Home

ଜି.ଉଦୟଗିରିରେ ୭.୬ ଡିଗ୍ରୀକୁ ଖସିଲା ପାରଦ

ଜି.ଉଦୟଗିରି, ୬ା୧୨ (ଡି.ଏନ.ଏ.)- ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ୨ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି। ସର୍ବନିମ୍ନ ପାରଦ ୭.୬ ଡିଗ୍ରୀ ସେଲସିୟସକୁ ଖସିଆସିଛି ବୋଲି ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଅକ୍ଷୟ କୁମାର ସେଠୀ…

ଜିଲା ସମୀକ୍ଷା କଲେ କେନ୍ଦ୍ରୀୟ ସଚିବ:ଅନ୍‌ଲାଇନରେ ଠିକ୍‌ ତଥ୍ୟ ପ୍ରଦାନ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୬।୧୨ କେନ୍ଦ୍ର ସରକାରଙ୍କ ଅତିରିକ୍ତ ଶାସନ ସଚିବ ତଥା ଆଇଏଏସ୍‌ ଅଧିକାରୀ ଯତୀନ୍ଦ୍ରନାଥ ସ୍ବାଇଁ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଆଂକାକ୍ଷା ଜିଲା ସମ୍ପର୍କିତ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଅନୁଷ୍ଠାନ ପରିଦର୍ଶନ…

ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ସପକ୍ଷରେ ଡିଜିଟାଲ ପ୍ରଚାର

ଭୁବନେଶ୍ୱର, ୬ା୧୨ (ସ୍ପୋଟର୍‌ସ ବ୍ୟୁରୋ)-ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ପୁରସ୍କାର ପ୍ରଦାନ ଦାବି ସପକ୍ଷରେ ଅଧିକରୁ ଅଧିକ ସଂଖ୍ୟାରେ ଜନମତ ସଂଗ୍ରହ ପାଇଁ ଓହୁ ମାର୍କେଟିଂ ଏବଂ ନ୍ୟୁଜବିଟ୍‌ ମାଗାଜିନ ସହିତ ଏହାର ପ୍ରଚାର ଅଭିଯାନ ଜାରି ରଖିଛି ସିଗ୍ନେଚର…

ପ୍ରତିଦିନ ପିଅନ୍ତୁ ପାଳଙ୍ଗ ପତ୍ର ଜୁସ୍‌, ମିଳିବ ଏସବୁ ଫାଇଦା

ଶରୀରକୁ ଆବଶ୍ୟକୀୟ ପୋଷକ ତତ୍ତ୍ୱ ପାଳଙ୍ଗ ଶାଗରେ ଥାଏ। ଏଥିରେ ଭିଟାମିନ୍‌, ମିନେରାଲ୍ସ, ମ୍ୟାଗ୍ନେସିୟମ ପୋଟାସିୟମ, ଆଇରନ୍‌ ପ୍ରଚୁର ପରିମାଣରେ ଥାଏ। ପ୍ରତିଦିନ ପାଳଙ୍ଗ ଶାଗର ଜୁସ୍‌ ପିଇଲେ ହାଡ ମଜଭୁତ ହୁଏ। ଗର୍ଭବତୀ ମହିଳାଙ୍କ ପାଇଁ ପାଳଙ୍ଗ ଜୁସ୍‌ ବେଶ୍‌…

ଟି୨୦ ବିଶ୍ୱକପ୍‌ ଦଳରେ ଗୋଟିଏ ଦ୍ରୁତ ବୋଲିଂ ସ୍ଥାନ ଖାଲି ପଡ଼ିଛି: ବିରାଟ

ହାଇଦ୍ରାବାଦ୍‌, ୫।୧୨ (ପି.ଟି.)- ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ର ୭ମ ସଂସ୍କରଣ ଖେଳାଯିବ। ଏହି ପ୍ରତିଯୋଗିତା ଲାଗି ଭାରତୀୟ ଦ୍ରୁତ ବୋଲିଂ ବିଭାଗରେ କେବଳ ଗୋଟିଏ ସ୍ଥାନ ଖାଲି ରହିଛି ବୋଲି ଅଧିନାୟକ ବିରାଟ କୋହଲି ଗୁରୁବାର…

ଅର୍ଜୁନ ପୁରସ୍କାର ପ୍ରାପ୍ତ ଖେଳାଳିଙ୍କ କାର ଚୋରି

ନୂଆଦିଲ୍ଲୀ,୫ା୧୨(ପି.ଟି.)- ୩୦ ବର୍ଷୀୟ ଅର୍ଜୁନ ସମ୍ମାନପ୍ରାପ୍ତଙ୍କ କାର୍‌ ସମ୍ପର୍କୀୟଙ୍କ ଘରୁ ଚୋରି ହୋଇଯାଇଥିବା ଗୁରୁବାର ରୋହିନି ପୋଲିସ୍‌ କହିଛି। ୨୦୧୪ ଏସିଆନ ଗେମ୍ସର ରିକର୍ଭ ଦଳଗତ ତୀରନ୍ଦାଜ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ବିଜେତା ଅଭିଷେକ ବର୍ମା ଏବେ ମଡେଲ ଟାଉନରେ ରହୁଛନ୍ତି।…

ଗଞ୍ଜେଇ ବୋଝେଇ କାର ଦୁର୍ଘଟଣାଗ୍ରସ୍ତ, ଜଣେ ଗିରଫ

ସୋନପୁର,୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ବିଭିନ୍ନ ରାସ୍ତା ଦେଇ ରାଜ୍ୟ ଓ ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀମାନେ ପୋଲିସ ଓ ଅବକାରୀ ବିଭାଗର ଅଖିରେ ଧୁଳି ଦେଇ ନକଲି ନମ୍ବର ପ୍ଲେଟ ଲଗାଇ ଭିଆଇପି ଗାଡିରେ…

ନୂଆବର୍ଷରୁ ଶ୍ରୀମନ୍ଦିର ଶ୍ରଦ୍ଧାଳୁଙ୍କୁ ମିଳିବ ସ୍ବତନ୍ତ୍ର ସୁବିଧା

ପୁରୀ ଅଫିସ, ୫ା୧୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍‌କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ…

ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ରୂପ୍‌ସା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଗୁରୁବାର ସିଂଲା ଥାନାରେ ପୋଲିସ ଏକ ମାମଲା (ନଂ. ୨୧୨/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଗତ…

ମିଳିଲାନି କୁକୁର କାମୁଡା ଇଞ୍ଜେକ୍ସନ: ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମାତାପିତାଙ୍କ ଧାରଣା

ଖଇରା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୁକୁର କାମୁଡା ଇଞ୍ଜେକ୍ସନ ନ ମିଳିବାରୁ ରଘୁନାଥପୁର ଗ୍ରାମର ସୁଭଦ୍ରା ଲେଙ୍କା ତାଙ୍କ ସ୍ବାମୀ ଏବଂ ଶିଶୁପୁତ୍ର ସହ ଧାରଣାରେ ବସିଥିଲେ ।ପରେ ଦାୟିତ୍ୱରେ ଥିବା ଡାକ୍ତର ଏନୋଲା ଜଗଦେବ ତାଙ୍କୁ…

ଡ୍ରେନରୁ ମୃତ ନବଜାତ ଶିଶୁ ଉଦ୍ଧାର

ଖଇରା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପଟ ଡ୍ରେନରେ ଗୁରୁବାର ସକାଳେ ଏକ ନବଜାତ ଶିଶୁର ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଖଇରା ପୋଲିସ ଏହାକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସୋର ପଠାଇଛି । ସ୍ବାସ୍ଥ୍ୟକେନ୍ଦ୍ରରେ ଶିଶୁଟି…

କର୍ନାଟକ ଉପନିର୍ବାଚନ: ମତଦାନ ହାର ୬୦ ପ୍ରତିଶତ; ଇଭିଏମ୍‌ରେ ୧୬୫ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ବେଙ୍ଗାଲୁରୁ,୫।୧୨: କର୍ନାଟକରେ ୧୫ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ଗୁରୁବାର ଶେଷ ହୋଇଛି। ସନ୍ଧ୍ୟା ୫ଟା ସୁଦ୍ଧା ଏଠାରେ ମତଦାନ ହାର ୬୦ ପ୍ରତିଶତ ରହିଛି। ମୋଟ ୩୭ ଲକ୍ଷ ୭୮ ହଜାର ଭୋଟର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri