Home

ପୁଣି ଏକାଠି ନଜର ଆସିବେ ରଣବୀର କପୁର, ଦୀପିକା

ଦିନଥିଲା ଅଭିନେତା ରଣବୀର କପୁର ଏବଂ ଦୀପିକା ପାଦ୍ୟୁକୋନଙ୍କ ପ୍ରେମ ସମ୍ପର୍କକୁ ନେଇ ଇଣ୍ଡଷ୍ଟ୍ରୀରେ ଖୁବ୍‌ ଚର୍ଚ୍ଚା ହେଉଥିଲା। ଏପରିକି ଉଭୟେ ଲିଭ୍‌ ଇନ୍‌ରେ ରହୁଥିବା କଥା ସ୍ବୀକାର ମଧ୍ୟ କରିଥିଲେ। କିନ୍ତୁ କ’ଣ ହେଲା କେଜାଣି କିଛିଦିନ ପରେ ଉଭୟ…

ଆତ୍ମହତ୍ୟା କଲେ ଯୁବକ

ଆରଡି, ୫।୧୨, (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ଖଟୁଆ ପାଟଣା ଗାଁର ଚିନ୍ତାମଣି ମୁଦୁଲି (୨୩) ବୁଧବାର ସନ୍ଧ୍ୟାରେ ଆତ୍ମହତ୍ୟା କରିଛନ୍ତି। ଘରଠାରୁ କିଛି ଦୂରରେ ଥିବା ଏକ ବିଲ ନିକଟସ୍ଥ ବରଗଛରେ ସେ ଦଉଡି ଦେଇ ଆତ୍ମହତ୍ୟା…

ପର୍ଲ ହାର୍ବର ଗୁଳିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ଭାରତୀୟ ବାୟୁସେନା ମୁଖ୍ୟ

ଓ୍ବାଶିଂଟନ,୫।୧୨: ଆମେରିକାର ହାଓ୍ବାଇ ନିକଟରେ ଗୁରୁବାର ହୋଇଥିବା ଗୁଳିକାଣ୍ଡରେ ସେଠାରେ ଉପସ୍ଥିତ ଥିବା ଭାରତୀୟ ବାୟୁସେନା ମୁଖ୍ୟ ଆର୍‌କେଏସ୍‌ ଭଦୌରିଆ ଓ ତାଙ୍କ ଟିମ୍‌ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି। ସେଠାରେ ଏକ ସମ୍ମିଳନୀରେ ଯୋଗ ଦେବାକୁ ଭଦୌରିଆ ପହଞ୍ଚିଥିଲେ।…

ରେକର୍ଡ ଭାଙ୍ଗିଲା ପିଆଜ ଦର: ଛତ୍ରବଜାରରେ ୧୪୦ ଛୁଇଁଲା

କଟକ ଅଫିସ୍‌,୫।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ଦେଶର ଅଧିକାଂଶ ସ୍ଥାନରେ ପିଆଜ ଦର କିଲୋ ପିଛା ୧୫୦ ଟଙ୍କାରେ ପହଞ୍ଚିଛି। ଗଲା କିଛି ଦିନ ଧରି ପିଆଜର…

ଏହି ପ୍ରସିଦ୍ଧ କ୍ରିକେଟରଙ୍କ ପରଲୋକ

ଲଣ୍ଡନ,୫।୧୨: ଇଂଲଣ୍ଡର ପ୍ରସିଦ୍ଧ କ୍ରିକେଟର ବବ୍‌ ଓ୍ବିଲ୍ସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ସେ ଅନେକ ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ୧୯୭୧ରେ ଅଷ୍ଟ୍ରେଲିଆ ବିପକ୍ଷରେ ସିଡନୀରେ ସେ ଅନ୍ତର୍ଜାତୀୟ କ୍ରିକେଟ…

୪ଜଣଙ୍କୁ ବଞ୍ଚାଇଥିବା ଟ୍ରାଫିକ୍‌ କନ୍‌ଷ୍ଟେବଳ ପୁରସ୍କୃତ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ୪ଜଣଙ୍କ ଜୀବନ ବଞ୍ଚାଇଥିବା ଜଣେ ଟ୍ରାଫିକ କନ୍‌ଷ୍ଟେବଳଙ୍କୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପୁରସ୍କୃତ କରିଛନ୍ତି। କନ୍‌ଷ୍ଟେବଳ ଜଣକ ହେଲେ ଲଳିତ ମୋହନ ରାଉତ। ଗତ ୩୦ ତାରିଖ ରାତି ସାଢେ ୮ଟାବେଳେ ଲଳିତ କଟକ ଶିଖରପୁର ଟ୍ରାଫିକ ପୋଷ୍ଟରେ…

‘କାଜି’ ପଦବୀରୁ କାଜିବଜାର

କଟକ ଅଫିସ, ୫ା୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ଏହି ଐତିହାସିକ ସହରରେ ଶହେ ବଜାର ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳ ଧରି ରହିଆସିଛି। ଏହି ପ୍ରାଚୀନ…

ଡ୍ରାଇଭରଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁକଲା ପୋଲିସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାରସ୍ଥିତ ଏକ ଆପାର୍ଟମେଣ୍ଟ ନିକଟ ପାଚେରୀ କଡ଼ରୁ ସନ୍ଦେହଜନକ ଅବସ୍ଥାରେ ଜଣେ କାର୍‌ ଡ୍ରାଇଭରଙ୍କ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଥିଲା। ମୃତକ ଜଣକ ହେଲେ ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ସୁନୀଲ୍‌ ସେଠୀ। ପ୍ରାଥମିକ…

ପ୍ରହଲ୍ଲାଦ ନାଟକର ଶାସ୍ତ୍ରୀୟ ଉପସ୍ଥାପନାରେ ଦର୍ଶକ ମନ୍ତ୍ରମୁଗ୍ଧ

କୋଣାର୍କ,୫ା୧୨(ଡି.ଏନ.ଏ.): ସୂର୍ଯ୍ୟମନ୍ଦିର ପାଦଦେଶ ମୁକ୍ତାକାଶ ରଙ୍ଗମଞ୍ଚରେ ଚାଲିଥିବା କୋଣାର୍କ ଉତ୍ସବର ଚତୁର୍ଥ ସାରେ କଳାକାରମାନେ କୁଚିପୁଡ଼ି ଓ ଓଡ଼ିଶୀରେ ଦେଶଭକ୍ତି ଓ ପୁରାଣର ପ୍ରସଙ୍ଗ ନିଖୁଣ ଉପସ୍ଥାପନ କରିଥିଲେ। ସାର ପ୍ରଥମ ପ୍ରସ୍ତୁତି ଥିଲା କୁଚୁପୁଡ଼ି ଶାସ୍ତ୍ରୀୟ ନୃତ୍ୟରେ ଭାରତ-ଭାରତୀ। ସୁପ୍ରସିଦ୍ଧ…

କର୍ନାଟକର ୧୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ବେଙ୍ଗାଲୁରୁ,୫।୧୨: କର୍ନାଟକର ୧୫ ବିଧାନସଭା ଆସନ ପାଇଁ ଗୁରୁବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହାର ଫଳାଫଳ ୯ ତାରିଖରେ ପ୍ରକାଶ ପାଇବ। କଂଗ୍ରେସ ଓ ଜେଡି(ଏସ୍‌) ମେଣ୍ଟର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ଗତ ଜୁଲାଇରେ ବିଧାନସଭାରୁ…

ସ୍ମାର୍ଟ ସିଟିରେ ଡିଜିଟାଲ କିଓସ୍କ: ଗୋଟିଏ ସ୍ଥାନରେ ଏକାଧିକ ନାଗରିକ ସେବା

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): ରାଜଧାନୀରେ ନାଗରିକଙ୍କୁ ଗୋଟିଏ ସ୍ଥାନରେ ସମସ୍ତ ସେବା ଯୋଗାଇ ଦେବାକୁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ (ବିଏସ୍‌ସିଏଲ) ପକ୍ଷରୁ ସହରର ୭୫ଟି ସ୍ଥାନରେ ସ୍ଥାପନ ହେବ ଡିଜିଟାଲ କିଓସ୍କ। ଜନଗହଳିପୂର୍ଣ୍ଣ ପ୍ରମୁଖ ସ୍ଥାନରେ ୨୫ଟି ଓ ବିଭିନ୍ନ…

ବିଓଆଇର ‘ହର ଘର ଦସ୍ତକ’ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୫ା୧୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ହରଘର ଦସ୍ତକ ଅଭିଯାନ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମକୁ ବ୍ୟାଙ୍କର ମହାପ୍ରବନ୍ଧକ ଅଜିତ କୁମାର ମିଶ୍ର, ଆଞ୍ଚଳିକ ପ୍ରବନ୍ଧକ ଓ୍ବାଇ.ଏନ୍‌.ଦ୍ୱିବେଦୀ, ଉପଆଞ୍ଚଳିକ ପ୍ରବନ୍ଧକ ଭାରତ ବରାଡ, ରିକଭରୀ ବିଭାଗର ବିମଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri