସହ ବନ୍ୟଜନ୍ତୁଙ୍କ ସଂଖ୍ୟା ଦିନକୁ ଦିନ ଲୋପ ପାଉଛି। ଏହାକୁ ନେଇ ମାଲକାନଗିରି ଜିଲାର ୬ଟି ବନ ସଂରକ୍ଷଣ ସମିତି ଉଦ୍ବେଗ ପ୍ରକାଶ କରିଛନ୍ତି।…
ଧାନଖଳାରେ ଅଗ୍ନିକାଣ୍ଡ
ପଡିଆ, ୧୩ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡିଆ ସଦର ମହକୁମାସ୍ଥିତ ଖ୍ରୀଷ୍ଟିଆନସାହିର ଚାଷୀ ଜାନରାଜୁ ନାରା ଅମଳ କରି ଖଳାରେ ନିଆଁ ଲାଗି ଧାନ ସବୁ ନଷ୍ଟ ହୋଇଯାଇଛି। ଫଳରେ ତାଙ୍କର ସବୁ ଧାନ ପୋଡି ପାଉଁଶ ହୋଇଯାଇଛି। ପଡିଆଠାରୁ ୨୫୦୦ମିଟର ଦୂର…
ବନ ବିଭାଗ ପକ୍ଷରୁ ଚଢ଼ାଉ: ବାର୍ହା ମାଂସ ଜବତ
ସୋର/ଔପଦା, ୧୩ା୧୨(ଡି.ଏନ.ଏ.): ସୋର ଥାନା ଅଧୀନ ଔପଦା ରେଞ୍ଜ ଖୁଣ୍ଟାପାଟଣା ବିଟ୍ ବାଘଆମ୍ପୁଡା ଜଙ୍ଗଲରେ ଶୁକ୍ରବାର ପୂର୍ବାହ୍ନରେ ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ବାର୍ହା ମାଂସ ସହ ଅସ୍ତ୍ର ଜବତ କରାଯାଇଛି। ହେଲେ ଶିକାରୀ ଫେରାର ହୋଇଯିବାରେ ସକ୍ଷମ ହୋଇଛନ୍ତି।…
ରାଜ୍ୟରେ ସିଏସି, ଏନ୍ଆରସି ଲାଗୁ ହେବା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଂଖ୍ୟାଲଘୁ ସମ୍ପ୍ରଦାୟ ପ୍ରତିନିଧି
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପାର୍ଲାମେଣ୍ଟ ନିକଟରେ ନାଗରିକତ୍ୱ ସଂଶୋଧନ ବିଧେୟକ(ସିଏବି)-୨୦୧୯କୁ ଗୃହୀତ କରାଯାଇଛି। ଏହି ବିଧେୟକକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ସେହିପରି ଜାତୀୟ ନାଗରିକ ପଞ୍ଜିକା(ଏନ୍ଆରସି) ସାରା ଦେଶରେ ଲାଗୁ ହେବା ନେଇ ମଧ୍ୟ କେତେକ କେନ୍ଦ୍ରୀୟ ନେତା ବକ୍ତବ୍ୟ ଦେଇଛନ୍ତି। ଏହା…
Archives


