Home

ଜିଏସ୍‌ ଲକ୍ଷ୍ମୀ ପ୍ରଥମ ମହିଳା ରେଫରି

ଦୁବାଇ,୧୧।୧୦:ପ୍ରଥମ ମହିଳା ରେଫରୀ ଭାବେ ଭାରତର ଜି.ଏସ୍‌. ଲକ୍ଷ୍ମୀ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଇଭେଣ୍ଟରେ ମ୍ୟାଚ୍‌ ପରିଚାଳନା କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ପରିଚାଳନା ଲାଗି ଆଇସିସି ପକ୍ଷରୁ ଗୁରୁବାର…

ହାର୍ଦ୍ଦିକଙ୍କୁ ଭେଟିଲେ ନୀତା ଅମ୍ବାନି

ଲଣ୍ଡନ,୧୧।୧୦:ନିକଟରେ ସଫଳତାର ସହ ଅଣ୍ଟାରେ ଅସ୍ତ୍ରୋପଚାର କରାଇଥିବା ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏଠାରେ ଗୁରୁବାର ଭେଟିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ମାଲିକିଆଣୀ ନୀତା ଅମ୍ବାନି। ଏ ନେଇ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଅଲରାଉଣ୍ଡର ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ନୀତାଙ୍କୁ…

ବିବାହ ପ୍ରତିଶ୍ରୃତି ଦେଇ ଅପହରଣ ମାମଲା : ଅପହୃତା ନାବାଳିକା ତେଲେଙ୍ଗାନାରୁ ଉଦ୍ଧାର

ରସୁଲପୁର,୧୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତ ସାହାପଡ଼ା ଗ୍ରାମର ଯୁକ୍ତ ୨ରେ ପଢ଼ୁଥିବା ଜନୈକା ଛାତ୍ରୀ(୧୭)ଙ୍କୁ ଗତ ମାସ ୨୩ତାରିଖରେ ଅପହରଣ ହୋଇଥିଲା। ଅପହରଣର ୧୭ଦିନ ପରେ ବ୍ରହ୍ମବରଦା ଫାଣ୍ଡି ପୋଲିସ ଅପହୃତା ଓ ଅପହରଣକାରୀଙ୍କୁ ତେଲେଙ୍ଗାନାରୁ…

ନିଲାମ ଘାଟରୁ ବେଆଇନ ବାଲି ଚାଲାଣ

ରସୁଲପୁର,୧୧।୧୦(ଡି.ଏନ୍‌.ଏ.): ରସୁଲପୁର ତହସିଲ ଅଧିନରେ ଥିବା ବ୍ରାହ୍ମଣୀ ନଦୀର ଅଧିକାଂଶ ନିଲାମ ବାଲି ଘାଟରେ ପାଣି ପଶିି ଯାଇଛି। ତେଣୁ ବାଲି ଉତ୍ତୋଳନ ଓ ପରିବହନ ସାମୟିକ ବନ୍ଦ ରହିଛି। ଏହି ସୁଯୋଗରେ ବାଲି ମାଫିଆମାନେ ନଦୀ ଗର୍ଭରେ ଥିବା ଉଚ୍ଚା…

ନିର୍ବାଚନରେ ବ୍ୟାନର ଛିଣ୍ଡା ପ୍ରସଙ୍ଗ : ହୋମଗାର୍ଡଙ୍କୁ ବିଜେଡି ନେତାଙ୍କ ଧମକ

ଯାଜପୁର ଅଫିସ,୧୧ା୧୦: ଯାଜପୁର ଜିଲା ବରୀ-ରାମଚନ୍ଦ୍ରପୁର ଥାନାରେ ଗତ ସାଧାରଣ ନିର୍ବାଚନରେ ବ୍ୟାନର ଛିଣ୍ଡାଇବା ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳର କେତେକ ବିଜେଡି ନେତା ଜଣେ କର୍ତ୍ତବ୍ୟରତ ହୋମଗାର୍ଡଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହିମର୍ମରେ ହୋମଗାର୍ଡ…

ଅର୍ଦ୍ଧସାମରିକ ବାହିନୀ ମୁତୟନ:ଅଧିକ ପୈଠ କରିବେ ରାଜ୍ୟ

ନୂଆଦିଲ୍ଲୀ,୧୧-୧୦:(ଆଇଏଏନ୍‌ଏସ୍‌):ଅର୍ଦ୍ଧସାମରିକ ବାହିନୀ ମୁତୟନ ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକ ୧୦ ପ୍ରତିଶତ ଅଧିକ ଦେୟ ପୈଠ କରିବେ। କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍‌) ଓ ତ୍ୱରିତ୍‌ କାର୍ଯ୍ୟାନୁଷ୍ଠାନ ବାହିନୀ (ଆର୍‌ଏଏଫ୍‌)ର ସେବା ପାଇବାକୁ ହେଲେ ୨୦୨୪ ପର୍ଯ୍ୟନ୍ତ…

