Home

କର୍ନାଟକ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା:ଆଇଟି ନୀତି, ପୁଞ୍ଜିନିବେଶ ଉପରେ ଆଲୋଚନା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ପୂର୍ବାହ୍ନରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଅଶ୍ବଥ ନାରାୟଣଙ୍କ ସହ ସାକ୍ଷାତ କରିଛନ୍ତି। ଏଥିରେ ଉଭୟଙ୍କ ମଧ୍ୟରେ ଆଇଟି ନୀତି, ପୁଞ୍ଜିନିବେଶ ସୁଯୋଗ ସହ ଆଇଟି କ୍ଷେତ୍ରରେ ଉଭୟ ରାଜ୍ୟ ମିଳିତଭାବେ…

ବିଜେଡି-ଭାଜପା ମଧ୍ୟରେ ଅନୈତିକ ସନ୍ଧି ରହିଛି: ନିରଞ୍ଜନ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ବିଜେଡି ଏବଂ ଭାଜପା ମଧ୍ୟରେ ଅନୈତିକ ସନ୍ଧି ରହିଛି। ଲୋକ ସଭା ହେଉ କି ରାଜ୍ୟ ସଭାରେ ପ୍ରସଙ୍ଗ ଉତ୍‌ଥାପନ ନ କରିବା ଏବଂ ରାଜ୍ୟ ସ୍ବାର୍ଥ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗର ଆଲୋଚନା ବେଳେ ସାମିଲ ନ ହେବା ବିଜେଡି-ଭାଜପା ମଧ୍ୟରେ…

୩ ବରିଷ୍ଠ ଓଏଏସ୍‌ଙ୍କ ବଦଳି

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜସ୍ବ ପର୍ଷଦ ସଦସ୍ୟଙ୍କ ଅଧୀନରେ ଥିବା ଭୁବନେଶ୍ୱର ଅତିରିକ୍ତ ରିଭିଜନାଲ କୋର୍ଟ ଅତିରିକ୍ତ…

ଓଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ୧୪ ବିଡିଓ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଏକ ବଡ ଧରଣର ଅଦଳ ବଦଳ କରିଛନ୍ତି। ୧୪ଜଣ ବିଡିଓଙ୍କୁ ବଦଳି କରି ଅନ୍ୟତ୍ର ନିଯୁକ୍ତି ଦେଇଛନ୍ତି। ଏନେଇ ସୋମବାର ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଉଦଳା ବିଡିଓ…

ରାଜସ୍ବ ଆଦାୟ ହ୍ରାସକୁ ନେଇ ବଢୁଛି ଚିନ୍ତା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟର ଆର୍ଥିକ ସ୍ଥିତି ଭଲ ରହିଛି। ସମଗ୍ର ବିଶ୍ୱରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବ ଓଡିଶା ଉପରେ ନାହିଁ ବୋଲି ରାଜ୍ୟ ସରକାର କହି ଆସୁଛନ୍ତି। ତେବେ ରାଜସ୍ବ ସଂଗ୍ରହରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ନେଇ ରାଜ୍ୟର ଆର୍ଥିକ ସ୍ଥିତି ଚିନ୍ତାଜନକ ହେବା…

ଲୋୟର ପିଏମ୍‌ଜିରେ ଅଙ୍ଗନଓ୍ବାଡି କର୍ମୀ:୧୬ ଦଫା ଦାବି ନେଇ ଗର୍ଜିଲେ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ଦୀର୍ଘ ଦିନରୁ ଦାବି ପୂରଣ ହେଉ ନ ଥିବାରୁ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି ଳେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ କର୍ମୀମାନେ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆସୋସିଏଶନ ପକ୍ଷରୁ ହଜାର ହଜାର ଅଙ୍ଗନଓ୍ବାଡି କର୍ମୀ ମାଷ୍ଟରକାଣ୍ଟିନଠାରେ ଏକତ୍ର ହୋଇ ଏକ ବିଶାଳ ଶୋଭାଯାତ୍ରାରେ…

ନୂଆ ପିଆଜ ଆସିଲେ ଦର କମିବ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଗତ ୨/୩ ମାସ ହେବ ପିଆଜର ଅହେତୁକ ଦର ବୃଦ୍ଧି ଲୋକମାନଙ୍କୁ ଅତିଷ୍ଠ କରି ରଖିଛି। ନୂଆ ଅମଳ ନ ଆସିବା ଯାଏ ରାଜ୍ୟରେ ପିଆଜ ଦର୍‌ କମିବା ଆଶା କ୍ଷୀଣ। ତେବେ ଆଉ ମାସେ ଏଭଳି ଦର୍‌ ବୃଦ୍ଧି କଷ୍ଟ…

‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ତତ୍ପରତା: ଦିଲ୍ଲୀରେ ଜମି ମାଗିଲେ ନବୀନ

ଭୁବନେଶ୍ୱର,୯ା୧୨(ବ୍ୟୁରୋ):ନୂଆଦିଲ୍ଲୀରେ ‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ସହଯୋଗ ଲୋଡ଼ି କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘଦିନ ହେଲା ରାଜ୍ୟ ସରକାରଙ୍କ ଦ୍ୱାରା ଏହା ପ୍ରତିଷ୍ଠା ହେବାକୁ…

ଚଳିତବର୍ଷ ଧାନ ସଂଗ୍ରହ ବଢ଼ିଛି

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟକୁ ଭଲ ବର୍ଷା ଦେଇଛି। ରାଜ୍ୟର ମୁଖ୍ୟ ଫସଲ ଧାନ ଉତ୍ପାଦନ ବୃଦ୍ଧି ପାଇଛି। ଖରିଫ ଋତୁରେ ରାଜ୍ୟ ସରକାର ଗତବର୍ଷ ତୁଳନାରେ ୨୮ ପ୍ରତିଶତ ଧାନ ଅଧିକ ସଂଗ୍ରହ କରିଛନ୍ତି । ରାଜ୍ୟ ସରକାର…

ଦାୟିତ୍ୱ ନେଲେ ଡିଜିପି ଅଭୟ: ୬ ଦିଗ ଉପରେ ଦେବେ ପ୍ରାଧାନ୍ୟ

କଟକ ଅଫିସ, ୧୦।୧୨:ରାଜ୍ୟରେ ଆଉ ଚାଲିବନି ମାଫିଆ ରାଜ। ଏମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ଅଭୟ ସୋମବାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା…

ଆଧାର-ରାଶନ କାର୍ଡ ଲିଙ୍କ୍‌: କ୍ଷୁଧାମୃତ୍ୟୁକୁ ନେଇ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୧୦।୧୨(ଆଇଏଏନ୍‌ଏସ୍‌):ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ଥିବା ଅଭିଯୋଗ ସମାଧାନ ବ୍ୟବସ୍ଥାର କାର୍ଯ୍ୟକାରିତାକୁ ନେଇ ସୁପ୍ରିମକୋର୍ଟ ସୋମବାର ସମସ୍ତ ରାଜ୍ୟକୁ ନୋଟିସ ଜାରି କରିଛନ୍ତି। କାହାକୁ ଭୋକିଲା ରଖାଯିବା କେହି ଚାହାନ୍ତି ନାହିଁ ବୋଲି ଅଦାଲତ କହିଛନ୍ତି। ପ୍ରଧାନ ବିଚାରପତି ଏସ୍‌.ଏ.…

ନାଗରିକତ୍ୱ ବିଲ୍‌ ଲୋକ ସଭାରେ ଗୃହୀତ: ସମ୍ବିଧାନ ହେଉଛି ଏକମାତ୍ର ଧର୍ମ

ନୂଆଦିଲ୍ଲୀ,୧୦।୧୨(ପି.ଟି.):ନାଗରିକତ୍ୱ (ସଂଶୋଧନ) ବିଲ୍‌ ଲୋକ ସଭାରେ ସୋମବାର ବିଳମ୍ବିତ ରାତିରେ ଗୃହୀତ ହୋଇଯାଇଛି। ବିଲ୍‌କୁ ନେଇ ୧୨ ଘଣ୍ଟା ଧରି ଜୋର୍‌ଦାର ବିତର୍କ ପରେ ଏହା ନିମ୍ନ ସଦନର ଅନୁମୋଦନ ଲାଭ କରିଛି। ବିଲ୍‌ ସପକ୍ଷରେ ୩୧୧ ଭୋଟ ପଡିଥିବାବେଳେ ବିପକ୍ଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri