Home

ବିପିନ୍‌ ରାଓ୍ବତ ପ୍ରଥମ ସିଡିଏସ୍‌

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତଙ୍କ ନାମ ଘୋଷଣା କରାଯାଇଛି। ରାଓ୍ବତ ଡିସେମ୍ବର ୩୧ରେ ଅବସର ନେବେ। କ୍ୟାବିନେଟ୍‌ କମିଟି ପକ୍ଷରୁ ତାଙ୍କ ସିଡିଏସ୍‌ ପଦବୀ…

ଲାଞ୍ଚ ନେଇ ଧରାପଡ଼ିଲେ ଆଇଏଏସ୍‌ ଅଫିସର

ଭୁବନେଶ୍ୱର, ୩୦ା୧୨(ବ୍ୟୁରୋ)- ଲାଞ୍ଚ ନେଇ ଧରାପଡ଼ିଛନ୍ତି ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ। ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ବିଜୟ କେତନ ୧ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ…

ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ଡାକ୍ତରଙ୍କ ନୂଆ ପଦକ୍ଷେପ

ବ୍ରିଟେନ୍‌: ବିଜ୍ଞାନର ଅଗ୍ରଗତି ଯୋଗୁ ପ୍ରତିଦିନ କିଛି ନା କିଛି ନୂଆ ନୂଆ ଉଦ୍ଭାବନ କରାଯାଉଛି। ଯଦ୍ଦ୍ବାରା ଅସାଧ୍ୟ କାମ ମଧ୍ୟ ସହଜରେ ସାଧନ ହୋଇପାରୁଛି। ଗର୍ଭବତୀମାନଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ବ୍ରିଟେନ୍‌ର ଡାକ୍ତରମାନେ ଗବେଷଣା କରି ଏକ ସିଦ୍ଧାନ୍ତରେ ଉପନୀତ…

ଫୁଟଫାଥ୍‌ରେ ଜୀବନ ବିତାଉଥିବା ହକି ଖେଳାଳିଙ୍କୁ ସହାୟତାର ହାତ ବଢ଼ାଇଲେ ରିଜିଜୁ,ଅମିତାଭ

ନୂଆଦିଲ୍ଲୀ,୩୦।୧୨: କେବେ ଭାରତୀୟ ଟିମ୍‌ ପାଇଁ ହକି ଖେଳୁଥିବା ଏହି ଖେଳାଳିଙ୍କ ଜୀବନ ଏବେ ବିତୁଛି ରାସ୍ତାକଡ଼ରେ। ଥଣ୍ଡା କାକରରେ ଦିଲ୍ଲୀର ଫୁଟପାଥରେ ଏହି ପୂର୍ବତନ ଖେଳାଳି ନିଜର ଜୀବନ କାଟୁଛନ୍ତି। ସୋସିଆଲ ମିଡିଆରେ ତାଙ୍କର କାହାଣୀ ସାମ୍ନାକୁ ଆସିବା ପରେ…

ବିବାହରେ କନ୍ୟାଙ୍କୁ ଏକ ତୋଳା ସୁନା ଉପହାର ଦେବେ ଆସାମ ସରକାର: ଜାନୁଆରୀ ୧ରୁ ଯୋଜନା ହେବ ଲାଗୁ

ଗୁଆହାଟୀ,୩୦।୧୨: ଆସାମରେ ୧ ଜାନୁୟାରୀଠାରୁ ସରକାର ଏକ ନୂଆ ଯୋଜନା ଲାଗୁ କରିବାକୁ ଯାଉଛନ୍ତି। ଏହି ଯୋଜନା ଅନ୍ତର୍ଗତ ବିବାହରେ ସରକାର ପ୍ରତି କନ୍ୟାଙ୍କୁ ଏକ ତୋଳା ବା ୧୦ ଗ୍ରାମ୍‌ ସୁନା ଉପହାର ଦେବେ। ଏଥିପାଇଁ କନ୍ୟା ୧୦ମ ପର୍ଯ୍ୟନ୍ତ…

ଯୁବତୀଙ୍କୁ ପ୍ରତାରଣା: ସରପଞ୍ଚ ଗିରଫ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବୌଦ୍ଧ ଜିଲା ମୁଣ୍ଡିପଦର ସରପଞ୍ଚ ଅନ୍ତର୍ଯାମୀ ସାହୁଙ୍କୁ ଚନ୍ଦ୍ରଶେଖରପୁର ପୋଲିସ ସୋମବାର ଗିରଫ କରିଛି। ଜଣେ ଯୁବତୀଙ୍କୁ ପ୍ରତାରଣା ଦେଇଥିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଡମଣା ଅଞ୍ଚଳରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଅନୁଯାୟୀ, ଅନ୍ତର୍ଯାମୀ…

ଭାରତ ଛାଡ଼ି ପଳାଉଥିବା ୩୫୦ ବାଂଲାଦେଶୀ ଗିରଫ

ଢ଼ାକା,୩୦।୧୨: ସିଏଏ ଲାଗୁ ହେବା ପରେ ଭାରତ-ବାଂଲାଦେଶ ସୀମାରେ ବାସ କରୁଥିବା କେତେକ ଲୋକ ଭୟରେ ବାସ ସ୍ଥାନ ଛାଡ଼ିଛନ୍ତି। ଇତିମଧ୍ୟରେ ବାଂଲାଦେଶରେ ଅନୁପ୍ରବେଶ କରୁଥିବା ୩୫୦ ଜଣଙ୍କୁ ଗିରଫ କରାଯାଇଛି। ଏସମ୍ପର୍କରେ ବାଂଲାଦେଶ ସୀମା ସୁରକ୍ଷା ବାହିନୀ ପକ୍ଷରୁ ସୂଚନା…

ଆରପାରିରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆଙ୍କ ପରଲୋକ ଘଟିଛି। ସୋମବାର ଭୋର ୩ଟା ସମୟରେ ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।…

ଦଶନ୍ଧିର ଓ୍ବିସ୍‌ଡେନ ଟି୨୦ ଦଳରେ କୋହଲି, ବୁମ୍‌ରା

ଲଣ୍ଡନ, ୩୦।୧୨(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଦଶନ୍ଧିର ଓ୍ବିସ୍‌ଡେନ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ତେବେ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଅନ୍ୟ କୌଣସି ଭାରତୀୟ ଖେଳାଳି ଏହି ଦଳରେ ସ୍ଥାନ ପାଇ…

ଅଜିତ ପାଓ୍ବରଙ୍କୁ ମିଳିଲା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ

ମୁମ୍ବାଇ,୩୦।୧୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସମୟରେ ମୋଟ ୩୬ଜଣଙ୍କୁ ମନ୍ତ୍ରୀ ପଦ ମିଳିଛି। ସୂଚନାଯୋଗ୍ୟ, ନଭେମ୍ବର ୨୮ରେ ମହାରାଷ୍ଟ୍ରରେ ଶିବସେନା,…

ପାକିସ୍ତାନର ଏହି କ୍ରିକେଟର କହିଲେ ‘ଜୟ ଶ୍ରୀରାମ’

ଇସ୍‌ଲାମାବାଦ, ୩୦।୧୨: ହିନ୍ଦୁ ହୋଇଥିବାରୁ ପୂର୍ବତନ ପାକିସ୍ତାନ ଖେଳାଳି ଡାନିସ କନେରିଆଙ୍କୁ ଜାତୀୟ କ୍ରିକେଟ ଟିମରେ ବିରୋଧ କରାଯାଉଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏବେ ଡାନିସ୍‌ ନିଜ ୟୁଟ୍ୟୁବ୍‌ ଚ୍ୟାନେଲରେ ଏକ ଭିଡିଓ…

ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ କରାଯାଉ: ତାରାପ୍ରସାଦ ବାହିନୀପତି

ଗୁଣପୁର, ୩୦।୧୨(ଡି.ଏନ.ଏ)- ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ଦୁର୍ଘଟଣାରେ ମୁତ୍ୟୁ ହୋଇଥିଲା l ଗୁଣପୁର ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ଦୁର୍ଘଟଣାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ ତାରାପ୍ରସାଦ ବାହିନୀପତି। ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?