Home

ଅବସର ନେବ ବାୟୁସେନା ଯୁଦ୍ଧ ବିମାନ ମିଗ-୨୭

ନୂଆଦିଲ୍ଲୀ,୪।୧୧: ଦୀର୍ଘ ୩୫ ବର୍ଷ ଧରି ଭାରତୀୟ ବାୟୁସେନାକୁ ସେବା ଯୋଗାଇ ଆସୁଥିବା ଯୁଦ୍ଧ ବିମାନ ମିଗ୍‌-୨୭କୁ ଆଗାମୀ ଡିସେମ୍ବର ୩୧ ତାରିଖରୁ କାର୍ଯ୍ୟରୁ ନିବୃତ୍ତ କରାଯିବ। ଯୋଧପୁର ଯୁଦ୍ଧ ବିମାନ ଘାଟିରେ ଏକ ବିଦାୟ ସମାରୋହର ଆୟୋଜନ କରାଯିବ। ଏହି…

ପୂର୍ବତନ କ୍ରିକେଟର୍‌ ଶେୟାର କଲେ ଏମିତି ଫଟୋ, ଦେଖିଲେ ହସି ହସି ଗଡିଯିବେ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ମହମ୍ମଦ କୈଫ ନିଜ ଇନଷ୍ଟାଗ୍ରାମରେ ଏକ ମଜାଦାର ଫଟୋ ଶେୟାର କରିଛନ୍ତି। ଯାହା ଦେଖିଲେ ଆପଣ ନ ହସି ରହିପାରିବେନି। କୈଫ ରବିବାର ସନ୍ଧ୍ୟାରେ କରିଥିବା ଏହି ପୋଷ୍ଟ ଏବେ ସୋସିଆଲ ମିଡିଆରେ ବେଶ୍‌…

ପୁଣି ବିବାଦ ଘେରରେ ଜେଏନ୍‌ୟୁ: ହଷ୍ଟେଲ ଫି’ ବିରୋଧରେ ଛାତ୍ରଙ୍କ ଆନ୍ଦୋଳନ, କ୍ୟାମ୍ପସ୍‌ରେ କଡ଼ା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୪।୧୧: ଜବାହାରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ରେ ବିବାଦ ଥମିବାରେ ନାଁ ନେଉନି। ଗତ କିଛି ଦିନରୁ ହଷ୍ଟେଲ ଫି’ ବୃଦ୍ଧିକୁ ନେଇ ଜେଏନ୍‌ୟୁ ଛାତ୍ରମାନେ ଆନ୍ଦୋଳନ କରିଆସୁଛନ୍ତି। ସୋମବାର ମଧ୍ୟ ଛାତ୍ରମାନେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସୁରକ୍ଷାକୁ ନଜରରେ ରଖି ସୋମବାର…

ବସ୍‌ ଚକାତଳେ ବୃଦ୍ଧଙ୍କ ଜୀବନ ଗଲା, ଡ୍ରାଇଭର ଅଟକ

ବୁଗୁଡ଼ା,୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ବରଡ଼ିପଲ୍ଲୀ ମୁଖ୍ୟସଡ଼କରେ ସୋମବାର ଭୋର୍‌ ସମୟରେ ଏକ ଘରୋଇ ବସ୍‌ ଚକା ଚଳେ ଜଣେ ବୃଦ୍ଧଙ୍କ ଜୀବନ ଯାଇଛି। ମୃତକ ହେଲେ ବରଡ଼ିପଲ୍ଲୀ ଗ୍ରାମର ନାର୍ସୁ ପ୍ରଧାନ (୭୫)। ସୂଚନାଯୋଗ୍ୟ, ତାଳଚେରରୁ ବ୍ରହ୍ମପୁର…

ସାଇନପଡ଼ା ସମିତି ସଭ୍ୟ ନିର୍ବାଚନ: ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ

କ.ନୂଆଗାଁ, ୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାଇନପଡ଼ା ସମିତି ସଭ୍ୟ ଭାବେ ବିଜେଡି ସମର୍ଥୀତ ପ୍ରାର୍ଥୀ ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ, ଉକ୍ତ ପଞ୍ଚାୟତର ସମିତିସଭ୍ୟ ଚକ୍ରମଣି କହଁର ବିଧାୟକଭାବେ ନିର୍ବାଚିତ ହେବାରୁ ଉକ୍ତ ପଦବୀରୁ ଇସ୍ତଫା…

ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ: ରାଜନାଥ ସିଂ

ତାସକେଣ୍ଟ୍‌,୪।୧୧: ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନେଇ ସୋମବାର ୟୁଜବେକିସ୍ତାନର ତାସକେଣ୍ଟ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମ ଦସ୍ତଲିକ୍‌-୨୦୧୯ରେ ଏହା କହିଛନ୍ତି। ଆତଙ୍କବାଦ ସାରା ପୃଥିବୀ ପାଇଁ ଏକ ସଙ୍କଟ ସୃଷ୍ଟି କରିଛି। ତେବେ ପାକିସ୍ତାନର…

ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି,…

କଠୋର ହେଲେ ସୁପ୍ରିମକୋର୍ଟ: ମାଗିଲେ ନଡ଼ା ଜଳାଉଥିବା ଲୋକଙ୍କ ତାଲିକା

ନୂଆଦିଲ୍ଲୀ,୪।୧୧: ରାଜଧାନୀରେ ଭୟଙ୍କର ରୂପ ନେଉଛି ପ୍ରଦୂଷଣ। ଏହି ମାମଲାରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୋମବାର ଦିଲ୍ଲୀରେ ବ୍ୟାପୁଥିବା ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ ଟିପ୍ପଣି ରଖି କେନ୍ଦ୍ର ଓ ରାଜ୍ୟସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ପ୍ରତିବର୍ଷ ଦିଲ୍ଲୀରେ…

ଯବାନଙ୍କ ପାଖରେ ୫୧ ଡିଗ୍ରୀ

ଜୟପୁର,୪।୧୧: ଜମ୍ମୁ-କଶ୍ମୀର, ଆସାମ, ପଞ୍ଜାବ ଆଦି ସୀମାରେ ମୁତୟନ ହୋଇଥିବା ଜଣେ ଭାରତୀୟ ଯବାନଙ୍କ ପାଠପଢ଼ିବା ପ୍ରତି ଥିବା ଆଗ୍ରହ ଏବେ ଲୋକଲୋଚନକୁ ଆସିଛି। ରାଜସ୍ଥାନର ଦଶରଥ ସିଂ ସେନାରେ ନିଯୁକ୍ତି ହୋଇ ମଧ୍ୟ ପାଠ ପଢ଼ାରେ ୫୧ ଡିଗ୍ରୀ ହାସଲ…

ଅଡ୍‌-ଇଭିନ୍‌ ନମ୍ବର ନିୟମ ନ ମାନିବାରୁ କଟିଲା ଭାଜପା ନେତାଙ୍କ ଚାଲାଣ

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରାକୁ କମ୍‌ କରିବାକୁ ଯାଇ ସରକାରଙ୍କ ତରଫରୁ ଅଡ-ଇଭିନ ନମ୍ବରର ଗାଡି ଗଡିବା ଆରମ୍ଭ କରିଛି। ସୋମବାର ଇଭିନ୍‌ ନମ୍ବରର ଗାଡି ଚାଲୁଥିବା ବେଳେ ଭାଜପା ନେତା ବିଜୟ ଗୋୟଲ କିନ୍ତୁ ତାଙ୍କ ଅଡ୍‌ ନମ୍ବର…

୫୦ ଅଣ୍ଡା ଖାଇବାକୁ ଲାଗିଥିଲା ସର୍ତ୍ତ: ୪୨ଖାଇବା ପରେ ମୃତ୍ୟୁ

ଜୋନପୁର,୪।୧୧: ବେଳେବେଳେ ଥଟ୍ଟାରେ ଲାଗିଥିବା ସର୍ତ୍ତ ମୃତ୍ୟୁର କାରଣ ହୋଇଥାଏ। ଅଣ୍ଡା ଓ ମଦରେ ସର୍ତ୍ତ ଲଗାଇ ଜଣେ ବ୍ୟକ୍ତି ମୃତ୍ୟୁମୁଖକୁ ଠେଲି ହୋଇଯାଇଥିବା ଜଣାପଡ଼ିଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଜୋନପୁରରେ। ସୂଚନାଯୋଗ୍ୟ, ଶାହଗଞ୍ଜ କୋତଓ୍ବାଲି ଅଞ୍ଚଳର…

ବିଭିନ୍ନ ଦାବିନେଇ ଅଙ୍ଗନଓ୍ବାଡି ମହିଳା କର୍ମୀଙ୍କ ଧାରଣା: ଦାବି ପୂରଣ ନ ହେଲେ ଦିଲ୍ଲୀରେ ଆନ୍ଦୋଳନ ପାଇଁ ଚେତାବନୀ

ଯାଜପୁର ଟାଉନ, ୪।୧୧(ଡି.ଏନ୍‌.ଏ.): ୧୪ ଦଫା ଦାବିନେଇ ଭାରତ ମଜଦ୍ଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ମହିଳା କର୍ମୀଙ୍କ ପକ୍ଷରୁ ସୋମବାର ଯାଜପୁର ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦିଆଯାଇଛି। । କର୍ମଚାରୀଙ୍କ ମାସିକ ବେତନ ୧୮ହଜାର, ଅବସରକାଳୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri