Home

ବୋମା ପକାଇ ବ୍ୟବସାୟୀଙ୍କୁ ଧମକ: ୩ ଅଟକ, ୨ ବାଇକ୍‌ ଓ ବୋମା ଜବତ

ଖଣ୍ଡପଡା,୧୦ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଦୁର୍ଗା ବଜାରରେ ସୋମବାର ବୋମା ପକାଇ ବ୍ୟବସାୟୀଙ୍କୁ ଧମକ ଦେବା ଘଟଣାରେ ପୋଲିସ ୩ଜଣଙ୍କୁ ଥାନାରେ ଅଟକ ରଖିବା ସହ ୨ଟି ବାଇକ୍‌ ଜବତ କରିଛି। ଦୁର୍ଗା ବଜାରରେ ବ୍ୟବସାୟୀ ଶରତ ମହାପାତ୍ରଙ୍କ ଦୋକାନ ସମ୍ମୁଖରେ…

ପ୍ରଦୂଷଣରେ କଲବଲ ଜୀବନ:କ୍ରଶର ବନ୍ଦ ଦାବି କଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୧୦।୧୨ ଢେଙ୍କାନାଳ ସହର ଉପକଣ୍ଠ ଯତନନଗର ଅଞ୍ଚଳରେ ଥିବା କ୍ରଶର ୟୁନିଟ୍‌ ବନ୍ଦ ଦାବିରେ ସୋମବାର ମଧୁସୂଦନ ଆବାସିକ ଉଚ୍ଚ ବିଦ୍ୟାଳୟ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଜନସାଧାରଣ ରାସ୍ତାକୁ ଓହ୍ଲାଇଛନ୍ତି। ଅଞ୍ଚଳବାସୀଙ୍କ କହିବା କଥା, ଉକ୍ତ କ୍ରଶର ୟୁନିଟ୍‌ଟି…

ରଣଜୀ ଟ୍ରଫି: ଛତିଶଗଡ଼ ୧୩୪ରେ ଅଲଆଉଟ : ରାଜେଶଙ୍କୁ ୬ ଉଇକେଟ ସଫଳତା

କଟକ ଅଫିସ,୧୦ା୧୨- ରାୟପୁରସ୍ଥିତ ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଠାରୁ ଓଡ଼ିଶା-ଛତିଶଗଡ଼ ପ୍ରଥମ ରଣଜୀଟ୍ରଫି କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଛ। ପେସ୍‌ ବୋଲିଂ ସୁହାଉଥିବା ଏହି ଗ୍ରାଉଣ୍ଡରେ ପ୍ରଥମ ଦିବସରେ ମୋଟ୍‌ ୧୩ଟି ଉଇକେଟ ପତନ…

ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର, ଓଡିଶାକୁ ବିଶ୍ୱ ସ୍ତରୀୟ ସ୍ବୀକୃତି: ଜାଗା ମିଶନ ପାଇଁ ‘ଓ୍ବାର୍ଲଡ ହାବିଟାଟ’ ପୁରସ୍କାର

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବସ୍ତିରେ ରହୁଥିବା ଲୋକମାନଙ୍କୁ ଥଇଥାନ କରିବା , ସେମାନଙ୍କୁ ଜମି ଅଧିକାର ଦେବା ଓ ଜୀବନ ଜୀବିକା ବିକାଶ କ୍ଷେତ୍ରରେ ନେଇଥିବା ପଦକ୍ଷେପ ପାଇଁ ରାଜ୍ୟ ସରକାରଙ୍କୁ ‘ଓ୍ବାର୍ଲଡ ହାବିଟାଟ’(ବିଶ୍ୱ ଆବାସସ୍ଥଳୀ)ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟ ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ…

ଭିଜିଲାନ୍ସ ଜାଲରେ ଉଡ୍ରା ପିଇଓ

ଭଞ୍ଜନଗର,୯।୧୧(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଉଡ୍ରା ପିଇଓ ମନୋଜ କୁମାର ସାହୁ ସୋମବାର ଅପରାହ୍ନରେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ପଞ୍ଚାୟତର ଅସ୍ଥାୟୀ ପିଅନ ପାଣୁ ଚନ୍ଦ୍ର ସେଠୀଙ୍କ ଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଯାଞ୍ଚ ପରେ ଠପ୍‌ ବିବାହମଣ୍ଡପ, କଲ୍ୟାଣମଣ୍ଡପ ସିଲ୍‌ ପ୍ରକ୍ରିୟା: ବାହାଘର ବାହାନାରେ ରହିଲା ସ୍ଥଗିତ

ଭୁବନେଶ୍ୱର, ୯ା୧୨ (ବ୍ୟୁରୋ): ଭୁବନେଶ୍ୱରର ଦୁଇ ଜୋନ ଦକ୍ଷିଣ ପୂର୍ବ ଓ ଉତ୍ତର ଜୋନରେ କଲ୍ୟାଣମଣ୍ଡପ ଓ ବିବାହ ମଣ୍ଡପଗୁଡ଼ିକର ଯାଞ୍ଚ ସରିଛି। ଯାଞ୍ଚ ପରେ ଟ୍ରେଡ ଲାଇସେନ୍ସ, ହୋଲ୍ଡିଂ ଟ୍ୟାକ୍ସ, ବିଲ୍ଡିଂ ପ୍ଲାନ, ଓ୍ବୋଷ୍ଟ ମ୍ୟାନେଜ୍‌ମେଣ୍ଟ, ଉପୁଜୁଥିବା ଟାଫିକ୍‌ ସମସ୍ୟା…

ଗୌରବିହାର ଆଶ୍ରମରେ ବ୍ୟଞ୍ଜନ ଦ୍ୱାଦଶୀ: ରାଧାକୃଷ୍ଣଙ୍କୁ ଲାଗିହେଲା ୬୭୫ ପ୍ରକାର ବ୍ୟଞ୍ଜନ

ପୁରୀ ଅଫିସ, ୯ା୧୨: ମାର୍ଗଶୀର ମାସ ଶୁକ୍ଲ ପକ୍ଷ ଦ୍ୱାଦଶୀ ତିଥିରେ ସୋମବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ)ରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ତିଥିରେ ଶ୍ରୀଚୈତନ୍ୟ ମହାପ୍ରଭୁ ଏବଂ ଶ୍ରୀରାଧାକୃଷ୍ଣଙ୍କ ନିକଟରେ ୬୭୫ ପ୍ରକାର ବ୍ୟଞ୍ଜନ…

ପାଠ୍ୟପୁସ୍ତକରେ ବାଲୁକା ଶିଳ୍ପୀ ସୁଦର୍ଶନ

ପୁରୀ ଅଫିସ, ୯ା୧୨:ବାଲୁକା କଳାକୁ ନେଇ ଓଡ଼ିଶାର ଯେଉଁ କେତେଜଣ ବେଶ୍‌ ପ୍ରସିଦ୍ଧି ଲାଭ କରିଛନ୍ତି ସେମାନଙ୍କ ମଧ୍ୟରୁ ପ୍ରମୁଖ ହେଉଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ତାଙ୍କ ବାଲୁକା କଳା କେବଳ ଓଡ଼ିଶା କି ଭାରତ ନୁହେଁ…

ଉଥାପ୍ପାଙ୍କ ଶତକ: କେରଳ ୨୭୬/୩

ଥୁମ୍ବା (କେରଳ), ୯ା୧୨ (ପି.ଟି.)-ଏଠାରେ ସୋମବାର ଆରମ୍ଭ ହୋଇଥିବା ଦିଲ୍ଲୀ ବିପକ୍ଷ ରଣଜୀ ଟ୍ରଫି ଗ୍ରୁପ୍‌ ଏ’ ମ୍ୟାଚରେ ରବିନ ଉଥାପ୍ପା ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଥିବାବେଳେ କେରଳ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇେକେଟ ବିନିମୟରେ ୨୭୬…

ରୁଷିଆକୁ ୪ ବର୍ଷ ବାସନ୍ଦ କଲା ଓ୍ବାଡା

ଲାଉସାନେ, ୯ା୧୨ (ଏପି)-ଆସନ୍ତା ବର୍ଷ ହେବାକୁଥିବା ଟୋକିଓ ଅଲିମ୍ପିକ୍ସରେ ରୁଷିଆ ପତାକା ଉଡ଼ିବ ନାହିଁ କିମ୍ବା ଏହାର ଜାତୀୟ ସଙ୍ଗୀତ ଗାନ ହେବ ନାହିଁ। କେବଳ ସେତିକି ନୁହେଁ ସୋମବାରଠାରୁ ୪ ବର୍ଷ ପର୍ଯ୍ୟନ୍ତ ଅନ୍ୟ ପ୍ରମୁଖ କ୍ରୀଡ଼ା ଇଭେଣ୍ଟରୁ ରୁଷିଆକୁ…

ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ପ୍ରଖ୍ୟାତ ମଡେଲ ତଥା ବଲିଉଡ ଅଭିନେତ୍ରୀ ଲିଜା ହେଡେନ ପୁଣିଥରେ ମା’ ହେବାକୁ ଯାଉଛନ୍ତି। ଇନଷ୍ଟାଗ୍ରାମ ଜରିଆରେ ନିଜେ ଏହାର ଖୁଲାସା କରିଛନ୍ତି ଲିଜା। ଗର୍ଭବତୀ ଥିବା ଫଟୋ ମଧ୍ୟ ସେ ନିଜ ଫ୍ୟାନଙ୍କ ସହ ଶେୟାର କରିଛନ୍ତି। ଏକ ସୁସ୍ଥ…

୧୦ ବର୍ଷ ପରେ ପରଦାକୁ ଫେରିବେ ସୁସ୍ମିତା

ବଲିଉଡର ସମସ୍ତ ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ସୁସ୍ମିତା ସେନ ଜଣେ। ଦୀର୍ଘଦିନ ଧରି ସେ ଫିଲ୍ମଠୁ ଦୂରେଇ ଯାଇ ପରିବାର ଏବଂ ପିଲାଙ୍କୁ ପୂରା ସମୟ ଦେଉଛନ୍ତି। ଏବେ ଦୀର୍ଘ ୧୦ ବର୍ଷ ପରେ ସେ ବଲିଉଡକୁ ଫେରିବାକୁ ଯାଉଛନ୍ତି। ଏକଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri