Home

ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି ବିକାଶ ଓ ବିଜ୍ଞାନ ଶିକ୍ଷାର ଉନ୍ନତି ଲାଗି ୫୦ କୋଟି ଟଙ୍କାର ସହାୟତା…

ସିଏଏକୁ ବିରୋଧ: କେରଳ ବିଧାନସଭାରେ ପ୍ରସ୍ତାବ ପାରିତ

ଥିରୁଭାନନ୍ତପୁରମ୍‌,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ସିପିଆଇ ମେଣ୍ଟ ସରକାର ଏହାକୁ ବିରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଦ୍ୱାରା ଆଗତ ହୋଇଥିବା ଏହି ପ୍ରସ୍ତାବ ଗୃହରେ ମଙ୍ଗଳବାର ପାରିତ…

ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ନୂଆବର୍ଷ ପାଳିବେନି। ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକରେ ବ୍ୟକ୍ତିଗତ ଶୋକ ପାଳନ କରୁଥିବାରୁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ନୂଆବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସ ନ ଆସିବାକୁ ଦଳୀୟ କର୍ମୀ ଏବଂ…

ନିଜର ନାମ ପରିବର୍ତ୍ତନ କରନ୍ତୁ ପ୍ରିୟଙ୍କା: ନିରଞ୍ଜନ ଜ୍ୟୋତି

ନୂଆଦିଲ୍ଲୀ,୩୧।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦେଇଥିବା ମନ୍ତବ୍ୟ ନେଇ କେନ୍ଦ୍ରମନ୍ତ୍ରୀ ସ୍ବାଧୀ ନିରଞ୍ଜନ ଜ୍ୟୋତି କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ପ୍ରିୟଙ୍କା ଗାନ୍ଧୀ ନିଜର ନାମ ପରିବର୍ତ୍ତନ କରି ଏହାକୁ…

ଭାରତୀୟ ସେନା ଯେ କୌଣସି ଯୁଦ୍ଧ ଲଢ଼ିବାକୁ ପ୍ରସ୍ତୁତ: ରାଓ୍ବତ

ନୂଆଦିଲ୍ଲୀ,୩୧।୧୨: ଭାରତୀୟ ସେନା ଯେ କୌଣସି ଯୁଦ୍ଧ ଲଢ଼ିବାକୁ ପ୍ରସ୍ତୁତ ବୋଲି ପୂର୍ବତନ ସେନାମୁଖ୍ୟ ବିପିନ ରାଓ୍ବତ କହିଛନ୍ତି। ମଙ୍ଗଳବାର ସେନା ମୁଖ୍ୟଭାବେ ଅବସର ନେବା ପୂର୍ବରୁ ସେ ଏପରି କହିଛନ୍ତି। ନୂଆ ସେନାମୁଖ୍ୟ ଲ୍ୟୁଟ୍‌ନାଣ୍ଟ୍‌ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେଙ୍କ…

ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଲେ ମାଓବାଦୀ

ରାଞ୍ଚି,୩୧।୧୨: ଝାଡ଼ଖଣ୍ଡରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଛନ୍ତି। ଲାଟେହାର ଜିଲାର ମହୁଆ ମିଲାନ ରେଲଓ୍ବେ ଷ୍ଟେଶନ ନିକଟରେ ମାଓବାଦୀଙ୍କ ଗରିଲା ବାହିନୀ ୪ଟି ଗାଡ଼ି ନିଆଁ ଲଗାଇ ପୋଡ଼ିଦେଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ନିଆଁ…

ଭିଜିଲାନ୍ସ ଜାଲରେ ଡିଆର୍‌ଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି

ଭବାନୀପାଟଣା, ୩୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଡିଆରଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ମୁଖ୍ୟ କିରାଣି ହରପ୍ରସାଦ ଆଚାର୍ଯ୍ୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି। ଭବାନୀପାଟଣାସ୍ଥିତ ରାମନଗର ପଡା, ମନ୍ଦାରବଗିଚା ପଡା ସମେତ…

ମୋଦିଙ୍କ ସିଏଏ ସମର୍ଥନ ଅଭିଯାନକୁ ବିରୋଧ: ୨୪ ଘଣ୍ଟାରେ ୬ ଲକ୍ଷରୁ ଅଧିକ ଟୁଇଟ୍‌

ନୂଆଦିଲ୍ଲୀ,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ସମର୍ଥନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଏକ ଟୁଇଟର ଅଭିଯାନ ଆରମ୍ଭ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ଏହି ଅଭିଯାନକୁ ବିରୋଧ କରି ସୋମବାର ଏକ ଅଭିଯାନ ମଧ୍ୟ ଆରମ୍ଭ ହୋଇଥିଲା। ଇତି ମଧ୍ୟରେ ଗତ ୨୪…

ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ଏହି ଚରିତ୍ରରେ ନଜର ଆସିବେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଓ ବଲିଉଡ୍‌ ଦିବା କ୍ର଼୍ୟାଟ୍ରିନା କୈଫ ପୁଣି ଥରେ ଏକାଠି ସ୍କ୍ରିନ୍‌ ଶେୟାର କରିବାକୁ ଯାଉଛନ୍ତି। ରୋହିତ ସେଟ୍ଟୀଙ୍କ ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ଏହି ଯୋଡି ପୁଣି ଏକାଠି ନଜର ଆସିବେ। ପୂର୍ବରୁ ଦୁହେଁ…

ପ୍ଲାଷ୍ଟିକ ବୋତଲରେ ବନ୍ଦୀ ହେଲା ମଣିଷ

କୋଚି,୩୧।୧୨: ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ଉପରେ କିକି ପ୍ରଭାବ ପକାଇଥାଏ ତାକୁ ନେଇ ଏବେ ଜନ ସଚେତନତା ସୃଷ୍ଟି କରାଯାଉଛି। କେରଳର କୋଚିରେ ଏବେ ପ୍ଲାଷ୍ଟିକର ବ୍ୟବହାରକୁ ନେଇ ଏମିତି ଏକ କଳାକୃତି ପ୍ରଦର୍ଶନ କରାଯାଇଛି ଯାହା ସମସ୍ତଙ୍କ ଦୃଷ୍ଟି…

ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ: ପଶୁବଳିରେ ରକ୍ତରଞ୍ଜିତ ହେଲା ପୀଠ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ଜିଲାର ଦେଓଗାଁ ବ୍ଲକ ଖଇରଗୁରା ଓ କୁମୁରିଆରେ ମଙ୍ଗଳବାର କନ୍ଧ ସମେତ ବିଭିନ୍ନ ଆଦିବାସୀ ସମ୍ପ୍ରଦାୟର ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଶୁଲିଆ ଯାତ୍ରା ୩ ଦିନ ଧରି ଅନୁଷ୍ଠିତ ହେବ। ଯାତ୍ରାର…

ବିମାନ ଆକ୍ରମଣରେ ୧୧ ତାଲିବାନ ଆତଙ୍କବାଦୀ ମୃତ

ଶୋରାବକ,୩୧।୧୨: ଦକ୍ଷିଣ ପୂର୍ବ ଆଫଗାନିସ୍ତାନର କାନ୍ଦାହାରରେ ଥିବା ଶୋରାବକ ଜିଲାରେ ହୋଇଥିବା ପୃଥକ ପୃଥକ ବିମାନ ଆକ୍ରମଣରେ ୧୧ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଫଗାନ ସେନା ପକ୍ଷରୁ ଏହି ଆକ୍ରମଣ କରାଯାଇଛି। ସୂଚନାଯୋଗ୍ୟ, ସୋମବାର ଆଫଗାନ ପ୍ରତିରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?