Home

କ୍ରାଫ୍ଟ ଟୁରିଜିମ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି

କେନ୍ଦୁଝର, ୭ା୧୧ (ସ୍ବ.ପ୍ର.)-ଘଟଗାଁ ବ୍ଲକ ଟେରାକୋଟା ଗ୍ରାମ ହଳଧରପୁରକୁ କ୍ରାଫ୍ଟ ଗ୍ରାମ ଭାବରେ ଅଭିବୃଦ୍ଧି କରିବା ପାଇଁ ସରକାର ଘୋଷଣା କରିଛନ୍ତି। ଏହି ଗ୍ରାମକୁ ଯିବା ପାଇଁ ଜାତୀୟରାଜପଥ ୨୦ କଡରେ ଥିବା ଟେରାକୋଟା ଗ୍ରାମ ବାଟହରିଚନ୍ଦନପୁରରେ (କଳା ଓ ସ୍ଥାପତ୍ୟ…

ଜମି କିଣିବା ନାଁରେ ୧୫ ଲକ୍ଷ ଠକେଇ; ୧୦ ବର୍ଷ ପରେ ଜମି ପାଇଲେ ମହିଳା

ଗୋପାଳପୁର,୭ା୧୧-ଜଣେ ମହିଳାଙ୍କ ନାଁରେ ଜମି କିଣିବା ପାଇଁ ସମ୍ପର୍କୀୟ ଭାଇ ମହିଳାଙ୍କଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ। ପରେ ଜମି କିଣି ସମ୍ପୃକ୍ତା ମହିଳାଙ୍କ ନାଁରେ ନ କରି ନିଜ ଭଣଜାଙ୍କ ନାଁରେ କରି ଦେଇଥିଲେ। ଏ ନେଇ ଦୀର୍ଘ ୧୦…

ଭିତ୍ତିଭୂମି ବଦଳିବା ସତ୍ତ୍ୱେ ଆସିନି ସୁଧାର

ବାଲେଶ୍ୱର ଅଫିସ,୭।୧୧- ବିଧାନସଭାର ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ୍‌ ଅଶ୍ୱିନୀ ପାତ୍ରଙ୍କ ତତ୍ତ୍ୱାବଧାନରେ ୧୨ ଜଣିଆ ଟିମ୍‌ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେମାନେ ଚିକିତ୍ସାଳୟର ଭିତ୍ତିଭୂମି ତଦାରଖ କରିବା ସହ ପ୍ରସୂତି ଓ ଶିଶୁ ବିଭାଗ ପରିଦର୍ଶନ…

ଅନିଦ୍ରା ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଅଧାକପ୍‌ ଏହି ଜୁସ୍‌…

ପ୍ରତିଦିନ ସକାଳେ ଅଧାକପ୍‌ ଗାଜର ଜୁସ୍‌ ପିଇଲେ ରାତିରେ ଭଲ ନିଦ ହେବା ସହିତ ଶରୀର ନିରୋଗ ରହିଥାଏ । ଅନିଦ୍ରା ସମସ୍ୟାରେ ଏହା ମହୌଷଧୀ ଭଳି କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଗାଜର ଜୁସ୍‌ରେ ଭିଟାମିନ୍‌ ଏ,…

ପାରମ୍ପରିକ ବାଦ୍ୟରେ ମେଲାଣି ନେଲେ ମା’ କାଳୀ

ଭଦ୍ରକ ଅଫିସ, ୭।୧୧ – ପ୍ରସିଦ୍ଧ ଭଦ୍ରକ କାଳୀପୂଜାର ବୁଧବାର ଥିଲା ଭସାଣି ଉତ୍ସବ। ଗତ ୨୭ ତାରିଖରୁ ୧୦ ଦିନ ଧରି ପୂଜା ପାଇଆସୁଥିବା ମା’ କାଳୀ ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ଓ ସାଂସ୍କୃତିକ ଶୋଭାଯାତ୍ରା ମଧ୍ୟରେ ମା’ଙ୍କୁ…

ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ଟମାଟୋ

ଶ୍ୱାସରୋଗୀଙ୍କ ପାଇଁ ଏପରି କିଛି ଖାଦ୍ୟ ନାହିଁ ଯାହା ନିଃଶ୍ୱାସପ୍ରଶ୍ୱାସକୁ ଠିକ୍‌ କରିପାରିବ। କିନ୍ତୁ କିଛି ଫଳ ଓ ପରିବା ରହିଛି ଯାହା ଶ୍ୱାସରୋଗୀଙ୍କ ଲାଗି ବିଶେଷ ଉପକାରୀ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ନାମକ ତତ୍ତ୍ୱ ରହିଛି ଯେଉଁଥିରେ ଭରପୂର ମାତ୍ରାରେ ଭିଟାମିନ୍‌…

ଲଗାତାର ୩ଟି ଛକା ମାରିଲେ ବିବାହ କରିବି, ଏହି କ୍ରିକେଟଙ୍କ ଆଗରେ ସର୍ତ୍ତ ରଖିଥିଲେ ତାଙ୍କ ଗର୍ଲଫ୍ରେଣ୍ଡ୍‌

ବଲିଉଡ୍‌ ଅଭିନେତ୍ରୀ ଶର୍ମିଳା ଟାଗୋର  ମହାନ କ୍ରିକେଟର୍‌ ନବାବ ମନସୁର ଅଲ୍ଲୀ ଖାନ ପଟୌଦିଙ୍କୁ ବିବାହ କରିଥିଲେ। ମନସୁରଙ୍କ ସହ ଶର୍ମିଳାଙ୍କ ସାକ୍ଷାତ ପ୍ରଥମେ କୋଲକତାରେ ହୋଇଥିଲା। ସେ ସମୟରେ ମନସୁର ଭାରତୀୟ କ୍ରିକେଟ ଜଗତର ଜଣେ ଟପ୍‌ ଖେଳାଳି ଥିଲେ।…

ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି: ପରୀକ୍ଷା ଫି କମାଇବା ଦାବିରେ ଆନ୍ଦୋଳନ

ବାରିପଦା ଅଫିସ,୬ା୧୧: ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ କର୍ତ୍ତୃପକ୍ଷଙ୍କ ପରିଚାଳନାଗତତ୍ରୁଟି ଯୋଗୁ କିଛି ଦିନ ହେବ ଛାତ୍ର ଆନ୍ଦୋଳନ ଲାଗି ରହିଛି। ବିଭିନ୍ନ ଦାବି ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର ବିଏଡ଼ ଓ ଏମଏଡ଼ ବିଭାଗର ଛାତ୍ରୀଛାତ୍ରମାନେ…

କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ ହୋଇଛି। ଆସନ୍ତା ୨୫ ତାରିଖରେ ନୂତନ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ନିର୍ବାଚନ…

ସହରାଞ୍ଚଳରେ ସମସ୍ତ ଗରିବଙ୍କୁ ଘର ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ପ୍ରାୟ ୫ ଲକ୍ଷ ଗୃହର ଆବଶ୍ୟକତା ରହିଛି। ହେଲେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ)ରେ ମାତ୍ର ଏକ ଲକ୍ଷ ୨୭ ହଜାରଙ୍କୁ ଘର ମିଳିଛି । ତେଣୁ…

ଶ୍ରୀମନ୍ଦିରରେ ପୋଲିସ ଭାଙ୍ଗିଲା ନିୟମ:ନୀତି ବ୍ୟାହତ

ପୁରୀ ଅଫିସ, ୬ା୧୧: ଶ୍ରୀମନ୍ଦିରରେ ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ସମୟରେ ଏହାକୁ ନିୟନ୍ତ୍ରଣ କରିବା ପୋଲିସର ଦାୟିତ୍ୱ। ହେଲେ ବାଡ଼ ଫସଲ ଖାଇବା ଭଳି ଘଟଣା ଘଟିଛି…

ସାତ ପାହାଚରେ ଗୋଡ଼ ଖସିଲା: ଶ୍ରୀମନ୍ଦିର ବୋଝିଆ ଗୁରୁତର

ପୁରୀ ଅଫିସ, ୬ା୧୧୧: ଶ୍ରୀମନ୍ଦିରରେ ବୁଧବାର ଜଣେ ବୋଝିଆ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାମ ଦୁଃଶାସନ ଜେନା (୪୫)। ସାତପାହାଚରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଅଣ୍ଟା ଓ ଆଣ୍ଠୁରେ ଗଭୀର ଆଘାତ ଲାଗିଛି। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri