ପୁରୁଷଙ୍କ ଭଳି ମହିଳାଙ୍କୁ ସମାନ ଅଧିକାର ମିଳିଛି
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ସମଗ୍ର ବିଶ୍ୱରେ ମାନବିକ ଅଧିକାରର ସୁରକ୍ଷା ସବୁଠୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଛି। ଆଜି ପୁରୁଷମାନଙ୍କ ଭଳି ମହିଳାଙ୍କୁ ମଧ୍ୟ ସମାନ ଅଧିକାର ମିଳିପାରିଛି। ମାନବିକ ଅଧିକାର କର୍ମୀମାନେ ଏ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
‘ମିସେସ୍ ଇଣ୍ଡିଆ ୟୁନିଭର୍ସ ୨୦୧୯’: ପ୍ଲାଟିନମ୍ ବର୍ଗରେ ୱାର୍ଲଡ୍ ଟାଇଟଲ ଜିତିଲେ ସୋନାଲୀ
ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):‘ମିସେସ ଇଣ୍ଡିଆ ୟୁନିଭର୍ସ ୨୦୧୯’ ଗ୍ରାଣ୍ଡ୍ ଫିନାଲେର ପ୍ଲାଟିନମ୍ ବର୍ଗରେ ଓଡ଼ିଆ ମହିଳା ସୋନାଲୀ ରାଜ୍ ମହାନ୍ତି ‘ମିସେସ ଇଣ୍ଡିଆ ୟୁନିଭର୍ସ ୨୦୧୯’ ୱାର୍ଲଡ୍ ଟାଇଟଲ ହେତେଇଛନ୍ତି। ତୁଷାର ଧଲିୱାଲ ଏବଂ ଅର୍ଚ୍ଚନା ତୋମାରଙ୍କ ଦ୍ୱାରା ମରିସସ୍ଠାରେ ଆୟୋଜିତ ଏହି…
ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ୨ୟ ବୈଠକ:ଅତ୍ୟାଧୁନିକ ଗବେଷଣା ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):ଏଣିକି ଉଚ୍ଚ ଶିକ୍ଷାନୁଷ୍ଠାନରେ ଅତ୍ୟାଧୁନିକ ଗବେଷଣା ସୁବିଧା ରହିବ। ସମସ୍ତ ଶିକ୍ଷାନୁଷ୍ଠାନର ୱେବ୍ସାଇଟ୍କୁ ଅପଡେଟ୍ କରାଯିବ। ମଙ୍ଗଳବାର ଇମେଜ୍ଠାରେ ଆୟୋଜିତ ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଦ୍ୱିତୀୟ ବୈଠକରେ ଏନେଇ ଆଲୋଚନା ହୋଇଛି। ବୈଠକରେ ସ୍ନାତକୋତ୍ତର ବିଭାଗରେ ନାମଲେଖା, ପ୍ରଶ୍ନପତ୍ର ବ୍ୟାଙ୍କ…
ପିଜି ପାଠ୍ୟକ୍ରମ ପାଇଁ ଏକକ ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଏଣିକି ପିଜି ପାଠ୍ୟକ୍ରମରେ ନାମ ଲେଖାଇବାକୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ପକ୍ଷରୁ ପୃଥକ୍ ଭାବେ ପ୍ରବେଶିକା ପରୀକ୍ଷା ବଦଳରେ ଏକକ ପ୍ରବେଶିକା ପରୀକ୍ଷା କରାଯିବ। ଏହି ପ୍ରବେଶିକା ପରୀକ୍ଷାର ମେଧା ତାଲିକା ଅନୁଯାୟୀ ପ୍ରାର୍ଥୀମାନେ ବିଶ୍ବବିଦ୍ୟାଳୟରେ ନାମ ଲେଖାଇପାରିବେ। ଏହାସହ ବିଶ୍ବବିଦ୍ୟାଳୟ ପକ୍ଷରୁ…
୫-ଟି ପ୍ରଭାବ: ୩ ମାସର ସମସ୍ୟା ୩ ଘଣ୍ଟାରେ ସମାଧାନ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତ କରିବା ସହ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଏହି ଗସ୍ତ ପରେ ୫-ଟି ସଚିବ ଅଚାନକ ସରକାରଙ୍କ ଦ୍ୱାରା ପରିଚାଳିତ ଏକ ଭିନ୍ନକ୍ଷମ…
ଆଜିଠାରୁ ବିଧାୟକ କଲୋନୀ ଭଙ୍ଗାହେବ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ବିଧାୟକଙ୍କ ସରକାରୀ କ୍ୱାର୍ଟର୍ସ ବୁଧବାର ଠାରୁ ଭଙ୍ଗା ଆରମ୍ଭ ହେବ ବୋଲି ଜଣାପଡିଛି । ୨୪ ଜଣ ବିଧାୟକ କ୍ୱାଟର୍ସ ଛାଡି ସାରିଲେଣି। ୪୨ଟି କ୍ୱାଟର୍ସ ଭାଙ୍ଗି ୧୦ ମହଲା ବିଶିଷ୍ଟ ବହୁତଳ ଅଟ୍ଟାଳିକା ନିର୍ମାଣ କରାଯିବ। ଏ ନେଇ…