ନଡ୍ଡାଙ୍କୁ ଜେଡ୍‌ ସୁରକ୍ଷା

ନୂଆଦିଲ୍ଲୀ,୧୧-୧୦(ପି.ଟି.): ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଜେଡ୍‌ ସୁରକ୍ଷା ଯୋଗାଇ ଦିଆଯାଇଛି। ତାଙ୍କୁ ଏଣିକି କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ୩୫ ଜଣ କମାଣ୍ଡୋ ଦିନରାତି ସୁରକ୍ଷା ଯୋଗାଇଦେବେ। ନଡ୍ଡାଙ୍କ ଜୀବନ ପ୍ରତି ବିପଦ ବଢ଼ୁଥିବାରୁ ଏହାକୁ ବିଚାରକୁ…

କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବ:ମନମୋହନଙ୍କୁ ଇମ୍ରାନ୍‌ଙ୍କ ନିମନ୍ତ୍ରଣ

ଇସ୍‌ଲାମାବାଦ,୧୧-୧୦:ନଭେମ୍ବରରେ ହେବାକୁ ଥିବା କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗଦେବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ପାକିସ୍ତାନ ନିମନ୍ତ୍ରଣ କରିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ମହମ୍ମଦ ଫୈଜାଲ ଗୁରୁବାର କହିଛନ୍ତି, ନଭେମ୍ବର ୨ରେ କର୍‌ତାରପୁର କରିଡର୍‌ ଉଦ୍‌ଘାଟନ ହେବା ପାଇଁ…

ଗ୍ୟାସ ଲିକ୍‌ରୁ ୪ବଖରା ଜଳିଗଲା

ବିଞ୍ଝାରପୁର,୧୧।୧୦(ଡି.ଏନ.ଏ): ବିଞ୍ଝାରପୁର ଥାନା ଅନ୍ତର୍ଗତ କପିଳା ପଞ୍ଚାୟତ ଗୁହାଳି ଗ୍ରାମରେ ଗୁରୁବାର ମଧ୍ୟାହ୍ନ ସମୟରେ ଗ୍ୟାସ ଟାଙ୍କି ଲିକ୍‌ କରି ୪ବଖରା ଘର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଖବର ମୁତାବକ କପିଳା ପଞ୍ଚାୟତ ଗୁହାଳି ଗ୍ରାମର ନୟନ ମଲ୍ଲିକଙ୍କ ଘରେ…

ତେଲିଙ୍ଗିରି ପ୍ରକଳ୍ପ: କାର୍ଯ୍ୟକ୍ଷମ ସତ୍ତ୍ୱେ ଚାଷଜମିକୁ ମାଡୁନି ଜଳ

ଜୟପୁର,୧ା୧୦(ନି.ପ୍ର.): ତେଲିଙ୍ଗିରି ପ୍ରକଳ୍ପ ହେବ ଆଉ ହଜାର ହଜାର ହେକ୍ଟର ଚାଷଜମିକୁ ପାଣି ମାଡ଼ିବ। ଫସଲ ଦୁଇଗୁଣା ହେବ। ଚାଷୀଙ୍କ ମୁହଁରେ ହସ ଫୁଟିବ। ଏହି ଉଦ୍ଦେଶ୍ୟ ରଖି କୋରାପୁଟ ଜିଲାରେ ୨୦୦୫ରେ ତେଲିଙ୍ଗିର ପ୍ରକଳ୍ପର ଶିଳାନ୍ୟାସ ହୋଇଥିଲା। କିନ୍ତୁ ପ୍ରକଳ୍ପ…

କେନ୍ଦ୍ରକୁ କଂଗ୍ରେସର ପ୍ରଶ୍ନ:ଜିନ୍‌ଜିଆଙ୍ଗ୍‌କୁ ନେଇ ନୀରବ କାହିଁକି

ନୂଆଦିଲ୍ଲୀ,୧୧-୧୦:: କଶ୍ମୀରକୁ ନେଇ ଚାଇନା ବାରମ୍ବାର ମୁଣ୍ଡ ଖେଳାଉଥିବାବେଳେ ଜିନ୍‌ଜିଆଙ୍ଗ୍‌, ହଂକଂ ଓ ତିବ୍ବତ ପ୍ରସଙ୍ଗରେ ଭାରତ କାହିଁକି ନୀରବ ରହୁଛି ବୋଲି ଗୁରୁବାର କଂଗ୍ରେସ ପ୍ରଶ୍ନ କରିଛି। ଏହାସହ ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ଚାଇନାର ହସ୍ତକ୍ଷେପ ରୋକିବାରେ ନରେନ୍ଦ୍ର ମୋଦି…

ବିଛଣା ଧରିଲା ଘର ଚଳାଉଥିବା ଯୁଆନ ପୁଅ

ଦଶମନ୍ତପୁର,୧୧ା୧୦(ଡି.ଏନ୍‌.ଏ.): ଦିନେ ସେ ଘର ଚଳାଉଥିବା ଯୁଆନ ପୁଅ ଥିଲେ। କିନ୍ତୁ ଏବେ ସକାଳ ହେଲେ ପରିବାର ଲୋକେ ତାଙ୍କୁ ଘରୁ ଟେକି ଆଣି ବାରଣ୍ଡାରେ ବସାଇ ଦେଉଛନ୍ତି। ସନ୍ଧ୍ୟାରେ ପୁଣି ଟେକି ନେଇ ଘରେ ଶୁଆଇ ଦେଉଛନ୍ତି। ୨୬ ବର୍ଷର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri