ହୃଦ୍ରୋଗ
”ଶରୀରରେ ଚର୍ବି ଜମିଲେ ଓଜନ ବଢ଼େ । ଓଜନ ବଢ଼ିଲେ ଜାତ ହୁଏ ପୃଥୁଳତା ବା ମେଦବହୁଳତା। ଚର୍ବି ଉପାଦାନ ରକ୍ତନଳୀ ଭିତରେ ଜମିଯାଇ ରକ୍ତନଳୀର ରନ୍ଧ୍ରକୁ ସଂକୁଚିତ କରିଦିଏ। ଫଳରେ ରକ୍ତ ସରବରାହ ବ୍ୟାହତ ହୋଇ ଜାତ ହୁଏ ହୃଦ୍ରୋଗ।…
ନୂଆ ଶିକ୍ଷାନୀତି କାର୍ଯ୍ୟକାରୀ ଲାଗି ବୈଠକ: ପାଣ୍ଠି ପ୍ରସଙ୍ଗ ଉଠାଇଲେ ରାଜ୍ୟ
ନୂଆଦିଲ୍ଲୀ,୭ା୧୦(ପି.ଟି.): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପ୍ରସ୍ତାବିତ ନୂତନ ଶିକ୍ଷାନୀତି କାର୍ଯ୍ୟକାରିତା ଲାଗି ବିଭିନ୍ନ ରାଜ୍ୟ ପାଣ୍ଠି ପ୍ରସଙ୍ଗ ଉଠାଇଛନ୍ତି। ସରକାରଙ୍କ ଚିଠା ନୀତିରେ କେତେକ ଭଲ ପ୍ରସ୍ତାବ ରହିଥିଲେ ହେଁ ଏହାକୁ କାର୍ଯ୍ୟକାରୀ କରିବା ଲାଗି ପାଣ୍ଠି ଯୋଗାଣର…
ସିଆନାଇଡ୍ ଦେଇ ପରିବାରର ୬ଜଣଙ୍କୁ ହତ୍ୟା
ଥିରୁଭାନନ୍ଥପୁରମ୍,୭ା୧୦: କେରଳର ଜଣେ ମହିଳା ଖାଦ୍ୟରେ ସିଆନାଇଡ୍ ଦେଇ ପରିବାରର ୬ ଜଣଙ୍କୁ ହତ୍ୟା କରିଛନ୍ତି। ୧୭ ବର୍ଷ ହେଲା ତାଙ୍କ ପରିବାର ସଦସ୍ୟଙ୍କର ରହସ୍ୟମୟ ଭାବେ ମୃତ୍ୟୁ ଘଟୁଥିଲା। ଶନିବାର ଉକ୍ତ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯିବା…
ଏବେ ବି ବଙ୍ଗଳା ଛାଡ଼ି ନାହାନ୍ତି ପୂର୍ବତନ ଏମ୍ପି
ନୂଆଦିଲ୍ଲୀ,୭ା୧୦(ପି.ଟି.): ଷୋଡ଼ଶ ଲୋକ ସଭା ଭଙ୍ଗ ହେବା ୫ ମାସ ବିତିଲାଣି। ବାରମ୍ବାର ତାଗିଦ୍ ସତ୍ତ୍ୱେ ଏବେ ବି ପାଖାପାଖି ୫୦ ପୂର୍ବତନ ଏମ୍ପି ସରକାରୀ ବଙ୍ଗଳା ଛାଡ଼ିନାହାନ୍ତି। ସର୍ବସାଧାରଣ ଜାଗାରୁ ବେଆଇନ ଦଖଲ ଉଚ୍ଛେଦ ଲାଗି ଥିବା ଆଇନ ବଳରେ…
କଶ୍ମୀରରେ ପ୍ରାୟ ୩୦୦ ଆତଙ୍କବାଦୀ
ଶ୍ରୀନଗର,୭ା୧୦: ଜମ୍ମୁ-କଶ୍ମୀରରେ ୨୦୦ରୁ ୩୦୦ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ଶୀତଋତୁ ପୂର୍ବରୁ ଅଧିକ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ପାଇଁ ପାକିସ୍ତାନ ଉଦ୍ୟମ ଚଳାଇଛି। ଏଥିପାଇଁ ପାକ୍ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ସୀମାନ୍ତ ଅଞ୍ଚଳରେ ଗୁଳିଗୋଳା ମାଡ଼ କରୁଛି ବୋଲି ଡିଜିପି ଦିଲବାଗ୍…
ଅବ୍ଦୁଲ୍ଲାଙ୍କୁ ଭେଟିଲେ ଏନ୍ସି ନେତା
ଶ୍ରୀନଗର,୭ା୧୦(ପି.ଟି.): ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଗୃହବନ୍ଦୀ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବ୍ଦୁଲ୍ଲା ଏବଂ ଓମାର ଅବ୍ଦୁଲ୍ଲାଙ୍କୁ ରବିବାର ତାଙ୍କ ଦଳର ନେତାମାନେ ଭେଟିଛନ୍ତି। ନ୍ୟାସନାଲ କନ୍ଫରେନ୍ସ (ଏନ୍ସି)ର ଏକ ୧୫ ଜଣିଆ ପ୍ରତିନିଧି ଦଳ ଉଭୟଙ୍କୁ…
ସୋସିଆଲ ମିଡିଆରେ ଆନନ୍ଦବଜାର ଫଟୋ ଭାଇରାଲ
ପୁରୀ ଅଫିସ,୭ା୧୦ : ସୋସିଆଲ ମିଡିଆରେ ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ। ଆନନ୍ଦବଜାର ପରିସରରେ ମହାପ୍ରାସଦ ସେବନ କରୁଥିବା କେଜେଜଣ ଭକ୍ତଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ଗଣମାଧ୍ୟମରେ ଖବର ପ୍ରଚାରିତ ହେବା ପରେ ଶ୍ରୀମନ୍ଦିର ପ୍ରଶାସନ…
ସ୍ବଚ୍ଛତା କର୍ମୀଙ୍କ ହାଜତ ମୃତ୍ୟୁ
ବାର୍ମେର,୭ା୧୦(ପି.ଟି.): ରାଜସ୍ଥାନର ବାର୍ମେର ଜିଲା ଅନ୍ତର୍ଗତ ବାଲୋତ୍ରାରେ ରବିବାର ଜଣେ ସ୍ବଚ୍ଛତା କର୍ମୀଙ୍କର ପୋଲିସ ହାଜତରେ ମୃତ୍ୟୁ ଘଟିଛି। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଗଣ୍ଡଗୋଳରୁ ଜଗଦୀଶ ଗୋଲିୟାର ଓ ଅନ୍ୟ ଦୁଇଜଣଙ୍କୁ ପଚପଦ୍ର ଥାନା ପୋଲିସ ଗିରଫ କରିଥିଲା। ହାଜତ…
୩୭୦ ଉଚ୍ଛେଦ ବିରୋଧରେ ଜେକେଏଲ୍ଏଫ୍ର ଫ୍ରିଡମ୍ ମାର୍ଚ୍ଚ : ଏଲ୍ଓସି ଅଭିମୁଖେ ପିଓକେବାସୀ
ଇସ୍ଲାମାବାଦ,୭ା୧୦ (ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଦୁଇମାସ ପୂରିଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ପାକିସ୍ତାନରେ ଜୋର୍ଦାର ବିରୋଧ କରାଯାଉଛି। ଏହିକ୍ରମରେ ନିୟନ୍ତ୍ରଣରେଖା (ଏଲ୍ଓସି) ଅତିକ୍ରମ କରିବା ପାଇଁ ପାକ୍-ଅଧିକୃତ କଶ୍ମୀର (ପିଓକେ)ର…
ସୁନାବେଶରେ ଦର୍ଶନ ଦେଲେ ମା’ ତାରିଣୀ
ଘଟଗାଁ, ୭।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲାର ପ୍ରସିଦ୍ଧ ଘଟଗାଁ ପୀଠରେ ମା’ ତାରିଣୀଙ୍କ ଶାରଦୀୟ ପୂଜା ଉପଲକ୍ଷେ ରବିବାର ମହାଷ୍ଟମୀ ତିଥିରେ ସୁନାବେଶ ଅନୁଷ୍ଠିତ ହୋଇଥିଲା। ଶହ ଶହ ଭକ୍ତ ମା’ଙ୍କ ଅନିନ୍ଦ୍ୟ ସୁନାବେଶ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ସାରାଦିନ ମନ୍ଦିର ପରିସରରେ…
କଖାରୁବଳି, ଝୁଣାହାଣ୍ଡି ପରମ୍ପରା
ଭଦ୍ରକ ଅଫିସ, ୭।୧୦ – ମା’ ଦଶଭୁଜାଙ୍କୁ ବିଭିନ୍ନ ସ୍ଥାନରେ ବିଭିନ୍ନ ଢଙ୍ଗରେ ପୂଜା କରାଯାଏ। ଭଦ୍ରକରେ ବିଭିନ୍ନ ପୂଜା ମଣ୍ଡପରେ ପରମ୍ପରା ଅନୁଯାୟୀ ମା’ଙ୍କ ପୂଜା ପାଳିତ ହୋଇଅସୁଛି। ଚରମ୍ପା ଏରେଇଁସ୍ଥିତ ସାର୍ବଜନୀନ ଶାରଦୀୟ ଦୁର୍ଗାପୂଜା କମିଟି ଦ୍ୱାରା ବାସନ୍ତୀ…
ଆଜି ମହାନବମୀ : ଧରାପୃଷ୍ଠରେ ମହାମାୟା
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ଅନ୍ୟାୟ ଓ ଅତ୍ୟାଚାରକୁ ନାଶ କରିବା ପାଇଁ ଧରାବତରଣ କରିଛନ୍ତି ମା’ ମହିଷା ମର୍ଦ୍ଦିନୀ। ମହାମାୟାଙ୍କ ଆରାଧନାର ମନ୍ତ୍ରପାଠ ଚାରିଆଡ଼େ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଛି। ସୋମବାର ମଣ୍ଡପଗୁଡ଼ିକରେ ମା’ଙ୍କ ମହାନବମୀ ପୂଜା ଅନୁଷ୍ଠିତ ହେବାକୁ ଥିବାବେଳେ ସହରୀ ପୂଜା…
Archives