କଂଗ୍ରେସର ଭାରତ ବଞ୍ଚାଓ ସମାବେଶ: ଆଜି ଦିଲ୍ଲୀ ଯିବେ ଓଡ଼ିଶା ନେତା, କର୍ମୀ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଦଳର ଗୋଟିଏ ବଡ଼ ଗୋଷ୍ଠୀ ବର୍ତ୍ତମାନ ସକ୍ରିୟ ହୋଇଯାଇଥିବା ଜଣାପଡ଼ିଛି। ସୋମବାର ଗୋଟିଏ ବଡ଼ ଗୋଷ୍ଠୀ ସୋନିଆଙ୍କୁ ଭେଟି ପିସିସି ସଭାପତି ବିରୋଧୀ ମନ୍ତବ୍ୟ ରଖିଥିବା ଜଣାପଡିଛି। ନିଜ…
ଟୋକନ ବ୍ୟବସ୍ଥାରେ ଅସୁବିଧା ଭୋଗୁଛନ୍ତି ଚାଷୀ: କଂଗ୍ରେସ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ରାଜ୍ୟ ସରକାର ଚଳିତବର୍ଷ ଧାନ ବିକ୍ରି ପାଇଁ ଟୋକନ୍ ବ୍ୟବସ୍ଥା କରିଥିବାରୁ ଚାଷୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ଏଥର ଧାନ କ୍ରୟ ବ୍ୟବସ୍ଥାରେ ଉପୁଜୁଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ପ୍ରଦେଶ…
ବିଧାନ ପରିଷଦ ପାଇଁ ବାଟ ଫିଟୁଛି
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଓଡ଼ିଶାରେ ବିଧାନ ପରିଷଦ ପ୍ରତିଷ୍ଠା ନେଇ ବିଧାନସଭାରେ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଯାଇଛି। ଏଥିପାଇଁ କେବଳ କେନ୍ଦ୍ରର ଅନୁମତି ଆବଶ୍ୟକ। ତେଣୁ ଆସନ୍ତା ବଜେଟ ଅଧିବେଶନରେ ଓଡ଼ିଶାରେ ବିଧାନ ପରିଷଦ ସଂକ୍ରାନ୍ତ ବିଲ୍ ଆସିବା ନେଇ ବିଜେଡି ଆଶାବାଦୀ ରହିଛି। ୨୦୧୯…
୭ମ ରାଜ୍ୟ ଟେଲି ପୁରସ୍କାର:‘ରହିଛି ରହିବି ତୋରି ପାଇଁ’ ଶ୍ରେଷ୍ଠ ଧାରାବାହିକ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):୨୦୧୮ ମସିହା ଲାଗି ମଙ୍ଗଳବାର ୭ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି। ଏଥର ଶ୍ରେଷ୍ଠ ଟେଲି ଧାରାବାହିକ ଭାବେ ପ୍ରଦ୍ୟୁମ୍ନ କୁମାର ଲେଙ୍କାଙ୍କ ‘ରହିଛି ରହିବି ତୋରି ପାଇଁ’ ମନୋନୀତ ହୋଇଛି। ସେହିଭଳି ଏହି ଧାରାବାହିକର ହରିଶ ମହାନ୍ତିଙ୍କୁ ‘ଶ୍ରେଷ୍ଠ…
ଲିଟିଲ୍ ଷ୍ଟାର ଗ୍ରୁପ୍ ପକ୍ଷରୁ ଶିକ୍ଷା ବିକାଶ ଯାତ୍ରା
ଭୁବନେଶ୍ୱର,୧୧ା୧୨:ପିଲାମାନଙ୍କୁ ବିଦ୍ୟାଳୟ ଚାରିକାନ୍ଥ ଭିତରୁ ବାହାର କରି ବାହାର ଦୁନିଆ ବିଷୟରେ ଜ୍ଞାନ ପ୍ରଦାନ କରିବା ଲକ୍ଷ୍ୟରେ ପୁରୀ ଜିଲା ନିମାପଡ଼ାର ଶିଶୁ ବିକାଶ ଅନୁଷ୍ଠାନ ଲିଟିଲ୍ ଷ୍ଟାର ଗ୍ରୁପ୍ ପକ୍ଷରୁ ମଙ୍ଗଳବାର ୧୫ତମ ଶିକ୍ଷା ବିକାଶ ଯାତ୍ରା ଅନୁଷ୍ଠିତ ହୋଇଛି।…
ମହିଳା ବିରୋଧୀ ଅପରାଧରେ ରାଜନେତାଙ୍କ ସମ୍ପୃକ୍ତି: ଭାଜପା ପ୍ରଥମ, କଂଗ୍ରେସ ଦ୍ୱିତୀୟରେ
ନୂଆଦିଲ୍ଲୀ,୧୧ା୧୨: ଦେଶବ୍ୟାପୀ ମହିଳା ବିରୋଧୀ ହିଂସା ଓ ଅପରାଧର ମାତ୍ରା ବଢ଼ି ବଢ଼ି ଚାଲିଛି। ଦିଲ୍ଲୀରୁ ପଲ୍ଲୀ ଯାଏ ଏହାକୁ ନେଇ ତୀବ୍ର ପ୍ରତିବାଦର ସ୍ବର ମଧ୍ୟ ଦେଖିବାକୁ ମିଳୁଛି। ସାଧାରଣ ଜନତାଙ୍କ କଥା ଛାଡ଼ନ୍ତୁ, ବିଭିନ୍ନ ଦଳର ରାଜନେତାମାନେ ମଧ୍ୟ…
Archives


