Home

୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ: ସେବା ମନୋବୃତ୍ତି ନେଇ କାମ କରିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ,୬।୧୨: ଆମ୍ବପୁଆସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଶୁକ୍ରବାର ୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦକ୍ଷିଣାଞ୍ଚଳ ଆରକ୍ଷୀ ଉପ ମହାନିରୀକ୍ଷକ (ଡିଆଇଜି) ସତ୍ୟବ୍ରତ ଭୋଇ ଯୋଗଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି…

କ୍ଷେତରୁ ଖୋଳି ନେଇଗଲେ ପିଆଜ

ମଣ୍ଡସୋର: ହୁ ହୁ ହୋଇ ବଢ଼ିଚାଲିଛି ପିଆଜ ଦର। ରୋଷେଇଘରେ ସବୁଠୁ ବେଶି ଖୋଜା ପଡୁଥିବା ଏହି ଅତ୍ୟାବଶ୍ୟକ ପରିବା ୧୫୦ ଟଙ୍କା ଛୁଇଁଲାଣି। ଏପରି ସ୍ଥିତିରେ ଚୋରମାନେ ଏବେ ପିଆଜ ଉପରେ ଆଖି ପକାଇଛନ୍ତି। ପରିସ୍ଥିତି ଏପରି ହେଲାଣି ଯେ,…

ଦଶନ୍ଧିର ସବୁଠାରୁ ସେକ୍ସି ପୁରୁଷ ହ୍ରିତିକ୍‌

ନୂଆଦିଲ୍ଲୀ: ବଲିଉଡ୍‌ ହ୍ୟାଣ୍ଡସମ୍‌ ହଙ୍କ୍‌ ହ୍ରିତିକ୍‌ ରୋଶନଙ୍କ ପାଇଁ ୨୦୧୯ ଅନେକ ସଫଳତା ଆଣିଦେଇଛି। ଫିଲ୍ମ ‘ସୁପର୍‌ ୩୦’ ଏବଂ ‘ଓ୍ବାର୍‌’ ବକ୍ସ-ଅଫିସ୍‌ରେ ସୁପର୍‌ହିଟ୍‌ ହେବା ପରେ ବର୍ଷ ଶେଷରେ ହ୍ରିତିକ୍‌ ଓ ତାଙ୍କ ଫ୍ୟାନ୍‌ମାନଙ୍କୁ ମିଳିଲା ଆଉ ଏକ ଖୁସି…

ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌ ଲାଗୁ କରିବେନି ମମତା

କୋଲକାତା,୬।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର କହିଛନ୍ତି ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌(ସିଏବି) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ ଭଳି। ତେଣୁ ଆମେ ପଶ୍ଚିମବଙ୍ଗରେ ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌(ସିଏବି)କୁ ଲାଗୁ କରିବାକୁ ଦେବୁ ନାହିଁ…

ସୁନା ଚେନ୍‌ ଲୁଟେରା ସକ୍ରିୟ: ଗୋଟିଏ ଦିନରେ ଝାମ୍ପିନେଲେ ୨ ସୁନା ଚେନ୍‌

ରାୟଗଡ଼ା ଅଫିସ,୬।୧୨: ରାୟଗଡ଼ା ସହରରେ ସୁନା ଚେନ୍‌ ଲୁଟେରା ସକ୍ରିୟ ହେବାରେ ଲାଗିଛନ୍ତି। ଗୋଟିଏ ଦିନରେ ୨ଟି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସକାଳେ ଇନ୍ଦ୍ରାନଗର ୫ମ ଗଳିରେ ବୁଲୁବାଳା ବେହେରା (୫୮) ଘର ସାମ୍ନାରେ ଫୁଲ ତୋଳୁଥିବା ସମୟରେ…

ରାଷ୍ଟ୍ରପତିଙ୍କ ନିକଟକୁ ଗଲା ନିର୍ଭୟା ଅଭିଯୁକ୍ତଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୬।୧୨: ରାଜଧାନୀ ଦିଲ୍ଲୀରେ ଦୀର୍ଘ ୭ ବର୍ଷ ତଳେ ଘଟିଥିବା ବହୁଚର୍ଚ୍ଚିତ ନିର୍ଭୟା ବଳାତ୍କାର ଘଟଣାର ଏବେ ସମାଧାନ ହେବାକୁ ଯାଉଛି। ହାଇଦ୍ରାବାଦ ପରେ ନିର୍ଭୟା ଗଣବଳାତ୍କାର ଘଟଣାରେ ନ୍ୟାୟ ମିଳିବ ବୋଲି ଆଲୋଚନା ହେଉଛି। କାରଣ ଶୁକ୍ରବାର ଏହି ଘଟଣାର…

ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣାକୁ ଆଇନ୍‌ ମନ୍ତ୍ରୀଙ୍କ ସମର୍ଥନ: କହିଲେ ‘ଯାହା ହୋଇଛି ଉଚିତ୍‌ ହୋଇଛି’

ଭୁବନେଶ୍ୱର,୬।୧୨(ବ୍ୟୁରୋ): ନଭେମ୍ବର ୨୭ରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ତାଙ୍କ ମୃତଦେହକୁ ଜାଳିଦେବା ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ପୋଲିସ। ଶୁକ୍ରବାର ଏହି ଘଟଣା ଜଣାପଡ଼ିବା ପରେ ସାଧାରଣ ଜନତାଙ୍କ ସହ ବହୁ…

ହୋମ ଗାର୍ଡଙ୍କ ଭତ୍ତା ବୃଦ୍ଧି କଲେ ଉତ୍ତରାଖଣ୍ଡ ସରକାର

ଡେରାଡୁନ,୬।୧୨: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ରାଜ୍ୟରେ କାର୍ଯ୍ୟରତ ହୋମ ଗାର୍ଡଙ୍କ ଭତ୍ତା ବୃଦ୍ଧି କରିବାକୁ ଶୁକ୍ରବାର ଘୋଷଣା କରିଛନ୍ତି। ୟୁନିଫର୍ମ ସଫା କରିବାକୁ ଏବେ ସେମାନଙ୍କୁ ଅଧିକ ୫୦ ଟଙ୍କା ଓ ପୁଷ୍ଟିକର ଖାଦ୍ୟ ପାଇଁ ଅଧିକ ୧୫୦…

ହ୍ବାଟ୍‌ସଆପ୍‌ ଜରିଆରେ ପ୍ରେମରେ ପଡିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଜି ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୮ ମସିହା ଡିସେମ୍ବର ୬ରେ ସେ ସୌରାଷ୍ଟ୍ର୍ୟର ନଓ୍ବାଗାଓଁରେ ଜନ୍ମଗ୍ରହଣ କରିଥିଲେ। ଜାଡେଜାଙ୍କ ପିତା ଅନିରୁଦ୍ଧ ଏକ ପ୍ରାଇଭେଟ କମ୍ପାନୀରେ ଚୌକିଦାର ଭାବେ କାର୍ଯ୍ୟ କରୁଥିଲେ।…

ଉନ୍ନାଓ ପୀଡିତାଙ୍କ ଅବସ୍ଥା ଗୁରୁତର

ନୂଆଦିଲ୍ଲୀ,୬।୧୨: ଉତ୍ତର ପ୍ରଦେଶ ଉନ୍ନାଓର ଜଣେ ବଳାତ୍କାର ପୀଡିତା ଗୁରୁବାର କୋର୍ଟକୁ ଯାଉଥିବା ସମୟରେ ତାଙ୍କୁ ଅଭିଯୁକ୍ତମାନେ ପୋଡି ମାରି ଦେବାକୁ ଉଦ୍ୟମ କରିଥିଲେ। ପୋଲିସ ଘଟଣା ସମ୍ପର୍କରେ ଜାଣି ପୀଡିତାଙ୍କୁ ଉଦ୍ଧାର କରିବା ବେଳକୁ ତାଙ୍କ ଶରୀରର ୯୦ ପ୍ରତିଶତ…

ଆଖିକୁ ଭଲ ନ ଦିଶିବା ସତ୍ତ୍ୱେ ୭ ଘଣ୍ଟାରେ ଚଢ଼ିଲେ ୪୫୦ ଫୁଟ ଉଚ୍ଚର ପାହାଡ଼

ଏଡିନ୍‌ବର୍ଗ: ମନରେ ଦୃଢ଼ ଇଚ୍ଛାଶକ୍ତି ଆଉ ବିଶ୍ୱାସ ଥିଲେ ମଣିଷ ସବୁ ଅସମ୍ଭବ ସମ୍ଭବ କରିପାରେ। ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ବ୍ରିଟେନ୍‌ର ଜେସି ଡଫ୍ଟନ। ଯାହାଙ୍କ ଆଖିକୁ ଭଲ ଦିଶେ ନାହିଁ। କହିବାକୁ ଗଲେ ତାଙ୍କର ଆଖିକୁ ମାତ୍ର…

ନବ୍ୟାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମା’, ମାମୁଁ

ମୁମ୍ବାଇ: ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନଭେଲି ନନ୍ଦା ଶୁକ୍ରବାର ନିଜର ୨୨ତମ ଜନ୍ମଦିନ ପାଳନ କରିଛନ୍ତି। ଜନ୍ମଦିନ ଅବସରରେ ମା’ ଶ୍ୱେତା ବଚ୍ଚନ ଓ ମାମୁଁ ଅଭିଷେକ ବଚ୍ଚନ ଇନ୍‌ଷ୍ଟାଗ୍ରାମରେ ତାଙ୍କ ପାଇଁ ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖି ଶୁଭେଚ୍ଛା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri