ବଳାତ୍କାର ପରେ ଗୁଳି: ଜାଳିଦେଲେ ଯୁବତୀଙ୍କ ମୃତଦେହ
ବକ୍ସର, ୪ା୧୨ : ହାଇଦ୍ରାବାଦରେ ଜଣେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ିମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ନିଆଁ ଜଳୁଥିବାବେଳେ ବିହାରର ବକ୍ସର ଜିଲା ଅନ୍ତର୍ଗତ କୁକୁଢା ଗ୍ରାମରେ ଜଣେ ଯୁବତୀଙ୍କୁ ବଳାତ୍କାର ପରେ ଗୁଳିକରି ହତ୍ୟା କରାଯାଇଛି। ଏପରି କି…
‘ବିକ୍ରମ’ର ସନ୍ଧାନ ପାଇଲେ ଚେନ୍ନାଇ ଇଞ୍ଜିନିୟର
ଓ୍ବାଶିଂଟନ/ନୂଆଦିଲ୍ଲୀ,୪ା୧୨: ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଂ କରିବାର ୨୦ ଦିନ ପରେ ଅର୍ଥାତ୍ ସେପ୍ଟେମ୍ବର ୨୬ରେ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ଉକ୍ତ ସ୍ଥାନର ଏକ ମୋଜାଇକ୍ ଛବି ଜାରି କରିଥିଲା। ଏହାସହ ବିକ୍ରମକୁ ଖୋଜି ବାହାର କରିବାରେ…
କୃଷି ପରିବେଶକୁ ଧ୍ୱଂସ କରୁଛି କର୍ପୋରେଟ୍ ଶୈଳ୍ପିକ କୃଷି
ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ଗ୍ରୀନ୍ପିସ୍ ଇଣ୍ଡିଆ ଦ୍ୱାରା ମହିଳା ଶ୍ରମଜୀବୀ ମଞ୍ଚ, ଓଡ଼ିଶା ଏବଂ ଓଡ଼ିଶା ଶ୍ରମଜୀବୀ ମଞ୍ଚ ସହଯୋଗରେ ମାଟି ସ୍ବାସ୍ଥ୍ୟର ସ୍ଥିତି ଏବଂ ଓଡ଼ିଶାରେ କୃଷିର ନିରନ୍ତରତା ଉପରେ ଏକ ପରାମର୍ଶ ସଭା ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି।…
୫ରୁ ମିଶନ ଶକ୍ତି ମେଳା
ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ୍ ଶକ୍ତି ବିଭାଗ ପକ୍ଷରୁ ରାଜ୍ୟରେ ପ୍ରଥମ ଥର ପାଇଁ ଆସନ୍ତା ୫ତାରିଖରୁ ‘ମିଶନ ଶକ୍ତି ମେଳା’ ଆୟୋଜିତ ହେବ। ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର…
ଲୋକ ସଭାରେ ‘ଫନୀ’ ଚର୍ଚ୍ଚା
ଭୁବନେଶ୍ୱର,୪ା୧୨(ବ୍ୟୁରୋ):ସାମୁଦ୍ରିକ ଝଡ ‘ଫନୀ’ ଦ୍ୱାରା ଉପକୂଳ ଓଡ଼ିଶାର ବହୁତ କ୍ଷତି ହୋଇଛି। ଓଡ଼ିଶାର ଭୌଗୋଳିକ ଅବସ୍ଥିତି ନିୟମିତ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଛି। ‘ଫନୀ’ ପୁନରୁଦ୍ଧାର ଏବଂ ଭିତ୍ତିଭୂମି ସଜଡା କାର୍ଯ୍ୟ ଜାରି ରହିଥିବାବେଳେ ନିକଟରେ ‘ବୁଲ୍ବୁଲ’ ମଧ୍ୟ ଉପକୂଳ ଓଡ଼ିଶାକୁ…
ଭିନ୍ନକ୍ଷମମାନେ ସମାଜର ଗୁରୁତ୍ୱପୂର୍ଣ୍ଣ ଅଂଶ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ଭିନ୍ନକ୍ଷମମାନେ ସମାଜର ଗୁରୁତ୍ୱପୂର୍ଣ୍ଣ ଅଂଶ। ସମାଜର ବିକାଶରେ ସେମାନଙ୍କର ମଧ୍ୟ ଅବଦାନ ରହିଛି। ଉପଯୁକ୍ତ ତାଲିମ ଓ ପ୍ରୋତ୍ସାହନ ଦ୍ୱାରା ସେମାନେ ମଧ୍ୟ ଦକ୍ଷତା ଓ ପ୍ରତିଭା ଦେଖାଇ ପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଶ୍ୱ ଭିନ୍ନକ୍ଷମ…
