ପୃଥ୍ବୀ-୨ର ରାତ୍ରିକାଳୀନ ବ୍ୟବହାରିକ ପରୀକ୍ଷଣ
ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼୍ରୁ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ମଙ୍ଗଳବାର ରାତ୍ରୀକାଳିନ ପରୀକ୍ଷଣ କରାଯାଇଥିଲା। ସନ୍ଧ୍ୟା ୭ଟା ୪୮ ମିନିଟ୍ ସମୟରେ କ୍ଷେପଣାସ୍ତ୍ରର ଉତ୍କ୍ଷେଣ…
ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା; ୨୦ ଦିନରେ ଚାର୍ଜଶିିଟ୍ ପ୍ରସ୍ତୁତ କରାଯିବ: କେନ୍ଦ୍ରାଞ୍ଚଳ ଡିଆଇଜି
ପୁରୀ ଅଫିସ, ୩ା୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବହିଷ୍କୃତ କନଷ୍ଟେବଳ ଜିତେନ୍ଦ୍ର କୁମାର ସେଠୀ (ସି-୪୫୦) ଏବଂ ପୁରୀ ସଦର ଥାନା ଅନ୍ତର୍ଗତ ଆରିଡ଼ା ଗ୍ରାମର ରାଜା…
ଧାରଣା ସ୍ଥଳରେ ଟଳିପଡିଲେ ଶିକ୍ଷକ: ମୟୂରଭଞ୍ଜ ଜିଲା ଗଣଶିକ୍ଷକ ସଂଘ ସଭାପତି ଥିଲେ; ଅଧୁରା ରହିଗଲା ଦାବି ପୂରଣ
ଭୁବନେଶ୍ୱର,୨ା୧୨(ବ୍ୟୁରୋ)/କୁଆମରା/ଖୁଣ୍ଟା(ଡି.ଏନ୍.ଏ) – ଦାବି ପୂରଣ ପାଇଁ ଆସିଥିଲେ ରାଜଧାନୀ। ବିଧାନସଭା ସମ୍ମୁଖ ଲୋୟର ପିଏମ୍ଜିର ଆନ୍ଦୋଳନସ୍ଥଳରେ ଅନ୍ୟଶିକ୍ଷକଙ୍କ ସହ ଧାରଣା ଦେଇଥିଲେ। ବିକ୍ଷୋଭ ଓ ପ୍ରତିବାଦ କରୁଥିବା ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ୍ ଟଳିପଡିଥିଲେ ମୟୂରଭଞ୍ଜର ଶିକ୍ଷକ ନିରଞ୍ଜନ ବାରିକ। ସେଠାରେ…
ଶ୍ରୀମନ୍ଦିର ଚାରିପଟୁ ଘର ଉଚ୍ଛେଦ ପ୍ରସଙ୍ଗ: ଅଧିକ ୭ଦିନ ସମୟ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶ୍ରୀମନ୍ଦିର ଚାରି ପାଖରୁ ୭୫ମିଟର ବଳୟ ମଧ୍ୟରେ ଯେତେସବୁ ଘର ଅଛି ତାକୁ ଭାଙ୍ଗିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ସେହି ଅନୁଯାୟୀ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୭୫ପ୍ରତିଶତ ବାସିନ୍ଦା ନିଜ ଜମି…
ଓ୍ବିଲିୟମସନ, ଟେଲରଙ୍କ ଶତକ: ଟେଷ୍ଟ ସିରିଜ ଜିତିଲା ନ୍ୟୁଜିଲାଣ୍ଡ
ହାମିଲଟନ,୩।୧୨(ଏଏଫିପି)- ଅଧିନାୟକ କେନ୍ ଓ୍ବିଲିୟମସନ ଓ ଅଭିଜ୍ଞ ରସ୍ ଟେଲରଙ୍କ ଲଢ଼ୁଆ ଶତକ ସହାୟତାରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚକୁ ଘରୋଇ ନ୍ୟୁଜିଲାଣ୍ଡ ମଙ୍ଗଳବାର ପଞ୍ଚମ ତଥା ଅନ୍ତିମ ଦିବସରେ ଅମୀମାଂସିତ ରଖିଛି। ଲଞ୍ଚ୍ ପରେ ପ୍ରବଳ…
ରିଙ୍କିଲ୍ସ ପାଇଁ ଚିନ୍ତିତ କି, ତାହେଲେ ଆପଣାନ୍ତୁ ଏହି ଉପାୟ
ସାଧାରଣତଃ କେତେକ ଲୋକଙ୍କ କ୍ଷେତ୍ରରେ କମ୍ ବୟସରେ ମଧ୍ୟ ମୁହଁରେ ରିଙ୍କିଲ୍ସ ଆସିଯାଇଥାଏ। ଯେପରିକି ଚର୍ମ କୁଞ୍ଚନ, ଚର୍ମ ଢିଲା ହେବା, ଚମକ ହ୍ରାସ ପାଇବା ଇତ୍ୟାଦି। ବିଶେଷ କରି ମହିଳାମାନେ ଏହାକୁ ନେଇ ବହୁ ଚିନ୍ତିତ ହୋଇଥାନ୍ତି। ୩୦ ବର୍ଷ…
‘ଇଣ୍ଡିଆନ୍ ଆଇଡଲ’ରେ ଅନୁଙ୍କ ସ୍ଥାନ ନେଲେ ହିମେଶ
ବମ୍ବେ: ଖ୍ୟାତନାମା ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲ୍ଲିକଙ୍କ ସ୍ଥାନ ନେଲେ ହିମେଶ ରେଶମିୟା। ଲୋକପ୍ରିୟ ସିଙ୍ଗିଙ୍ଗ୍ ରିଆଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ୍’ ଜଜ୍(ବିଚାରପତି) ଆସନ ଅନୁ ଛାଡ଼ିବା ପରେ ଏବେ ହିମେଶ ତାଙ୍କ ସ୍ଥାନରେ ନଜର ଆସିବେ। ଗୋଟିଏ ପଟେ ହିମେଶ…
ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ, ୩ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର…
ଭିଜିଲାନ୍ସ ଜାଲରେ ଫେଡ୍କୋ ଜେ.ଇ.
ସାକ୍ଷୀଗୋପାଳ, ୩।୧୨(ଡି.ଏନ.ଏ.): ସାକ୍ଷୀଗୋପାଳ ଫେଡ୍କୋ ନଂ ୨ ସେକ୍ସନ ଜେ.ଇ. ବିଘ୍ନରାଜ ମହାନ୍ତି ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସତ୍ୟବାଦୀ ଥାନା ଧାନକେରା ଗ୍ରାମର ସୁରେଶ ଚନ୍ଦ୍ର ଦାସଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭୁବନେଶ୍ୱର ଭିଜିଲାନ୍ସ…
ଶେଷଥର ପାଇଁ ଏହି ଅଭିନେତ୍ରୀଙ୍କ ସହ ଫୋନରେ କଥା ହୋଇଥିଲେ ଶ୍ରୀଦେବୀ
ବଲିଉଡ୍ର ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ମୃତ୍ୟୁକୁ ଦେଢବର୍ଷରୁ ଅଧିକ ହୋଇଯାଇଥିଲେ ମଧ୍ୟ ତାଙ୍କୁ ଆଜି ବି ଭୁଲି ପାରୁନାହାନ୍ତି ସିନେ ଜଗତ। ନିକଟରେ ଶ୍ରୀଦେବୀଙ୍କ ଉପରେ ଲିଖିତ ଏକ ପୁସ୍ତକ ‘ଶ୍ରୀଦେବୀ:ଗର୍ଲ ଓମେନ୍ ସୁପରଷ୍ଟାର’ ଉନ୍ମୋଚନ ହୋଇଯାଇଛି। ଶ୍ରୀଦେବୀଙ୍କ ସ୍ବାମୀ ବୋନି…
ଗଣ୍ଠି ଦରଜ ହେଉଥିଲେ ଆପଣାନ୍ତୁ କିଛି ଟିପ୍ସ
ଶୀତଦିନେ ଅଧିକାଂଶ ଲୋକଙ୍କ ଗଣ୍ଠି ଦରଜ ହୋଇଥାଏ। ଔଷଧ ସେବନ ନ କରି କିଛି ଟିପ୍ସ ଆପଣାଇଲେ ଏଥିରୁ ମୁକ୍ତି ପାଇପାରିବେ ବୋଲି ବରିଷ୍ଠ ପ୍ରତ୍ୟାରୋପଣ ସର୍ଜନ ଡାକ୍ତର ଅଖିଳେଶ ଯାଦବ କହିଛନ୍ତି। ଜାଣନ୍ତୁ ଏ ସମ୍ପର୍କରେ… ପ୍ରାତଃ ଭ୍ରମଣ: ଶୀତଦିନେ…
ହୋମଗାର୍ଡ ଦୁର୍ନୀତିରେ ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ
ଲକ୍ଷ୍ନୌ,୩।୧୨: ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ହୋମଗାର୍ଡ ବିଭାଗରେ ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। ଉକ୍ତ ବିଭାଗରେ ପୋଲିସ କର୍ମଚାରୀ ମିଛ ଉପସ୍ଥାପନ ଦେଖାଇ କୋଟି କୋଟି ଟଙ୍କା ହଡପ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…
Archives


