Home

ଭାଜପା ଛାଡ଼ିଲେ ଅଶୋକ ପାଣିଗ୍ରାହୀ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବିଜେପୁରର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବିଧାୟକ ଅଶୋକ ପାଣିଗ୍ରାହୀ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଅଶୋକ ୨୦୧୮ ଉପନିର୍ବାଚନରେ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିଲେ। ତେବେ ଦଳ ପକ୍ଷରୁ ତାଙ୍କୁ ଅଣଦେଖା କରାଯାଉଥିବାରୁ ସେ ଇସ୍ତଫା…

ମଦ ଜବତ, ୫ କୋର୍ଟ ଚାଲାଣ

ବଡ଼ବିଲ,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିିଲା ବଡ଼ବିଲ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪୫ ଲିଟର ମହୁଲି ମଦ ଜବତ କରିବା ସହ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ବଡ଼ବିଲ ଥାନା ଅନ୍ତର୍ଗତ ଗୌର ଗ୍ୟାରେଜ ଅଞ୍ଚଳର ମହେଶ…

ସିମି ଆତଙ୍କବାଦୀ କେମିକାଲ୍‌ ଅଲ୍ଲୀ ଗିରଫ

ରାୟପୁର,୧୨।୧୦: ଜଣେ ସିମି ଆତଙ୍କବାଦୀଙ୍କୁ ରାୟପୁର ପୋଲିସ ଗିରଫ କରିଛି। ସେ ୬ ବର୍ଷ ଧରି ଫେରାର ଥିବା ପୋଲିସ କହିଛି। ୨୦୧୩ରେ ବୋଧଗୟା ଏବଂ ପାଟନାରେ ହୋଇଥିବା ସିରିଜ୍‌ ବିସ୍ଫୋରଣ ସିମି ସଦସ୍ୟଙ୍କ ଦ୍ୱାରା କରାଯାଇଥିଲା। ପୋଲିସ ଏହି ମାମଲାରେ…

ଭାରତର ପ୍ରଥମ ଗ୍ରାଜୁଏଟ୍‌ ମହିଳାଙ୍କୁ ସମ୍ମାନ ଜଣାଇଲା ଡୁଡୁଲ୍‌

ଆଜି ଭାରତର ପ୍ରଥମ ଗ୍ରାଜୁଏଟ୍‌ ମହିଳା କାମିନୀ ରାୟଙ୍କ ୧୫୫ତମ ଜୟନ୍ତୀ ଅବସରରେ ତାଙ୍କୁ ସମ୍ମାନ ଜଣାଇ ଗୁଗୁଲଡୁଡୁଲ କରାଯାଇଛି। କାମିନୀ ରାୟ ଏକାସଙ୍ଗରେ ଜଣେ କବି, ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ଥିଲେ। ୧୮୬୪ ଅକ୍ଟୋବର ୧୨ ତାରିଖରେ ସେ…

ଭୁବନେଶ୍ୱରରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ପ୍ରକାଶ ଯେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଅଖିଳ ଭାରତୀୟ ମଣ୍ଡଳ କାର୍ଯ୍ୟକର୍ତ୍ତା ବୈଠକ ଆସନ୍ତା…

କଶ୍ମୀର ପ୍ରସଙ୍ଗରେ ଗୋଟିଏ ଶବ୍ଦ ବି କହିଲେନି ଜିନପିଙ୍ଗ

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ହୋଇଥିବା ଅନୌପଚାରିକ ବୈଠକରେ ଜିନପିଙ୍ଗ କଶ୍ମୀର ପ୍ରସଙ୍ଗକୁ ନେଇ ଗୋଟିଏ ଶବ୍ଦ ବି କହି ନାହାଁନ୍ତି। ଆତଙ୍କବାଦକୁ ନେଇ କିନ୍ତୁ ବିସ୍ତାର ଭାବେ ଆଲୋଚନା ହୋଇଛି। ଏହି…

ଅଧରାତିରେ ମନ୍ଦିର କବାଟ ଖୋଲି ବିବାହ କଲେ ପ୍ରଶାସନିକ ଅଧିକାରୀ

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶର କୁଶିନଗରରେ ଜଣେ ପ୍ରଶାସନିକ ଅଧିକାରୀ ଶୁକ୍ରବାର ବିଳମ୍ବିତ ରାତିରେ ମନ୍ଦିରରେ ବିବାହ କରିଥିବା ଜଣାପଡ଼ିଛି। ମନ୍ଦିର ରାତିରେ ବନ୍ଦ ଥିବା ବେଳେ ନିୟମ ଭାଙ୍ଗି ବିବାହ ହୋଇଥିବାରୁ ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।…

କାଲିଫର୍ନିଆ ଜଙ୍ଗଲରେ ନିଆଁ: ଘଣ୍ଟାରେ ଜଳୁଛି ୮ଶହ ଏକର; ଏକ ଲକ୍ଷ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଲସ୍‌ ଏଞ୍ଜେଲ୍ସ୍‌,୧୨।୧୦: ଆମେରିକା କାଲିଫର୍ନିଆ ଜଙ୍ଗଲରେ ଗତ ଦୁଇଦିନ ତଳେ ଲାଗିଥିବା ନିଆଁ ଶନିବାର ଭୟଙ୍କର ରୂପ ନେଇଛି। ସୁରକ୍ଷା ଦୃଷ୍ଟିରୁ ଏକ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ନିଆଁ ଦ୍ୱାରା ପ୍ରତି ଘଣ୍ଟାରେ ୮ ଶହ ଏକର ଜଙ୍ଗଲ ଜଳିବାରେ…

ଜାହ୍ନବୀଙ୍କ ଜିମ୍‌ ଲୁକ୍‌

ଜିମ୍‌ ସେଣ୍ଟର ବାହାରେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କୁ ସ୍ପଟ୍‌ କରାଯାଇଛି। ସେ ଧଳା ରଙ୍ଗର ଏକ କ୍ରପ୍‌ ଟପ୍‌ ଏବଂ ଛୋଟ ପ୍ୟାଣ୍ଟ ପିନ୍ଧିଛନ୍ତି। ଜାହ୍ନବୀଙ୍କ ଏହି ଜିମ୍‌ ଲୁକ୍‌ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଛି। ତାଙ୍କର ଏହି ହଟ୍‌ ଲୁକ୍‌ର…

କଂଗ୍ରେସରେ ଯୋଗ ଦେଲେ ଅଳକା

ନୂଆଦିଲ୍ଲୀ,୧୨।୧୦: ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଆମ ଆଦମୀ ପାର୍ଟି(ଏଏପି) ଛାଡିଥିବା ଚାନ୍ଦନୀ ଚୌକର ବିଧାୟିକା ଅଳକା ଲାମ୍ବା ଶନିବାର କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ ପିସି ଚାକୋଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ଯୋଗ ଦେଇଛନ୍ତି। ଶୁକ୍ରବାର ସେ…

ସଙ୍କଟରେ ଆର୍ଥିକ ସ୍ଥିତି: ଲେବାନନ୍‌ରେ ସାମୁହିକ ବିବାହକୁ ପସନ୍ଦ କରୁଛନ୍ତି ଲୋକେ

ଜେରୁଜେଲମ୍‌,୧୨।୧୦: ଇସ୍ରାଏଲ୍‌ ସହିତ ୨୦୦୬ଠାରୁ ଲେବାନନ୍‌ର ଗୃହଯୁଦ୍ଧ ଲାଗି ରହିଛି। ଫଳରେ ଲେବାନନ୍‌ର ଆର୍ଥିକ ସ୍ଥିତି ଏବେ ସଙ୍କଟ ଜନକ ହୋଇଛି। ଲୋକଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ବିବାହ ମଧ୍ୟ କରିପାରୁ ନାହାଁନ୍ତି। ତେଣୁ ଏଠାକାର ଲୋକେ ଏବେ…

ଟ୍ରକ୍‌ ଧକ୍କାରେ ଛାତ୍ର ମୃତ, ୨ ଗୁରୁତର: କଟକ-ପାରାଦୀପ ରାସ୍ତା ଅବରୋଧ

ପାରାଦୀପ, ୧୨।୧୦(ସ୍ବ.ପ୍ର.): କଟକ-ପାରାଦୀପ ରାସ୍ତାର ଭୂତମୁଣ୍ଡାଇ ନିକଟ ବରେଇ ଛକରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ର ହେଲେ ବରେଇ ଗ୍ରାମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri