ଚାଇନା ମାଟି କାରଖାନାରେ ବିସ୍ଫୋରଣ: ୨୩ ଶ୍ରମିକ ମୃତ; ୧୩୦ରୁ ଅଧିକ ଆହତ
ଖାର୍ତୁମ୍,୪।୧୨: ସୁଦାନରେ ଏକ ଚାଇନା ମାଟି କାରଖାନାରେ ବିସ୍ଫୋରଣ ଘଟି ୨୩ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ରାଜଧାନୀ ଖାର୍ତୁମ ନିକଟରେ ଥିବା କାରଖାନାରେ ଏଭଳି ଘଟିଛି। ଏଥିରେ ୧୩୦ରୁ ଅଧିକ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆହତଙ୍କୁ…
ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍ ହେଲେ ବିରାଟ କୋହଲି
ନୂଆଦିଲ୍ଲୀ,୪।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ସଦ୍ୟ ପ୍ରକାଶିତ ଆଇସିସିର ସଦ୍ୟତମ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍ରେ ସେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍ ଷ୍ଟିଭ ସ୍ମିଥ୍ଙ୍କୁ ପଛରେ ପକାଇଦେଇଛନ୍ତି। ୯୨୮ ଅଙ୍କ…
୪୦ ଫୁଟ ଉଚ୍ଚତାରୁ ଝୁଲି ରହି ମନ୍ତ୍ରୀ ଦେଲେ ଫିଟ୍ ରହିଥିବାର ସଙ୍କେତ
ଭୋପାଳ,୪।୧୨: ମଧ୍ୟପ୍ରଦେଶର ଖେଳ ଓ ଯୁବ କଲ୍ୟାଣ ମନ୍ତ୍ରୀ ଜିତୁ ପଟଓ୍ବାରୀ ନିଜେ ଫିଟ୍ ରହିଥିବା ନେଇ ଏକ ନିଆରା ଢ଼ଙ୍ଗରେ ସଙ୍କେତ ଦେଇଛନ୍ତି। ସେ ୪୦ ଫୁଟ ଉଚ୍ଚତାରୁ ଝୁଲି ରହି ଏଭଳି କରିଛନ୍ତି। ଏହା ସହିତ ସେ ହାତରେ…
ତିମି ମାଛ ପେଟରୁ ବାହାରିଲା ୧୦୦ କିଲୋ ପ୍ଲାଷ୍ଟିକ୍
ସ୍କଟଲାଣ୍ଡ,୪।୧୨: ଏକ ତିମି ମାଛ ପେଟରୁ ୧୦୦ କିଲୋ ପ୍ଲାଷ୍ଟିକ ବାହାରିଛି। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସ୍କଟଲାଣ୍ଡରେ ଏଭଳି ଘଟଣା ଘଟିଛି। ଲୁସକେନଟାୟାର ବିଚ୍ରୁ ଏହି ତିମି ମାଛଟିକୁ ମୃତ ଅବସ୍ଥାରେ ଧରାଯାଇଛି। ତିମି ମାଛ ପେଟରେ ଜାଲ,…
‘ଜୟେଶଭାଇ ଜୋରଦାର’ର ଫାଷ୍ଟ ଲୁକ୍ ରିଲିଜ୍
ମୁମ୍ବାଇ: ବଲିଉଡ୍ ଅଭିନେତା ରଣବୀର ସିଂ ନିଜର ଦମ୍ଦାର ଅଭିନୟ ଓ ଭିନ୍ନ ଭିନ୍ନ ଚରିତ୍ର ପାଇଁ ବେଶ୍ ଜଣାଶୁଣା। ତାଙ୍କ ପାଖରେ ବହୁ ନୂଆ ନୂଆ ପ୍ରୋଜେକ୍ଟ ରହିଥିବା ବେଳେ ଏବେ ଅପ୍ କମିଂ ଫିଲ୍ମ ‘ଜୟେଶଭାଇ ଜୋରଦାର’ର ଫାଷ୍ଟ…
କୁରାଳ ପଞ୍ଚମୀ ପାଳନ: ଜମିଲା ନୃତ୍ୟଗୀତର ଆସର
କେନ୍ଦୁଝର,୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ତରମାକାନ୍ତ କୁରାଳସାହି ପକ୍ଷରୁ ବୁଧବାର କୁରାଳ ପଞ୍ଚମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ୧ରୁ ୩ ତାରିଖ ପର୍ଯ୍ୟନ୍ତ ରୁଦ୍ରପାଳ ରତ୍ନଶାରୀଙ୍କ କୁରାଳ ପଞ୍ଚମୀ ଧୁମ୍ଧାମରେ ପାଳନ କରାଯାଇଥିଲା। ଏଥିରେ ରତ୍ନସାଗର ସଂକୀର୍ତ୍ତନ ମଣ୍ତଳୀ ଭଗତପୁର…
ବନ୍ଦ କାର୍ ଭିତରୁ ଅଣନିଃଶ୍ୱାସୀ ହୋଇ ଶିଶୁକନ୍ୟା ଉଦ୍ଧାର ଘଟଣା: ମା’ବାପାଙ୍କ ନାମରେ ମାମଲା ରୁଜୁ କଲା ପୋଲିସ, କରୁଛି ପଚରାଉଚରା
ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ବନ୍ଦ କାର୍ରୁ ଦେଢ଼ବର୍ଷର ଶିଶୁକନ୍ୟା ଅଣନିଃଶ୍ୱାସୀ ଭାବେ ଉଦ୍ଧାର ହେବା ଘଟଣାରେ ଟାଉନ ଥାନା ପୋଲିସ ବୁଧବାର ନିଜ ଆଡ଼ୁ ମାମଲା ରୁଜୁ କରିଛି। ଥାନାରେ କେସ ନଂ-୩୬୯/୧୯, ଦଫା…
ପିତାଙ୍କ କୋକେଇ କାନ୍ଧେଇଥିଲେ ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଭୂମି ପେଡନେକରଙ୍କ ଅଭିନୟ ଦକ୍ଷତା ସମସ୍ତଙ୍କୁ ଜଣା। ମୋଟି, ବୁଢୀ ଏବଂ କଳା ଯୁବତୀ ରୋଲ୍ରେ ସେ ଏପର୍ଯ୍ୟନ୍ତ ଦର୍ଶକଙ୍କ ସାମ୍ନାକୁ ଆସିସାରିଛନ୍ତି। ତାଙ୍କ ଅଭିନୟକୁ ମଧ୍ୟ ଦର୍ଶକ ବେଶ୍ ପ୍ରଶଂସା କରିଛନ୍ତି। ନିକଟରେ ଆଗାମୀ ଫିଲ୍ମ ‘ପତି,…
ମିଳିଲାନି ଆମ୍ବୁଲାନ୍ସ: ପ୍ରସୂତିଙ୍କୁ କାନ୍ଧରେ ବୋହି ହସ୍ପିଟାଲ ନେଲେ ପରିବାର ସଦସ୍ୟ
ଚେନ୍ନାଇ,୪।୧୨: ସରକାର ମହିଳାଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିବା ନେଇ ଡିଣ୍ଡିମ ପିଟୁଛନ୍ତି। ହେଲେ ସେ ସବୁ ଯୋଜନା ବାଟବଣା ହେଉଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ତାମିଲନାଡୁର ଇରୋଡରେ। ଜଣେ ପ୍ରସୂତିଙ୍କୁ ପରିବାର ଲୋକେ କାନ୍ଧରେ ବୋହି…
ଉଗ୍ରତାରା ଛକରୁ ଲୁଟ୍ ହୋଇଥିବା କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସିଗାରେଟ୍ ଦିଲ୍ଲୀରୁ ଜବତ: ୨ ଗିରଫ
ଖୋର୍ଦ୍ଧା ଅଫିସ, ୪।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ଚୋରି ହୋଇଥିବା ୧ କୋଟି ୨ ଲକ୍ଷ ଟଙ୍କାର ୨୩୮ କାର୍ଟୁନ ସିଗାରେଟ୍ ଦିଲ୍ଲୀରୁ ଜବତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯିବା ସହ ସେମାନଙ୍କଠାରୁ ୧୦ଲକ୍ଷ…
ଆଇଟିବିପି କ୍ୟାମ୍ପରେ ଯବାନଙ୍କ ମଧ୍ୟରେ ସଂଘର୍ଷ: ୬ ଯବାନ ମୃତ
ରାୟପୁର, ୪।୧୨: ଛତିଶଗଡର ନାରାୟଣପୁର ଜିଲାରେ ଏକ ଆଇଟିବିପି କ୍ୟାମ୍ପରେ ଯବାନଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୬ ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ଦୁଇ ଜଣ ଯାବନ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ନାରାୟଣପୁର ଏସପି ମୋହିତ ଗର୍ଗ ଏହି…
କେଜରିଓ୍ବାଲଙ୍କ ଫ୍ରି ଓ୍ବାଇଫାଇ ଯୋଜନା: ମାସକୁ ମିଳିବ ମାଗଣା ୧୫ ଜିବି ଡାଟା
ନୂଆଦିଲ୍ଲୀ,୪।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍ ଆଦ୍ମୀ ପାର୍ଟି(ଏଏପି)ର ହାତମୁଠାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟାଣ କରିବାର ପ୍ରୟାସ କରିଛନ୍ତି। ସେ ବୁଧବାର ଫ୍ରି ଓ୍ବାଇଫାଇ ଯୋଜନାର ଘୋଷଣା କରିଛନ୍ତି। ଏଣିକି ଦିଲ୍ଲୀର ସମସ୍ତ ବସ୍ ଷ୍ଟାଣ୍ଡ୍ ସମେତ କେତେକ…
Archives


