Home

ହରିୟାଣା ନିର୍ବାଚନ: ଭାଜପାର ଷ୍ଟାର ପ୍ରଚାରକଙ୍କ ତାଲିକାରେ ମୋଦି, ଅମିତ ଶାହ

ଚଣ୍ଡିଗଡ଼,୪।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୪୦ଜଣ ଷ୍ଟାର ପ୍ରଚାରକଙ୍କ ନାମ ରହିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଭାଜପାର କାର୍ଯ୍ୟକାରୀ…

ନାମାଙ୍କନ ପତ୍ର ଦାଖଲ କଲେ ଫଡନବିସ

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଶୁକ୍ରବାର ନାଗପୁର ଦକ୍ଷିଣ-ପଶ୍ଚିମ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାଗପୁରରେ ଫଡନବିସ ଏକ ରୋଡ ଶୋ’ କରି ନାମାଙ୍କନ ଦାଖଲ କରିଥିଲେ। ଏହା ପୂର୍ବରୁ ଫଡନବିସ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ…

ରଣବୀର ସିଂଙ୍କୁ ଦେଖି କାନ୍ଦିଲେ ଶିଶୁ

ବଲିଉଡ୍‌ ଅଭିନେତା ରଣବୀର ସିଂ ସର୍ବଦା ନିଜ ଫ୍ୟାଶନ୍‌କୁ ନେଇ ଚର୍ଚ୍ଚାରେ ଥାନ୍ତି। ସେ ଫ୍ୟାଶନ ଶୋ’ ହେଉ କିମ୍ବା ରେଡ୍‌ କାର୍ପେଟ୍‌ ତାଙ୍କୁ ସବୁବେଳେ ରଙ୍ଗବେରଙ୍ଗର ଡ୍ରେସ୍‌ ପରିଧାନ କରିଥିବାର ଦେଖାଯାଏ। ନିକଟରେ ରଣବୀର୍‌ ନିଜ ଆଗାମୀ ଫିଲ୍ମ ‘୮୩’ର…

ଭୁବନେଶ୍ୱରରୁ ବଢ଼ିବ ଘରୋଇ ବିମାନ ସେବା, ବଦଳିଲା ଏୟାର ଏସିଆ ସମୟ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆସନ୍ତା ୨୮ ତାରିଖରୁ ଭୁବନେଶ୍ୱରରୁ ବାଙ୍ଗାଲୋରକୁ ଦୁଇଟି ଏୟାର ଏସିଆ ବିମାନ ଉଡିବ। ସେହିଭଳି ହ୍ରାଇଦ୍ରାବାଦ ଏବଂ କୋଲକାତାକୁ ଗୋଟିଏ ଲେଖାଏ ନୂଆ ବିମାନ ଉଡିବା ନେଇ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା…

ଭତ୍ତା ବଣ୍ଟନରେ ଅନିୟମିତତା ଅଭିଯୋଗ: ଖଇରା ବ୍ଲକ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଖଇରା,୪।୧୦(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଓ ଭତ୍ତା ବଣ୍ଟନରେ ଅନିୟମିୟତା ଅଭିଯୋଗରେ ଭିଜିଲାନ୍ସ ଡିଏସ୍‌ପି ଏସ୍‌. କେ. ସାମନ୍ତରାୟ ଓ ଇନ୍ସପେକ୍ଟର ଏସ୍‌ ହେମ୍ବ୍ରମଙ୍କ ନେତୃତ୍ୱରେ ତିନି…

ପାରିବାରିକ କଳହ: ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଜୀବନ ହାରିଲେ ସ୍ବାମୀ

ଖୋର୍ଦ୍ଧା ଅଫିସ, ୪।୧୦: ଖୋର୍ଦ୍ଧା ଜିଲା ବାଣପୁର ଥାନା ନଇରି ପଞ୍ଚାୟତ ସାନ-ନଇରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ସ୍ବାମୀ ବେକରେ ରଶି ଲଗାଇ ଜୀବନ ହାରିଛନ୍ତି। ମୃତକଦ୍ୱୟ ହେଲେ ସନା ସାହୁ ଓ…

ଏଣିକି ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ୩୦ ସେକେଣ୍ଡରେ ମିଳିବ ୫୦ହଜାର ଋଣ: ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଏଣିକି ଏସ୍‌ଏଚ୍‌ଜି ଗ୍ରୁପ୍‌ମାନଙ୍କୁ ୩୦ ସେକେଣ୍ଡରେ ୫୦ହଜାର ଟଙ୍କାର ଋଣ ମିଳିବ। କେବଳ ସେତିକି ନୁହେଁ ୫୯ ମିନିଟ୍‌ରେ ୧ କୋଟି ପର୍ଯ୍ୟନ୍ତ ଋଣ ମିଳିପାରିବ। ଶୁକ୍ରବାର ରାଷ୍ଟ୍ରାୟାତ ବ୍ୟାଙ୍କର ସମ୍ପର୍କକୁ ନେଇ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଏବଂ…

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଭିଡିଓ ଜାରି କଲା ଭାରତୀୟ ବାୟୁସେନା

ନୂଆଦିଲ୍ଲୀ,୪।୧୦: ଭାରତୀୟ ବାୟୁସେନା ପକ୍ଷରୁ ଶୁକ୍ରବାର ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଏକ ଭିଡିଓ ଜାରି କରାଯାଇଛି। ଏହି ଭିଡିଓରେ ବାଲାକୋଟରେ ଏୟାର ଷ୍ଟ୍ରାଇକ୍‌ର ପ୍ରସ୍ତୃତି ଓ ଆତଙ୍କବାଦୀ କ୍ୟାମ୍ପକୁ ଧ୍ୱସଂବିଧ୍ୱସ୍ତ କରାଯାଇଥିବା ଦେଖିବାକୁ ମିଳିଛି। ଗତ ଏକ ବର୍ଷରେ ଭାରତୀୟ ବାୟୁସେନା…

ରହସ୍ୟମୟ ସ୍ଥାନ : ଏଠାକୁ ଆସିଥା’ନ୍ତି ପ୍ରେତଲୋକ

ଆତ୍ମା ଏବଂ ପ୍ରେତାତ୍ମା ସହିତ ଜଡ଼ିତ କିଛି କାହାଣୀ ନିଶ୍ଚିତ ପରିବାରର ବଡ଼ ସଦସ୍ୟମାନଙ୍କଠାରୁ ଶୁଣିଥିବେ। ଏହି କଥାକୁ କିଛି ଲୋକ ବିଶ୍ୱାସ କରୁଥିବାବେଳେ ଆଉ କେହି ଅନ୍ଧବିଶ୍ୱାସ ବୋଲି କହିଥାନ୍ତି। ମଣିଷର ମୃତ୍ୟୁଘଟିଲେ ସେ ପରଲୋକ ଗମନ କରିଥାଏ ।…

ଚଣ୍ଡିଗଡ଼ରେ ୨୧ ଫୁଟ ଉଚ୍ଚର ରାବଣ

ଚଣ୍ଡିଗଡ଼,୪।୧୦: ସମଗ୍ର ଦେଶରେ ଦୁର୍ଗାପୂଜା ପାଳନ କରାଯାଉଥିବା ବେଳେ ଶୁକ୍ରବାର ଷଷ୍ଠୀ ହୋଇଥିବାରୁ ବିଭିନ୍ନ ମଣ୍ଡପ ଗୁଡିକରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ଦଶହାର ଅକ୍ଟୋବର ୮ରେ ପାଳନ ହେବ। ଏଥିପାଇଁ ଆୟୋଜକମାନେ ବହୁ ଆଡ଼ମ୍ବରରେ ଆୟୋଜନ କରିଛନ୍ତି। ଚଳିତ…

ଡିନ୍‌ ଏଲଗାରଙ୍କ ଶତକ

ବିଶାଖାପାଟଣା,୪।୧୦: ଓ୍ବାଇ.ଏସ ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଭାରତ ବିପକ୍ଷରେ ଶତକ ହାସଲ କରିଛନ୍ତି ଦକ୍ଷିଣ ଆଫ୍ରିକାର ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ଡିନ୍‌ ଏଲଗାର। ଛକା ମାରି ସେ ନିଜ କ୍ୟାରିୟର ୧୨ତମ ଶତକ ଅର୍ଜନ କରିଥିଲେ। ଦ୍ୱିତୀୟ ଦିନ…

ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ କରାଯାଇଛି। ଏଥିସହ ହବିଷ୍ୟାଳିମାନଙ୍କୁ ମହାପ୍ରସାଦ ଯୋଗାଣ ନିମନ୍ତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri