ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୩।୧୨: ପାକିସ୍ତାନ ବାରମ୍ବାର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ମଙ୍ଗଳବାର ପୁଣି ଥରେ ଜମ୍ମୁ-କଶ୍ମୀରର ପୁଞ୍ଛ ସେକ୍ଟରର କିର୍ନିରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ବର୍ଷଣ କରିଛନ୍ତି। ଏହାର ପାଲଟା ଜବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିଚାଳନା କରାଯାଇଛି। ଏଥିରେ…
ରାଜନାଥଙ୍କ ଗାଡ଼ି ସାମ୍ନାକୁ ଆସି ମୋଦିଙ୍କୁ ଭେଟିବାକୁ କହିଲେ ଯୁବକ
ନୂଆଦିଲ୍ଲୀ,୩।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କ ସୁରକ୍ଷାରେ ଅବହେଳା ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ସଂସଦ ଭବନ ବାହାରେ ରାଜନାଥଙ୍କ ଗାଡ଼ି ସମ୍ମୁଖକୁ ହଠାତ୍ ଆସି ଜଣେ ବ୍ୟକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଖା କରିବାକୁ ଚାହୁଁଛନ୍ତି ବୋଲି କହିଥିଲେ। ଏହାପରେ ସେଠାରେ…
ପୁରୀ ଗଣବଳାତ୍କାର ଘଟଣା: ଛାତ୍ର କଂଗ୍ରେସର ନବୀନ ନିବାସର ଘେରାଉ ଉଦ୍ୟମ; ପୋଲିସ ସହ ଧସ୍ତାଧସ୍ତି
ଭୁବନେଶ୍ୱର,୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ଭାଜପା ଏବଂ କଂଗ୍ରେସ। ଏହି କ୍ରମରେ ମଙ୍ଗଳବାର ଛାତ୍ର କଂଗ୍ରେସ ପକ୍ଷରୁ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ହେଲେ ଶିଶୁଭବନ ଛକରେ ଛାତ୍ର କଂଗ୍ରେସ ଓ ପୋଲିସ ମଧ୍ୟରେ…
୫ବର୍ଷର ରିଲେସନ୍ ପରେ ଗୁପ୍ତରେ ହେଲା ଏହି ଯୋଡ଼ିଙ୍କ ନିର୍ବନ୍ଧ
ଛୋଟପରଦାରୁ ବଲିଉଡ୍। ଏପରିକି ଡିଜିଟାଲ ଦୁନିଆରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଏହି ଅଭିନେତା ଜଣଙ୍କର ଏବେ ଶୁଭବେଳା ଚାଲିଛି। ଗୋଟିଏ ପରେ ଗୋଟିଏ ସଫଳତାର ଶିଡ଼ି ସେ ଚଢ଼ି ଚାଲିଛନ୍ତି। ଆଉ କେହି ନୁହନ୍ତି, ସେ ହେଉଛନ୍ତି ଅଭିନେତା ବିକ୍ରାନ୍ତ…
ଘରକୁ ଫେରିଲେ ଆହତ ରଣଦୀପ
ମୁମ୍ବାଇ: ବଲିଉଡ୍ ଅଭିନେତା ରଣଦୀପ ହୁଡ୍ଡା ହସ୍ପିଟାଲରୁ ସୁସ୍ଥ ହୋଇ ଏବେ ଘରକୁ ଫେରିଛନ୍ତି। ସଲମାନଙ୍କ ଅପ୍ କମିଂ ଫିଲ୍ମ ‘ରାଧେ: ଇୟୋର ମୋଷ୍ଟ ଓ୍ବାଣ୍ଟଟେଡ୍ ଭାଇ’ରେ ଖଳନାୟକ ଚରିତ୍ରରେ ଅଭିନୟ କରୁଛନ୍ତି ରଣଦୀପ। ଆସନ୍ତା ଇଦ୍ରେ ରିଲିଜ୍ ହେବାକୁ ଥିବା…
ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍ଆର୍ସି: ମମତା
କୋଲକାତା,୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କ ନିୟମକୁ ମାନିବେ ନାହିଁ ବୋଲି କହିଛନ୍ତି। ରାଜ୍ୟରେ ନ୍ୟାଶନାଲ ରେଜିଷ୍ଟର ଅଫ୍ ସିଟିଜେନ୍ସ(ଏନ୍ଆର୍ସି) ଲାଗୁ ହେବ ନାହିଁ ବୋଲି ସେ ସଫା ସଫା କହିଦେଇଛନ୍ତି। ଜାତି ଓ ଧର୍ମ ଆଧାରରେ…
ଫେସ୍ବୁକ୍ରେ ଅନ୍ଫ୍ରେଣ୍ଡ୍ କରିବାରୁ ଭଉଣୀକୁ ଗୁଳି ମାରିଲେ ଭାଇ
ଓ୍ବାଶିଂଟନ, ୩।୧୨: ଆମେରିକାର ଅଲାସ୍କା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭଉଣୀ ନିଜ ଭାଇଙ୍କୁ ଫେସବୁକ୍ରୁ ଅନଫ୍ରେଣ୍ଡ୍ କରିବା ମହଙ୍ଗା ପଡିଛି। ଫଳସ୍ବରୂପ ଭାଇ ଭଉଣୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଅମଣ୍ଡା। ସୂଚନାଯୋଗ୍ୟ,…
ମଧ୍ୟପ୍ରଦେଶରେ ବଳାତ୍କାରର ଶିକାର ହେଲେ ୪ବର୍ଷର ଶିଶୁ
ଇନ୍ଦୋର,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳତ୍କାର ପରେ ହତ୍ୟା ଘଟଣା ଥମି ନ ଥିବା ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ମଧ୍ୟପ୍ରଦେଶରେ ଜଣେ ୪ବର୍ଷର ଶିଶୁକୁ ବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ସ୍ଥାନୀୟ…
ବନ୍ଦ କାର୍ରେ ଶିଶୁକନ୍ୟାକୁ ଛାଡ଼ି ପଳାଇଲେ ମା’ବାପା, ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କଲେ ଲୋକେ
ଢେଙ୍କାନାଳ ଅଫିସ,୩।୧୨: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ସମୟରେ ଏକ ଧଳା କାର୍ ଭିତରେ ଦେଢ଼ ବର୍ଷର ଶିଶୁକନ୍ୟା ଫସି ରହିଥିବା ଲୋକେ ଦେଖିବାକୁ ପାଇଥିଲେ। ପରେ ଗାଡ଼ିର କାଚ ଖୋଲି ଶିଶୁକନ୍ୟାକୁ…
କାହିଁକି କୁନି ଝିଅର ଘରକୁ ଯାଇ ଭେଟିଲେ ଆବୁ ଧାବି କ୍ରାଉନ୍ ପ୍ରିନ୍ସ
ଆବୁ ଧାବି,୩।୧୨: ଆବୁ ଧାବିର କ୍ରାଉନ୍ ପ୍ରିନ୍ସ ତଥା ୟୁଏଇ ସେନାର ଡେପୁଟି ସୁପ୍ରିମ କମାଣ୍ଡର ଶେଖ ମହମ୍ମଦ ବିନ ଜାୟେଦ ସୋମବାର ଜଣେ ୟୁଏଇ ଝିଅଙ୍କ ଘରକୁ ଯାଇ ସାକ୍ଷାତ୍ କରିଛନ୍ତି। ସେହି ଝିଅଙ୍କ ସହ କ୍ରାଉନ୍ ପ୍ରିନ୍ସଙ୍କ ସାକ୍ଷାତ୍କାର…
ବିବାହକୁ ଆସିଥିବା ବରଯାତ୍ରୀଙ୍କୁ ଉପହାରରେ ଦିଆଗଲା ହେଲମେଟ୍
ନୂଆଦିଲ୍ଲୀ, ୩।୧୨: ସାଧାରଣତଃ ବରଯାତ୍ରୀଙ୍କୁ କନ୍ୟାଘର ପକ୍ଷରୁ ବିଭିନ୍ନ ପ୍ରକାର ଖାଦ୍ୟରେ ଆପାୟିତ କରାଯାଏ। କିନ୍ତୁ ନୂଆଦିଲ୍ଲୀର ଲକ୍ଷ୍ମଣଗଡରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ଏହାରେ ପୁଅ ଘରୁ ଆସିଥିବା ବରଯାତ୍ରୀଙ୍କୁ କନ୍ୟା ଘର ପକ୍ଷରୁ ହେଲମେଟ୍ ଉପହାର ସ୍ବରୂପ…
ଏମିତି ଘଡ଼ି: ଏଥିରେ ନାହିଁ ୧୨ ସଂଖ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ସୁଇଜରଲ୍ୟାଣ୍ଡ୍: ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ଘଡ଼ିରେ ୧୨ ସଂଖ୍ୟା ନାହିଁ କି ଲୋକେ ଘଡ଼ିରେ କେବେ ୧୨ଟା ବାଜୁ ବୋଲି ଚାହାନ୍ତି ନାହିଁ। ଏହା ପଛରେ ଥିବା କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ଦେଶରେ ୧୨ସଂଖ୍ୟାକୁ…
Archives


