Home

ଦିଲ୍ଲୀରେ ଲାଗିଲା ପ୍ରଥମ ସ୍ମଗ୍‌ ଟାଓ୍ବାର

ନୂଆଦିଲ୍ଲୀ: ସମଗ୍ର ଦେଶରେ ବାୟୁ ପ୍ରଦୂଷଣ ସାରା ଦେଶରେ ବଡ଼ ସମସ୍ୟା ହୋଇଥିବାବେଳେ ଦିଲ୍ଲୀର ସ୍ଥିତି ସବୁଠାରୁ ସଙ୍ଗିନ୍‌। ପ୍ରଦୂଷଣ ଜନିତ ରୋଗ ଓ ମୃତ୍ୟୁହାର ହ୍ରାସ କରିବାପାଇଁ ରାଜଧାନୀ ଦିଲ୍ଲୀରେ ସ୍ଥାପନ ହୋଇଛି ପ୍ରଥମ ସ୍ମଗ୍‌ ଟାଓ୍ବାର୍‌। କ୍ରିକେଟ୍‌ ଖେଳାଳି…

ବନାଗ୍ନି ବଦଳାଇଦେଲା ହିମବାହ ରଙ୍ଗ

ଓ୍ବେଲିଂଟନ୍‌: ଦୁଇସପ୍ତାହ ହେଲା ଜଳୁଛି ଅଷ୍ଟ୍ରେଲିଆ ଜଙ୍ଗଲ। ବନାଗ୍ନିରେ ହଜାର ହଜାର ବନ୍ୟଜୀବନ ଧ୍ୱଂସ ପାଇଯାଇଥିବାବେଳେ ବହୁ ବିରଳ ଜୀବଜନ୍ତୁ ବାସହରା ହୋଇ ଜନବସତିମୁହଁା ହୋଇଛନ୍ତି। ବନାଗ୍ନିର ପ୍ରତିକୂଳ ପ୍ରଭାବ ପଡ଼ୋଶୀ ନ୍ୟୁଜିଲାଣ୍ଡର ଫ୍ରାଞ୍ଜ୍‌ ଜୋସେଫ୍‌ ଗ୍ଲେସିୟର (ହିମବାହ) ଉପରେ ପଡିଛି।…

ନୂଆବର୍ଷରେ ୮ ଲକ୍ଷ ଭକ୍ତ ଶିରିଡି ସାଇ ମନ୍ଦିରକୁ ଦାନ କଲେ ୧୬.୯୩ କୋଟି ଟଙ୍କା

ଶିରିଡି,୪।୧: ଶିରିଡି ସାଇ ମନ୍ଦିରକୁ ନୂଆବର୍ଷ ଉପଲକ୍ଷେ ପ୍ରାୟ ୮ ଲକ୍ଷ ଭକ୍ତ ଦର୍ଶନ ପାଇଁ ଆସିଥିବା ଜଣାପଡିଛି। ଏହି ସମୟରେ ସାଇବାବା ସଂସ୍ଥାନ ଟ୍ରଷ୍ଟ ୧୬.୯୩ କୋଟି ଟଙ୍କା ଦାନ ଆକାରରେ ପାଇଥିବା ପ୍ରକାଶ କରିଛି। ଏହାବ୍ୟତୀତ ଏଠାରେ ଥିବା…

ଲକ୍ଷ୍ମୀ ମନ୍ଦିର ହୁଣ୍ଡିରୁ ଚୋରି

କୋଣାର୍କ,୪ା୧(ଡି.ଏନ୍‌.ଏ.): କୋଣାର୍କ ଜଗନ୍ନାଥ ମନ୍ଦିର ପରିସରରେ ଥିବା ଲକ୍ଷ୍ମୀ ମନ୍ଦିରର ହୁଣ୍ଡି ଭାଙ୍ଗି କେହି ଦୁର୍ବୃତ୍ତ ପ୍ରାୟ ୧୦ହଜାର ଟଙ୍କା ଚୋରି କରି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ ପରିଚାଳକ ନିରଞ୍ଜନ ବାରିକଙ୍କ ଅଭିଯୋଗକୁ ଭିତ୍ତିକରି…

ଜେଲ୍‌ରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣା: ଗ୍ୟାଙ୍ଗଷ୍ଟର ସକିଲଙ୍କ ଆଉ ଜଣେ ବାନ୍ଧବୀ ଗିରଫ

କଟକ ଅଫିସ, ୪ା୧: ଜେଲ୍‌ ଭିତରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣାରେ ଦରଘାବଜାର ପୋଲିସ ଗ୍ୟାଙ୍ଗଷ୍ଟର ମହମ୍ମଦ ସକିଲଙ୍କ ଆଉଜଣେ ବାନ୍ଧବୀଙ୍କୁ ଶୁକ୍ରବାର ଗିରଫ କରିଛି। ସେ ହେଲେ ମଙ୍ଗଳାବାଗ ଥାନା ଅନ୍ତର୍ଗତ କେଶରପୁରର ନସିମ ଓରଫ ନିଖାତ୍‌ ନସିମ(୨୫)।…

ଶଙ୍କରାଚାର୍ଯ୍ୟଙ୍କୁ ଶ୍ରେଷ୍ଠ ହିନ୍ଦୁ ସମ୍ମାନ

ପୁରୀ ଅଫିସ,୪ା୧: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ମିଳିଛି ଶ୍ରେଷ୍ଠ ହିନ୍ଦୁ ସମ୍ମାନ। ଆମେରିକାର ହାୱାଇରୁ ପ୍ରକାଶିତ ଅନ୍ତର୍ଜାତୀୟ ପତ୍ରିକା ‘ହିନ୍ଦୁଜିମ୍‌ ଟୁଡେ’ ପକ୍ଷରୁ ସର୍ବଶ୍ରେଷ୍ଠ ହିନ୍ଦୁ ବ୍ୟକ୍ତିତ୍ୱ ଭାବେ ଶଙ୍କରାଚାର୍ଯ୍ୟଙ୍କୁ ଏହି ସମ୍ମାନ ମିଳିଛି। ପତ୍ରିକାର…

ନନ୍ଦନକାନନରେ ହେଲା ପକ୍ଷୀ ଗଣନା

ବାରଙ୍ଗ,୪ା୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଦିନିକିଆ ପକ୍ଷୀଗଣନା କାର୍ଯ୍ୟ ସରିଛି। ଚଳିତବର୍ଷର ଗଣନା ଅନୁଯାୟୀ ଗତବର୍ଷଠାରୁ ଏଥର ନନ୍ଦନକାନନକୁ ପକ୍ଷୀମାନଙ୍କର ଆଗମନ ସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। ପର୍ଯ୍ୟଟକ ପରିଚାଳନା ଦାୟିତ୍ୱରେ ଥିବା ଏସିଏଫ୍‌ ଅମୂଲ୍ୟ କୁମାର ପରିଡାଙ୍କ ନେତୃତ୍ୱରେ…

ପୁରୀରେ ପହଞ୍ଚିଲେ୧୩୩ ପାକିସ୍ତାନୀ ହିନ୍ଦୁ

ପୁରୀ ଅଫିସ,୪ା୧: ପୁରୀରେ ପହଞ୍ଚିଛନ୍ତି ୧୩୩ ଜଣ ପାକିସ୍ତାନୀ ହିନ୍ଦୁ ପର୍ଯ୍ୟଟକ। ଶୁକ୍ରବାର ରାତି ପ୍ରାୟ ୯ଟାରେ ଏମାନେ ବସ୍‌ରେ ଆସି ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡସ୍ଥିତ ନାୟକ ପ୍ଲାଜାରେ ରାତ୍ରିଯାପନ କରିଛନ୍ତି। ଏମାନଙ୍କ ମଧ୍ୟରେ ୭୦ ପୁରୁଷ, ୫୦ ମହିଳା…

ମେଡିକାଲ କଲେଜ

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଲାଗି ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ରାୟଗଡ଼ା ଜିଲାରେ ଲୋକେ ଠିକ୍‌ ଭାବେ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚିତ ହୋଇଛନ୍ତି। ଜିଲାରେ ଉତ୍ତମ ଓ ଆଧୁନିକ ଚିକିତ୍ସା ଅଭାବରୁ ରୋଗୀମାନଙ୍କୁ ଜିଲା…

ରାଜସ୍ଥାନରେ ବଢୁଛି ଶିଶୁମୃତ୍ୟୁ ସଂଖ୍ୟା

ଜୟପୁର,୪।୧: ରାଜସ୍ଥାନର କୋଟା ହସ୍ପିଟାଲରେ ଏବେ ଶିଶୁ ମୃତ୍ୟୁ ସଂଖ୍ୟା ବଢିପାରେ ଲାଗିଛି। ଶନିବାର ସକାଳ ସୁଦ୍ଧା ଏଠାରେ ମୃତକଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଥିବା ସୂଚନା ମିଳିଛି। ଶନିବାର ଏକ କେନ୍ଦ୍ରୀୟ ଟିକ୍‌ ହସ୍ପିଟାଲ ଗସ୍ତ କରିଥିବା ସମୟରେ କୋଟାର ଏମ୍‌ପି…

ସିଏଏକୁ ନେଇ ମୁହଁ ଖୋଲିଲେ ଶଙ୍କରାଚାର୍ଯ୍ୟ: ଭାରତକୁ ହିନ୍ଦୁରାଷ୍ଟ୍ର ଘୋଷଣା କରାଯାଉ

ପୁରୀ ଅଫିସ,୪ା୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ବିରୋଧ କରି ବିଭିନ୍ନ ରାଜ୍ୟରେ ଜୋରସୋରରେ ଆନ୍ଦୋଳନ ଚାଲିଛି। ପୁଣି କେତେକ ଜାଗାରେ ସମର୍ଥନ ଶୋଭାଯାତ୍ରା ମଧ୍ୟ ବାହାରୁଛି। ସିଏଏକୁ ନେଇ ଦିନକୁ ଦିନ ପରିସ୍ଥିତି ସଙ୍ଗିନ ହେଉଥିବାବେଳେ ଶୁକ୍ରବାର ଏ ସମ୍ପର୍କରେ ମୁହଁ…

ପୁରୀ ଦେଶର ଦ୍ୱିତୀୟ ସ୍ବଚ୍ଛ ବେଳାଭୂମି

ଭୁବନେଶ୍ୱର,୪ା୧(ବ୍ୟୁରୋ): ପୁରୀ ଦେଶର ଦ୍ୱିତୀୟ ସବୁଠାରୁ ପରିଷ୍କାର ବା ସ୍ବଚ୍ଛ ବେଳଭୁମୀ । ଏଥିସହିତ ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୁମି ଚତୁର୍ଥ ସଫା ବେଳାଭୂମି ମାନ୍ୟତା ପାଇଛି। ଜାତୀୟ ଉପକୂଳ ଗବେଷଣା କେନ୍ଦ୍ର (ଏନସିସିଆର) ସର୍ଭେ ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?