ମିଳୁନି ସୁରକ୍ଷା, ପୋଲିସ ଉପରେ ତୁଟୁଛି ଭରସା
ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାରେ ବରଗଡ଼ ଏକ ପ୍ରମୁଖ ଜିଲା। ବରଗଡ଼ ସହର ମଧ୍ୟରେ ଜିଲାର ପ୍ରମୁଖ ମୁଖ୍ୟାଳୟ ରହିଛି। ଫଳରେ ସହରକୁ ଜିଲାର ସଦର ମହକୁମା କୁହାଯାଏ। ଏଠାରେ ଜିଲାର ସମସ୍ତ ବିଭାଗର ପ୍ରମୁଖ କାର୍ଯ୍ୟାଳୟ ରହିଛି। ସେଥିମଧ୍ୟରେ ଜିଲାପାଳ ଏବଂ…
ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ
ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)କୁ ପରାସ୍ତ କରିଛି। ପଞ୍ଜାବ ଦ୍ୱାରା ପ୍ରଦତ୍ତ ୨୨୦ ରନର ଟାଗେର୍ଟ ଆଗରେ ସିଏସ୍କେ ୨୦୧ ରନ…
ଆରମ୍ଭ ହେଲା ଟାରିଫ୍ ଓ୍ବାର: ଚାଇନା ଉପରେ ୧୦୪% ଟାରିଫ୍ ଲଗାଇଲା ଆମେରିକା
ଓାଶିଂଟନ/ବେଜିଂ,୮।୪: ଚାଇନାକୁ ଶକ୍ତ ଝଟ୍କା ଦେଇଛନ୍ତି ଟ୍ରମ୍ପ ସରକାର। ଆମେରିକା ଆଜି ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ୧୦୪ ପ୍ରତିଶତ ଟାରିଫ ଲଗାଇ ଦେଇଛି। ଏହି ନିଷ୍ପତ୍ତି ଦୁଇ ଦେଶ ମଧ୍ୟରେ ଚାଲିଥିବା ବାଣିଜ୍ୟ ଯୁଦ୍ଧକୁ ଆହୁରି ତୀବ୍ର କରିଛି। ରାଷ୍ଟ୍ରପତି…
ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍ ବୁଦ୍ଧ ମୂର୍ତ୍ତି…
ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ ହେବା ସହ ଘରେ ସୁଖଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ଏହି…
ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…
ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ଶୁଭ ହୋଇଥାଏ। ଏହାଛଡ଼ା ଜ୍ୟୋତିଷଶାସ୍ତ୍ରରେ ଏଭଳି…
Swiggyରୁ ଅର୍ଡର କଲେ ମିଳିବ ୫୦୦ ଟଙ୍କା ରିହାତି! ଜାଣନ୍ତୁ କିଭଳି…
ନୂଆଦିଲ୍ଲୀ,୮।୪: Swiggy Instamart ରେ ଶପିଂ କରିବା ସମୟରେ ଆପଣ ୫୦୦ ଟଙ୍କାର ରିହାତି ପାଇପାରିବେ। ଶପିଂ କରିବା ସମୟରେ ଆପ୍ରେ Maxxsaver ବୈଶିଷ୍ଟ୍ୟ ସ୍ବୟଂଚାଳିତ ଭାବରେ ସକ୍ରିୟ ହୋଇଯାଏ। ଏହି ଫିଚର୍ ମାଧ୍ୟମରେ, ଆପଣ ୯୯୯ ଟଙ୍କାରୁ ଅଧିକ ମୂଲ୍ୟର…
ଓ୍ବକଫ୍ ବିଲ୍କୁ ନେଇ ମୁହଁ ଖୋଲିଲେ ମୋଦି, କହିଦେଲେ ଭିତିରି କଥା!
ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ୍ବକଫ ବୋର୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ନେଇ ସେ କହିଛନ୍ତି ଓ୍ବକଫ ଆଇନକୁ ସାମାଜିକ ନ୍ୟାୟ ଦିଗରେ ଏକ ବଡ଼ ପଦକ୍ଷେପ। ୨୦୨୫ର ପ୍ରଥମ ୧୦୦ ଦିନରେ…
ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ…
ପ୍ରଶଂସକଙ୍କ ସହ ସେଲ୍ଫି ନେବାକୁ ମନାକଲେ SRH ଷ୍ଟାର, ଭିଡିଓ ନେଇ ଚର୍ଚ୍ଚା ଆରମ୍ଭ
ନୂଆଦିଲ୍ଲୀ, ୮ା୪: ଅଷ୍ଟ୍ରେଲିଆ ତଥା ସନ୍ ରାଇଜର୍ସ ହାଇଦ୍ରାବାଦ (ଏସ୍ଆର୍ଏଚ୍) ଷ୍ଟାର ଟ୍ରାଭିସ ହେଡ୍ ଜଣେ ପ୍ରଶଂସକଙ୍କ ସହ ସେଲ୍ଫି ନେବାକୁ ମନାକରୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ସେଲିବ୍ରିଟିଙ୍କ ବ୍ୟକ୍ତିଗତ ସ୍ଥାନ ଓ ଗୋପନୀୟତା ସମ୍ପର୍କରେ ଚର୍ଚ୍ଚା…
ମାତ୍ର ୪ ରନ୍ରେ ହାରିଗଲା କୋଲକାତା, ଜିତିଲା ଲକ୍ଷ୍ନୌ
ନୂଆଦିଲୀ,୮।୪: IPL ୨୦୨୫ର ଆଉ ଏକ ରୋମାଞ୍ଚକର ମ୍ୟାଚ୍ରେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ଶେଷ ଓଭରରେ କୋଲକାତା ନାଇଟ ରାଇଡର୍ସକୁ ୪ ରନ୍ରେ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଚାରିଶହ ପଚାଶରୁ ଅଧିକ ରନ ହୋଇଥିଲା। ପ୍ରଥମେ ବ୍ୟାଟିଂ…
ଆଜିଠାରୁ ଲାଗୁ ହେଲା ଓ୍ବକଫ୍ ସଂଶୋଧନ ଆଇନ୍
ନୂଆଦିଲ୍ଲୀ,୮।୪: ୱକଫ୍ (ସଂଶୋଧନ) ଆଇନ-୨୦୨୫ ଆଜି ଅର୍ଥାତ ମଙ୍ଗଳବାରଠାରୁ କାର୍ଯ୍ୟକାରୀ ହେବ। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି ଯେ ୱକଫ (ସଂଶୋଧନ) ଆଇନ (୨୦୨୫ର ୧୪)ର ଧାରା ୧ର ଉପ-ଧାରା (୨)…
ନିକୋଲାସ ପୁରନଙ୍କୁ ବୋଲିଂ କରିବାକୁ ଡରିଲେଣି ବୋଲର୍, ଏକାକି ଚେନ୍ନାଇଠାରୁ ଅଧିକ ଛକା ମାରି ଚର୍ଚ୍ଚାରେ
ନୂଆଦିଲ୍ଲୀ,୮।୪: ଆଇପିଏଲ୍ ୨୦୨୫ରେ ଚମତ୍କାର ଫର୍ମରେ ଅଛନ୍ତି ନିକୋଲାସ ପୁରନ। ସେ ଯେବେ ବି ବ୍ୟାଟିଂ କରିବାକୁ ଓହ୍ଲାଉଛନ୍ତି, ଚୌକା, ଛକା ବର୍ଷା ହେଉଛି। ମଙ୍ଗଳବାର ଖେଳାଯାଉଥିବା ୨୧ତମ ମ୍ୟାଚ୍ରେ ମଧ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ପୁରନ୍ କେକେଆର୍ ବୋଲର୍ମାନଙ୍କୁ…
Archives


