Home

ପ୍ରିୟଙ୍କାଙ୍କୁ ୟୁପି ପୋଲିସର ଦୁର୍ବ୍ୟବହାର

ଲକ୍ଷ୍ନୌ,୨୯ା୧୨: ସିଏଏ ଏବଂ ଏନ୍‌ଆର୍‌ସି ବିରୋଧୀ ବିକ୍ଷୋଭ ବେଳେ ଗିରଫ ହୋଇଥିବା ପୂର୍ବତନ ଆଇପିଏସ୍‌ ଅଫିସର ତଥା ସାମାଜିକ କର୍ମୀ ଏସ୍‌.ଆର୍‌. ଦାରାପୁରୀଙ୍କ ପରିବାରଙ୍କୁ ଭେଟିବାକୁ ଯାଉଥିବା କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ପୋଲିସ ଅଟକାଇବା ସହ ଦୁର୍ବ୍ୟବହାର…

କଂଗ୍ରେସ ପ୍ରତିଷ୍ଠା ଦିବସରେ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ : ଏନ୍‌ପିଆର୍‌, ଏନ୍‌ଆର୍‌ସି ଦ୍ୱିତୀୟ ବିମୁଦ୍ରୀକରଣ

ନୂଆଦିଲ୍ଲୀ/ ଗୁଆହାଟୀ,୨୯ା୧୨(ପି.ଟି.): କଂଗ୍ରେସର ୧୩୫ତମ ପ୍ରତିଷ୍ଠା ଦିବସ ଅବସରରେ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଏବଂ ପ୍ରସ୍ତାବିତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ସମାଲୋଚନା କରି ଏହାକୁ…

ଅର୍ଥମନ୍ତ୍ରୀଙ୍କ ନୂଆବର୍ଷ ଭେଟି;ରୁପେ, ୟୁପିଆଇ ପେମେଣ୍ଟରେ ଏମ୍‌ଡିଆର୍‌ ଦେୟ ଛାଡ

ନୂଆଦିଲ୍ଲୀ,୨୯-୧୨: ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଲାଗି ସରକାର ରୁପେ ଏବଂ ୟୁପିଆଇ ନେଣଦେଣରେ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌(ଏମ୍‌ଡିଆର୍‌) ଦେୟକୁ ବାଦ ଦେଇଛନ୍ତି। ୨୦୨୦ ଜାନୁୟାରୀ ପହିଲାଠାରୁ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବ। କୌଣସି ଗ୍ରାହକ ନେଣଦେଣ ଲାଗି ପଏଣ୍ଟ ଅଫ୍‌…

ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ

ସୁନ୍ଦରଗଡ,୨୯।୧୨ (ଡି.ଏନ୍‌.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଶନିବାର ସ୍ଥାନୀୟ ଆସ୍ଥାଗୃହରେ ଅନ୍ତେବାସୀଙ୍କ ସହ ଏକାଠି ବସି ମଧ୍ୟାହ୍ନ ଭୋଜନ…

ରଣଜୀ ଟ୍ରଫି: ଓଡ଼ିଶାର ହ୍ୟାଟ୍ରିକ ବିଜୟ; ପଏଣ୍ଟ ଟେବୁଲ ଶୀର୍ଷରେ ଓଡ଼ିଶା

କଟକ ଅଫିସ,୨୯ା୧୨-ଚଳିତ ରଣଜୀ ଟ୍ରଫିରେ ଓଡ଼ିଶା ଦଳର ବିଜୟ ଧାରା ଅବ୍ୟାହତ ରହିଛି। ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ଉତ୍ତରାଖଣ୍ଡ ବିପକ୍ଷ ମ୍ୟାଚ୍‌କୁ ଶନିବାର ୧୦ ଉଇକେଟରେ ଜିତିଛି ଓଡ଼ିଶା। ଏଥିସହିତ ଚଳିତ ଟୁର୍ନାମେଣ୍ଟରେ ଲଗାତର ୩ୟ ବିଜୟ ହାସଲ କରିଛି। ପେସ୍‌…

ପ୍ରଥମ ଟେଷ୍ଟ: ଇଂଲଣ୍ଡର ଟାର୍ଗେଟ ୩୭୬

ସେଞ୍ଚୁରିଆନ,୨୯।୧୨(ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ମୋଡରେ ପହଞ୍ଚିଛି। ପ୍ରଥମ ଇନିଂସରେ ୧୦୩ ରନର ଅଗ୍ରଣୀ ହାସଲ କରିଥିବା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସରେ ୬୧.୪ ଓଭରରେ ୨୭୨ ରନକରି…

କଳିଙ୍ଗରେ ଜାତୀୟ ପୁରୁଷ ହକି କ୍ୟାମ୍ପ : ଦିଲପ୍ରୀତଙ୍କ ପ୍ରତ୍ୟାବର୍ତ୍ତନ, ଓଡ଼ିଶାରୁ ୫ ସାମିଲ

ନୂଆଦିଲ୍ଲୀ,୨୯।୧୨(ପି.ଟି.)- ଆସନ୍ତା ମାସରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ହକି ପ୍ରୋ ଲିଗ୍‌ ଆୟୋଜନ ହେବାକୁ ଯାଉଥିବା ବେଳେ ହକି ଇଣ୍ଡିଆ ଶନିବାର ଏକ ୩୨ ଜଣିଆ ସମ୍ଭାବ୍ୟ ପୁରୁଷ ଦଳ ଘୋଷଣା କରିଛି। ଦୁଇ ସପ୍ତାହ ଧରି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ…

କପିଳାସ ନାଟ୍ୟ ମହୋତ୍ସବର ଚତୁର୍ଥ ସନ୍ଧ୍ୟା: ବିଡ଼ମ୍ବିତ ଶୈଶବର ଅକୁହାକଥା ‘କାହାନୀ ଏକ୍‌ କଂସ୍‌ କୀ’

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳର କଳାପରିଷଦ ଅନୁଷ୍ଠାନ ପକ୍ଷରୁ ୩୯ତମ ବାର୍ଷିକ ଉତ୍ସବ ଅବସରରେ ସ୍ଥାନୀୟ ମିନି ଷ୍ଟାଡିୟମ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ଚାଲିଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବର ଶନିବାର ଚତୁର୍ଥ ସନ୍ଧ୍ୟାରେ ନୂଆଦିଲ୍ଲୀର ଡ୍ରାମାଟୋଲୋଜୀ ଥିଏଟର ଗ୍ରୁପ୍‌ ଦ୍ୱାରା…

୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା: ସ୍ବଚ୍ଛତା, ଦକ୍ଷତା ବୃଦ୍ଧି ସମସ୍ତଙ୍କ ଲକ୍ଷ୍ୟ ହେଉ

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାରେ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଥିଲେ ଯେ, ପ୍ରତ୍ୟେକ ବିଭାଗର କର୍ମଚାରୀଙ୍କ…

ଷ୍ଟାଣ୍ଡିଂ କମିଟିର ବିଦ୍ୟୁତ୍‌ ବିଭାଗ କାର୍ଯ୍ୟ ସମୀକ୍ଷା

ଭଦ୍ରକ ଅଫିସ,୨୯।୧୨- ବିଧାନସଭା ଷ୍ଟାଣ୍ଡିଂ କମିଟି ଶନିବାର ଭଦ୍ରକ ଜିଲାରେ ବିଦ୍ୟୁତ୍‌ ବିଭାଗ ଅଧୀନରେ ହେଉଥିବା ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରି ଫେରିଛି। ଏହି ଟିମ୍‌ ପାନ୍ଥିକା ପରିସରରେ ଓପିଟିସିଏଲ୍‌, ନେସ୍କୋ, ଠିକା ଏଜେନ୍ସି ଓ ପ୍ରଶାସନିକ ଅଧିକାରୀଙ୍କ ସହ…

ନୀଳଗିରି ଲ୍ୟାମ୍ପରେ ଉତ୍ତେଜନା: ୩ ଅଧିକାରୀଙ୍କୁ ୩ ଘଣ୍ଟା ଅଟକ

ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପରେ ଶନିବାର ଉତ୍ତେଜନା ଦେଖାଦେଇଛି। ପଞ୍ଜିକରଣରେ ଅନିୟମିତତା ଅଭିଯୋଗ କରି ଚାଷୀମାନେ ଲ୍ୟାମ୍ପର ପରିଚାଳନା ନିର୍ଦ୍ଦେଶକଙ୍କୁ ୩ ଘଣ୍ଟା ଧରି ଅଟକ ରଖିଥିଲେ। ସମସ୍ୟାର ସମାଧାନ ପାଇଁ ବିଭାଗ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ଦିଆଯିବା ପରେ…

ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଚଢ଼ିଗଲା ଟ୍ରକ୍‌

ଗୋପ, ୨୮ା୧୨(ଡିି.ଏନ୍‌.ଏ):ଗୋପ-ବାଲିଘାଇ ରାସ୍ତାର ମଦରଙ୍ଗ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଏକ ବାଲିବୋଝେଇ ଟ୍ରକ ଚଢ଼ିଯିବାରୁ ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ହେଲେ କୋଣାର୍କ ଥାନା ଅଧୀନ ଖରାଗାଁ ତଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?