ଶରଣାର୍ଥୀଙ୍କୁ ଭାରତର ନାଗରିକତା ଦିଆଯାଉ କିନ୍ତୁ ୨୫ ବର୍ଷ ପର୍ଯ୍ୟନ୍ତ ଭୋଟଦାନ ଅଧିକାର ନ ମିଳୁ: ଶିବସେନା
ମୁମ୍ବାଇ,୯।୧୨: ନାଗରିକତା ସଂଶୋଧନ ବିଲ୍ ନେଇ ଶିବସେନା ପୁଣି ଥରେ ମନ୍ତବ୍ୟ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଏହି ପ୍ରସ୍ତାବକୁ ଶିବସେନା ସମର୍ଥନ କରି କହିଛି ଯେ, ପାକିସ୍ତାନ, ଆଫଗାନୀସ୍ତାନ, ବାଂଲାଦେଶ ଆଦି ଦେଶରୁ ଭାରତକୁ ଆସିଥିବା ହିନ୍ଦୁ, ଶିଖ୍,…
ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଲେ ଦକ୍ଷିଣ ଆଫ୍ରିକା ସୁନ୍ଦରୀ
ଆଟଲାଣ୍ଟା,୯।୧୨: ଦକ୍ଷିଣ ଆଫ୍ରିକାର ଜୋଜିବିନି ତୁନଜୀ ୨୦୧୯ର ମିସ୍ ୟୁନିଭର୍ସ ବା ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଛନ୍ତି। ରବିବାର ଆମେରିକାର ଆଟଲାଣ୍ଟାଠାରେ ଆୟୋଜିତ ଉତ୍ସବରେ ସେ ଏହି ଗୌରବର ଅଧିକାରିଣୀ ହୋଇ ପାରିଛନ୍ତି। ପ୍ରାୟ ୯୦ ଜଣ ପ୍ରତିଯୋଗୀଙ୍କୁ ହରାଇ ସେ…
ପାରାଦୀପ ନଗର କଂଗ୍ରେସର ସମୀକ୍ଷା ବୈଠକ
ପାରାଦୀପ,୯ା୧୨(ସ୍ବ.ପ୍ର.): ସ୍ଥାନୀୟ ବିଜୟଚନ୍ଦ୍ରପୁରଠାରେ ଥିବା କଂଗ୍ରେସ କାର୍ଯ୍ୟାଳୟ ପରିସରେ ରବିବାର ସନ୍ଧ୍ୟାରେ ପାରାଦୀପ ନଗର କଂଗ୍ରେସ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ବୈଠକରେ କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ଅଧ୍ୟକ୍ଷତା କରିଥିଲେ। ଏଥିସହ ଆଗାମୀ ବର୍ଷ…
ଜଗତ୍ସିଂହପୁର କ୍ୟାଡର ପିପିଙ୍କୁ ସମ୍ବର୍ଦ୍ଧନା
ଜଗତ୍ସିଂହପୁର ଅଫିସ,୯ା୧୨: ଓଡ଼ିଶା କ୍ରାଇମବ୍ରାଞ୍ଚ ତରଫରୁ ଜଗତ୍ସିଂହପୁର କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର (ପିପି) ନଳିନୀକାନ୍ତ ମହାରଣାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ମାମଲା ପରିଚାଳନାରେ ସାମଗ୍ରୀକ ସଫଳତା ଓ ଦଣ୍ଡବିଧାନ ହାରକୁ ନେଇ ମହାରଣାଙ୍କୁ କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ସନ୍ତୋଷ ଉପାଧ୍ୟାୟ ସମ୍ମାନିତ…
ସୋନିଆ ରାଜନୀତିଠାରୁ ଦୂରେଇ ରହିବାକୁ ଚାହୁଁଥିଲେ !
ନୂଆଦିଲ୍ଲୀ,୯।୧୨: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରବିବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୯ରେ ସେ ଇଟାଲୀର ଲୁସିଆନାଠାରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୬୮ରେ ସେ ରାଜୀବ ଗାନ୍ଧୀଙ୍କୁ ବିବାହ କରିଥିଲେ। ଦୀର୍ଘ…
ଦିୟା ମିର୍ଜା ‘ତୁମ୍ସା ନେହିଁ ଦେଖା’ରେ ଶୁଟିଂ ସେଟ୍ରେ ହରାଇଥିଲେ ନିଜର ନିୟନ୍ତ୍ରଣ…
ମୁମ୍ବାଇ,୯।୧୨: ବଲିଉଡ୍ର ଚୁଲ୍ବୁଲି ଅଭିନେତ୍ରୀ ଦିୟା ମିର୍ଜା ସୋମବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୧ ଡିସେମ୍ବର ୯ରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ ଏକ ମଲ୍ଟି ମିଡ଼ିଆ କମ୍ପାନୀର ମାକେର୍ଟିଂ ଏକ୍ସିକ୍ୟୁଟିଭ୍ ଭାବେ ଦିୟା ନିଜର କ୍ୟାରିୟର ଆରମ୍ଭ କରିଥିଲେ।…
କଶ୍ମୀରରୁ କଟକଣା ଉଠାଇବାକୁ ଆମେରିକା କଂଗ୍ରେସରେ ପ୍ରସ୍ତାବ
ଓ୍ବାଶିଂଟନ,୯ା୧୨: ଜମ୍ମୁ-କଶ୍ମୀରରେ ଯୋଗାଯୋଗ ଉପରେ ଲାଗୁ ହୋଇଥିବା କଟକଣା ତୁରନ୍ତ ହଟାଇବା ସହ ଧର୍ମୀୟ ସ୍ବାଧୀନତା ବଜାୟ ରଖିବା ପାଇଁ ଭାରତକୁ ଅନୁରୋଧ କରିବା ନିମନ୍ତେ ଆମେରିକା କଂଗ୍ରେସରେ ଏକ ପ୍ରସ୍ତାବ ଆଗତ ହୋଇଛି। ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟା ପ୍ରମିଳା ଜୟପାଲ…
ବଳାତ୍କାର, ପୋକ୍ସୋ ମାମଲା ତଦନ୍ତ ୨ ମାସରେ ସାର
ପାଟନା,୯ା୧୨(ପି.ଟି.): ବଳାତ୍କାର ମାମଲା ଏବଂ ପୋକ୍ସୋ ଆଇନରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ତଦନ୍ତ ୨ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବା ଆବଶ୍ୟକ। ଏଥିପାଇଁ କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ସବୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତିମାନଙ୍କୁ ପତ୍ର ଲେଖି…
ସିଜେଆଇଙ୍କ ମନ୍ତବ୍ୟକୁ ନେଇ ଉପରାଷ୍ଟ୍ରପତିଙ୍କ ଜବାବ: ରାୟରେ ବିଳମ୍ବ ଗ୍ରହଣୀୟ ନୁହେଁ
ପୁଣେ,୯ା୧୨: ନ୍ୟାୟ ପ୍ରଦାନ ସମ୍ପର୍କିତ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍.ଏ. ବୋବ୍ଡେଙ୍କ ମନ୍ତବ୍ୟରେ ଉପରାଷ୍ଟ୍ରପତି ଏମ୍. ଭେଙ୍କାୟା ନାଇଡୁ ପୂର୍ଣ୍ଣ ସହମତ ହୋଇନାହାନ୍ତି। ତତ୍କାଳନ ନ୍ୟାୟ ପ୍ରଦାନ କରାଯାଇପାରିବ ନାହିଁ ବୋଲି ସିଜେଆଇ କହିଥିବାବେଳେ ନାଇଡୁ ସେଥିରେ ଏକମତ ହୋଇଛନ୍ତି।…
କର୍ନାଟକ ଉପନିର୍ବାଚନ: ଭୋଟ ଗଣତି ଆରମ୍ଭ
ବେଙ୍ଗାଲୁରୁ,୯।୧୨: କର୍ନାଟକର ୧୫ଟି ବିଧାନସଭା ଆସନ ପାଇଁ ହୋଇଥିବାଉପନିର୍ବାଚନର ମତଗଣନା ସୋମବାର ସକାଳ ୮ଟାଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ଅପରାହ୍ନ ୪ ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ଆଶା କରାଯାଉଛି। ଫଳାଫଳ ଉପରେ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା…
ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ଅନିୟମିତତାରେ ଚାଲିବା ଘଟଣା: ଜିଲାପାଳଙ୍କ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଶୂନ
ଦେବଗଡ଼, ୯।୧୨(ଡି.ଏନ୍.ଏ.) -ସରକାର ଯେଉଁ ଲକ୍ଷ୍ୟ ଉଦ୍ଦେଶ୍ୟ ନେଇ ସମଗ୍ର ଶିକ୍ଷା ଅଭିଯାନ ଆରମ୍ଭ କରିଛନ୍ତି, ତାହା ବର୍ତ୍ତମାନ ବାଟବଣା ସଦୃଶ ହୋଇଛି। ଦେବଗଡ ଜିଲାରେ ଅନିୟମିତତାରେ ଚାଲିଥିବା ସର୍ବଶିକ୍ଷା ଅଭିଯାନରୁ ଏହା ପ୍ରମାଣିତ ହୋଇଛି। ଜିଲାର ପୁରୁଣାଗଡସ୍ଥିତ ସମଗ୍ର ଶିକ୍ଷା…
ମୃତ୍ୟୁ ନିଆଁରେ ରାଜନୀତି
ନୂଆଦିଲ୍ଲୀ,୯ା୧୨: ଦିଲ୍ଲୀର ଅନାଜ ମଣ୍ଡି ନିଆଁରେ ଜଳିଯାଇଛି ୪୩ ଜୀବନ। ଏହି ଘଟଣା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିବାବେଳେ ଏଥିରେ ବି ରାଜନୀତିର ରୁଟି ସେକିବାକୁ ପଛାଉନାହାନ୍ତି ଦଳ। ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଏହାକୁ ନେଇ ରାଜନୀତି ଜୋର ଧରିଥିବା…
Archives


