ରେଞ୍ଜ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ
କେସିଙ୍ଗା,୧୦।୧୨(ଡି.ଏନ.ଏ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ରେଞ୍ଜ ଅଫିସର ଦୀନବନ୍ଧୁ ମେହେରଙ୍କ ବଲାଙ୍ଗୀର ସହର ତୁଳସୀନଗରସ୍ଥିତ ବାସଭବନରେ ମଙ୍ଗଳବାର ଭୋର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହା ସହିତ ଭିଜିଲାନ୍ସ ଟିମ୍ କେସିଙ୍ଗା…
୫୯ ବର୍ଷରେ ପଦାର୍ପଣ କଲେ ରତି ଅଗ୍ନିହୋତ୍ରୀ: ଫିଲ୍ମରେ ଅଭିନୟ ପାଇଁ ସହିଥିଲେ ବହୁ ଅତ୍ୟାଚାର
ମୁମ୍ବାଇ: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ରତି ଅଗ୍ନିହୋତ୍ରୀ ମଙ୍ଗଳବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୦ ଡିସେମ୍ବର ୧୦ରେ ସେ ଜନ୍ମଗ୍ରହଣ କରିଥିଲେ। ସେ ହିନ୍ଦୀ, ତେଲୁଗୁ, କନ୍ନଡ଼ ଆଦି ଭାଷାର ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ରତି ଫିଲ୍ମରେ ଅଭିନୟ…
ସୈନ୍ୟ ବାହିନୀ ବିମାନ ନିଖୋଜ: ୩୮ ଜଣଙ୍କ ପତ୍ତା ମିଳୁନି
ସାଣ୍ଟିଆଗୋ,୧୦।୧୨: ଚିଲିର ଏକ ସୈନ୍ୟ ବାହିନୀ ବିମାନ ନିଖୋଜ ହୋଇଛି। ବିମାନଟି ଚିଲିରୁ ଆଣ୍ଟାର୍କଟିକା ଉଡ଼ାଣ କରୁଥିଲା ବୋଲି କୁହାଯାଉଛି। ଏଥିରେ ୩୮ ଜଣ ଲୋକ ଯାତ୍ରା କରୁଥିଲେ। ସେମାନଙ୍କ ମଧ୍ୟରୁ ୧୭ ବିମାନ କର୍ମଚାରୀ ଥିତ୍ବାବେଳେ ୨୧ ଜଣ ଯାତ୍ରୀ…
ନାଗରିକତା ସଂଶୋଧନ ବିଲ୍କୁ ବିରୋଧ:ଗୁଆହାଟୀ-ଦିବ୍ରୁଗଡରେ ବାତିଲ ହେଲା ପରୀକ୍ଷା
ଗୁଆହାଟୀ,୧୦।୧୨: ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍ ପାସ୍ ହୋଇଯାଇଛି। ହେଲେ ଏହି ବିଲ୍କୁ ଆସାମରେ ବିରୋଧ କରାଯାଉଛି। ନର୍ଥ ଇଷ୍ଟ ଷ୍ଟୁଡେଣ୍ଟ ଅର୍ଗାନାଇଜେଶନ୍(ଏନ୍ଇଏସ୍ଓ) ଓ ଅଲ୍ ଆସାମ ଷ୍ଟୁଡେଣ୍ଟ ୟୁନିୟନ(ଏଏଏସ୍ୟୁ) ପକ୍ଷରୁ ମଙ୍ଗଳବାର ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏଥିଯୋଗୁ…
ନାଗରିକତା ସଂଶୋଧନ ବିଲ୍ : ରାଜ୍ୟ ସଭାରେ ଭାଜପା ପାଇଁ ନମ୍ବର ଗେମ୍ ୧୨୧
ନୂଆଦିଲ୍ଲୀ,୧୦।୧୨: ନାଗରିକତା ସଂଶୋଧନ ବିଲ୍ ଲୋକ ସଭାରେ ଗୃହୀତ ହୋଇଛି। ଏବେ ବିଲ୍କୁ ରାଜ୍ୟ ସଭାରେ ଆଗତ କରାଯିବ। ରାଜ୍ୟ ସଭାର ସଦସ୍ୟ ସଂଖ୍ୟା ୨୪୫। ତେବେ ବର୍ତ୍ତମାନ ୫ ଜଣଙ୍କ ସ୍ଥାନ ଖାଲି ରହିଛି। ଫଳରେ ସଦସ୍ୟ ସଂଖ୍ୟା ୨୪୦…
ଡିସେମ୍ବର ୧୩ ପର୍ଯ୍ୟନ୍ତ ସଂରକ୍ଷିତ ରହିବ ଏନ୍କାଉଣ୍ଟରେ ମୃତ ଅଭିଯୁକ୍ତଙ୍କ ଶରୀର
ହାଇଦ୍ରାବାଦ,୧୦।୧୨: ତେଲେଙ୍ଗାନା ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କ ମୃତ ଶରୀର ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ସଂରକ୍ଷିତ ରହିବ ବୋଲି ସୂଚନା ମିଳିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଉକ୍ତ ମୃତ ଶରୀରକୁ ମେହବୁବୁ ନଗର ସରକାରୀ…
ସୂଚନା ଅଧିକାର କର୍ମୀଙ୍କୁ ଗୁଳି ମାରି ହତ୍ୟା
ଫୁଲବାଣୀ ଅଫିସ୍, ୧୦।୧୨:କନ୍ଧମାଳ ଜିଲା ବାଲିଗୁଡାରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅଧିକାର(ଆରଟିଆଇ) କର୍ମୀଙ୍କୁ ଗୁଳିମାଡ଼ କରାଯାଇଛି। ମୃତକ ଜଣଙ୍କ ହେଲେ ଅଭିମନ୍ୟୁ ପଣ୍ଡା। ମିଳିଥିବା ସୁଚନା ଅନୁସାରେ ସକାଳ ପ୍ରାୟ ସାଢ଼େ ୬ଟାବେଳେ ଏକ ବାଇକରେ…
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ବାଲେଶ୍ୱର ଅଫିସ୍, ୧୦।୧୨: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରି ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ବାରିପଦା,…
ଶୀତଦିନରେ ବୁଟ୍ସ ଦେବ ଷ୍ଟାଇଲିଶ୍ ଲୁକ୍
ଶୀତଦିନରେ ନିଜକୁ ଷ୍ଟାଇଲିଶ୍ ଦେଖାଇବାକୁ ହେଲେ ଅନେକ ଉପାୟ ରହିଛି । ଏହି ସିଜିନ୍ରେ ନିଜ ଲୁକ୍କୁ ଷ୍ଟାଇଲିଶ୍ କରିବାକୁ ହେଲେ ବୁଟ୍ସ ଭଲ ଅପ୍ସନ୍ । ଆପଣ ଦେଖିଥିବେ ଅନ୍ଲାଇନ୍ ହେଉ କି ଅଫ୍ଲାଇନ୍ ସବୁ ଜାଗାରେ ବୁଟ୍ସ ନଜର…
କର୍ମଜୀବୀ ଓ ମେକ୍ଅପ
ଓ୍ବାର୍କିଂ ଓ୍ବମେନ ଅର୍ଥାତ୍ କର୍ମଜୀବୀ ମହିଳା ନିଜର ଦୈନନ୍ଦିନ କାମକୁ ନେଇ ଏତେ ବ୍ୟସ୍ତ ଯେ ନିଜ ସୌନ୍ଦର୍ଯ୍ୟକୁ ଚମକଦାର ରଖିବା ପାଇଁ ଆବଶ୍ୟକ ସମୟ ଦେଇପାରି ନ ଥାନ୍ତି। ହେଲେ ଖୁବ୍ ଅଳ୍ପ ସମୟ ମଧ୍ୟରେ ସେମାନେ ନିଜକୁ ବେଶ୍…
ଲିଙ୍ଗଭିତ୍ତିକ ହିଂସାର ବିଲୋପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପଠାଗଲା ପୋଷ୍ଟକାର୍ଡ
ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ସହର ହେଉ ବା ଗ୍ରାମାଞ୍ଚଳ, ସବୁଠାରେ ମହିଳା ଓ ଯୁବତୀମାନଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରାୟ ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ମହିଳା, ଯୁବତୀ ତଥା ବାଳିକାଙ୍କ ସହ ନିର୍ଯାତନା ଓ ପାଶବିକ ଅତ୍ୟାଚାର ହେଉଛି।…
ହାଇଦ୍ରାବାଦ ଏନ୍କାଉଣ୍ଟର ମାମଲା: ତଦନ୍ତ ଲାଗି ଏସ୍ଆଇଟି ଗଠିତ
ହାଇଦ୍ରାବାଦ, ୧୦ା୧୨: ପ୍ରାଣୀ ଚିକିତ୍ସକ ପ୍ରିୟଙ୍କା ରେଡ୍ଡୀ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ତେଲଙ୍ଗାନା ପୋଲିସ ଏନ୍କାଉଣ୍ଟର କରି ମାରିବା ଘଟଣାର ତଦନ୍ତ ଲାଗି ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍ଆଇଟି) ଗଠନ କରିଛନ୍ତି। ଅଭିଯୁକ୍ତଙ୍କ…
Archives


