Home

ଜମ୍ମୁ-କଶ୍ମୀରରେ ପ୍ରବଳ ହିମସ୍ଖଳନ: ଯବାନ ନିଖୋଜ

ଶ୍ରୀନଗର,୪।୧୨: ଉତ୍ତର କଶ୍ମୀରରେ ଅନେକ ଯାଗାରେ ପ୍ରବଳ ହିମସ୍ଖଳନ ଦେଖିବାକୁ ମିଳିଛି। ଏଥିଯୋଗୁ ଜଣେ ଯବାନ ନିଖୋଜ ହୋଇଯାଇଛନ୍ତି। ଯବାନ ଜଣଙ୍କ ବରଫ ଅତଡା ତଳେ ଚାପି ହୋଇଯାଇଥିବା ଅନୁମାନ କରାଯାଉଛି। ତାଙ୍କୁ ଖୋଜିବା ପାଇଁ ସେନାର ଏଆରଟି ଲାଗିପଡିଛନ୍ତି। ସୂଚନାଯୋଗ୍ୟ,…

ମହାଭିଯୋଗ ଯାଞ୍ଚ୍‌ର ପ୍ରାଥମିକ ରିପୋର୍ଟ: ଟ୍ରମ୍ପ୍‌ ଦୋଷୀ

ଓ୍ବାଶିଂଟନ,୪।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ୍‌ଙ୍କ ବିରୋଧରେ ଅଣାଯାଇଥିବା ମହାଭିଯୋଗର ଯାଞ୍ଚ୍‌ ଜାରି ରହିଛି। ଇତିମଧ୍ୟରେ ଆମେରିକା ସଦନର ନ୍ୟାୟିକ କମିଟି ପକ୍ଷରୁ ଯାଞ୍ଚ୍‌ର ପ୍ରାଥମିକ ରିପୋର୍ଟ ଜାରି କରାଯାଇଛି। ଏଥିରେ ଟ୍ରମ୍ପ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏଥିରୁ କୁହାଯାଇଛି ଯେ,…

କାଳ ସାଜିଛି ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ:ଟୁଇନ୍‌ ସିଟିରେ ୨୦୦ ସ୍ଥାନ ଚିହ୍ନଟ, ୬୦ ଅତି ସମ୍ବେଦନଶୀଳ

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଡିସେମ୍ବର ୧ରୁ ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରାଯାଇଥିବାବେଳେ ୧୦ ଟ୍ରଫିକ ନିୟମ ଉଲ୍ଲଂଘନକାରୀ ଧରପଗଡ଼ ଚାଲିଛି। ତେବେ କଟକ ଓ ଭୁବନେଶ୍ୱର ଟୁଇନ୍‌ସିଟିରେ…

ଗଣବଳାତ୍କାରକୁ ତୀବ୍ର ବିରୋଧ:ବିକ୍ଷୋଭ, ଶୋଭାଯାତ୍ରାରେ କମ୍ପିଲା ପୁରୀ

ପୁରୀ ଅଫିସ, ୪ା୧୨:ପୁରୀରେ ନାବାଳିକା ଗଣବଳାତ୍କାର ଘଟଣା ଏବେ ରାଜ୍ୟବ୍ୟାପୀ ଚହଳ ସୃଷ୍ଟି କରିଛି। ଏ ନେଇ ସବୁଆଡ଼େ ପ୍ରତିବାଦର ସ୍ବର ତେଜିବାରେ ଲାଗିଛି। ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିଥିବାବେଳେ ବିଭିନ୍ନ ସଙ୍ଗଠନ ରାସ୍ତାକୁ ଓହ୍ଲାଇଛନ୍ତି। ଏହି ଘଟଣାକୁ ସବୁସ୍ତରରେ ଦୃଢ…

ଭୟାବହ ଅଗ୍ନିକାଣ୍ଡ: ୧୮ ବଖରା ଘର ଜଳିଗଲା

ରାଜନଗର,୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଘଡିଆମାଳ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୮ ବଖରା ଘର ଭସ୍ମିଭୂତ ହୋଇଯାଇଛି। ଗ୍ରାମର ବଳରାମ ରାଉତଙ୍କ ୧୨ ବଖରା, ବେଣୁଧର ରାଉତ, କୈଳାଶ ରାଉତ ଓ ବାବୁ ରାଉତଙ୍କ…

ରାଜ୍ୟରେ ୬ ବୃହତ୍‌, ୨୦ ମଧ୍ୟମ ଜଳଭଣ୍ଡାର ନିର୍ମାଣ ହେବ

ଭୁବନେଶ୍ୱର,୪ା୧୨ (ବ୍ୟୁରୋ):ରାଜ୍ୟରେ ଜଳସେଚନ ପାଇଁ ଆଉ ୬ଟି ବୃହତ୍‌ ଜଳଭଣ୍ଡାର ଓ ୨୦ଟି ମଧ୍ୟମ ଜଳଭଣ୍ଡାର ନିର୍ମାଣ ହେବ। ଏ ନେଇ ସର୍ବେକ୍ଷଣ ଓ ଅନୁସନ୍ଧାନ ଚାଲିଛି। ଏହି ସୂଚନା ଦେଇଛନ୍ତି ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ। ମନ୍ତ୍ରୀ କହିଛନ୍ତି ଯେ…

ଲୋକ ସଭାରେ ଉଠିଲା ଓଡ଼ିଶା ପିଏମ୍‌ଏଓ୍ବାଇ ଦୁର୍ନୀତି ପ୍ରସଙ୍ଗ

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ଦୁର୍ନୀତି ହୋଇଥିବା ନେଇ ଲୋକ ସଭାରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ପ୍ରଶ୍ନ ଉଠାଇଛନ୍ତି। ଅପରାଜିତା ନିଜ ନିର୍ବାଚନମଣ୍ଡଳୀ ମଧ୍ୟରେ ହୋଇଥିବା ଦୁର୍ନୀତିକୁ ନେଇ ଦାୟିତ୍ୱରେ ଥିବା ଅଫିସରଙ୍କ ବିରୋଧରେ ସରକାର କ’ଣ କାର୍ଯ୍ୟାନୁଷ୍ଠାନ…

ଆୟୁଷ୍ମାନ ଭାରତ: ଓଡ଼ିଶା ପାଇଛି ୧୧୩କୋଟି

ଭୁବନେଶ୍ୱର,୪ା୧୨(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାକୁ ରାଜ୍ୟ ସରକାର ଲାଗୁ କରୁ ନ ଥିବାରୁ ଭାଜପା ଓ ବିଜେଡି ମଧ୍ୟରେ ଆରୋପ ପ୍ରତ୍ୟାରୋପ ଦେଖିବାକୁ ମିଳିଛି। ଏହି ଯୋଜନା ଓଡ଼ିଶାରେ ଲାଗୁ ହେଲେ ପ୍ରଧାନମନ୍ତ୍ରୀ କାଳେ ନାଁ ନେଇଯିବେ ସେଥିଲାଗି ରାଜ୍ୟ…

ଫିଲ୍ମ ଫ୍ରାଇଡେ’:‘ପାନିପତ୍‌’ ବନାମ୍‌ ‘ପତି, ପତ୍ନୀ ଔର୍‌ ଓ୍ବ’

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ଫିଲ୍ମ ଫ୍ରାଇଡେ’ରେ ଏଥର ପରଦାକୁ ଆସୁଛି ଦୁଇଟି ଫିଲ୍ମ। ବହୁ ପ୍ରତୀକ୍ଷିତ ହିନ୍ଦୀ ଐତିହାସିକ ଫିଲ୍ମ ‘ପାନିପତ୍‌’କୁ ଟକ୍କର ଦେବ ରୋମାଣ୍ଟିକ୍‌ କମେଡି ଫିଲ୍ମ ‘ପତି, ପତ୍ନୀ ଔର୍‌ ଓ୍ବ’। ଆଶୁତୋଷ ଗୋଓ୍ବାରିକରଙ୍କ ନିର୍ଦ୍ଦେଶିତ ‘ପାନିପତ୍‌’ ୧୭୬୧ରେ ହୋଇଥିବା ୩ୟ ପାନିପତ୍‌…

ଓଡ଼ିଶୀ, ବାଲିନିଜ୍‌ ନୃତ୍ୟର ସମ୍ମେଳନ

ଭୁବନେଶ୍ୱର, ୪ା୧୨ (ବ୍ୟୁରୋ):ଓଡ଼ିଶା ସହ ଇଣ୍ଡୋନେସିଆର ସମ୍ପର୍କ କାହିଁ କେଉଁକାଳରୁ ରହିଆସିଛି। ଇଣ୍ଡୋନେସିଆ ବାଲିର କଳାକାରମାନେ ସାଂସ୍କୃତିକ ସମ୍ପର୍କର ଭିନ୍ନ ଝଲକ ଆଣିଦେଇଛନ୍ତି। ସୋମବାର କୋଣାର୍କ ନୃତ୍ୟୋତ୍ସବରେ ସୀତାହରଣ ପରିବେଷଣ କରି ଦର୍ଶକଙ୍କୁ ବିମୋହିତ କରିଥିବା ଏହି କଳାକାରମାନେ ମଙ୍ଗଳବାର ସନ୍ଧ୍ୟାରେ…

୪୦୭ ବର୍ଷରେ ଭାରତୀୟ ନୌସେନା

ନୂଆଦିଲ୍ଲୀ, ୪।୧୨: ଭାରତୀୟ ନୌସେନାକୁ ଇତିମଧ୍ୟରେ ପୂରିଛି ୪ଶହ ୭ ବର୍ଷ। ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧରେ ନୌସେନାର ବୀରତ୍ୱ ପାଇଁ ପ୍ରତିବର୍ଷ ଡିସେମ୍ବର ୪ ତାରିଖରେ ନୌସେନା ଦିବସ ପାଳିତ ହେଉଛି। ୧୬୧୨ ସେପ୍ଟେମ୍ବର ୫ରେ ଏହା ସ୍ଥାପିତ ହୋଇଥିଲା। ଏହା…

ରେଭେନ୍‌ଶାରେ ଲୋକପ୍ରିୟ ନାଁ ‘ବୋପା’,୬୨ ବର୍ଷ ହେବ ବିକୁଛନ୍ତି ପାଉଁରୁଟି

କଟକ ଅଫିସ,୪ା୧୨:ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ‘ବୋପା’ ନାମ ସହ ଅନେକେ ପରିଚିତ। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଅଧ୍ୟାପିକାଅଧ୍ୟାପକମାନେ ମଧ୍ୟ ତାଙ୍କୁ ସେହି ନାମରେ ଡାକନ୍ତି। ଏଠାରେ ଶିକ୍ଷାଲାଭ କରି ଏବେ ରାଜ୍ୟ ରାଜନୀତିର ମନ୍ତ୍ରୀ, ବିଧାୟକ ପଦବୀରେ ଥିବା ନେତାଙ୍କ ପାଖରେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri