Home

ବିଦେଶରେ ‘ମୋ ସ୍କୁଲ’:ଓଡ଼ିଆଙ୍କଠାରୁ ସାହାଯ୍ୟ ପାଇଁ ପ୍ରୟାସ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):‘ମୋ ସ୍କୁଲ’ ଯୋଜନା ସଂକ୍ରାନ୍ତରେ ଆମେରିକାରେ ରହୁଥିବା ଓଡ଼ିଆଙ୍କୁ ଅବଗତ କରାଇବା ସହ ସେମାନଙ୍କଠାରୁ ସାହାଯ୍ୟ ପାଇବା ପାଇଁ ଆରମ୍ଭ ହୋଇଛି ପ୍ରୟାସ। ଏଥିପାଇଁ ‘ମୋ ସ୍କୁଲ’ ଯୋଜନାର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଆସନ୍ତା ୧୫ ତାରିଖରେ କାଲିଫର୍ନିଆସ୍ଥିତ ମିଲିପିଟାସଠାରେ…

କନ୍ଧମାଳରେ ଖୋଲିବ ‘କିସ୍‌’ର ଶାଖା:‘କିସ୍‌’ ଓ ‘ଏମ୍‌ଡିଏଚ୍‌’ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):କନ୍ଧମାଳ ଜିଲା ଫୁଲବାଣୀ ସହରରେ ଖୁବ୍‌ଶୀଘ୍ର କିସ୍‌ର ଏକ ଶାଖା ଖୋଲିବାକୁ ଯାଉଛି। ଭାରତର ଲୋକପ୍ରିୟ ମସଲା ଉତ୍ପାଦନକାରୀ କମ୍ପାନୀ ଏମ୍‌ଡିଏଚ୍‌ ଓ କିସ୍‌ ସହଯୋଗରେ ଏହି ନୂତନ ଶାଖା ଖୋଲାଯିବ। ଗୁରୁବାର ଏନେଇ ନୂଆଦିଲ୍ଲୀରେ କିସ୍‌ ଓ ଏମ୍‌ଡିଏଚ୍‌…

ଦଳବଦଳ ନିରୋଧୀ ଆଇନ ଗଣତନ୍ତ୍ର ବିରୋଧୀ: ତଥାଗତ

ନୂଆଦିଲ୍ଲୀ,୧୩।୧୨:ଦଳବଦଳ ନିରୋଧୀ ଆଇନକୁ ପୂର୍ବତନ ଏମ୍‌ପି ତଥାଗତ ସତପଥୀ କଡ଼ା ସମାଲୋଚନା କରିଛନ୍ତି। ଗୁରୁବାର ପିଆର୍‌ଏସ୍‌ ଲେଜିସ୍‌ଲେଟିଭ୍‌ ପକ୍ଷରୁ ଏଠାରେ ଆୟୋଜିତ ଦଳବଦଳ ନିରୋଧୀ ଆଇନ ଓ ହୁଇପ୍‌ ବ୍ୟବସ୍ଥା ସମ୍ପର୍କିତ ଆଲୋଚନାରେ ଭାଗନେଇ ତଥାଗତ କହିଛନ୍ତି, କୌଣସି ପ୍ରସଙ୍ଗରେ ଜଣେ…

କେନ୍ଦୁଝରରୁ ଉଦ୍ଧାର କଲା ପୋଲିସ: ବାଳସୁଧାର ଗୃହକୁ ନେବା ବେଳେ ନାବାଳକ ଫେରାର

କେନ୍ଦୁଝର/ରାଉରକେଲା ଅଫିସ,୧୩।୧୨(ସ୍ବ.ପ୍ର.):କେନ୍ଦୁଝରରୁ ରାଉରକେଲାସ୍ଥିତ ଜୁଭେନାଇଲ ହୋମକୁ ପଠାଯାଉଥିବା ୯ନାବାଳକଙ୍କ ମଧ୍ୟରୁ ଜଣେ ବସ୍‌ରୁ ଅଧାରାସ୍ତାରେ ଫେରାର ହୋଇଯାଇଥିଲେ। କୋହଳ ସୁରକ୍ଷା ବ୍ୟବସ୍ଥାରେ ସେମାନଙ୍କୁ ନିଆଯାଉଥିବା ବେଳେ ଏଭଳି ଘଟଣା ଘଟିଛି। ତେବେ ଅପରାହ୍ନରେ ପୋଲିସ ସଂପୃକ୍ତ ନାବାଳକଙ୍କୁ କେନ୍ଦୁଝରରୁ ଉଦ୍ଧାର କରିଛି।…

ପୁରୀ ଗଣବଳାତ୍କାର ଘଟଣା:ହାଇକୋର୍ଟରେ ଅଭିଯୁକ୍ତ

କଟକ ଅଫିସ,୧୩।୧୨:ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣା ଭିନ୍ନ ମୋଡ଼ ନେଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ରାଜେଶ କୁମାର ସେଠୀ ଗୁରୁବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗଣବଳାତ୍କାରକୁ ନେଇ ଯେଉଁ ଅଭିଯୋଗ ହୋଇଛି ତାହା ଭିତ୍ତିହୀନ ଓ କପୋଳକଳ୍ପିତ। କେବଳ…

ଉଚ୍ଚଶିକ୍ଷା ବିଭାଗରେ ୫-ଟି କଡ଼ାକଡ଼ି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଉଚ୍ଚଶିକ୍ଷା ବିଭାଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମକୁ କଡ଼ାକଡ଼ି ଲାଗୁ କରାଯିବ। ଅଧ୍ୟାପକ ଏବଂ ଛାତ୍ରୀଛାତ୍ରଙ୍କ ଉପସ୍ଥାନକୁ ଗୁରୁତ୍ୱ ଦିଆଯିବ। ଅଧ୍ୟାପକ ଉପସ୍ଥାନ ରେକର୍ଡ ପାଇଁ ବାୟୋମେଟ୍ରିକ୍‌ ପଦ୍ଧତି ବ୍ୟବହାର କରାଯିବ। ସେହିପରି କାର୍ଯ୍ୟଦିବସରେ ଶିକ୍ଷାନୁଷ୍ଠାନରେ ୭ ଘଣ୍ଟା ସମୟ…

ଓଏସ୍‌ଏସ୍‌ସି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ଦ୍ୱାରା ହେବାକୁ ଥିବା ପରୀକ୍ଷା ଏବଂ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ କରାଯାଇଛି। ଡିସେମ୍ବର ୧୮ରେ ହେବାକୁ ଥିବା ଡାଟା ଏଣ୍ଟ୍ରି ଅପରେଟର(ଏଚ୍‌ଓଡି)-୨୦୧୫ର ସାର୍ଟିଫିକେଶନ୍‌ ଭେରିଫିକେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ସେହିଭଳି ଡିସେମ୍ବର ୨୨ରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଶକ୍ତିକାନ୍ତ ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗ ନେଇ ସୌଜନ୍ୟମୂଳକ ଆଲୋଚନା…

ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ…

ଡିସେମ୍ବର ୧୩ : ସଂସଦ ଭବନ ଆକ୍ରମଣକୁ ପୂରିଲା ୧୮ ବର୍ଷ; ପାକିସ୍ତାନରେ ମାଷ୍ଟରମାଇଣ୍ଡ ଆଝାର

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶୁକ୍ରବାର ୧୮ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫ ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ପାର୍ଲାମେଣ୍ଟ ପରିସରରେ ଦୀର୍ଘ ୪୫ ମିନିଟ୍‌ ଧରି ଆକ୍ରମଣ…

ଅନୁରୋଧ ରକ୍ଷାକରି ଶେଷ ବିଦାୟ ସମୟରେ ସ୍ମିତା ପାଟିଲଙ୍କୁ ଶୁଆଇ ବୋହୂବେଶରେ ମେକ୍‌ଅପ୍‌ କରିଥିଲେ ଦୀପକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସ୍ମିତା ପାଟିଲଙ୍କ ୩୩ତମ ପୁଣ୍ୟତିଥି ଶୁକ୍ରବାର ପାଳିତ ହେଉଛି। ସ୍ମିତା ୧୯୫୫ ଅକ୍ଟୋବର ୧୭ରେ ପୁଣେଠାରେ ଜନ୍ମଗ୍ରହଣ କରିଥିଲେ। ଏକ ଫିଲ୍ମ ସେଟ୍‌ରେ ରାଜକୁମାର ମେକ୍‌ଅପ୍‌ କରିବାକୁ ଡେରି କରୁଥିଲେ। କାରଣ ଜାଣିବା ପାଇଁ ସ୍ମିତା ରାଜକୁମାରଙ୍କ…

ଚର୍ବି ନିୟନ୍ତ୍ରଣ କରେ କାଜୁ

ଡ୍ରାଏଫୁଡ଼ ତାଲିକାରେ ସର୍ବ ପ୍ରଥମେ ରହିଥାଏ କାଜୁ। ଏଥିରେ ଭରପୁର ମାତ୍ରାର ପ୍ରୋଟିନ, ଆଇରନ, ଫାଇବର, ମ୍ୟାଗ୍ନେସିୟମ, ଆଣ୍ଟି-ଅକ୍ସିଡ଼େଣ୍ଟ ଏବଂ ମିନେରାଲ ଆଦି ରହିଥାଏ। ଏହାର ସେବନ ଶରୀର ପ୍ରତି ଲାଭଦାୟକ ହୋଇଥାଏ। ଦିନକୁ ୨-୩ଟି କାଜୁ ଖାଇଲେ ଶରୀରରେ ଶକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri