Home

ଅଟକ ୫ କଶ୍ମୀରୀ ନେତା ମୁକୁଳିଲେ

ଶ୍ରୀନଗର,୩୧ା୧୨(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀର ବିଭାଜନ ଘୋଷଣା ପରେ ଅଗଷ୍ଟ ୫ରୁ ଅଟକ ଥିବା ୫ ଜଣ ରାଜନେତାଙ୍କୁ ପ୍ରଶାସନ ସୋମବାର ମୁକ୍ତ କରିଦେଇଛି। ମୁକୁଳିଥିବା ନେତାମାନେ ହେଲେ ନ୍ୟାଶନାଲ କନ୍‌ଫରେନ୍ସର ଇଶ୍‌ଫାକ୍‌ ଜବ୍ବାର, ଗୁଲାମ ନବୀ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ନିଆଁ

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯ ଲୋକକଲ୍ୟାଣ ମାର୍ଗ ବାସଭବନ କମ୍ପ୍ଲେକ୍ସରେ ସୋମବାର ସନ୍ଧ୍ୟାରେ ଛୋଟ ଧରଣର ଅଗ୍ନିକାଣ୍ଡ ହୋଇଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବାବେଳେ ଏହାକୁ ତୁରନ୍ତ ନିୟନ୍ତ୍ରଣ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଫୋନ କଲ୍‌ ପାଇ ୯ଟି ନିଆଁଲିଭା…

ଦିଲ୍ଲୀରେ ୧୧୯ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ,୩୧ା୧୨(ପି.ଟି.): ଦିଲ୍ଲୀରେ ଶୀତ ଦୀର୍ଘ ୧୧୯ ବର୍ଷର ରେକର୍ଡ ଭାଙ୍ଗିଛି। ସୋମବାରକୁ ଡିସେମ୍ବରର ସର୍ବାଧିକ ଥଣ୍ଡାଦିନ ବିବେଚିତ କରାଯାଇଛି। ସୋମବାର ଦିଲ୍ଲୀର ସର୍ବାଧିକ ତାପମାତ୍ରା ଥିଲା ମାତ୍ର ୯.୪ ଡିଗ୍ରୀ ସେଲ୍‌ସିୟସ୍‌। ୧୯୦୧ ପରେ ଏହା ଡିସେମ୍ବରର ସବୁଠୁ ଥଣ୍ଡା ଦିନ…

‘ଜିରୋ ନାଇଟ୍‌’ ପାଇଁ ପ୍ରସ୍ତୁତ ରାଜଧାନୀ: କାଉଣ୍ଟଡାଉନ୍‌ ଆରମ୍ଭ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଇଂଲିଶ୍‌ କ୍ୟାଲେଣ୍ଡର ଅନୁସାରେ ପୁରୁଣା ବର୍ଷ ଶେଷ ହୋଇ ନୂଆବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର କେଇ ଘଣ୍ଟା ବାକି ରହିଛି। ତେଣୁ ନୂଆବର୍ଷକୁ ଧୁମ୍‌ଧାମ୍‌ରେ ପାଳନ କରିବା ପାଇଁ ଏବେଠାରୁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଗଲାଣି। ବିଶେଷକରି ରାଜଧାନୀ…

ଛୋଟା ରାଜନଙ୍କୁ ହତ୍ୟା ଲାଗି ଯୋଜନା: ତିହାର ଜେଲ୍‌ରେ ସୁରକ୍ଷା ବଢ଼ିଲା

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ଅଣ୍ଡରଓ୍ବାଲର୍‌ଡ ଡନ୍‌ ତଥା ଡି-କମ୍ପାନୀ ସଦସ୍ୟ ଛୋଟା ସକିଲ ତାଙ୍କର ବିରୋଧୀ ଛୋଟା ରାଜନଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିବା ଜଣାପଡିବା ପରେ ତିହାର ଜେଲ୍‌ରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ସକିଲ ତାଙ୍କ ବସ୍‌ ଦାଉଦ୍‌ ଇବ୍ରାହିମ୍‌…

ପେଟ ସମସ୍ୟା ଦୂର କରେ ପାନମଧୁରୀ

ପାନମଧୁରୀକୁ ମାଉଥଫ୍ରେସନର୍‌ ଭାବେ ବ୍ୟବହାର କରାଯାଏ। ଏହାର ଅନେକ ଉପକାରୀ ଗୁଣ ମଧ୍ୟ ରହିଛି। ପାନ ମଧୁରୀ ଦୃଷ୍ଟିଶକ୍ତି, ହଜମ ଶକ୍ତି, କଫ ଭଳି ଶରୀରର ଅନେକ ସମସ୍ୟା ଦୂର କରିଥାଏ। ନିିୟମିତ ପାନମଧୁରୀ ଖାଇଲେ ପେଟଜନିତ ସମସ୍ୟା ଯେପରିକି ଗ୍ୟାସ୍‌,…

ଘରେ ପଶି ଯୁବକଙ୍କୁ ଗୁଳିମାଡ଼

ପାଟଣାଗଡ଼, ୩୦ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଗଙ୍ଗାସାଗର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ପଶି ମୁଖାପିନ୍ଧା ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ଆତଙ୍କ ଖେଳାଇଥିଲେ। ତାଙ୍କ ଗୁଳିମାଡ଼ରେ ଗୃହକର୍ତ୍ତା ନବୀନ ମେହେର(୪୦) ଗୁରୁତର ହୋଇଛନ୍ତି। ତାଙ୍କୁ ପାଟଣାଗଡ଼ ଡାକ୍ତରଖାନାରେ…

ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ

ଭୋଗରାଇ, ୩୦।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୃଷ୍ଣପୁର ଗ୍ରାମର ବିଶ୍ୱଜିତ୍‌ ପାଳ (୪୫) ନାମକ ମତ୍ସ୍ୟଜୀବୀଙ୍କ ସମୁଦ୍ରରେ ଅସ୍ବାଭାବକ ମୃତ୍ୟୁ ଘଟିଛି। ଏନେଇ ତାଳସାରୀ ମେରାଇନ୍‌ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୫/୧୯) ରୁଜୁ କରାଯାଇ ମୃତଦେହକୁ…

ଚାକିରି କରାଇଦେବା ନାଁରେ ଠକେଇ: ଅଭିଯୁକ୍ତ ଯୁବକ ଗିରଫ

ବସ୍ତା, ୩୦।୧୨(ସ୍ବ.ପ୍ର.)-ଫକୀରମୋହନ ମେଡ଼ିକାଲ କଲେଜ ଓ ହସ୍‌ପିଟାଲରେ ଚାକିରି କରାଇଦେବାକୁ କହି ଟଙ୍କା ଠକି ନେଇ ପଳାଉଥିବା ଜଣେ ଯୁବକ ଲୋକଙ୍କ ଦ୍ୱାରା ଧରାପଡ଼ି ଗିରଫ ହୋଇଛନ୍ତି। ଏନେଇ ପୋଲିସ ଏକ ମାମଲା (ନଂ. ୪୪୯/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜଗନ୍ନାଥ ହେରିଟେଜ କରିଡର ଚିଠା ଆର୍କିଟେକ୍‌ଚରାଲ ପ୍ଲାନ ଲୋକାର୍ପିତ, ଲୋକଙ୍କ ମତାମତ ଅନୁଯାୟୀ ହେବ ଚୂଡାନ୍ତ ପ୍ଲାନ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ଜୋର୍‌ଦାର କାର୍ଯ୍ୟକ୍ରମ ଆରମ୍ଭ କରିଦେଇଛନ୍ତି। ଏଥିପାଇଁ ମନ୍ଦିର ଚାରିପାଖରୁ ବିଭିନ୍ନ ଦୋକାନ ଏବଂ ଘରଗୁଡିକୁ ସରକାର ଉଚ୍ଛେଦ କରି ସେମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି। ସୋମବାର ଏନେଇ ଲୋକସେବା ଭବନଠାରେ…

ଇଂଲଣ୍ଡ ଦଳର ସଦ୍ୟ ଅସୁସ୍ଥ ଖେଳାଳି ସିବ୍‌ଲି

ସେଞ୍ଚୁରୀଅନ୍‌, ୩୦ା୧୨ (ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ଟୁର୍‌ରେ ଥିବା ଇଂଲଣ୍ଡ କ୍ରିକେଟ ଦଳର ଆଉ ଜଣେ ଖେଳାଳି ଓପନିଂ ବ୍ୟାଟ୍ସମ୍ୟାନ ଡୋମିନିକ୍‌ ସିବ୍‌ଲି ଅସୁସ୍ଥ ହୋଇ ପଡ଼ିଛନ୍ତି। ଦଳର ଜଣେ ମୁଖପାତ୍ର ସୋମବାର ଏକଥା ପ୍ରକାଶ କରିଛନ୍ତି। ଚଳିତ ମାସ ପ୍ରାରମ୍ଭରେ…

୧୪ ଭାରତୀୟ ଖେଳାଳିଙ୍କୁ କୋଚିଂ ଦେବେ କ୍ରାମ୍‌ନିକ୍‌

ଚେନ୍ନାଇ, ୩୦ା୧୨ (ପି.ଟି.): ବିଶ୍ୱର ଦ୍ୱିତୀୟ ସର୍ବକନିଷ୍ଠ ଗ୍ରାଣ୍ଡମାଷ୍ଟର ଡି. ଗୁକେଶ ଏବଂ ଆର. ପ୍ରଗ୍ନାନନ୍ଧାଙ୍କ ସମେତ ୧୪ଜଣ ଯୁବ ଭାରତୀୟ ଚେସ୍‌ ଖେଳାଳିଙ୍କୁ କୋଚିଂ ଦେବେ ପୂର୍ବତନ ବିଶ୍ୱଚାମ୍ପିୟନ ଭ୍ଲାଡିମିର କ୍ରାମ୍‌ନିକ। ଏଥିଲାଗି ଚେନ୍ନାଇରେ ଜାନୁୟାରୀ ୮ରୁ ଏକ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?