ଫିନ୍ଲ୍ୟାଣ୍ଡର ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ
ହେଲ୍ସିନ୍କି,୯।୧୨: ଫିନ୍ଲ୍ୟାଣ୍ଡରେ ସୋସିଆଲ ଡେମୋକ୍ରାଟିକ୍ ପାର୍ଟି ରବିବାର ପ୍ରଧାନମନ୍ତ୍ରୀ ପଦ ପାଇଁ ସର୍ବକନିଷ୍ଠ ମନ୍ତ୍ରୀଙ୍କୁ ଚୟନ କରିଥିବା ଜଣାପଡ଼ିଛି। ୩୪ବର୍ଷୀୟ ପୂର୍ବତନ ପରିବହନ ମନ୍ତ୍ରୀ ସନା ମାରିନ୍ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ଏଥିସହ ସେ ଦେଶର ଇତିହାସରେ ସବୁଠାରୁ ଯୁବ…
୧୨ ଆସନରେ ଭାଜପା ଆଗରେ ଥିବାରୁ ବିଜୟେନ୍ଦ୍ରଙ୍କୁ ମିଠା ଖୁଆଇଲେ ୟେଦୁରପ୍ପା
ବେଙ୍ଗାଲୁରୁ,୯।୧୨: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଏବେ ଟିକେ ଖୁସିଥିବା ଦେଖାଯାଇଛି। ସୋମବାର କର୍ନାଟକର ୧୫ ବିଧାନସଭା ଆସନର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଥିବା ବେଳେ ସେ ସାମାନ୍ୟ ଖୁସି ଅଛନ୍ତି। ସକାଳ ପ୍ରାୟ ୧୧ ଟା ସୁଦ୍ଧା ତାଙ୍କ…
ପିଆଜ ଦରବୃଦ୍ଧିକୁ ନେଇ ପ୍ରତିବାଦ କଲେ ଚନ୍ଦ୍ରାବାବୁ
ଅମରାବତୀ,୯।୧୨: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ୍. ଚନ୍ଦ୍ରାବାବୁ ନାଇଡୁ ସୋମବାର ପିଆଜ ଦରବୃଦ୍ଧିକୁ ନେଇ ବିରୋଧ ପ୍ରଦର୍ଶନ କରିଛନ୍ତି। ବିଧାନସଭା ନିକଟ ଭେଙ୍କଟପାଲେମ ଗାଁ ନିକଟରେ ଥିବା ଫାୟାର ଷ୍ଟେଶନ ପାଖରେ ଟିଡିପି କର୍ମୀମାନେ ବେକରେ…
ସୋସିଆଲ୍ ମିଡ଼ିଆ ଯୋଗୁ ୭୨ ବର୍ଷ ତଳେ ପରସ୍ପରଠାରୁ ଅଲଗା ହୋଇଥିବା ଭଉଣୀ-ଭାଇ ହେଲେ ଏକାଠି
ଶ୍ରୀଗଙ୍ଗାନଗର,୯।୧୨: ସୋସିଆଲ୍ ମିଡ଼ିଆ ଯୋଗୁ ଦୀର୍ଘ ୭୨ ବର୍ଷ ଧରି ପରସ୍ପରଠାରୁ ଅଲଗା ରହିଥିବା ଭଉଣୀ-ଭାଇ ପୁଣି ଏକାଠି ହୋଇଛନ୍ତି। ତେବେ ଏବେ ଭାଇ ରାଜସ୍ଥାନର ଶ୍ରୀଗଙ୍ଗାନଗରରେ ବାସ କରୁଥିବା ବେଳେ ଭଉଣୀ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ବାସ କରୁଛନ୍ତି। ଭାଇ…
ଦୁଇଟି ସ୍ଥାନରେ ହାଟ ଚାଲିବା ନେଇ ରାସ୍ତା ଅବରୋଧ
ରାଇକିଆ,୯।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକୀ ହାଟକୁ ଆସୁଥିବା ବ୍ୟବସାୟୀମାନେ ସୋମବାର ଦୁଇଟି ସ୍ଥାନରେ ଏକାଥରେ ହାଟ ଚାଲିବାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ନଭେମ୍ବର ୧୮…
ନ୍ୟୁଜିଲାଣ୍ଡ ହ୍ବାଇଟ୍ ଆଇଲାଣ୍ଡରେ ଜ୍ୱାଳାମୁଖୀ ବିସ୍ଫୋରଣ, ବହୁ ପର୍ଯ୍ୟଟକ ଆହତ
ଓ୍ବେଲିଂଟନ୍,୯।୧୨: ନ୍ୟୁଜିଲାଣ୍ଡର ସମ୍ବେଦନଶୀଳ ହ୍ବାଇଟ ଆଇଲାଣ୍ଡରେ ସୋମବାର ଜ୍ୱାଳାମୁଖୀ ବିସ୍ଫୋରଣ ହୋଇଛି। ଏହା ଆଖପାଖ ଅଞ୍ଚଳ ପାଇଁ କ୍ଷତିକାରକ ବୋଲି କୁହାଯାଉଛି। ବିସ୍ଫୋରଣ ସମୟରେ ଆଖ ପାଖରେ ପର୍ଯ୍ୟଟକ ଥିବା ବେଳେ ସେଥିରୁ କେତେକ ଲୋକ ଆହତ ହୋଇଛନ୍ତି। ଅନ୍ୟ କେତେକଙ୍କ…
କର୍ନାଟକ ବିଧାନସଭା ନିର୍ବାଚନ: ସାମାନ୍ୟ ଆଶ୍ୱସ୍ତ ଅଛନ୍ତି ୟେଦୁରପ୍ପା
ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭାର ୧୫ ଆସନ ପାଇଁ ହୋଇଥିବା ନିର୍ବାଚନର ଗଣତି ସୋମବାର ସକାଳୁ ଆରମ୍ଭ ହୋଇଛି। ସକାଳ ପ୍ରାୟ ୧୦ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ୧୨ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ମାତ୍ର ଗୋଟିଏ ଆସନରେ ଆଗୁଆ…
ବେଘରଙ୍କ ପାଇଁ ଖୋଲା ଆକାଶ ତଳେ ଶୋଇ ସଚେତନତା ବାର୍ତ୍ତା ଦେଲେ ୬୦ ହଜାର ଲୋକ
ନ୍ୟୁୟର୍କ,୯।୧୨: ବେଘରଙ୍କ ପାଇଁ ସଚେତନତା ବାର୍ତ୍ତା ଦେଇଛନ୍ତି ୬୦ ହଜାର ଲୋକ। ସେମାନେ ଖୋଲା ଆକାଶ ତଳେ ଶୋଇ ଏଭଳି ଏକ ନିଆରା ଢ଼ଙ୍ଗରେ ବାର୍ତ୍ତା ଦେଇଛନ୍ତି। ନ୍ୟୁୟର୍କର ଟାଇମ୍ସ୍ ସ୍କୋୟାର, ଲଣ୍ଡନର ଟ୍ରାଫଲଗର ସ୍କୋୟାର, ଇଡେନବର୍ଗର ପ୍ରିନ୍ସ୍ ଷ୍ଟ୍ରିଟ୍ ଗାର୍ଡେନ…
ପିଲାଙ୍କୁ ଡେଙ୍ଗା କରିବାକୁ ଚାହୁଁଥିଲେ କରାନ୍ତୁ ଏସବୁ ବ୍ୟାୟାମ
କୁହାଯାଏ, ନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ପିଲା ବଢ଼ିଥା’ନ୍ତି। ତା’ ପରେ ଆଉ ବଢ଼ନ୍ତି ନାହିଁ। ତେଣୁ ପିଲାଙ୍କ ଉଚ୍ଚତା ଯଦି କମ୍ ହୋଇଥାଏ ଅଭିଭାବକମାନେ ମନ ଊଣା କରିଥା’ନ୍ତି। ଅନେକେ ପିଲାଙ୍କୁ ଡାକ୍ତରଙ୍କ ପାଖକୁ ନେଇ ମଧ୍ୟ ଯାଇଥା’ନ୍ତି। ମାତ୍ର ଏମିତି…
ତେଲେଙ୍ଗାନା ଗଣ ବଳାତ୍କାର ମାମଲା: ହାଇକୋର୍ଟରେ ଏନ୍କାଉଣ୍ଟରର ଶୁଣାଣି
ହାଇଦ୍ରାବାଦ,୯।୧୨: ତେଲେଙ୍ଗାନାର ଭେଟରିନାରୀ ମହିଳା ଡାକ୍ତର ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କ ଏନ୍କାଉଣ୍ଟରକୁ ନେଇ ସୋମବାର ତେଲେଙ୍ଗାନା ହାଇକୋର୍ଟରେ ଶୁଣାଣି ହେବ। କୋର୍ଟ ଅଭିଯୁକ୍ତଙ୍କ ମୃତଦେହକୁ ୯ ଡିସେମ୍ବର ରାତି ୮ ପର୍ଯ୍ୟନ୍ତ ସୁରକ୍ଷିତ ରଖିବାକୁ…
ସିଆର୍ପିଏଫ୍ କ୍ୟାମ୍ପ୍ରେ ପୁଣି ଫୁଟିଲା ଗୁଳି: କମ୍ପାନୀ କମାଣ୍ଡରଙ୍କୁ ହତ୍ୟା କରି ନିଜକୁ ଗୁଳି କଲେ ଯବାନ
ରାଞ୍ଚି,୯।୧୨: ଗତ ସପ୍ତାହରେ ସିଆର୍ପିଏଫ୍ ଯବାନଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିବାବେଳେ ପୁଣି ସୋମବାର ଝାଡ଼ଖଣ୍ଡର ରାଞ୍ଚିସ୍ଥିତ ଖେଳଗାଓ୍ବଁ ସ୍ଥିତ କ୍ୟାମ୍ପ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କମ୍ପାନୀ କମାଣ୍ଡରଙ୍କ ସହିତ ଜଣେ ଯବାନଙ୍କର କୌଣସି କାରଣରୁ ଯୁକ୍ତି ତର୍କ ହୋଇଥିଲା।…
ମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରି
ବଡ଼ବିଲ,୯।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଟାଉନ ଫାଣ୍ଡି ନଂ. ୧ ସମ୍ମୁଖ ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ତାଡ଼ି ଦାନ ଅର୍ଥ ନେଇଯାଇଥିବା ଜଣାପଡ଼ିଛି। ଖବରପାଇ ବଡ଼ବିଲ…
Archives


