ନେଟ୍ସରେ ବୋଲିଂ କରିବେ ବୁମ୍ରା
ନୂଆଦିଲ୍ଲୀ,୧୩।୧୨(ପି.ଟି.): ଆହତ ହୋଇଥିବା ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା ରିହାବିଲିଟେଶନରେ ରହିଥିବା ବେଳେ ଏବେ ଦଳକୁ ପ୍ରତ୍ୟାବର୍ତ୍ତନ କରିବାକୁ ପସ୍ତୁତି ଚଳାଇଛନ୍ତି। ତେବେ ଏଥିପାଇଁ ତାଙ୍କୁ ଫିଟ୍ନେସର ପ୍ରମାଣ ଦେବାକୁ ହେବ। ଫଳରେ ୧୮ ତାରିଖରେ ବିଶାଖାପାଟଣାରେ ଖେଳାଯିବାକୁଥିବା ଦ୍ୱିତୀୟ…
ନାବାଳିକାଙ୍କୁ ବଳାତ୍କାର ଭିଡିଓ ଭାଇରାଲ ମାମଲା: ମୁଖ୍ୟ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡ
ଢେଙ୍କାନାଳ ଅଫିସ, ୧୩।୧: ଢେଙ୍କାନାଳ ଜିଲା ଭୁବନ ଥାନା ମାର୍ଥାପୁର ଅଞ୍ଚଳର ଜନୈକ ନାବାଳିକାଙ୍କୁ ବଳାତ୍କାର ଏବଂ ଘଟଣାର ଭିଡିଓ ଭାଇରାଲ ମାମଲାର ରାୟ ଶୁକ୍ରବାର ସ୍ବତନ୍ତ୍ର ପୋକ୍ସୋ ଅଦାଲତରେ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଘଟଣାର ମୁଖ୍ୟ ଅଭିଯୁକ୍ତ…
ଅପହୃତା ନାବାଳିକା ଉଦ୍ଧାର
ଭଦ୍ରକ ଅଫିସ, ୧୩।୧୨: ଭଦ୍ରକ ଟାଉନ ଥାନା ଅଧୀନ କୁଅଁ।ସ ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଧରି ପୋଲିସ କିଶୋର ନ୍ୟାୟ ପରିଷଦରେ ଉପସ୍ଥାପନ କରାଇଛି। ଏ ନେଇ…
ନାଗରିକତା ସଂଶୋଧନ ବିଲ୍କୁ ବିରୋଧ: ଜାମିଆରେ ପୋଲିସ-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ
ନୂଆଦିଲ୍ଲୀ,୧୩।୧୨: ନାଗରିକତା ସଂଶୋଧନ ବିଲ୍(ସିଏବି)କୁ ନେଇ ଦେଶ ସାରା ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହି ବିରୋଧର ନିଆଁ ଉତ୍ତରପୂର୍ବ ରାଜ୍ୟ ପରେ ଏବେ ଦିଲ୍ଲୀରେ ଦେଖିବାକୁ ମିଳିଛି। ଶୁକ୍ରବାର ସିଏବିକୁ ବିରୋଧ କରି ଜାମିଆ ମିଲ୍ଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରମାନେ…
ଭୂକମ୍ପରେ ଥରିଲା ଉତ୍ତରାଖଣ୍ଡ
ଡେରାଡୁନ,୧୩।୧୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ଶୁକ୍ରବାର ସନ୍ଧ୍ୟାରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୪ ରହିଛି। ଏହାର କେନ୍ଦ୍ରସ୍ଥଳ ଚମୋଲିର କସବେ ନିକଟରେ ଥିବା ଜଣାପଡ଼ିଛି। ଭୂକମ୍ପ ହେବା ସମୟରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ…
ଆନ୍ଧ୍ରପ୍ରଦେଶ କ୍ୟାବିନେଟ୍ରେ ଗୃହୀତ ହେଲା ଦିଶା ବିଲ୍: ବଳାତ୍କାର ଅଭିଯୁକ୍ତଙ୍କୁ ୨୧ ଦିନରେ ଫାଶୀ ଦଣ୍ଡାଦେଶ
ହାଇଦ୍ରାବାଦ,୧୩।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍. ଜଗନମୋହନ ରେଡ୍ଡୀଙ୍କ କ୍ୟାବିନେଟ ଦିଶା ବିଲ୍କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଶୁକ୍ରବାର ବିଧାନସଭାରେକ ଦିଶା ବିଲ୍ ବା ଆନ୍ଧ୍ରପ୍ରଦେଶ କ୍ରିମିନାଲ ଲ’ ଆମେଣ୍ଡମେଣ୍ଟ ଆକ୍ଟ ୨୦୧୯ ଗୃହୀତ ହୋଇଛି। ଏଣିକି ବଳାତ୍କାର ଓ ଗଣବଳାତ୍କାର ଅଭିଯୁକ୍ତଙ୍କ…
ବୋଲେରୋକୁ ଧକ୍କାଦେଲା ଡମ୍ପର: ଡ୍ରାଇଭରକୁ ଅଟକ ରଖିଲେ ଗ୍ରାମବାସୀ
ଯୋଡ଼ା,୧୩।୧୨(ଡି.ଏନ୍.ଏ.) : କେନ୍ଦୁଝର ଜିଲା ବାମେବାରୀ ଥାନା ଜୁରୁଡ଼ି – ବାମେବାରୀ ୨ ନଂ. ରାଜ୍ୟ ରାଜପଥ ଜୁରୁଡି କ୍ରେଚ ହଟିଂଠାରେ ଶୁକ୍ରବାର ଅପରାହ୍ନରେ ଏକ ବୋଲେରୋକୁ ଡମ୍ପର ଧକ୍କା ଦେବାରୁ ବୋଲେରୋଟି ଭାଙ୍ଗିରୁଜି ଯାଇଛି। ଏଥିରେ ବସିଥିବା ଡ୍ରାଇଭର ଓ…
ସଡ଼କ ସୁରକ୍ଷା, ପ୍ରଦୂଷଣ ପ୍ରତିକାର ଦାବିରେ ଜିଲାପାଳଙ୍କୁ ଭେଟିଲେ ବରିଷ୍ଠ ନାଗରିକ
ବରଗଡ଼ ଅଫିସ,୧୩।୧୨: ବରଗଡ଼ ସହରସ୍ଥିତ ଭଟଲି ଛକ ତଥା ସଂଲଗ୍ନ ରାସ୍ତାର ବିକାଶ, ସହରକୁ ଆସୁଥିବା ଯାତ୍ରୀଙ୍କ ସୁରକ୍ଷା ଏବଂ ପ୍ରଦୂଷଣର ପ୍ରତିକାର ଦାବିରେ ଶୁକ୍ରବାର ସ୍ଥାନୀୟ ନାଗରିକମାନେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସହରର ଭଟଲି…
ହରିଦ୍ୱାର-ଋଷିକେଶକୁ ଗଲେ ୯୭୦ଜଣ ବରିଷ୍ଠ ତୀର୍ଥଯାତ୍ରୀ, କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଲୋକସେବା ଭବନରୁ ଭିଡିଓ କନ୍ଫରେନ୍ସିଂ ଯୋଗେ ବାଲେଶ୍ୱର ଷ୍ଟେଶନରୁ ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଷ୍ଟେଶନରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ କେନ୍ଦୁଝର ଜିଲାର ୯୭୦ଜଣ ତୀର୍ଥଯାତ୍ରୀଙ୍କୁ ନେଇ…
ଏସବୁ ଅଭିନେତ୍ରୀ ଡିଭର୍ସିଙ୍କୁ କରିଛନ୍ତି ବିବାହ
ଏସବୁ ଅଭିନେତ୍ରୀ ଡିଭର୍ସିଙ୍କୁ କରିଛନ୍ତି ବିବାହ ବଲିଉଡ୍ର କିଛି ନାମୀଦାମୀ ଅଭିନେତ୍ରୀ ଡିଭର୍ସିଙ୍କ ହାତ ଧରିଛନ୍ତି। ଜାଣନ୍ତୁ ସେମାନଙ୍କ ସମ୍ପର୍କରେ… କରୀନା କପୁର: କରୀନା କପୁର ସୈଫ ଅଲ୍ଲୀ ଖାଁଙ୍କୁ ବିବାହ କରିଛନ୍ତି। ଏହା ପୂର୍ବରୁ ସୈଫ୍ ଅଭିନେତ୍ରୀ ଅମ୍ରିତା ସିଂଙ୍କୁ…
ଟାଇଲ୍ ଲଗାଇ ପ୍ରଧାନମନ୍ତ୍ରୀ ଯୋଜନାର ନାମ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଛନ୍ତି ରାଜ୍ୟ ସରକାର: ଭାଜପା
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ଭାଜପା। ରାଜ୍ୟ ଭାଜପା ଉପସଭାପତି ସମୀର ମହାନ୍ତି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାର ଟାଇଲ ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ନାମ ପରିବର୍ତ୍ତନ କରିବାକୁ…
ଫୋବର୍ସରେ ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମହିଳାଙ୍କ ତାଲିକା: ନିର୍ମଳା ସୀତାରାମନ ବି ସାମିଲ
ନୂଆଦିଲ୍ଲୀ,୧୩।୧୨: ଫୋବର୍ସ ପକ୍ଷରୁ ବିଶ୍ୱର ସବୁଠାରୁ ୧୦୦ ଶକ୍ତିଶାଳୀ ମହିଳାଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ସ୍ଥାନ ମିଳିଛି। ପ୍ରଥମ ଥର ଜଣେ ଅର୍ଥମନ୍ତ୍ରୀଙ୍କ ନାଁ ଏହି ତାଲିକାରେ ସାମିଲ କରାଯାଇଛି। ଫୋବର୍ସ ପକ୍ଷରୁ…
Archives