ଧାରଣା ସ୍ଥଳରେ ଟଳିପଡ଼ିଲେ ଶିକ୍ଷକ
ଭୁବନେଶ୍ୱର,୪ା୧୨ (ବ୍ୟୁରୋ)/ କୁଆମରା/ ଖୁଣ୍ଟା(ଡି.ଏନ୍.ଏ):ଦାବି ପୂରଣ ପାଇଁ ଆସିଥିଲେ ରାଜଧାନୀ। ବିଧାନସଭା ସମ୍ମୁଖ ଲୋୟର ପିଏମ୍ଜିର ଆନ୍ଦୋଳନସ୍ଥଳରେ ଅନ୍ୟ ଶିକ୍ଷକଙ୍କ ସହ ଧାରଣା ଦେଇଥିଲେ। ବିକ୍ଷୋଭ ଓ ପ୍ରତିବାଦ କରୁଥିବା ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ୍ ଟଳିପଡିଥିଲେ ମୟୂରଭଞ୍ଜର ଶିକ୍ଷକ ନିରଞ୍ଜନ…
ଆଇ. ରାମବ୍ରହ୍ମମ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନୂଆ କୁଳପତି
ଭୁବନେଶ୍ୱର,୪ା୧୨ (ବ୍ୟୁରୋ):କୋରାପୁଟ ସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଆଇ. ରାମବ୍ରହ୍ମମଙ୍କୁ କୁଳାଧିପତି ତଥା ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏହି…
ଚିନ୍ତା ବଢ଼ାଉଛି ଔଷଧ ପାର୍ଶ୍ୱ ପ୍ରତିକ୍ରିୟା
କଟକ ଅଫିସ,୪ା୧୨:କେତେକ ଔଷଧ ଜୀବନ ନେଉଛି। ଆଉ କେତେକ ଔଷଧ ଖାଇବା ପରେ ରୋଗୀ ଗୁରୁତର ହୋଇପଡ଼ୁଛନ୍ତି। ବିଶେଷକରି କାହାର ହୃଦ୍ଘାତ ହେଉଛି ତ କାହାର ଶରୀର ଫୁଲିଯାଉଛି। ସେହିପରି କାହା ଶରୀରରେ ସୋଡିୟମ, ପୋଟାସିୟମ ଭାଗ କମ୍ ହୋଇ ଗୁରୁତର…
ରୁଦ୍ରପୁର ଗ୍ରାମରେ ରାଜନୈତିକ ଗୋଷ୍ଠୀ ସଂଘର୍ଷ, ଦୁଇ ଗୁରୁତର ପୂର୍ବତନ ସରପଞ୍ଚଙ୍କ ସମେତ ୩ ଗିରଫ
ବିଞ୍ଝାରପୁର,୪ା୧୨(ଡି.ଏନ୍.ଏ)- ଗତ ସାଧାରଣ ନିର୍ବାଚନ ପରଠାରୁ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତର ରୁଦ୍ରପୁର ଗ୍ରାମରେ ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ଲାଗି ରହିଥିବା ଛକାପଞ୍ଝା ସୋମବାର ସନ୍ଧ୍ୟାରେ ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିଥିଲା। ରାଜନୈତିକ ବିବାଦକୁ ନେଇ ଉଭୟ ଦଳର…
ଏହି ୪ ରୋଗରୁ ମୁକ୍ତି ପାଇବାକୁ ଚାହୁଁଛନ୍ତି କି, ଖାଲି ପାଦରେ ଘାସ ଉପରେ ଚାଲନ୍ତୁ
ସାଧାରଣତଃ ପାର୍କ ହେଉ କି ପଡିଆରେ ଲୋକଙ୍କୁ ଜୋତା କିମ୍ବା ଚପଲ ପିନ୍ଧି ବ୍ୟାୟାମ କରିବା ଦେଖାଯାଏ। ଚପଲ ପିନ୍ଧି ଚାଲିବା ଅପେକ୍ଷା ବିନା ଚପଲରେ ଚାଲିଲେ ଏହା ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ଶରୀର ତାଜା…
ପୃଥ୍ବୀ-୨ର ରାତ୍ରିକାଳୀନ ବ୍ୟବହାରିକ ପରୀକ୍ଷଣ
ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼୍ରୁ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ମଙ୍ଗଳବାର ରାତ୍ରୀକାଳିନ ପରୀକ୍ଷଣ କରାଯାଇଥିଲା। ସନ୍ଧ୍ୟା ୭ଟା ୪୮ ମିନିଟ୍ ସମୟରେ କ୍ଷେପଣାସ୍ତ୍ରର ଉତ୍କ୍ଷେଣ…
Archives


