ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ: ବିଏମ୍ସି କମିଶନର
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ। ଏହା କହିଛନ୍ତି ବିଏମ୍ସି କମିଶନର। ଉଚ୍ଛେଦ ନେଇ ଗଠିତ ୧୦ଜଣିଆ କମିଟି ସହ ବୈଠକ ପରେ କମିଶନର ଏହି ସୂଚନା ଦେଇଛନ୍ତି। ସ୍ଥିତିବାନ ସମ୍ପତ୍ତି ଯାହାର ରହିଛି, ସେଥିପାଇଁ ଆଇନ ଅନୁଯାୟୀ…
ରୋହିତ ଶର୍ମାଙ୍କୁ ଡରି ତାଙ୍କ ପାଖ ମାଡୁ ନ ଥିଲେ ଝିଅ ସମାଇରା, ଜାଣନ୍ତୁ କାହିଁକି
ମୁମ୍ବାଇ,୧୧।୧୨: ମୁମ୍ବାଇରେ ଖେଳାଯିବାକୁ ଥିବା ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚ ପୂର୍ବରୁ ବିସିସିଆଇ ଟୁଇଟରରେ ଏକ ଭିଡିଓ ଅପଲୋଡ୍ କରିଛି। ଭିଡିଓରେ ରୋହିତ ଶର୍ମା ନିଶ କାଟିବା ନେଇ ବଡ ଖୁଲାସା କରିଛନ୍ତି। ଚହଲ ଟିଭିକୁ ଦେଇଥିବା ସାକ୍ଷାତକାରରେ ରୋହିତ୍…
ବର୍ଦ୍ଧିତ ପିଆଜ ଦରକୁ ନେଇ ବୈଠକ ଡକାଇଲେ କ୍ୟାବିନେଟ ସଚିବ
ନୂଆଦିଲ୍ଲୀ,୧୧।୧୨: ଲଗାତାର ଭାବେ ପିଆଜ ଦର ହ୍ରାସ ହେଉ ନ ଥିବା ବେଳେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ବିଭିନ୍ନ ସହରରେ ପିଆଜ ମୂଲ୍ୟ କିଲୋ ୧୦୦ରୁ ୧୨୦ ଥିବା ବେଳେ ଏବେ ୧୬୦କୁ ଛୁଇଁଛି। ଏନେଇ ସରକାର…
ଗୁଜରାଟ ଦଙ୍ଗା: ମୋଦିଙ୍କୁ କ୍ଲିନ୍ ଚିଟ୍ ଦେଲେ ନାନାବତୀ କମିଶନ
ନୂଆଦିଲ୍ଲୀ,୧୧।୧୨: ଗୁଜରାଟ ଦଙ୍ଗାର ତଦନ୍ତ କରୁଥିବା ନାନାବତୀ କମିଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍ ଚିଟ୍ ଦେଇଛନ୍ତି। ଗୋଧ୍ରା ଦଙ୍ଗା ସମୟରେ ଗୁଜରାଟର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଥିବା ମୋଦି ବିନା ସୂଚନାରେ ଗୋଧ୍ରା ଗସ୍ତ କରିଥିବା ଅଭିଯୋଗ ହୋଇଥିଲା। ତେବେ ନାନାବତୀ…
ବେଆଇନ ପଥର ବ୍ଲାଷ୍ଟିଂ: ଭାଙ୍ଗିଲା ଘରର ଆଜ୍ବେଷ୍ଟସ
ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି। ତେବେ ରାସ୍ତା ସଂପ୍ରସାରଣ ବେଳେ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରାଯାଉଛି। ଗ୍ରାମର ପୀତାମ୍ବର ମଲିକଙ୍କ ଘର…
ହାଇଦ୍ରାବାଦ ଏନ୍କାଉଣ୍ଟରରେ ପୋଲିସକୁ ଝଟ୍କା: ମାମଲାର ଯାଞ୍ଚ କରିବେ ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି
ହାଇଦ୍ରାବାଦ,୧୧।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ହତ୍ୟାରେ ସାମିଲ ଥିବା ୪ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର ଘଟଣା। ଏହି ମାମଲାର ଯାଞ୍ଚ କରିବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି। ବୁଧବାର କୋର୍ଟ ଉକ୍ତ ମାମଲାର ଶୁଣାଣି କରି ଏହି ରାୟ ଶୁଣାଇଛନ୍ତି।…
ପାଚେରିରେ ପିଟିହେଲା ବାଇକ୍ : ୨ ସାଙ୍ଗଙ୍କ ଜୀବନ ଗଲା
ଦିଗପହଣ୍ଡି,୧୧।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ. ରାଜ୍ୟ ରାଜପଥର ଉପରବସା ଆନନ୍ଦ କୁଟୀର ଆଶ୍ରମ ସମ୍ମୁଖରେ ବୁଧବାର ପୂର୍ବାହ୍ନରେ ବାଇକ୍ ଦୁର୍ଘଟଣାରେ ୨ ସାଙ୍ଗଙ୍କ ଜୀବନ ଚାଲିଯାଇଛି। ମୃତକ ଦ୍ବୟ ହେଲେ ଦିଗପହଣ୍ଡି ଥାନା ନୂଆଁ ମଳା…
ମାଲ୍ବାହୀ ଟ୍ରେନ୍ ଲାଇନ୍ଚ୍ୟୁତ
ଅନୁଗୋଳ ଅଫିସ,୧୧।୧୨: ଅନୁଗୋଳ ବଅଁରପାଳ ହାଟ ନିକଟରେ ଏକ ମାଲ୍ବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଟେନ୍ଟି ଦାମନଯୋଡ଼ିରୁ ନାଲ୍କୋକୁ ଆଲୁମିନା ଆଣୁଥିବା ବେଳେ ଲାଇନ୍ଚ୍ୟୁତ ହୋଇଛି। କେଉଁ କାରଣରୁ ଟ୍ରେନ୍ଟି ଲାଇନ୍ଚ୍ୟୁତ ହୋଇଛି ତାହା ସ୍ପଷ୍ଟ ହୋଇ ନ ଥିଲେ…
ଲୋକପ୍ରିୟତା ସାଉଁଟୁଛି ଷ୍ଟାଚ୍ୟୁ ଅଫ୍ ୟୁନିଟି
ନୂଆଦିଲ୍ଲୀ: ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତିରେ ଗୁଜରାଟଠାରେ ତିଆରି ହୋଇଛି ଷ୍ଟାଚ୍ୟୁ ଅଫ୍ ୟୁନିଟି। ଏହା ଦୁନିଆର ସବୁଠୁ ଉଚ୍ଚ ପ୍ରତିମୂର୍ତ୍ତି। ୧୮୨ ମିଟର ଉଚ୍ଚତା ବିଶିଷ୍ଟ ଏହି ମୂର୍ତ୍ତିକୁ ଦେଖିବା ପାଇଁ…
ଏଠାରେ ବିନା ଶୁଣ୍ଢରେ ପୂଜା ପାଆନ୍ତି ଗଣେଶ
ଭାରତ ବର୍ଷରେ ପ୍ରଭୁ ଗଣେଶଙ୍କ ବହୁ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ତେବେ ଶୁଣ୍ଢ ଭଗବାନ ଗଜାନନଙ୍କ ପରିଚୟ ଦେଇଥାଏ। କିନ୍ତୁ ଏଭଳି ଏକ ମନ୍ଦିର ରହିଛି, ଯେଉଁଠାରେ ଗଣେଶଙ୍କ ଶୁଣ୍ଢ ନାହିଁ। ଏଠାରେ…
ପୋଲିସ ହେବ ତ ଏମିତି
ଜୟପୁର: ରାଜସ୍ଥାନ ପୋଲିସର ସହାୟକ ପୋଲିସ ନିରୀକ୍ଷକ(ଏଏସ୍ଆଇ)ପଦମ୍ ସିଂଙ୍କ କାର୍ଯ୍ୟ ନିଶ୍ଚୟ ପ୍ରେରଣାଦାୟକ। ସେ ୩୦୦ରୁ ଊର୍ଦ୍ଧ୍ୱ ଝିଅଙ୍କୁ ଉଦ୍ଧାର କରିଛନ୍ତି। ଏହା ଦ୍ୱାରା ଅନେକ ପରିିବାରକୁ ଖୁସି ଫେରାଇ ଦେବାରେ ସକ୍ଷମ ହୋଇଛନ୍ତି। ଜୟପୁର ପୋଲିସ କମିଶନରେଟର ଝୋଟବାଡା ଥାନାରେ…
ମଇଁଷିର ଦାମ ୫୧ ଲକ୍ଷ…
ମଇଁଷିର ଦାମ ୫୧ ଲକ୍ଷ ଟଙ୍କା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏହା ସତ କଥା। ହରିୟାଣାର ମୁର୍ରା ପ୍ରଜାତିର ଏକ ମଇଁଷିର ଦାମ ଏପରି ରହିଛି। ଏହି ମଇଁଷିକୁ ମାଲିକ ସୁଖବୀର ସିଂ ଦାଣ୍ଡା ଆଦରରେ ସରବତୀ ନାମ…
Archives


