ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ: ଚିଠା ପ୍ରସ୍ତୁତ ଲାଗି ନିର୍ଦ୍ଦେଶ
ଓ୍ବାଶିଂଟନ, ୭ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଆସିଥିବାବେଳେ ଏନେଇ ଚିଠା ପ୍ରସ୍ତୁତ କରିବା ଲାଗି ତାଙ୍କ ଡେମୋକ୍ରାଟିକ ପାର୍ଟିର ବରିଷ୍ଠ ନେତାମାନଙ୍କୁ ହାଉସ୍ ଅଫ୍ କମନ୍ସର ବାଚସ୍ପତି ନାନ୍ସି ପେଲୋସି ନିର୍ଦ୍ଦେଶ ଦେଇଛନ୍ତି। ଟ୍ରମ୍ପଙ୍କ ବିରୋଧରେ ବଳାତ୍କାର…
ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ: ଶେଷରେ ଆଖିବୁଜିଲେ ଯବାନ କୃଷ୍ଣଚନ୍ଦ୍ର
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ। ଶେଷରେ ବ୍ରେନ୍ ଷ୍ଟ୍ରୋକ୍ରେ ଶିକାର ହୋଇ କଟକ ବଡ଼ ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକ ଆଖିବୁଜିଛନ୍ତି। ପୁଅର ଚିକିତ୍ସା ପାଇଁ ସର୍ବସ୍ବାନ୍ତ…
ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ତ୍ୱରିତ୍ ଚିକିତ୍ସା ପ୍ରସଙ୍ଗ: ୬ ହସ୍ପିଟାଲ ସହ ପୋଲିସ କମିଶନରଙ୍କ ଆଲୋଚନା
ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଳମ୍ବ ଯୋଗୁ ଅନେକ ସମୟରେ ଦୁର୍ଘଟଣାର ଶିକାର ବ୍ୟକ୍ତିଙ୍କର ମୃତ୍ୟୁ ଘଟୁଛି। କିପରି ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ପହଞ୍ଚାଇବା ସହ ଚିକିତ୍ସା ଆରମ୍ଭ ହେବ ସେଥିପାଇଁ ଅଣ୍ଟା ଭିଡ଼ିଛି କମିଶନରେଟ ପୋଲିସ। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏମ୍ସ, ଆମ୍ରି,…
ବିଫଳତାରୁ ଧ୍ୟାନ ହଟାଇବାକୁ ଉଦ୍ୟମ
ନୂଆଦିଲ୍ଲୀ,୭ା୧୨(ପି.ଟି.): କୌଣସି ପରିସ୍ଥିତିରେ ବି ପୋଲିସ ଭିଡ଼ହିଂସାକାରୀ ଉତ୍ତ୍ୟକ୍ତ ଲୋକଙ୍କ ଭଳି କାର୍ଯ୍ୟ କରିପାରିବ ନାହିଁ ବୋଲି ଅଧିକାର କର୍ମୀମାନେ କହିଛନ୍ତି। ମହିଳାମାନଙ୍କ ଅଧିକାରକୁ ସୁରକ୍ଷା ଦେବାରେ ସରକାରଙ୍କ ବିଫଳତାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ଏନ୍କାଉଣ୍ଟର ଏକ ଉଦ୍ୟମ ବୋଲି…
ପୁରୀ ନାବାଳିକା ଗଣବଳାତ୍କାର ମାମଲା: ତୃତୀୟ ଅଭିଯୁକ୍ତ ରାମଚନ୍ଦ୍ର ଗିରଫ
ପୁରୀ ଅଫିସ, ୭।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ କୁମ୍ଭାରପଡ଼ା ପୋଲିସ ଶୁକ୍ରବାର ତୃତୀୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୁଆଗଁ। ଆଳିଆପୁଟୁ ଗ୍ରାମର ରାମଚନ୍ଦ୍ର ପ୍ରଧାନ(୩୨)। କୌଣସି ସୁତ୍ରରୁ ଖବରପାଇ ପୋଲିସ…
ପ୍ରଶ୍ନ ଘେରରେ ଏନ୍କାଉଣ୍ଟର
୨୦୧୨ ଡିସେମ୍ବର ୧୬ ନିର୍ଭୟା ଗଣବଳାତ୍କାର ଓ ହତ୍ୟାକାଣ୍ଡକୁ ୭ ବର୍ଷ ପୂରିବାକୁ ଯାଉଛି। ଏହି ମାମଲାର ଦୋଷୀମାନଙ୍କୁ ଫାଶୀଖୁଣ୍ଟ ଅପେକ୍ଷା କରିଥିବାବେଳେ ଗତ ୨୭ରେ ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ପୋଡ଼ିଦିଆଯାଇଛି। ୨୮ରେ ପୀଡ଼ିତାଙ୍କ…
ସେଞ୍ଚୁରିୟନ୍ ବିଶ୍ୱବିଦ୍ୟାଳୟର ସପ୍ତମ ସମାବର୍ତ୍ତନ ଉତ୍ସବ: ପ୍ରକୃତ ଶିକ୍ଷାର ଉଦ୍ଦେଶ୍ୟ ମନୁଷ୍ୟର ପୁନରୁତ୍ଥାନ
ଜଟଣୀ,୭।୧୨(ଡି.ଏନ୍.ଏ.): ଜୀବନର ମାନ ନାଟକୀୟ ଢଙ୍ଗରେ ପରିବର୍ତ୍ତନ ହେଉଛି। ଆଧ୍ୟାତ୍ମିକ ଚେତନା ହିଁ ଆମକୁ ଏକ ସମ୍ପୂର୍ଣ୍ଣ ଓ ସଫଳ ଜୀବନ ଗଠନ କରିବାରେ ସହାୟକ ହୋଇଥାଏ। ବସ୍ତୁଗତ ଲାଳସାର ଊର୍ଦ୍ଧ୍ୱରେ ରହିଲେ ହିଁ ସତ୍ୟର ଆଲୋକପ୍ରାପ୍ତି ହୋଇଥାଏ। ବିଦ୍ୟାର୍ଥୀମାନେ ଏହାକୁ…
ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା: ରାସ୍ତାରେ ବସିଲେ ଛାତ୍ରୀଛାତ୍ର
ବନ୍ତଳା, ୭।୧୨(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟାକୁ ନେଇ ସ୍ଥାନୀୟ ସରପଞ୍ଚ, ଅଭିଭାବକମାନେ ଶୁକ୍ରବାର ସକାଳେ ବିଦ୍ୟାଳୟ ଫାଟକରେ ତାଲା ପକାଇବା ସହିତ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଫଳରେ ଛାତ୍ରୀଛାତ୍ରମାନେ…
ପିସିସି ସଭାପତି ରହିବେ ନିରଞ୍ଜନ: ରୁଦ୍ର ରାଜୁ
ପୁରୀ ଅଫିସ, ୭।୧୨: ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପଦବୀକୁ ନେଇ କଂଗ୍ରେସ ଦଳରେ ଯେଉଁ କନ୍ଦଳ ଚାଲିଛି ସେଥିରେ ନୂଆ ଟୁଇଷ୍ଟ ଆଣିଛନ୍ତି ଏଆଇସିସି ସମ୍ପାଦକ ରୁଦ୍ର ରାଜୁ। ଶୁକ୍ରବାର ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଦଳର ସାଙ୍ଗଠନିକ…
ବ୍ଲକ୍ଗ୍ରାଣ୍ଟ କର୍ମଚାରୀଙ୍କୁ ମିଳିବ ପେନ୍ସନ ସୁବିଧା: ସରକାରଙ୍କୁ ହାଇକୋର୍ଟଙ୍କ ଆଦେଶ
କଟକ ଅଫିସ, ୭।୧୨: ବ୍ଲକ୍ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଅବସର ପରେ ପେନ୍ସନ ସୁବିଧା ଯୋଗାଇଦେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଖୋର୍ଦ୍ଧା ଜିଲା ରଘୁନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅବସରପ୍ରାପ୍ତ ଲାଇବ୍ରେରିଆନ୍ ମାର୍କଣ୍ଡ ବେହେରାଙ୍କ ପକ୍ଷରୁ ରୁଜୁ କରାଯାଇଥିବା ଏହି ମାମଲାର ଶୁଣାଣି କରି…
ରାଜ୍ୟକୁ ଲୋଡ଼ା ଅଧିକ ଅଫିସର
ଭୁବନେଶ୍ୱର, ୭।୧୨: ରାଜ୍ୟରେ ଆଇନଶୃଙ୍ଖଳା ବ୍ୟାପାର ମୁଖ୍ୟତଃ ପୋଲିସ ଅଧିକାରୀଙ୍କ ଦ୍ୱାରା ପରିଚାଳନା କରାଯାଇଥାଏ। ରାଜ୍ୟରେ ଭାରତୀୟ ପୋଲିସ ସେବା(ଆଇପିଏସ୍) ଅଧିକାରୀମାନେ ଶୀର୍ଷସ୍ତରରେ ରହି ଏହାର ତଦାରଖ କରିଥାଆନ୍ତି। ସେହିପରି ମୋଟରଯାନ ଆଇନ ବ୍ୟବସ୍ଥା କାର୍ଯ୍ୟକାରୀ, ଟ୍ରାଫିକ୍ ପରିଚାଳନା, ଅପରାଧ ନିୟନ୍ତ୍ରଣ…
ସିମନବାଡ଼ି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ: ଶିକ୍ଷକ ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ
ଦାରିଙ୍ଗବାଡ଼ି,୭।୧୨(ଡି.ଏନ.ଏ)-କନ୍ଧମାଳ ଜିଲାରେ ଗତବର୍ଷ ମାଟ୍ରିକ ରେଜଲ୍ଟ ଭଲ ହୋଇ ନ ଥିଲା। ଏନେଇ ବିଭିନ୍ନ ବିଦ୍ୟାଳୟକୁ ରିପୋର୍ଟ ମଗା ଯାଇଥିଲା। ମାତ୍ର ପ୍ରମୁଖ ସମସ୍ୟା ଶିକ୍ଷକ ଅଭାବ ପ୍ରତି କେହି ଦୃଷ୍ଟି ଦେଲେନାହିଁ। ଏଭଳି ଶିକ୍ଷକ ଅଭାବ ସମସ୍ୟା ଦେଖିବାକୁ ମିଳିଛି…
Archives


