Home

ରାଓ୍ବଲପିଣ୍ଡି ଟେଷ୍ଟରେ ବର୍ଷା ବାଧା

ରାଓ୍ବଲପିଣ୍ଡି, ୧୨।୧୨: ଦଶନ୍ଧିପରେ ପାକିସ୍ତାନକୁ ଫେରିଥିବା ଟେଷ୍ଟ କ୍ରିକେଟ ବର୍ଷାଦ୍ୱାରା ବାଧାପ୍ରାପ୍ତ ହୋଇଛି। ପ୍ରଥମ ଦିବସରେ ୬୮.୧ ଓଭର ଖେଳ ହୋଇଥିବାବେଳେ ଗୁରୁବାର ଦ୍ୱିତୀୟ ଦିବସରେ ମାତ୍ର ୧୮.୨ ଓଭର ଖେଳ ସମ୍ଭବ ହୋଇଛି। ଦ୍ୱିତୀୟ ଦିବସ ଷ୍ଟମ୍ପ୍ସ ପ୍ରତ୍ୟାହୃତ ହେବା…

ଲାବୁସେନଙ୍କ ଶତକ: ଅଷ୍ଟ୍ରେଲିଆ ୨୪୮/୪

ପର୍ଥ, ୧୨।୧୨- ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ ଗୁରୁବାର ସ୍ଥାନୀୟ ପର୍ଥ କ୍ରିକେଟ ଷ୍ଟାଡିୟମରେ ଆରମ୍ଭ ହୋଇଛି। ମାର୍ନୁସ ଲାବୁସେନଙ୍କ ଅପରାଜିତ ଶତକ ସହାୟତାରେ ଅଷ୍ଟ୍ରେଲିଆ ପ୍ରଥମ ଦିନ ଖେଳ ଶେଷସୁଦ୍ଧା ପ୍ରଥମ ଇନିଂସରେ ୪…

ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ହାର ୬୨.୦୩ ପ୍ରତିଶତ

ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଥିଲା। ସନ୍ଧ୍ୟା ୫ଟାରେ ମତଦାନ ସରିଥିବା ବେଳେ ଏହି ପର୍ଯ୍ୟାୟରେ ମତଦାନ ହାର ରହିଛି ୬୨.୦୩ ପ୍ରତିଶତ। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସକାଳ…

ଭାଜପା ଛାଡିଲେ ଜତିନ ବୋରା

ନୂଆଦିଲ୍ଲୀ,୧୨।୧୨: ନାଗରିକତ୍ୱ (ସଂଶୋଧନ) ବିଲ୍‌(ସିଏବି)କୁ ନେଇ ଆସାମରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତି ମଧ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ଅଭିନେତା ଜତିନ ବୋରା ଗୁରୁବାର ଦଳରୁ ଇସ୍ତଫା ଦେଇଛନ୍ତି। ଜତିନ ମଧ୍ୟ ଆସାମ ଷ୍ଟେଟ ଫିଲ୍ମ ଫାଇନାସ୍ସ…

ଅଯୋଧ୍ୟା ମାମଲାରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ,୧୨।୧୨: ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ଗୁରୁବାର ଖାରଜ ହୋଇଯାଇଛି। ଗତ ନଭେମ୍ବର ୯ରେ ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଥିଲେ ତାକୁ ବିରୋଧ କରି ପୁନର୍ବିଚାର ଆବେଦନ…

ଝିଅ ସହ କଥା ହୋଇ ବ୍ୟାଟିଂ କରିବାକୁ ଆସିଥିଲେ ରୋହିତ, ହେଲେ ସଫଳ

ମୁମ୍ବାଇ: ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ତଥା ର୍ନିଣ୍ଣାୟକ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ ୬୭ ରନରେ ୱେଷ୍ଟଇଣ୍ଡିଜକୁ ହରାଇ ତିନିମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ କବଜା କରିଛି। ଏହି ମ୍ୟାଚରେ ରୋହିତ ଶର୍ମା ରୋହିତ ଶର୍ମା ୩୪ଟି ବଲରେ ୭୧…

ଦୋକାନରୁ ୧୦ ଲକ୍ଷ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌

ଝାରସୁଗୁଡା ଅଫିସ/ଲଖନପୁର,୧୨।୧୯(ଡି.ଏନ.ଏ):ଦିନ ଦ୍ବିପ୍ରହରରେ ଝାରସୁଗୁଡା ବାଇପାଶ ରାସ୍ତାରେ ଥିବା ଶ୍ରୀୟା ଟ୍ରେଡସ ନାମକ ଏକ ହୋଲସେଲ ଦୋକାନରୁ ୧୦ ଲକ୍ଷ ଟଙ୍କା ଲୁଟ୍‌ କରିନେଇଛନ୍ତି। ଗୁରୁବାର ଖରାବେଳେ ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ବନ୍ଧୁକ ଦେଖାଇ ୧୦ ଲକ୍ଷ ୪୫…

ଭାରତ ଯାତ୍ରା ବାତିଲ କଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ

ଢାକା,୧୨।୧୨: ବାଂଲାଦେଶ ବୈଦେଶିକ ମନ୍ତ୍ରୀ ଏକେ ଅବଦୁଲ ମୋମେନ ତାଙ୍କ ଭାରତ ଗସ୍ତକୁ ବାତିଲ କରିଛନ୍ତି। ଆଲୋଚନା ହେଉଛି କି ନାଗରିକତ୍ୱ (ସଂଶୋଧନ) ବିଲ୍‌(ସିଏବି)କୁ ନେଇ ବାଂଲାଦେଶ ଅସନ୍ତୁଷ୍ଟ ଥିବାରୁ ମୋକେନ ଅଚାନତ ତାଙ୍କ ଗସ୍ତକୁ ବାତିଲ କରିଛନ୍ତି। ହେଲେ ସେ…

ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅଙ୍କ ହାତ ଧରିଲେ ସାନିଆ ମିର୍ଜାଙ୍କ ଭଉଣୀ

ହାଇଦ୍ରାବାଦ,୧୨।୧୨: ଭାରତୀୟ ଟେନିସ ଷ୍ଟାର୍‌ ସାନିଆ ର୍ମିଜାଙ୍କ ସାନ ଭଉଣୀ ଅନମ ମିର୍ଜା ଭାରତର କିମ୍ବଦନ୍ତୀ କ୍ରିକେଟର ତଥା ପୂର୍ବତନ କ୍ୟାପଟେନ ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅ ଅସଦଙ୍କୁ ବିବାହ କରିଛନ୍ତି। ଏକ୍‌ ଗ୍ରାଣ୍ଡ ହୋଟେଲରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହାୟରେ…

ଆଜିଠୁ ୫-ଟିରେ ସାମିଲ ହେଲା କୃଷି ବିଭାଗ: ଚାଷୀଙ୍କ ସହ ବ୍ୟକ୍ତିଗତ ଭାବେ କଥା ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟିରେ ଗୁରୁବାର ସାମିଲ ହୋଇଛି କୃଷି ଓ କୃଷକ ସଶକ୍ତିକରଣ ବିଭାଗ। ଏହି ଅବସରରେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଚାଷ ଓ ଚାଷୀଙ୍କ ଉପରେ ସରକାର…

ପୁରୁଷମାନଙ୍କୁ ଘରକୁ ଡାକନ୍ତି ଏହି ମହିଳା: ତାଙ୍କ କଥା ନ ମାନିଲେ କରିଥା’ନ୍ତି ଏପରି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବ୍ରିଟେନ୍‌ର ଜଣେ ମହିଳା ପ୍ରଥମେ ପୁରୁଷମାନଙ୍କୁ ପ୍ରେମ ଜାଲରେ ଫସାଇ ନିଜ ଘରକୁ ଡାକିଥା’ନ୍ତି। ପରେ ସେମାନଙ୍କୁ ଏପରି କିଛି ନିର୍ଦ୍ଦେଶ ଦେଇଥା’ନ୍ତି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଘରକୁ ଡାକୁଥିବା ପୁରୁଷମାନଙ୍କୁ ସେ ମହିଳାଙ୍କ ପୋଷାକ ପିନ୍ଧିବାକୁ କହିଥା’ନ୍ତି। ଯଦି…

ମୋଦିଙ୍କ ହାତରେ ଭାରତ ସୁରକ୍ଷିତ ନୁହେଁ: ରବୀନ୍ଦ୍ର ଚୌବେ

ରାୟପୁର,୧୨।୧୨: ଉତ୍ତର-ପୂର୍ବ ଭାରତରେ ନାଗରିକତ୍ୱ (ସଂଶୋଧନ) ବିଲ୍‌(ସିଏବି)କୁ ନେଇ ଯେଉଁ ଅଶାନ୍ତ ବାତାବରଣ ସୃଷ୍ଟି ହାଇଛି ତାକୁ ନେଇ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି ଛତିଶଗଡ଼ର କୃଷିମନ୍ତ୍ରୀ ତଥା କଂଗ୍ରେସ ନେତା ରବିନ୍ଦ୍ର ଚୌବେ। ଗୁରୁବାର ସେ କହିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri