Home

ଶତକ ମାରିବା ପୂର୍ବରୁ ଇଡଲୀ, ଚଟଣୀ, ସମ୍ବର ଖାଇଥିଲେ ମୟଙ୍କ ଅଗ୍ରଓ୍ବାଲ

ପୁଣେ, ୧୧।୧୦: ଭାରତୀୟ ଦଳର ଓପନର ମୟଙ୍କ ଅଗ୍ରଓ୍ବାଲ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ପ୍ରଥମ ଟେଷ୍ଟରେ ଦ୍ୱିଶତକ ଲଗାଇବାରେ ପରେ ଦ୍ୱିତୀୟ ଟେଷ୍ଟରେ ମଧ୍ୟ ଶତକ ଅର୍ଜନ କରିଛନ୍ତି। ଏପର୍ଯ୍ୟନ୍ତ ମାତ୍ର ୬ଟି ଟେଷ୍ଟ ଖେଳିଥିବା ମୟଙ୍କ ଭାରତୀୟ ଟେଷ୍ଟ…

ପରଲୋକରେ ପ୍ରସିଦ୍ଧ ସାକ୍ସୋଫୋନିଷ୍ଟ କାଦ୍ରୀ ଗୋପାଳନାଥ

ମାଙ୍ଗାଲୁର,୧୧।୧୦: ପ୍ରସିଦ୍ଧ ସାକ୍ସୋଫୋନିଷ୍ଟ ଓ ପଦ୍ମଶ୍ରୀ ପୁରସ୍କାର ବିଜେତା କାଦ୍ରୀ ଗୋପାଳନାଥଙ୍କ ଶୁକ୍ରବାର ସକାଳେ କର୍ନାଟକ ମାଙ୍ଗାଲୁରରେ ଏକ ଘରୋଇ ହସ୍ପିଟାଲରେ ନିଧନ ହୋଇଛି। ଦୀର୍ଘ ଦିନରୁ ସେ ଅସୁସ୍ଥ ଥିବା ବେଳେ ୬୯ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

ବିବାହର ଦିନକୁ ପୂର୍ବରୁ ଏମିତି କଲେ ଭାବି ସ୍ବାମୀ, ଜେଲ ପଠାଇଲେ ଭାବି ସ୍ତ୍ରୀ

ଲୋକେ ନିଜ ମନପସନ୍ଦର ବ୍ୟକ୍ତିଙ୍କୁ ବିବାହ କରିବା ପାଇଁ କିଛି ବି କରିପାରନ୍ତି। ସେମିତି କିଛି କରିଛନ୍ତି ଆମେରିକାର ଟେକ୍ସାସ୍‌ରେ ରହୁଥିବା ଜଣେ ବ୍ୟକ୍ତି। ନିଜ ନିର୍ବନ୍ଧ ସରିଥିବା ଯୁବତୀଙ୍କୁ ବିବାହ କରିବା ପାଇଁ ସେ ବ୍ୟାଙ୍କ୍‌ ଲୁଟ୍‌ କରିଛନ୍ତି। ହୋଷ୍ଟନଠାରୁ…

ଉପକାରୀ ମୁଗଡାଲି ପାଣି, ଦୂର ହୋଇଥାଏ ଅନେକ ରୋଗ

ମୁଗଡାଲି ଖାଇବାକୁ ଯେତିକି ସ୍ବାଦିଷ୍ଟ ଏହାର ପାଣି ସ୍ବାସ୍ଥ୍ୟ ପକ୍ଷେ ସେତିକି ଉପକାରୀ ମଧ୍ୟ। ଏହି ଡାଲିରେ ପ୍ରଚୁର ମାତ୍ରାରେ ପ୍ରୋଟିନ୍‌ ଭରି ରହିଛି। ଏହା ବ୍ୟତୀତ ଏଥିରେ ପୋଟାସିୟମ, କପର, ଜିଙ୍କ୍‌ ଏବଂ ଭିଟାମିନ୍‌ ପରି ପୋଷକତତ୍ତ୍ୱ ରହିଛି। ମୁଗଡାଲି…

ଭଲ ଚରିତ୍ର ଆଶାରେ ଅଭିନୟଠାରୁ ଦୂରେଇ ଯାଇଥିଲେ ଏହି ଅଭିନେତା

ବଲିଉଡ୍‌ର ଚକୋଲେଟ ହିରୋ ଭାବେ ପରିଚିତ ଚନ୍ଦ୍ରଚୁଡ଼ ସିଂହ ୧୯୯୬ରେ ଫିଲ୍ମ ‘ତେରେ ମେରେ ସପ୍‌ନେ’ ମାଧ୍ୟମରେ ଫିଲ୍ମ ଇଣ୍ଡଷ୍ଟ୍ରିରେ କ୍ୟାରିୟର ଆରମ୍ଭ କରିଥିଲେ। ହେଲେ ତାଙ୍କୁ ପ୍ରକୃତ ସଫଳତା ମିଳିଥିଲା ‘ମାଚିସ’ରେ। ଏହି ଫିଲ୍ମ ପାଇଁ ସେ ଶ୍ରେଷ୍ଠ ନବାଗତ…

ଭୀମରାଓପେଟାରେ ଜୁଆଆଡ୍ଡା ଉପରେ ଚଢ଼ାଉ: ୨ପୂର୍ବତନ କର୍ପୋରେଟରଙ୍କ ସମେତ ୧୫ ଗିରଫ, ୭ ଲକ୍ଷ ୬୮ ହଜାର,୧୬ମୋବାଇଲଜବତ

ବ୍ରହ୍ମପୁର ଅଫିସ ,୧୧।୧୦: ଗଞ୍ଜାମ ଜିଲା ଟାଉନ ଥାନା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ଭିମାରାଓପେଟାରେ ଏକ ଘର ଭିତରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲା। ଏଥିରେ ବ୍ରହ୍ମପୁର ମହାନଗର ନିଗମର ୨ଜଣ ପୂର୍ବତନ କର୍ପୋରେଟରଙ୍କ ସମେତ ୧୫…

ଚେନ୍ନାଇରେ ପହଞ୍ଚିଲେ ମୋଦି

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜି ଜିନପିଙ୍ଗ୍‌ଙ୍କୁ ସ୍ବାଗତ କରିବା ପାଇଁ ଚେନ୍ନାଇରେ ପହଞ୍ଚିଛନ୍ତି। ଚାଇନା ରାଷ୍ଟ୍ରପତି ପାଖାପାଖି ୨ଟାବେଳେ ଆସି ଏଠାରେ ପହଞ୍ଚିବେ। ମୋଦିଙ୍କ ସହ ଅନୌପଚାରିକ ବୈଠକରେ ଯୋଗଦେବା ପାଇଁ ସେ ଦୁଇ ଦିନିଆ ଭାରତ…

କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କ ଘରେ ଆୟକର ବିଭାଗର ଚଢ଼ାଉ: ୪.୫୨କୋଟି ଟଙ୍କା ଜବତ

ବେଙ୍ଗାଲୁର,୧୧।୧୦: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ୱରଙ୍କ ୩୦ଟି ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଦ୍ୱିତୀୟ ଦିନରେ ବି ଚଢ଼ାଉ ଜାରି ରଖିଛି। ଗୁରୁବାର ସକାଳୁ ଆରମ୍ଭ ହୋଇଥିବା ଏହି ଚଢ଼ାଉ ଶୁକ୍ରବାର ମଧ୍ୟ ଜାରି ରହିଛି। ତେବେ ଗୁରୁବାର ଚଢ଼ାଉରେ…

ବିରାଟ ଧମାଲ୍‌:ଚୌକା ମାରି ଶତକ ପୂରଣ କଲେ କୋହଲି

ପୁଣେ, ୧୧।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଅଧିନାୟକ ବିରାଟ କୋହଲି ଶତକ ଅର୍ଜନ କରିଛନ୍ତି। ସେ ଚୌକା ମାରି ଟେଷ୍ଟରେ ୨୬ତମ ଶତକ ପୂରଣ କରିଛନ୍ତି। ଫଳରେ ଭାରତୀୟ ଦଳ ୩ ଉଇକେଟ ହରାଇ ୩୫୬ରନ୍‌ ସଂଗ୍ରହ…

ଫୋର୍ବ୍ସ୍‌ ଇଣ୍ଡିଆ ପକ୍ଷରୁ ପ୍ରକାଶ ପାଇଲା ଧନଶାଳୀଙ୍କ ତାଲିକା: ପୁଣି ବାଜି ମାରିଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧୧।୧୦: ଫୋବର୍‌ସ ଇଣ୍ଡିଆ ୨୦୧୯ ପକ୍ଷରୁ ଭାରତର ସବୁଠାରୁ ଧନଶାଳୀ ବ୍ୟକ୍ତିଙ୍କ ନୂଆ ତାଲିକା ପ୍ରକାଶ ପାଇଛି। ଭାରତର ଟପ୍‌ ଶହେରେ ଥିବା ବ୍ୟକ୍ତିଙ୍କ ତାଲିକାରେ ପୁଣି ଥରେ ବାଜି ମାରିନେଇଛନ୍ତି ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ। ଲଗାତର ୧୨…

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌

ଅଲିମ୍ପିକ୍ସ ପରେ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଦୃଷ୍ଟିକୋଣରୁ ଦ୍ୱିତୀୟ ସର୍ବବୃହତ୍‌ କ୍ରୀଡ଼ା ମହାକୁମ୍ଭର ମାନ୍ୟତା ପାଇଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଏଥର କାତାର ରାଜଧାନୀ ଦୋହାରେ ଅନୁଷ୍ଠିତ ହୋଇଛି। ପ୍ରତି ଦୁଇବର୍ଷରେ ଥରେ ଆୟୋଜିତ ହେଉଥିବା ଏହି ମେଗା ଇଭେଣ୍ଟର ୧୭ତମ…

ମିଶନ୍‌ ଟି୨୦

ଦକ୍ଷିଣ ଆଫ୍ରିକା ସହିତ ଟେଷ୍ଟ ସିରିଜରେ ଟିମ୍‌ ଇଣ୍ଡିଆର ସୁପର ଶୋ ଅବ୍ୟାହତ ରହିଛି। ପ୍ରଥମ ଟେଷ୍ଟକୁ ୨୦୩ ରନ୍‌ର ବିଶାଳ ବ୍ୟବଧାନରେ ଜିତିବାରେ ଉଭୟ ଅଭିଜ୍ଞ ଏବଂ ନୂତନ ଖେଳାଳିମାନଙ୍କ ସଫଳତା ଏପରି ଏକ ଚିତ୍ତାକର୍ଷକ ବିଜୟ ଆଣିଦେଇଛି। ଯେଉଁଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri