ଟଏଲେଟ୍ ସହ ସେଲଫି ନେଲେ ମିଳିବ ୫୧ ହଜାର ଟଙ୍କା
ଭୋପାଳ,୧୦।୧୦:ଘରେ ଘରେ ପାଇଖାନା ଲାଗି ସଚେତନତା ସୃଷ୍ଟି ପାଇଁ ମଧ୍ୟପ୍ରଦେଶ ସରକାର ଏକ ଅଭିନବ ଉପାୟ ଆପଣାଇଛନ୍ତି। ବିବାହ ସ୍ଥିର ହୋଇଥିବା ବର ଯଦି ପାଇଖାନାରେ ସେଲଫି ଉଠାଇ ପଠାନ୍ତି, ତେବେ କନ୍ୟାଙ୍କୁ ୫୧ ହଜାର ଟଙ୍କା ମିଳିବ। ମୁଖ୍ୟମନ୍ତ୍ରୀ କନ୍ୟା…
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ କେନ୍ଦୁଝର ଏସ୍ପି, ଧକ୍କା ଦେଇ ଗାଡ଼ି ଫେରାର
କେନ୍ଦୁଝର/ପାଟଣା,୧୦/୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଉଥିବା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ ଗୁରୁବାର ଅପରାହ୍ନରେ କେନ୍ଦୁଝର ଆରକ୍ଷୀ ଅଧିକ୍ଷକ(ଏସ୍ପି) ମିତ୍ରଭାନୁ ମହାପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏସ୍ପିଙ୍କ ବୋଲେରୋକୁ ବାମ ପାର୍ଶ୍ୱରୁ ଏକ…
ଗଛରେ ପିଟିହେଲା ଟାଟା ମ୍ୟାଜିକ୍, ୩ ଗୁରୁତର
ଆରଡ଼ି,୧୦।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ବାଇପାସ୍ ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ସାଇକେଲ ଚାଳକକୁ ରକ୍ଷା କରିବାକୁ ଯାଇ ଏକ ଟାଟା ମ୍ୟାଜିକ୍ ଗଛରେ ପିଟି ହେବାରୁ ଏଥିରେ ଥିବା ୧୨ ଜଣଙ୍କ ମଧ୍ୟରୁ ୭ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆରଡ଼ି ପ୍ରାଥମିକ…
ପଶ୍ଚିମବଙ୍ଗରେ ଆରଏସଏସ କର୍ମକର୍ତ୍ତାଙ୍କୁ ହତ୍ୟା: ସ୍ତ୍ରୀ, ପୁଅଙ୍କୁ ବି ଛାଡିଲେନି
କୋଲକାତା,୧୦।୧୦:ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା କରାଯାଇଛି। ମୃତକମାନେ ହେଲେ ବନ୍ଧୁପ୍ରକାଶ ପାଲ, ତାଙ୍କ ସ୍ତ୍ରୀ ବ୍ୟୁଟି ପାଲ ଏବଂ ୮ ବର୍ଷର ଶିଶୁ ବନ୍ଧୁ ଆନନ୍ଦପାଲ। ବନ୍ଧୁପ୍ରକାଶ ଆରଏସଏସ କାର୍ଯ୍ୟକର୍ତ୍ତା ଥିଲେ ବୋଲି ପଶ୍ଚିମବଙ୍ଗର ରାଷ୍ଟ୍ରୀୟ ସ୍ବୟଂ…
ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ମହିଳା, ଉଦ୍ଧାର କଲେ ଲାଇଫ୍ ଗାର୍ଡ
ପୁରୀ ଅଫିସ,୧୦।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଗୁରୁବାର ଜଣେ ମହିଳା ଭାସି ଯାଇଥିଲେ। ତେବେ ବେଳାଭୂମିରେ ଉପସ୍ଥିତ ଲାଇଫ୍ ଗାର୍ଡ ତାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଜଣଙ୍କ ହେଲେ ଭଦ୍ରକ ଜିଲା ତିହିଡ଼ିର ଲୀଳାବତୀ ସାହୁ। ସକାଳେ ଲୀଳାବତୀ ପରିବାର ସହ…
ବେଲପାହାଡ଼ ଲଢ଼େଇ : ବିନୋଦ ବନାମ ସତ୍ୟ
ଚଳିତ ଅପେରା ସିଜନରେ ନିଜ ନିଜ ନାଟକକୁ ଶତ ପ୍ରତିଶତ ଜଷ୍ଟିସ ଦେବାକୁ କେବଳ ପାର୍ଟିରେ ପ୍ରୋପ୍ରାଇଟର ନୁହନ୍ତି, କଳାକାରମାନେ ଅଣ୍ଟା ଭିଡ଼ିଛନ୍ତି। ନିକଟରେ ଶେଷ ହୋଇଛି ବେଲପାହାଡ଼ ଦଶହରା ମହୋତ୍ସବ। ଏହି ଅପେରା ଲଢ଼େଇରେ ଦୁଇଟି ପାର୍ଟି-ନବଗଠିତ ତଥା ବଙ୍କିମ…
ବାର୍ହା ଆକ୍ରମଣରେ ୨ ଗୁରୁତର
ଲଖନପୁର,୧୦।୧୦(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ ୧୯ଖଣ୍ଡ ମୌଜା କନକତୋର ପଞ୍ଚାୟତର ଲୁହାବଗା ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ସକାଳୁ ଗାଁ ଲୋକେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ଏକ ବାର୍ହା ସହିତ ଲୋକଙ୍କ…
ଓଏଫ୍ଏସ୍ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର, ଡିଏଫ୍ଓ ଥିବା ବେଳେ ପଡ଼ିଥିଲେ ଭିଜିଲାନ୍ସ ଜାଲରେ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ପୁଣି ଜଣେ ଦୁର୍ନୀତିଗ୍ରସ୍ତ ଅଫିସରଙ୍କୁ ଗୁରୁବାର ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେ ହେଲେ ଓଏଫ୍ଏସ୍ ଅଫିସର ତଥା ପୂର୍ବତନ ଡିଏଫ୍ଓ ସୁଧାଂଶୁ ଶେଖର ମିଶ୍ର। ୨୦୧୬ରେ ଆଠଗଡ଼ ଡିଏଫ୍ଓ ଥିବା ବେଳେ ସୁଧାଂଶୁ ଭିଜିଲାନ୍ସ ଜାଲରେ ପଡ଼ିଥିଲେ। ଆୟ ବର୍ହିଭୂତ…
ପଞ୍ଜାବ ସୀମାରେ ପୁଣି ଦେଖାଗଲା ପାକିସ୍ତାନ ଡ୍ରୋନ
ଅମୃତସର,୧୦।୧୦: ପଞ୍ଜାବର ଫିରୋଜପୁର ଜିଲାରେ ବୁଧବାର ସନ୍ଧ୍ୟାରେ ପୁଣି ଥରେ ପାକିସ୍ତାନ ଡ୍ରୋନ୍ ଦେଖାଯିବାରୁ ବିଏସ୍ଏଫ୍ ଯବାନ ଆଲର୍ଟରେ ରହିଛନ୍ତି। ପାକିସ୍ତାନ ସୀମାରେ ଏହା ଦେଖାଯାଇଥିବାରୁ ପାକିସ୍ତାନ ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଛି ବୋଲି କୁହାଯାଉଛି। ସୋମବାର ଫିରୋଜପୁରର ହୁସେନଓ୍ବାଲା…
ଏସବୁ କାରଣ ପାଇଁ ଟ୍ରେନ୍ ବଗିରେ ଥାଏ ଲାଲ୍, ହଳଦିଆ ଏବଂ ନୀଳ ରଙ୍ଗର ଗାର
୧୮୫୩ ଏପ୍ରିଲ୍ ୧୬ ତାରିଖରେ ଭାରତରେ ରେଳସେବା ଆରମ୍ଭ ହୋଇଥିଲା। କିନ୍ତୁ ୧୯୫୧ରେ ରେଳସେବାକୁ ଜାତୀୟକରଣ କରାଯାଇଥିଲା। ସେବେଠାରୁ ଟ୍ରେନ୍ରେ କିଛି କୋଡ୍ ରହିଛି। ଯାହାକୁ ଆମେ ସମସ୍ତେ ଦେଖିଥାଉ। ମାତ୍ର ଏହାର କାରଣ କ’ଣ ଜାଣି ନ ଥାଉ। ଟ୍ରେନ୍ରେ…
ଅପେକ୍ଷାରେ ଆଲିୟା
ଆଲିୟାଙ୍କ ଅଭିନୀତ ‘ବ୍ରହ୍ମାସ୍ତ୍ର’ ଏବେ ରିଲିଜ ଅପେକ୍ଷାରେ ରହିଛି। ଏହି ଖୁସିରେ ସେ ଏକ ଡିନର ପାର୍ଟିର ଆୟୋଜନ କରିଥିଲେ। ଏଥିରେ ତାଙ୍କର କେତେ ଜଣ ଅନ୍ତରଙ୍ଗ ସାଙ୍ଗଙ୍କ ବ୍ୟତୀତ ଏହି ଫିଲ୍ମର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ। ହେଲେ ପାର୍ଟି…
ପ୍ରଥମ ଟେଷ୍ଟ ସଫଳତାକୁ ଦୋହରାଇ ପାରିଲେନି ହିଟ୍ମ୍ୟାନ୍: ଲଞ୍ଚ୍ ପର୍ଯ୍ୟନ୍ତ ଭାରତର ସ୍କୋର ୭୯/୧
ପୁଣେ,୧୦।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟେଷ୍ଟରେ ସଫଳତା ଅର୍ଜନ କରିଥିବା ହିଟ୍ମ୍ୟାନ୍ ରୋହିତ ଶର୍ମା ଦ୍ୱିତୀୟ ଟେଷ୍ଟରେ ତାକୁ ଦୋହରାଇ ପାରିନାହାନ୍ତି। ମାତ୍ର ୧୪ ରନରେ ରୋହିତ କଗିସୋ ରବାଡାଙ୍କ ଶିକାର ହୋଇଥିଲେ। ଏହାପରେ ମୟଙ୍କ ଅଗ୍ରଓ୍ବାଲ ଏବଂ ଚେତେଶ୍ୱର…
Archives


