Home

ନିର୍ଭୟା ଦୋଷୀଙ୍କୁ ଫାଶୀ ଦେଲେ ବନ୍ଦ ହେବ କି ବଳାତ୍କାର: ଏପି ସିଂ

ନୂଆଦିଲ୍ଲୀ,୧୩।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କ ପାଇଁ ଲଢୁଥିବା ଓକିଲ ଶୁକ୍ରବାର ସକାଳୁ ଏକ ଚର୍ଚ୍ଚିତ ବୟାନ ଦେଇଛନ୍ତି। ଦୋଷୀଙ୍କ ଓକିଲ ଥିବା ଏପି ସିଂ କହିଛନ୍ତି ଯଦି ନିର୍ଭୟା ମାମଲାର ଦୋଷୀଙ୍କୁ ଫାଶୀଦଣ୍ଡ ଦିଆଯାଏ…

ପ୍ରସ୍ତୁତି ପଥେ ବାରବାଟୀ

ଦୀର୍ଘଦିନ ପରେ ବାରବାଟୀ ଷ୍ଟାଡିୟମରେ ଆୟୋଜନ ହେବାକୁ ଯାଉଛି ଆଉ ଏକ ଅନ୍ତର୍ଜାତୀୟ ମ୍ୟାଚ୍‌ । ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମୁହଁାମୁହିଁ ହେବେ । ଏକ ହାଇସ୍କୋରିଂ ମ୍ୟାଚ ଆଶାରେ ରହିଛନ୍ତି ଓଡ଼ିଆ…

ଭାରତ ଗସ୍ତ ବାତିଲ କରିପାରନ୍ତି ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଏବେ ଜଳୁଛି ଉତ୍ତର ଭାରତ। ଆଉ ଏହି ଖବର ଏବେ ବିଦେଶରେ ମଧ୍ୟ ପହଞ୍ଚି ସାରିଛି। ଏହାର ପ୍ରଭାବ ପଡିଛି ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେଙ୍କ ଭାରତ ଗସ୍ତ ଉପରେ। ଜାପାନ ଗଣମାଧ୍ୟମର ସୂଚନା…

ସଂସଦ ଆକ୍ରମଣରେ ମୃତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୩।୧୨: ଦୀର୍ଘ ୧୮ ବର୍ଷ ତଳେ ଅର୍ଥାତ୍‌ ୨୦୦୧ରେ ସଂସଦରେ ହୋଇଥିବା ଆକ୍ରମଣରେ ମୃତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ନେତାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ…

ଦୁର୍ଘଟଣା ଗ୍ରସ୍ତ ଟ୍ରକରେ ବାଡେଇ ହୋଇ ୩ ବାଇକ ଆରୋହୀ ମୃତ

ସୁନ୍ଦରଗଡ଼/ସବଡେଗା,୧୩।୧୨(ଡି.ଏନ.ଏ.): ସୁନ୍ଦରଗଡ ଜିଲା ତଳସରା ଥାନା କୁହ୍ଲିଆଜରଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ରେ ପିଟି ହୋଇ ୩ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୁତକମାନେ ହେଲେ ବାଲିଶଙ୍କରା ବ୍ଲକ ସଉନାମୁରା ଗ୍ରାମର କ୍ରିଷ୍ଣା ନାଏକ (୩୩), ସବଡେଗାର…

ନିର୍ଭୟା ମାମଲାର ଦୋଷୀଙ୍କୁ ଏକାଥରେ ଦିଆଯାଇପାରେ ଫାଶୀ: ଚାଲିଛି ଟ୍ରାଏଲ

ନୂଆଦିଲ୍ଲୀ,୧୩।୧୨: ଦୀର୍ଘ ସାତ ବର୍ଷ ତଳର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କୁ ନେଇ ଏବେ ପୁଣିଥରେ ଚର୍ଚ୍ଚା ଯୋର ଧରିଛି। ଏମାନଙ୍କୁ ଖୁବ୍‌ଶୀଘ୍ର ଫାଶୀ ଦିଆଯାଇପାରେ ବୋଲି ଆଲୋଚନା ହେଉଛି। ବିଶେଷ ସୂତ୍ରରୁ ମିଳିଥିବା ଖବର…

ଯୁବକଙ୍କୁ ନିର୍ମମ ହତ୍ୟା

ଢେଙ୍ଗାନାଳ ଅଫିସ୍‌, ୧୩।୧୨: ଢେଙ୍କାନାଳ ଜିଲା ଗୋଣ୍ଡିଆ ବ୍ଲକ ନିହାଲପ୍ରସାଦ ଥାନା ନିତ୍ୟାନନ୍ଦପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ପୂର୍ଣ୍ଣଚନ୍ଦ୍ର ବେହେରା ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ତାଙ୍କ ଆଖି ତାଡି ନିଆଯାଇଥିବାବେଳେ ତାଙ୍କ…

ଉତ୍ତର ଭାରତର ଅଧିକାଂଶ ରାଜ୍ୟରେ ତୁଷାରପାତ: ଦିଲ୍ଲୀ ଏନ୍‌ସିଆର୍‌ରେ ବଦଳିଲା ପାଣିପାଗ

ନୂଆଦିଲ୍ଲୀ,୧୩।୧୨: ଜମ୍ମୁ-କଶ୍ମୀର, ଲଦ୍ଦାଖ ଓ ଉତ୍ତରାଖଣ୍ଡରେ ତୁଷାର ପାତ ହୋଇଥିବା ସୂଚନା ମିଳିଛି। ଏହାସହ ଗୁରୁବାରଠାରୁ ଉତ୍ତର ଭାରତର କିଛି ରାଜ୍ୟରେ ହୋଇଥିବା ବର୍ଷା ମଧ୍ୟ ପାଣିପାଗର ମିଜାଜରେ ପରିବର୍ତ୍ତନ ଆଣିଥିବା ଲକ୍ଷ୍ୟ କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗୁରୁବାର…

ସ୍ବର୍ଗଦ୍ୱାର ପୁନରୁଦ୍ଧାର ଲାଗି ଉଚ୍ଛେଦ ଜାରି:ମୃତଦେହ ଦାହ ପାଇଁ ପ୍ରତିବନ୍ଧକ ନାହିଁ

ପୁରୀ ଅଫିସ, ୧୩।୧୨:ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏଠାରେ ଥିବା ଏକାଧିକ ପୁରୁଣା କୋଠା ଭଙ୍ଗାଯାଉଛି। ଗୁରୁବାର ୩ୟ ଦିନରେ ଚିମିନ, ଆଶ୍ରୟସ୍ଥଳୀ ଆଦି ଉଚ୍ଛେଦ କରାଯାଇଛି। ତେବେ ସ୍ବର୍ଗଦ୍ୱାର ଭଙ୍ଗାଯିବାକୁ ନେଇ ଲୋକେ କୌଣସି ପ୍ରକାର…

ମାହାଙ୍ଗା, ସାଲେପୁର ବିଦ୍ୟୁତ୍‌ ସେବା ସମ୍ପର୍କରେ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ମାହାଙ୍ଗା ଏବଂ ସାଲେପୁର ନିର୍ବାଚନମଣ୍ଡଳୀରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଣ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ମନ୍ତ୍ରୀ ଜେନାଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ଏହି ବୈଠକରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ…

ସମର୍ପଣର ପ୍ରତୀକ ଆହ୍ଲାଦିନୀ

ଯେତିକି ଧର୍ମପ୍ରାଣା, ସେତିକି ପରୋପକାରୀ ଓ ମିଷ୍ଟଭାଷୀ ଥିଲେ ସ୍ବର୍ଗତା ଆହ୍ଲାଦିନୀ ମିଶ୍ର। ନିଜ କର୍ମମୟ ଜୀବନରେ ସମାଜ ପ୍ରତି ଥିଲା ତାଙ୍କର ଅନେକ ଅବଦାନ। ଏକ ରକ୍ଷଣଶୀଳ ବ୍ରାହ୍ମଣ ପରିବାରର ବୋହୂ ଥିଲେ ବି ଘରୁ ଗୋଡ଼ କାଢ଼ି କୁଷ୍ଠରୋଗୀଙ୍କ…

ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ ଆର୍ଥତ୍କ ଅନାଟନ ମଧ୍ୟରେ ଚିକିତ୍ସାଳୟ ଶଯ୍ୟାରେ ପଡ଼ିି ଛଟପଟ ହେଉଥିବା ନେଇ ଅକ୍ଟୋବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri