Home

୧୯ ମାସର ଶିଶୁପୁତ୍ରଙ୍କୁ ସରକାର ଦେଲେ ବୀରତା ପୁରସ୍କାର: ଜଙ୍ଗଲ ନିଆଁ ଲିଭାଇବା ସମୟରେ ପିତାଙ୍କର ଘଟିଥିଲା ମୃତ୍ୟୁ

ସିଡ୍‌ନୀ,୩।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁ ଲାଗି ରହିଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ଦମକଳ ବାହିନୀ କର୍ମଚାରୀ ଜ୍ୟୋଫ୍ରି କିଟନ୍‌ଙ୍କ ମୃତ୍ୟୁ ଘଟିଥିଲା। ଜ୍ୟୋଫ୍ରିଙ୍କ ଅନ୍ତିମ ସଂସ୍କାର ଗୁରୁବାର ସମ୍ପନ୍ନ ହୋଇଥିଲା। ଏହାପରେ ସରକାରଙ୍କ ପକ୍ଷରୁ ଜ୍ୟୋଫ୍ରିଙ୍କ ୧୯ ମାସର…

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ଘଟଣା: କ୍ଷତିପୂରଣ ଦାବିରେ ମୃତଦେହ ରଖି ଆନ୍ଦୋଳନ

ଭଦ୍ରକ ଅଫିସ,୩।୧: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଶୁକ୍ରବାର ଭୋର୍‌ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ବସ-ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୮ଜଣ ଗୁରୁତର ହୋଇଛନ୍ତି। ତେବେ…

ନୂଆବର୍ଷରେ କୋହଲିଙ୍କ ନୂଆ ଲୁକ୍‌

ଆଜିକାଲି କ୍ରିକେଟରେ ଫ୍ୟାଶନ୍‌ ଏବଂ ଷ୍ଟାଇଲ୍‌କୁ ନେଇ ଚର୍ଚ୍ଚା ଚାଲିଛି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ନୂଆବର୍ଷରେ ନୂଆ ଲୁକ୍‌ରେ ନଜର ଆସିଛନ୍ତି ବିରାଟ। ଶ୍ରୀଲଙ୍କ ବିପକ୍ଷରେ ଟି-୨୦ ସିରିଜ୍‌ ପୂର୍ବରୁ ସେ ନୂଆ…

ଗର୍ଲଫ୍ରେଣ୍ଡ ସହ ଫଟୋ ଶେୟାର କଲେ ପନ୍ତ

ନୂଆଦିଲ୍ଲୀ,୩।୧: ଭାରତୀୟ କ୍ରିକେଟରେ ଭଲ ଉଇକେଟ କିପ୍‌ର ଓ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ତାଙ୍କ ଖେଳ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନୂଆବର୍ଷ ଆରମ୍ଭରୁ ସେ ପୁଣି ଚର୍ଚ୍ଚା ପରିସରକୁ ଆସିଛି। ଏବେ ନିଜ ଖେଳ ପାଇଁ ବରଂ ତାଙ୍କ ଲଭ୍‌…

ଯୁବ ବ୍ୟବସାୟୀ ହତ୍ୟା ଘଟଣା: ଅନ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଘେରାଉ

ତିହିଡ଼ି,୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଜାମଯୋଡ଼ି ପଞ୍ଚାୟତ ଅଧୀନ ଅମୃତପୁର ଗ୍ରାମର ରତ୍ନାକର ଖୁଣ୍ଟିଆ ନାମକ ଜଣେ ଯୁବ ବ୍ୟବସାୟୀଙ୍କୁ ହତ୍ୟା ଘଟଣାରେ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଶୁକ୍ରବାର ପୂର୍ବାହ୍ନରେ ଗ୍ରାମବାସୀ ତିହିଡ଼ି ଥାନା ଘେରାଉ କରିଛନ୍ତି। ଏହା…

ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌: ୧୪ ଦେଶର କଳାକାର ନିର୍ମାଣ କରିଛନ୍ତି ୨ ଶହ କଳାକୃର୍ତ୍ତି

ବେଜିଂ,୩।୧: ଚାଇନାରେ ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌ ଆରମ୍ଭ ହୋଇଛି। ସ୍ଥାନୀୟ ହେଲୋଙ୍ଗୟାଙ୍ଗ୍‌ ପ୍ରଦେଶର ହାର୍ବିନ୍‌ଠାରେ ଅନୁଷ୍ଠିତ ହେଉଥିବା ଏହି ଉତ୍ସବରେ ୧୪ ଦେଶର କଳାକାର ଯୋଗଦେଇ ୨ ଶହ ଆକର୍ଷଣୀୟ କଳାକୃର୍ତ୍ତି ନିର୍ମାଣ କରିଛନ୍ତି। ୬ ଲକ୍ଷ ବର୍ଗ ମିଟରରେ ଥିବା ଏହି…

ଗୁରୁଙ୍କୁ ମନେପକାଇ ଭାବୁକ ହେଲେ ସଚିନ

ଗୁରୁ ରମାକାନ୍ତ ଆଚରେକରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧଞ୍ଜଳି ଜଣାଇ ଭାବୁକ ହୋଇଛନ୍ତି ଭାରତର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର। ଗୁରୁଙ୍କର ଏକ ପୁରୁଣା ଫଟୋ ଶେୟାର୍‌ କରି ସଚିନ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଆଚରେକର୍‌ ସାର୍‌, ଆପଣ…

ମାଛକାନ୍ଦଣାରେ ପର୍ଯ୍ୟଟକଙ୍କ ଭିଡ଼

ରାଇସୁଆଁ,୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଭାଟୁଣିଆଁ ଗ୍ରାମ ନିକଟରେ ବହିଯାଇଛି ମାଛକାନ୍ଦଣା ନଦୀ। ଏହାର ପଥୁରିଆ ତଥା ମନଲୋଭା ପରିବେଶ ପର୍ଯ୍ୟଟକଙ୍କୁ ଆକର୍ଷଣ କରିଥାଏ। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ଭାଟୁଣିଆରେ ଏହା ଅବସ୍ଥିତ ହୋଇଥିବା…

ଅନ୍ତିମ ସଂସ୍କାର ପାଇଁ ଶ୍ୱଶୁରଙ୍କ ମୃତଦେହକୁ କାନ୍ଧରେ ବୋହି ନେଲେ ୪ ବୋହୂ

ପାଟନା,୩।୧: ବିହାରରେ ପରମ୍ପରାକୁ ଭାଙ୍ଗି ଶ୍ୱଶୁରଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ୪ ବୋହୂ କାନ୍ଧରେ ବୋହି ନେଇଛନ୍ତି। ଏବେ ଏହାର ଫଟୋ ଓ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ନଓ୍ବାଦ୍‌ ଜିଲାର ଆକବରପୁରର ପାନ୍ତି ଗାଁରେ…

ଜମିରୁ କୃଷକ ପାଇଲେ ପ୍ରାଚୀନ ମୂର୍ତ୍ତି, ଦାମ୍‌ କୋଟିଏରୁ ଊର୍ଦ୍ଧ୍ୱ

ପାଟନା: ବିହାରର ଜଣେ କୃଷକ ଜମିରେ ଗାତ ଖୋଳୁଥିବା ସମୟରେ ଏକ ପ୍ରାଚୀନ ମୂର୍ତ୍ତି ପାଇଛନ୍ତି। ଯାହାର ଦାମ୍‌ କୋଟିଏରୁ ଊର୍ଦ୍ଧ୍ୱ ହେବ। ଏହି ମୂର୍ତ୍ତିକୁ ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼ ଲାଗିଛି। କୃଷକ ଜଣକ ପ୍ରତିଦିନ ଜମିରେ କାମ…

ଫୁଲଝର ଆର୍ଡେଣ୍ଟ ଷ୍ଟିଲ୍‌ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ରାଇସୁଆଁ,୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତରେ ଥିବା ଆର୍ଡେଣ୍ଟ ଷ୍ଟିଲ୍‌ପ୍ଲାଣ୍ଟରେ ଗୁରୁବାର ରାତିରେ କୌଣସି କାରଣରୁ ଯନ୍ତ୍ରାଶଂରେ ନିଆଁ ଲାଗିଯାଇଥିଲା। ରାତିରେ ଲଘୁଚାପ ଜନିତ ବର୍ଷା ଯୋଗୁ ନିଆଁ ଆୟତ୍ତ ହୋଇଥିବା ଜଣାପଡ଼ିଛି। ତେବେ ମହବିଲ ଲିକ୍‌ ହୋଇ…

ବାଗଦାଦ୍‌ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍‌: ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି

ଓ୍ବାଶିଂଟନ,୩।୧: ଆମେରିକା ଇରାକ୍‌ର ବାଗଦାଦ୍‌ ବିମାନ ବନ୍ଦରରେ ଏୟାର ଷ୍ଟ୍ରାଇକ୍‌ କରିବା ପରେ ଏବେ ଏହାର ପ୍ରଭାବ ଅଶୋଧିତ ତୈଳ ବଜାରରେ ପଡ଼ିଛି। ଏହାଯୋଗୁ ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି ପାଇଛି। ଅଶୋଧିତ ତୈଳ ଦାମ ବ୍ୟାରେଲ୍‌ ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?