ଅଯୋଧ୍ୟା ବିବାଦର ଇତିହାସ
ନୂଆଦିଲ୍ଲୀ,୧୦ା୧୧: ଅଯୋଧ୍ୟାରେ ୨.୭୭ ଏକର ଜମିକୁ ନେଇ ବହୁ ଦଶନ୍ଧି ଧରି ବିବାଦ ଲାଗିରହିଛି। ଏହି ମାମଲା ଅନେକ ବର୍ଷ ଧରି ଏକ ରାଜନୈତିକ, ଐତିହାସିକ ତଥା ସାମାଜିକ-ଧର୍ମୀୟ ବିତର୍କ ହୋଇ ରହିଆସିଛି। ବାବ୍ରୀ ମସ୍ଜିଦ ନିର୍ମାଣ ହୋଇଥିବା ଉକ୍ତ ସ୍ଥାନ…
ଅନୁଚ୍ଛେଦ ୧୪୨ କ’ଣ
ବହୁ ପ୍ରତୀକ୍ଷିତ ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟ ସମ୍ବିଧାନର ଅନୁଚ୍ଛେଦ ୧୪୨ ଅନୁଯାୟୀ କେତେକ ରାୟ ଶୁଣାଇବା ସହ ୨.୭୭ ଏକର ବିବାଦୀୟ ଜମି ହସ୍ତାନ୍ତର ଲାଗି ଗଠନ ହେବାକୁ ଥିବା ଟ୍ରଷ୍ଟରେ ନିର୍ମୋହୀ ଆଖଡ଼ା ସଦସ୍ୟଙ୍କୁ ସାମିଲ କରିବା ଲାଗି ପରାମର୍ଶ…
୧ ଲକ୍ଷ ଟନ୍ ପିଆଜ ଆମଦାନି କରିବେ ସରକାର
ନୂଆଦିଲ୍ଲୀ,୧୦-୧୧:ଖୁଚୁରା ବଜାରରେ ପିଆଜ ଦର ୧୦୦ ଟଙ୍କା ଛୁଇଁଛି। ପିଆଜ ଖାଉଟିଙ୍କ ଲାଗି ଆକାଶ ଛୁଁଆ ହୋଇ ରହିଥିବା ବେଳେ ଏହାର ଦର କମୁନାହିଁ। ଦର ନିୟନ୍ତ୍ରଣ କରିବା ଲାଗି ସରକାର ୧ ଲକ୍ଷ ଟନ୍ ପିଆଜ ଆମଦାନି କରିବା ନେଇ…
ଧରିତ୍ରୀ ପ୍ରଭାବ: ନିରୀହ ଲୋକଙ୍କୁ ପୋଲିସର ମାଡ଼ ଘଟଣାରେ କ୍ଷତିପୂରଣ ଲାଗି ଏନ୍ଏଚ୍ଆର୍ସିର ନିର୍ଦ୍ଦେଶ
ପୁରୁଷୋତ୍ତମପୁର, ୧୦।୧୧ (ଡି.ଏନ.ଏ.): ଜାତୀୟ ମାନବାଧିକାର କମିଶନ ପୋଲିସ ମାଡରେ ଆହତ ୭ ଜଣଙ୍କୁ ୨୫ହଜାର ଲେଖାଏ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିପୂରଣ ପାଇବାକୁ ଥିବା ବ୍ୟକ୍ତିହେଲେ କୁମାରୀର ଅଧିକାରୀ ବେହେରା, ପୁରୁଷୋତ୍ତମପୁର ମେନ୍ରୋଡ୍ର ଗଣପତି ସାହୁ, ମହେଶ୍ୱର ମହାନ୍ତି,…
ମଧ୍ୟସ୍ଥଙ୍କ ଚୁକ୍ତିରେ ନାହିଁ ସବୁ ପକ୍ଷଙ୍କ ସ୍ବାକ୍ଷର
ନୂଆଦିଲ୍ଲୀ,୧୦ା୧୧(ପି.ଟି.): ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦର ସମାଧାନ ପାଇଁ କେତେକ ପକ୍ଷ ମଧ୍ୟସ୍ଥତା ଲାଗି ରାଜି ହୋଇଥିଲେ ହେଁ ଏହା ସର୍ତ୍ତମୂଳକ ଥିଲା। ଏହାକୁ ମାନିବା କୌଣସି ପକ୍ଷ ପାଇଁ ବାଧ୍ୟତାମୂଳକ ନୁହେଁ ବୋଲି ଅଯୋଧ୍ୟା ରାୟ ପ୍ରକାଶ ବେଳେ…
୪୦ ଦିନିଆ ଶୁଣାଣି ସୁପ୍ରିମକୋର୍ଟ ଇତିହାସରେ ଦ୍ୱିତୀୟ ଦୀର୍ଘତମ
ନୂଆଦିଲ୍ଲୀ,୧୦ା୧୧(ପି.ଟି.): ଦୀର୍ଘ ଦଶନ୍ଧିର ମନ୍ଦିର-ମସ୍ଜିଦ ଜମି ବିବାଦ ମାମଲା ଉଭୟ ରାଜନୈତିକ ଓ ଧର୍ମୀୟ ଦୃଷ୍ଟିରୁ ସମ୍ବେଦନଶୀଳ ହୋଇଥିଲାବେଳେ ସୁପ୍ରିମକୋର୍ଟରେ କ୍ରମାଗତ ୪୦ ଦିନ ଧରି ଏହାର ଶୁଣାଣି ହୋଇଥିଲା। ସର୍ବୋଚ୍ଚ ଅଦାଲତ ଇତିହାସରେ ଏହା ଦ୍ୱିତୀୟ ଦୀର୍ଘତମ ଶୁଣାଣି। ୨.୭୭…
ବାବ୍ରୀ ମସ୍ଜିଦ ଭଙ୍ଗ ଆଇନର ଉଲ୍ଲଂଘନ
ନୂଆଦିଲ୍ଲୀ,୧୦ା୧୧: ଦୀର୍ଘବର୍ଷର ଅଯୋଧ୍ୟା ଜମି ବିବାଦ ମାମଲାରେ ସୁପ୍ରିମକୋର୍ଟ ଶନିବାର ଐତିହାସିକ ରାୟ ପ୍ରଦାନ କରିଛନ୍ତି। ବିବାଦୀୟ ଜମି ଉପରେ ରାମ ମନ୍ଦିର ନିର୍ମାଣ ପାଇଁ ଅଦାଲତ ଅନୁମତି ଦେବା ସହ ମୁସଲମାନ ପକ୍ଷଙ୍କୁ ମସ୍ଜିଦ ନିର୍ମାଣ ଲାଗି ଅନ୍ୟତ୍ର ୫…
ରିଭ୍ୟୁ ପିଟିଶନ ଦାଏର କରିପାରେ ଏଆଇଏମ୍ପିଏଲ୍ବି
ନୂଆଦିଲ୍ଲୀ,୧୦ା୧୧(ପି.ଟି.): ଅଯୋଧ୍ୟା ରାୟକୁ ନେଇ ଅଲ୍ ଇଣ୍ଡିଆ ମୁସ୍ଲିମ୍ ପର୍ସନାଲ ଲ ବୋର୍ଡ (ଏଆଇଏମ୍ପିଏଲ୍ବି) ଅସନ୍ତୋଷ ବ୍ୟକ୍ତ କରିଛି। ଏହା ଉପରେ ରିଭ୍ୟୁ ପିଟିଶନ ଦାଏର ଲାଗି ଏହା ବିଚାର କରିବ ବୋଲି କହିଛି। ତେବେ ଉକ୍ତ ସଂଗଠନର କେତେଜଣ ନେତା…
ଆସ୍ଥାଭୋଟ ବିରୋଧରେ ଯିବ ଏନ୍ସିପି
ମୁମ୍ବାଇ,୧୦ା୧୧(ପି.ଟି.): ମହାରାଷ୍ଟ୍ର ବିଧାନସଭାରେ ଯଦି ଆସ୍ଥାଭୋଟ ନିଆଯାଏ ତେବେ ଭାଜପା ବିରୋଧରେ ଏନ୍ସିପି ଭୋଟ ଦେବ ବୋଲି ଏହାର ମୁଖପାତ୍ର ନଓ୍ବାବ ମଲିକ୍ କହିଛନ୍ତି। ଯଦି ଶିବସେନା ଭାଜପା ବିରୋଧରେ ଭୋଟ ଦିଏ ତେବେ ଏନ୍ସିପି ବିକଳ୍ପ ଚିନ୍ତା କରିବ ବୋଲି…
ସରକାର ଗଢ଼ିବାକୁ ଭାଜପାକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ
ମୁମ୍ବାଇ,୧୦ା୧୧(ପି.ଟି.): ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ୧୫ ଦିନ ବିତିଥିଲେ ମଧ୍ୟ ସରକାର ଗଠନ ନେଇ ଅଚଳାବସ୍ଥା ଲାଗି ରହିଛି। ଏକକ ସଂଖ୍ୟାଗରିଷ୍ଠ ଦଳ ଭାଜପା ସରକାର ଗଢ଼ିବାକୁ ଆଗ୍ରହୀ ଏବଂ ସମର୍ଥ କି ନୁହେଁ ତାହା ଜଣାଇବାକୁ ରାଜ୍ୟପାଳ…
ଆସନ୍ତା ସପ୍ତାହରେ ୪ ଗୁରୁତ୍ୱପୂର୍ଣ୍ଣ ରାୟ
ନୂଆଦିଲ୍ଲୀ,୧୦ା୧୧(ପି.ଟି.): ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ୧୭ ତାରିଖରେ ଅବସର ନେବାକୁ ଯାଉଥିଲାବେଳେ ଏହା ପୂର୍ବରୁ ତାଙ୍କ ଖଣ୍ଡପୀଠ ଆସନ୍ତା ସପ୍ତାହରେ ୪ଟି ଗୁରୁତ୍ୱପୂର୍ଣ୍ଣ ମାମଲାରେ ରାୟ ପ୍ରଦାନ କରିବେ। ନରେନ୍ଦ୍ର ମୋଦି ସରକାରଙ୍କ ରାଫାଲ ଯୁଦ୍ଧବିମାନ କିଣିବା ପ୍ରସ୍ତାବକୁ ସୁପ୍ରିମକୋର୍ଟ…
ମାନସିକ ଶାନ୍ତି ବରିଷ୍ଠ ନାଗରିକଙ୍କ ମୁହଁରେ ହସ ଫୁଟାଇବ
ସୋନପୁର, ୧୦।୧୧(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବରିଷ୍ଠ ନାଗରିକ ସମିତି ପକ୍ଷରୁ ସ୍ଥାନୀୟ ପ୍ରଭାସ ଲଜ ସଭାଗୃହରେ ଉପସଭାପତି ଆଇନଜୀବୀ ଚନ୍ଦ୍ରମଣି ଦାଶଙ୍କ ପୌରୋହିତ୍ୟରେ ଏକ ପ୍ରବଚନ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଆର୍ଟ ଅଫ ଲିଭିଂର ଶିକ୍ଷକ ହିମାଂଶୁ କୁମାର ପଣ୍ଡା…
Archives


