Home

ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ହସ୍ପିଟାଲରେ ଭର୍ତ୍ତି

ବେଙ୍ଗାଲୁରୁ,୧୨।୧୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସିଦ୍ଧରମୈୟାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ଫଳରେ ବୁଧବାର ବିଳମ୍ବିତ ରାତିରେ ସେ ଅଚାନକ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସିଦ୍ଧରମୈୟାଙ୍କ ପୁଅ ଯତୀନ୍ଦ୍ର କହିଛନ୍ତି,…

‘ପାନିପଥ୍‌’ର ବିବାଦୀୟ ସିନ୍‌ ହଟିଲା

ଫିଲ୍ମ ଫ୍ରାଇଡେରେ ରିଲିଜ ହୋଇଥିବା ଐତିହାସିକ ଫିଲ୍ମ ‘ପାନିପଥ’କୁ ନେଇ ଉଠିଛି ବିବାଦ। ବିବାଦକୁ ଦୃଷ୍ଟିରେ ରଖି ଫିଲ୍ମର ବିବାଦୀତ ସିନ୍‌କୁ ଡିଲିଟ୍‌ କରିଦିଆଯାଇଛି। ଚଳଚ୍ଚିତ୍ରରେ ମହାରାଜା ସୁରଜମଲଙ୍କ ଚରିତ୍ରକୁ ଭୁଲ ପ୍ରଦର୍ଶିତ କରାଯାଇଛି। ଜାଠ ସମ୍ପ୍ରଦାୟକୁ ଏହି ଚଳଚ୍ଚିତ୍ର ଆଘାତ…

ଖୁସି ଅନ୍ତରାଳେ…

କ୍ରିତିଙ୍କ ଖୁସି ଏବେ କହିଲେ ନ ସରେ। କାରଣ ତାଙ୍କୁ ଏକ ମନଲାଖି ଚରିତ୍ରଟିଏ ମିଳିଯାଇଛି। ବର୍ତ୍ତମାନ ସେ ‘ମିମି’ ଟାଇଟଲ ବିଶିଷ୍ଟ ସିନେମାରେ ଅଭିନୟ କରୁଛନ୍ତି। ଏଥିରେ ଜଣେ ସରୋଗେଟ ମା’ ଚରିତ୍ରରେ ଅବତୀର୍ଣ୍ଣ ହୋଇଛନ୍ତି କ୍ରିତି। ‘ଏହି ଭୂମିକା…

ନବଜାତ ଶିଶୁପୁତ୍ରଙ୍କ ନାମ ‘ନାଗରିକତା’ ରଖିଲେ ଶରଣାର୍ଥୀ ମହିଳା

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏବେ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣ-ମୁସଲମାନ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଏହି ଖୁସିରେ ଜନ୍ମ ହୋଇଥିବା ନବଜାତ ଶିଶୁପୁତ୍ରଙ୍କ ନାମ ନାଗରିକତା ରଖିଛନ୍ତି ଜଣେ…

ପରଦାରେ ବିଶ୍ୱରୂପ

ଆକ୍ସନଭିତ୍ତିକ ଓଡିଆ ସିନେମା ‘ବିଶ୍ୱରୂପ-ବର୍ନ ଟୁ ଫାଇଟ୍‌’ ଚଳିତ ମାସ ୧୩ ତାରିଖରେ ପରଦା ଉପରକୁ ଆସୁଛି। ଚଳଚ୍ଚିତ୍ରର ମେଲ୍‌ ଲିଡ୍‌ରେ ଅଭିନୟ କରିଥିବା କଳାକାରଙ୍କର ନାମ ଯାହା ଫିଲ୍ମର ଟାଇଟଲ ମଧ୍ୟ ସେଇଆ। ସେ ହେଲେ ବିଶ୍ୱରୂପ। କଥା କ’ଣ…

ଅଭିନବ ପ୍ରୟାସ

ଓଡ଼ିଆ ସିନେମାର ବର୍ତ୍ତମାନର ଅବସ୍ଥାକୁ ନେଇ ଏବେ ଅନେକ ପ୍ରଶ୍ନବାଚୀ। ସିନେମା ଦେଖିବାକୁ ଦର୍ଶକ ପୂର୍ବଭଳି ଆଗ୍ରହ ପ୍ରକାଶ କରୁନାହାନ୍ତି, ଅନ୍ୟ ପ୍ରାନ୍ତୀୟ ସିନେମାରୁ ଅଧିକାଂଶ ଓଡ଼ିଆ ସିନେମା କପି କରାଯାଉଛି-ଏପରି ଅନେକ ପ୍ରଶ୍ନ ମନ ଭିତରେ ଉଙ୍କି ମାରୁଛି। ତଥାପି…

ପୁରାତନ ମୂର୍ତ୍ତି ସଂରକ୍ଷଣ ପ୍ରତି ଏଏସ୍‌ଆଇର ନିଘା ନାହିଁ: ଭଙ୍ଗା ଗୋଇଠିରେ ଯମୁନା ମୂର୍ତ୍ତି

ପୁରୀ ଅଫିସ,୧୨।୧୨: ଶ୍ରୀମନ୍ଦିର ଏକ ପୁରାତନ କୀର୍ତ୍ତିରାଜି। ଏହାର ପ୍ରତିଟି ଅଂଶରେ ଐତିହ୍ୟ ଭରି ରହିଛି। ଏହା ପରିସରସ୍ଥ କୌଣସି ମନ୍ଦିର ହେଉ ଅବା ମୂର୍ତ୍ତିର ସୁରକ୍ଷା ଏବଂ ସଂରକ୍ଷଣ ଜରୁରୀ। ହେଲେ ଏହି ଦାୟିତ୍ୱରେ ଥିବା ଏଏସ୍‌ଆଇ ଅନେକ ସମୟରେ…

ଅନୁଷ୍କାଙ୍କୁ ବିବାହ ବାର୍ଷିକୀର ଉପହାର ଦେଲେ ବିରାଟ କୋହଲି

ମୁମ୍ବାଇ, ୧୨।୧୨: ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ତଥା ନିର୍ଣ୍ଣାୟକ ଟି-୨୦ ମ୍ୟାଚରେ ଭାରତ ୬୭ ରନରେ ୱେଷ୍ଟଇଣ୍ଡିଜକୁ ହରାଇ ତିନିମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ହାତେଇଛି। ଏହି ମ୍ୟାଚରେ କ୍ୟାପଟେନ ବିରାଟ କୋହଲିଙ୍କ ସହିତ ରୋହିତ ଶର୍ମା ଏବଂ…

ଇଞ୍ଜେକଶନ୍‌ ନେଇ ଏକାଧିକ ରୋଗୀ ଅସୁସ୍ଥ

ପୁରୀ ଅଫିସ,୧୨।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ୱାର୍ଡରେ ବୁଧବାର ସକାଳେ ଇଞ୍ଜେକଶନ ନେବା ପରେ ଏକାଧିକ ରୋଗୀ ଅସୁସ୍ଥ ହୋଇପଡ଼ିଥିଲେ। ଇଞ୍ଜେକସନ୍‌ ନେବାର କିଛି ସମୟ ପରେ ରୋଗୀମାନଙ୍କ ମୁଣ୍ଡ ବୁଲାଇବା ସହ ସେମାନେ ବାନ୍ତି କରିଥିଲେ। ଜଣକ…

୬ ବର୍ଷ ହେବ ଗାଁରୁ ବାସନ୍ଦ ପରିବାର: ଅଭିଯୋଗସତ୍ତ୍ୱେ ପ୍ରଶାସନ ନୀରବ

ଗୋପ,୧୨।୧୨(ଡି.ଏନ.ଏ.): ଗୋପ ଥାନା ଅଧୀନ ଦେସ୍ଥଳୀ ଗ୍ରାମର ରାମଚନ୍ଦ୍ର ଦାସ (୭୨) ଜମିଜମା ବିବାଦ କାରଣକୁ ନେଇ ଗତ ଛଅ ବର୍ଷ ହେବ ସମ୍ପୂର୍ଣ୍ଣ ପରିବାରକୁ ବାସନ୍ଦ କରାଯାଇଛି। ଏ ନେଇ ଥାନାଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ରାମଚନ୍ଦ୍ର…

ଲଘୁ ଖଣିଜ ଚୋରି ରୋକିବାକୁ ୧୦ ଜିଲାପାଳଙ୍କୁ ଚିଠି

କଟକ ଅଫିସ,୧୨।୧୨: କେନ୍ଦ୍ରାଞ୍ଚଳ ଅଧୀନ ୧୦ଟି ଜିଲାରେ ଆଖିବୁଜା ଲଘୁ ଖଣିଜଦ୍ରବ୍ୟ ଚୋରି ହେଉଛି। ଏହି ଚୋରିକୁ ରୋକିବା ପାଇଁ ଆର୍‌ଡିସି ଅନିଲ କୁମାର ସାମଲ ୧୦ ଜିଲାପାଳଙ୍କୁ ତାଗିଦ୍‌ କରିଛନ୍ତି। ବିଶେଷକରି ଉପଜିଲାପାଳ ଓ ତହସିଲଦାରମାନେ ଏଥିପ୍ରତି ଧ୍ୟାନ ଦେଉ…

ଏସ୍‌ସିବି ମେଡିକାଲରେ ଭିଜିଲାନ୍ସର ଖୋଳତାଡ: ୨୯୪ କର୍ମଚାରୀ ନିଯୁକ୍ତିକୁ ନେଇ ଅଡୁଆ ପରିସ୍ଥିତି

କଟକ ଅଫିସ,୧୨।୧୨: ଏସ୍‌ସିବି ମେଡିକାଲରେ ଏକ ଘରୋଇ ସଂସ୍ଥା ମାଧ୍ୟମରେ ୨୯୪ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ନିଯୁକ୍ତିରେ ବ୍ୟାପକ ଜାଲିଆତି କରାଯାଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ଏହି ଘଟଣାର ତଦନ୍ତ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri