ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟଙ୍କ ଉଦ୍ବେଗ: ୩ ରାଜ୍ୟର ମୁଖ୍ୟ ସଚିବଙ୍କୁ ସମନ
ନୂଆଦିଲ୍ଲୀ,୫ା୧୧(ଆଇଏଏନ୍ଏସ୍): ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍ସିଆର୍)ରେ ଉତ୍କଟ ବାୟୁ ପ୍ରଦୂଷଣକୁ ନେଇ ସୋମବାର ସୁପ୍ରିମକୋର୍ଟ ଉଦ୍ବେଗ ପ୍ରକାଶ କରିବା ସହ ଏକାଧିକ ନିର୍ଦ୍ଦେଶ ଜାରି କରିଛନ୍ତି। ପ୍ରଦୂଷଣ ରୋକିବା ଦିଗରେ କେନ୍ଦ୍ର ଓ ରାଜ୍ୟ ସରକାର ପଦକ୍ଷେପ ନେବାରେ…
ଶ୍ରୀମନ୍ଦିର ସଂସ୍କାର ମାମଲା: ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତିକାଳୀନ ରାୟ ; ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତ କର
ନୂଆଦିଲ୍ଲୀ,୫ା୧୧(ସ୍ବ.ପ୍ର.): ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଓ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ମଧ୍ୟବର୍ତ୍ତିକାଳୀନ ରାୟ ସୋମବାର ପ୍ରକାଶ ପାଇଛି। ଜଷ୍ଟିସ ଅରୁଣ ମିଶ୍ର, ଏମ୍.ଆର. ଶାହ ଏବଂ ଏସ୍. ରବୀନ୍ଦ୍ର ଭଟ୍ଟଙ୍କୁ ନେଇ…
ଉଗ୍ରବାଦ ଦମନରେ ମ୍ୟାନ୍ମାରର ସହଯୋଗ ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ
ବ୍ୟାଙ୍କକ୍,୫ା୧୧: ଆସିଆନ ସମ୍ମିଳନୀରେ ଯୋଗଦେବା ଲାଗି ଥାଇଲାଣ୍ଡ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମ୍ୟାନ୍ମାର ଷ୍ଟେଟ୍ କାଉନସିଲର ଅଙ୍ଗ୍ ସାନ୍ ସୁ କୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧିରେ ସ୍ଥିର ଓ ଶାନ୍ତିପୂର୍ଣ୍ଣ ସୀମା ଗୁରୁତ୍ୱପୂର୍ଣ୍ଣ…
ଜଳପରି ହେବା ପାଇଁ ଏମାନେ ଖର୍ଚ୍ଚ କରିଛନ୍ତି ଲକ୍ଷାଧିକ ଟଙ୍କା
ନିଜର ସୌକ ପୂରଣ କରିବାକୁ ଯାଇ ଅଷ୍ଟ୍ରେଲିଆର ଜେସିକା ବେଲେ ଓ ଅମୋଲିୟା ଲାସେଟର ଖର୍ଚ୍ଚ କରିଛନ୍ତି ଲକ୍ଷାଧିକ ଟଙ୍କା। ଏମାନେ ଜଳପରି ଭାବେ ନିଜକୁ ସଜାଇବା ପାଇଁ ଏମିତି କରିଥିବା କହିଛନ୍ତି। ସବୁବେଳେ ଡିଜନି ଚ୍ୟାନେଲ ଦେଖି ଏମାନେ ଜଳପରି…
ଡାଇବେଟିସ୍ ପାଇଁ କଞ୍ଚାଲଙ୍କା
କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ ସାମିଲ କରୁଥିବା ଦେଖାଯାଏ। ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ନିକଟରେ ଏକ ଗବେଷଣାରୁ…
ଟାଟା ଗ୍ରୁପ ଅଧୀନକୁ ଆସିପାରେ ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୫-୧୧: ଟାଟା ଗ୍ରୁପ ନିକଟକୁ ଏୟାର ଇଣ୍ଡିଆର ପରିଚାଳନା ଭାର ଫେରିପାରେ। ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ବର୍ତ୍ତମାନ କ୍ଷତିରେ ଚାଲିଥିବା ବେଳେ ଏହାର ୧୦୦% ଅଂଶଧନ ବିକ୍ରି ଲାଗି ସରକାର ଯୋଜନା ରଖିଛନ୍ତି। ଏହି ବିମାନ କମ୍ପାନୀକୁ କିଣିବା ନେଇ ଟାଟା…
ଏସିଡିଟିରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧା ଗ୍ଲାସେ…
ସକାଳେ ଜିରା ମିଶା ଗୁଡ଼ପାଣି ପିଇଲେ ବହୁ ଉପକାର ହୋଇଥାଏ। ଏହା ଦ୍ୱାରା ପାଚନକ୍ରିୟା ସ୍ବାଭାବିକ ହେବା ସହିତ ରକ୍ତହୀନତାରୁ ମୁକ୍ତି ମିଳେ। ଏହା କୋଲେଷ୍ଟରଲସ୍ତର ନିୟନ୍ତ୍ରିତ କରି ହାର୍ଟ ଆଟାକ୍ରୁ ମୁକ୍ତି ଦେଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଖାଦ୍ୟ…
ପୋକତୁଙ୍ଗା ହାଇସ୍କୁଲରେ ପ୍ରଥମ କରି ଲାଗିଲା ସିସି କ୍ୟାମେରା
ବନ୍ତଳା,୫।୧୧(ଡି.ଏନ.ଏ.) ବିଭିନ୍ନ ସମୟରେ ବିଦ୍ୟାଳୟରେ ଲୋକମାନଙ୍କ ଅବାଧ ପ୍ରବେଶ, ଚୋରି, ପାଠପଢାରେ ଅବହେଳା ରୋକିବା ଦିଗରେ ଠୋସ ପଦକ୍ଷେପ ନେଇଛି ଅନୁଗୋଳ ଶିକ୍ଷା ପରିଚାଳନା ଉନ୍ନୟନ କମିଟି। ଜିଲାରେ ପ୍ରଥମ କରି ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ହାଇସ୍କୁଲରେ ଶିକ୍ଷା ପରିଚାଳନା…
ସ୍ମିଥ୍ଙ୍କ ଦ୍ୱିତୀୟ ବିବାହ
କେପ୍ଟାଉନ, ୫।୧୧- ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ଗ୍ରାଏମ ସ୍ମିଥ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରୋମି ଲାନଫ୍ରାନ୍ସିଙ୍କ ସହ ସ୍ମିଥଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହ ବେଳର ଫଟୋକୁ ସ୍ମିଥ୍ ନିଜ ଟୁଇଟର୍ ପୃଷ୍ଠାରେ ଶେୟାର କରି…
ଜରି ତଳେ ଜୀବନ
ଜଳେଶ୍ୱର, ୫।୧୧(ରବି ନାରାୟଣ ପାତ୍ର)-ଆର୍ଥିକ ଅନଗ୍ରସର ଲୋକଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ସମସ୍ତଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। ଏପରି କି ମୁଣ୍ଡ…
‘ଜୀବନରେ ଶାନ୍ତି ଆଣେ ସଙ୍ଗୀତ’
ରେମୁଣା, ୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣାସ୍ଥିତ କ୍ଷୀରଚୋରା ସଂଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ରବିବାର ସନ୍ଧ୍ୟାରେ ରେମୁଣା ମନ୍ଦିର ଛକ ନିକଟରେ ଅନୁଷ୍ଠିତ ହୋଇଛି ା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସମାରୋହକୁ ଉଦ୍ଘାଟନ କରି ସଂଗୀତ ମଣିଷ ଜୀବନରେ ଶାନ୍ତି…
ଅର୍ଶ ରୋଗୀଙ୍କ ପାଇଁ ଉପକାରୀ ପାଚିଲା ଅମୃତଭଣ୍ଡା
ପାଚିଲା ଅମୃତଭଣ୍ଡା ଭିଟାମିନ୍ ଏ ଏବଂ ବି ର ଗୁଣରେ ଭରପୂର। ଏହାକୁ ଖାଇବା ସହିତ ସ୍କିନ୍ର ଯତ୍ନ ପାଇଁ ମଧ୍ୟ ବ୍ୟବହାର କରାଯାଏ। କଞ୍ଚା ଅମୃତଭଣ୍ଡାକୁ ତରକାରୀ କରାଯାଏ। ପାଚିଲା ଅମୃତଭଣ୍ଡାକୁ ଫଳ ଭାବରେ ଖିଆଯାଏ। ଏହା ସହିତ ଏହାକୁ…
Archives


