ହିମାଳୟରେ ପହଞ୍ଚିଲେ ବିରୁଷ୍କା
ଭାରତୀୟ କ୍ରିକେଟ ଦଳ ଏବେ ବାଂଲାଦେଶରେ ବିପକ୍ଷରେ ଟି-୨୦ ସିରିଜ୍ ଖେଳୁଛି। ଏହି ସିରିଜରୁ ବିଶ୍ରାମ ନେଇ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହ ଛୁଟି କାଟୁଛନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ ଉଭୟଙ୍କ ଫଟୋ ଭାଇରାଲ ହେଉଛି। ଉଭୟ ପ୍ରଥମେ…
ପୁରୁଷୋତ୍ତମପୁରରେ ପ୍ରଥମ ମହିଳା ପୋଲିସ ଅଧିକାରୀ: ଏସ୍ଡିପିଓ ଭାବେ ଯୋଗ ଦେଲେ ସୀମା ସ୍ବାଇଁ
ପୁରୁଷୋତ୍ତମପୁର, ୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଏସ୍ଡିପିଓ ଭାବେ ୨୦୧୫ ବ୍ୟାଚର ଓପିଏସ୍ ପାଇଥିବା ଅଫିସର ସୀମା ସ୍ବାଇଁ ଗୁରବାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ଟ୍ରେନିଂସାରବା ପରେ ପ୍ରଥମେ ସେ ଏଠାରୁ କାର୍ଯ ଆରମ୍ଭ କରୁଛନ୍ତି। ୧୯୩୬ ମସିହାରେ ପୁରୁଷୋତ୍ତମପୁରରେ…
ଝିଅର ଏହି ନାଁ ଦେଲେ ଅଜିଙ୍କେ ରାହାଣେ
ଭାରତୀୟ ବ୍ୟାଟ୍ସମ୍ୟାନ୍ ଅଜିଙ୍କେ ରାହାଣେ ନିକଟରେ ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଗତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟେଷ୍ଟ ଖେଳୁଥିବାବେଳେ ଅକ୍ଟୋବର ୫ରେ ରାହାଣେ ସ୍ତ୍ରୀ ରାଧିକା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ମ୍ୟାଚ୍ ଶେଷ ପରେ ଝିଅକୁ…
ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ହେଉଛି ଗତିରୋଧ: ମୋଦି
ଧର୍ମଶାଳା,୭।୧୧: ପୁଞ୍ଜି ନିବେଶ କ୍ଷେତ୍ରରେ ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ଗତିରୋଧ ହେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ହିମାଚଳପ୍ରଦେଶର ଧର୍ମଶାଳାରେ ଆୟୋଜିତ ଗ୍ଲୋବାଲ ନିବେଶକ ସମ୍ମିଳନୀ-୨୦୧୯ରେ ଯୋଗଦେଇ ସେ ଏଭଳି କହିଛନ୍ତି। ସରକାରଙ୍କ ପକ୍ଷରୁ ଉଦ୍ୟୋଗ…
ଓଡ଼ିଶାରେ ବାତ୍ୟାର ପଡିବ ପ୍ରଭାବ
ଭୁବନେଶ୍ୱର,୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ସମ୍ଭାବ୍ୟ ବାତ୍ୟା ‘ବୁଲ୍ବୁଲ’ର ପ୍ରଭାବ ଓଡ଼ିଶାରେ ପଡିବ ନାହିଁ ବୋଲି ବୁଧବାର ଏସଆରସି ପ୍ରଦୀପ ଜେନା ସୂଚନା ଦେଇଥିଲାବେଳେ ଗୁରୁବାର ସେ ଆଇଏମଡି ଆଧାରରେ ମତ ପରିବର୍ତ୍ତନ…
ଶିବସେନାକୁ ଘାରିଛି ବାଡ଼ ଡିଆଁ ଭୟ: ମାତୋଶ୍ରୀରେ ମନ୍ଥନ ପରେ ରଙ୍ଗଶାରଦା ହୋଟେଲ ପହଞ୍ଚିଲେ ବିଧାୟକ
ମୁମ୍ବାଇ,୭।୧୧: ମହାରାଷ୍ଟ୍ର ରାଜନୀତି ଏବେ ସଙ୍କଟ ଦେଇ ଗତି କରୁଛି। ବିଧାନସଭା ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୩ ଦିନ ବିତିଥିଲେ ମଧ୍ୟ ରାଜ୍ୟରେ ସରକାର ଗଠନ ପଦ୍ମ ଘୁଞ୍ଚିବାରେ ଲାଗିଛି। ତେବେ ଶିବସେନାକୁ ଏବେ ବାଡ଼ ଡିଆଁ ଭୟ ଘାରିଛି। ତେଣୁ…
ଆହତ ହେବା ସତ୍ତ୍ୱେ ଶଟ୍ ଦେଇଥିଲେ ଗୋବିନ୍ଦା
ବଲିଉଡ୍ର ଅନ୍ୟତମ ଲୋକପ୍ରିୟ ଅଭିନେତା ହେଉଛନ୍ତି ଗୋବିନ୍ଦା। ଥରେ ସେ ‘ଖୁଦ୍ଦାର’ ଫିଲ୍ମର ଶୁଟିଂ ପାଇଁ ଯାଉଥାଆନ୍ତି। ବାଟରେ ତାଙ୍କର କାର୍ ଆକ୍ସିଡେଣ୍ଟର ସମ୍ମୁଖୀନ ହେଲା। ଏଥିରେ ଆହତ ହୋଇ ସେ ଲହୁ ଲୁହାଣ ହୋଇଥିଲେ। ହେଲେ ତାକୁ ଖାତିର ନ…
ପଞ୍ଚୁକ ପଡ଼ିଲେ ୬ ଦିନ ଶ୍ରୀଜିଉଙ୍କର ହୁଏ ନାଗାର୍ଜୁନ ବେଶ: ୨୫ ବର୍ଷ ପରେ ୨୦୨୦ ନଭେମ୍ବର ୨୭ରେ
କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୬ ଦିନ ପଡ଼ିଲେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ହୋଇଥାଏ। ଶ୍ରୀଜିଉ ବୀରବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ବେଶକୁ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଜନସମାଗମ ହୋଇଥାଏ। ନାଗାର୍ଜୁନ ବେଶ ଦର୍ଶନ କଲେ…
ଅଭିନେତ୍ରୀ ପୂର୍ବରୁ ଯୋଗ ଶିଖାଉଥିଲେ ଅନୁଷ୍କା
ଫିଲ୍ମ ‘ବାହୁବଳୀ-୨’ ସୁପରହିଟ୍ ହେବା ପରେ ‘ଦେବସେନା’ ଅର୍ଥାତ୍ ଅନୁଷ୍କା ସେଟ୍ଟୀଙ୍କ ଅଭିନୟକୁ ପ୍ରଶଂସା କରାଯାଇଥିଲା। ହେଲେ ଫିଲ୍ମରେ ନାୟକ ସାଜିଥିବା ଅଭିନେତା ପ୍ରଭାସଙ୍କ ସହ ତାଙ୍କର ସମ୍ପର୍କକୁ ନେଇ ସେ ଚର୍ଚ୍ଚାକୁ ଆସିଥିଲେ। ବର୍ତ୍ତମାନ ଅନୁଷ୍କା ସାଉଥ୍ ସିନେମାରେ କାମ…
ଜନ୍ମ ଜନ୍ମାନ୍ତର ପାପ କ୍ଷୟ କରେ ଭୀଷ୍ମ ପଞ୍ଚକ ବ୍ରତ…
ପବିତ୍ର କାର୍ତ୍ତିକ ମାସର ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶେଷ ୫ ଦିନକୁ ଭୀଷ୍ମ ପଞ୍ଚକ କୁହାଯାଇଥାଏ। ଏହି ବ୍ରତ କଲେ ଏକ ହଜାର ଏକାଦଶୀ ବ୍ରତର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ମହାଭାରତରେ ଉଲ୍ଲେଖ ରହିଛି ଗଙ୍ଗାପୁତ୍ର ମିତାମହ…
ମହିଳା କର୍ମଚାରୀଙ୍କୁ ଅସଦାଚରଣ : ଜିଆର୍ଏସ୍ ଗିରଫ
ବାସୁଦେବପୁର,୭।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟ ପରିସରରେ ଜିଆର୍ଏସ୍ ଅସଦାଚରଣ କରି ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ମହିଳା କର୍ମଚାରୀ ଜଣଙ୍କ କମ୍ପ୍ୟୁଟର କାର୍ଯ୍ୟରେ ନିୟୋଜିତ ଥିବାବେଳେ…
ଭୋକିଲାଙ୍କ ତ୍ରାଣକର୍ତ୍ତା ସୀତାରାମ ବାବା
ଚେନ୍ନାଇ: ଭୋକିଲା ଲୋକଙ୍କୁ ଖାଇବାକୁ ଦେଲେ ଅନେକ ପୂଣ୍ୟ ହୋଇଥାଏ ବୋଲି କୁହାଯାଏ। କେବଳ ମଣିଷ ନୁହେଁ ପଶୁପକ୍ଷୀଙ୍କୁ ମଧ୍ୟ ଖାଇବାକୁ ଦେଲେ ଏହାପୂଣ୍ୟ ବୋଲି କୁହାଯାଏ। ତାମିଲନାଡୁର ରାମେଶ୍ୱରମରେ ୭୦ ବର୍ଷ ହେବ ସୀତାରାମ ଦାସ ବାବାଙ୍କ ଆଶ୍ରମ ରହିଛି।…
Archives


